ଖେଳ

୬ ବର୍ଷ ପରେ ଏମିତି କାମ କଲେ କୋହଲି

ପୁନେ,୧୯।୧୦: ବିରାଟ କୋହଲି ସବୁବେଳେ ଦଳର ଆବଶ୍ୟକତା ପାଇଁ ଛିଡା ହୁଅନ୍ତି। ଆଜି ଏହାର ଆଉ ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବୋଲିଂ ବେଳେ ହାର୍ଦ୍ଦିକ ପାଣ୍ଡ୍ୟା ଆହତ ହୋଇଥିଲେ। ଏହା ପରେ ବିରାଟ କୋହଲି ଅଧା ଓଭର ଶେଷ କରିବାକୁ…

ଅଷ୍ଟ୍ରେଲିଆ-ପାକିସ୍ତାନ ମ୍ୟାଚ ପୂର୍ବରୁ ବେଙ୍ଗାଲୁରୁରେ ବିସ୍ଫୋରଣର ମିଛ ଖବର

ବେଙ୍ଗାଲୁରୁ,୧୯।୧୦: ବିଶ୍ୱକପ ୨୦୨୩ ମ୍ୟାଚ ବେଙ୍ଗାଲୁରୁରେ ଅଷ୍ଟ୍ରେଲିଆ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ। ଏହାପୂର୍ବରୁ ବେଙ୍ଗାଲୁରୁରେ ବୋମା ବିସ୍ଫୋରଣର ମିଥ୍ୟା ଖବର ପ୍ରଚାରିତ ହେଉଛି। ବିଶ୍ୱକପର ୧୮ତମ ମ୍ୟାଚ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ପାକିସ୍ତାନ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଏହି…

ଅକ୍ଷର ପଟେଲଙ୍କ ଚମକିପାରେ ଭାଗ୍ୟ: ଖେଳିପାରନ୍ତି ବିଶ୍ୱକପ୍‌

ନୂଆଦିଲ୍ଲୀ,୧୮।୧୦: ଆଇସିସି ଦିନିକିଆ ବିଶ୍ୱକପରେ ଟିମ ଇଣ୍ଡିଆ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଖେଳାଳି ହେଉଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା। କାରଣ ସେ ନୂଆ ବଲରେ ବୋଲିଂ ମଧ୍ୟ କରିପାରିବେ ଏବଂ ନିମ୍ନ କ୍ରମରେ ଆକ୍ରମଣାତ୍ମକ ବ୍ୟାଟିଂ କରିବା ସହିତ ମଧ୍ୟ ଧୈର୍ଯ୍ୟର ସହିତ…

ମ୍ୟାଚ ସମୟରେ ହାର୍ଦ୍ଦିକ ପାଣ୍ଡ୍ୟା ଆହତ, ସ୍କାନ ପାଇଁ ପଠାଗଲା ହସ୍ପିଟାଲ

ପୁଣେ,୧୯।୧୦: ଭାରତ ଏବଂ ବାଂଲାଦେଶ ଦଳ ପୁଣେରେ ମୁହାଁମୁହିଁ ହୋଇଛନ୍ତି। ଟସ୍‌ ଜିତିବା ପରେ ବାଂଲାଦେଶ ଦଳ ପ୍ରଥମେ ବ୍ୟାଟିଂ କରୁଛି। ଏହି ସମୟରେ ଭାରତୀୟ ଦଳ ଏକ ବଡ଼ ଅସୁବିଧାର ସମ୍ମୁଖୀନ ହୋଇଛି। ଟିମ ଇଣ୍ଡିଆର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା…

ଆଜି ବିଶ୍ୱକପ୍‌ରେ ଭାରତ-ବାଂଲାଦେଶ ଲଢେଇ: ଜାଣନ୍ତୁ କେତେବେଳେ,କେଉଁଠି ଦେଖିପାରିବେ ମ୍ୟାଚ୍‌

ପୁଣେ,୧୮।୧୦: ୨୦୨୩ ବିଶ୍ୱକପରେ ଆଜି ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯିବ। ୨୦୨୩ ଏସିଆ କପରେ ବାଂଲାଦେଶ ବିପକ୍ଷ ପରାଜୟର ପ୍ରତିଶୋଧ ନେବାକୁ ଟିମ ଇଣ୍ଡିଆ ଚାହୁଁଛି। ଏହି ବିଶ୍ୱକପରେ ଭାରତୀୟ ଦଳ ଏହାର ପ୍ରଥମ ତିନୋଟି ମ୍ୟାଚ ଜିତିଛି। ବର୍ତ୍ତମାନ…

ବାବର ଆଜମଙ୍କୁ ଅଧିନାୟକ ପାଠ ପଢାଇଲେ ଗୌତମ ଗମ୍ଭୀର

ନୂଆଦିଲ୍ଲୀ,୧୯।୧୦: ଭାରତର ପୂର୍ବତନ ଓପନର୍‌ ବ୍ୟାଟ୍ସମ୍ୟାନ ଗୌତମ ଗମ୍ଭୀର ପାକିସ୍ତାନ ଅଧିନାୟକ ବାବର ଆଜମଙ୍କୁ ପ୍ରଶଂସା କରିଥିଲେ। ସେ ବାବରଙ୍କ ବ୍ୟାଟିଂ କୌଶଳକୁ ମଧ୍ୟ ବହୁତ ପ୍ରଶଂସା କରିଥିଲେ। କିନ୍ତୁ ନିକଟରେ ଏକ ସାକ୍ଷାତକାରରେ ଗୌତମ ଗମ୍ଭୀର ବାବର ଆଜମଙ୍କୁ ତାଙ୍କ…

ଏହି ୫ ସଂଯୋଗ କହୁଛି ଭାରତ ଏଥର ବିଶ୍ୱ ଚାମ୍ପିଅନ୍‌ ହେବ

ନୂଆଦିଲ୍ଲୀ,୧୯।୧୦: ଚଳିତ ବର୍ଷର ବିଶ୍ୱକପରେ ଚାମ୍ପିୟନ ହେବାକୁ ଭାରତୀୟ କ୍ରିକେଟ ଦଳ ଏକ ଦୃଢ ପ୍ରତିଯୋଗୀ ଭାବରେ ବିବେଚନା କରାଯାଏ। ଏହି ବିଶ୍ୱକପ୍‌ରେ ଟିମ ଇଣ୍ଡିଆ ଭଲ ପ୍ରଦର୍ଶନ କରୁଛି। ଏହା ବ୍ୟତୀତ ୧୯୮୩ ବିଶ୍ୱକପ ଭଳି କିଛି ସମନ୍ବୟ ଅଛି,…

ଫାୟାର ଆର୍ମ ଟ୍ରେନିଂରେ ୧୮ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୧୯।୧୦ (ତପନ ସ୍ବାଇଁ): ଓଡ଼ିଶା ରାଇଫଲ ଆସୋସିଏଶନ ଆନୁକୂଲ୍ୟରେ ଫାୟାର ଆର୍ମ ଟ୍ରେନିଂ ସାର୍ଟିଫିକେଟ ଶିବିରର ୧୧ତମ ଚରଣ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୧୮ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇ ସାର୍ଟିଫିକେଟ ହାସଲ କରିଛନ୍ତି। ଏମାନେ ହେଲେ ସତ୍ୟଜିତ…

ଗଞ୍ଜାମ ଦଳଗତ ଚାମ୍ପିୟନ

ଭୁବନେଶ୍ୱର, ୧୯।୧୦ (ତପନ ସ୍ବାଇଁ): କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଓଡ଼ିଶା ଭାରୋତ୍ତଳନ ସଙ୍ଘର ମିଳିତ ଆନୁକୂଲ୍ୟରେ ଓଡ଼ିଶା ରାଜ୍ୟ ଭାରୋତ୍ତଳନ ଚାମ୍ପିୟନଶିପ୍‌ ବୁଧବାର କଳିଙ୍ଗ ଷ୍ଟାଡିୟମ ସ୍ଥିତ ବିଜୁ ପଟ୍ଟନାୟକ ଭାରୋତ୍ତଳନ କେନ୍ଦ୍ରରେ ଉଦ୍‌ଯାପିତ ହୋଇଛି। ଏଥିରେ ୨୩…

ଆଜିଠୁ ପୁରୀରେ ରାଜ୍ୟସ୍ତରୀୟ ଖୋ ଖୋ

ପୁରୀ,୧୯ା୧୦(ଅଜିତ ମହାନ୍ତି): ତାଳବଣିଆ ଷ୍ଟାଡିୟମରେ ଚଳିତ ମାସ ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ଖୋ ଖୋ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ବିଭିନ୍ନ ଜିଲାରୁ ୧୨୫୦ ଖେଳାଳି ଓ ଅଫିସିଆଲ୍‌ ଅଂଶଗ୍ରହଣ କରିବେ ବୋଲି ଅତିରିକ୍ତ ଜିଲାପାଳ (ପ୍ରଶାସନ) ପ୍ରଦୀପ…

ପିସିବି ଅଭିଯୋଗ ଉପରେ ହେବନି କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୯ା୧୦(ପି.ଟି.): ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ଅଭିଯୋଗ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ବୁଧବାର ଆଇସିସି ପକ୍ଷରୁ ସ୍ପଷ୍ଟ କରାଯାଇଛି। ଅହମଦାବାଦରେ ଭାରତ-ପାକିସ୍ତାନ ମ୍ୟାଚ ଚାଲିଥିବା ବେଳେ ଦର୍ଶକମାନେ ପାକିସ୍ତାନ ଦଳକୁ ବୁ କରିଥିଲେ। ଏହାକୁ ନେଇ…

ଶକିବ ବିପଦ ସୃଷ୍ଟି କରିପାରନ୍ତି: କୋହଲି

ପୁଣେ, ୧୯।୧୦(ପି.ଟି.): ”ବିଶ୍ୱକପ୍‌ରେ ‘ବଡ଼ ଦଳ’ କେହି ନୁହନ୍ତି। ମେଗା ଇଭେଣ୍ଟଗୁଡ଼ିକରେ ଅଧିକ ସଫଳ ଦଳଗୁଡ଼ିକ ଉପରେ ଫୋକସ ରହୁଥିବାରୁ ବିପର୍ଯ୍ୟୟ ହୋଇ ଯାଇଥାଏ“ ବୋଲି ଭାରତର ତାରକା ବ୍ୟାଟର ବିରାଟ କୋହଲି ପ୍ରକାଶ କରିଛନ୍ତି। ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?