ଖେଳ

ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୯୨…

ଅହମଦାବାଦ,୧୪।୧୦ : ବିଶ୍ୱକପ ୨୦୨୩ର ୧୨ତମ ମ୍ୟାଚ ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ ପାକିସ୍ତାନ ମଧ୍ୟରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତିି ନେଇଥିଲେ। ପାକିସ୍ତାନ ଦଳ ଅଧିନାୟକ ବାବର ଆଜମଙ୍କ…

ଭାରତ-ପାକିସ୍ତାନ ମ୍ୟାଚ୍‌: ୧୦ସେକେଣ୍ଡରେ ୩୦ଲକ୍ଷ ବ୍ୟବସାୟ କରିବ ଡିଜନି-ହଟଷ୍ଟାର

ନୂଆଦିଲ୍ଲୀ,୧୪।୧୦: କ୍ରିକେଟ୍‌ପ୍ରେମୀଙ୍କ ଅପେକ୍ଷାର ହୋଇଛି ଅନ୍ତ। ଶନିବାର ଅର୍ଥାତ୍‌ ଆଜି ଭାରତ ପାକିସ୍ତାନ ମଧ୍ୟରେ ହାଇଭୋଲଟେଜ୍‌ର କ୍ରିକେଟ୍‌ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଏହି ମ୍ୟାଚରେ ଗ୍ରାଉଣ୍ଡ ଭିତରେ ପ୍ରାୟ ୧.୫୦ ଲକ୍ଷ ପ୍ରଶଂସକଙ୍କ ଛାତି ପ୍ରତି ସେକେଣ୍ଡରେ ଧକଧକ ହେବ। ତେବେ…

ଭାରତ-ପାକିସ୍ତାନ ମ୍ୟାଚରେ ୪୦ ହଜାର କୋଟି ଟଙ୍କାର ବେଟିଂ…

ଅହମଦାବାଦ,୧୪।୧୦: ବିଶ୍ୱକପ ୨୦୨୩ର ସବୁଠାରୁ ରୋମାଞ୍ଚକର ମ୍ୟାଚ ଅର୍ଥାତ ଭାରତ ଏବଂ ପାକିସ୍ଥାନ ମଧ୍ୟରେ ମ୍ୟାଚ ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆରମ୍ଭ ହୋଇଛି। ଭାରତ-ପାକିସ୍ତାନ ମ୍ୟାଚ ଦେଖିବା ପାଇଁ ଦର୍ଶକ ପହଞ୍ଚିଥିବାବେଳେ ପଡ଼ିଆ ବାହାରେ ମଧ୍ୟ ଏହି ମ୍ୟାଚ ନେଇ…

ଟସ୍‌ ଜିତିବା ପରେ ବି ଦୁଃଖି ନଜର ଆସିଲେ ରୋହିତ, କାରଣ କିଛି ଏଭଳି…

ଅହମ୍ମଦାବାଦ,୧୪।୧୦: ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ପାକିସ୍ତାନ ବିପକ୍ଷ ବିଶ୍ୱକପ୍‌ ୨୦୨୩ର ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବା ନିଷ୍ପତ୍ତି ନେଇଥିଲେ। ଏହି ମ୍ୟାଚ୍‌ରେ ରୋହିତଙ୍କ ସହ ପୁରା ଟିମ୍‌ ପ୍ରଥମେ ବୋଲିଂ କରିବାକୁ ଚାହୁଁଥିବା ବେଳେ ତାହା…

ଲଙ୍ଗ୍‌ଜମ୍ପରେ ମିଳିଲା ରୌପ୍ୟ

ଗଞ୍ଜାମ,୧୪।୧୦ (ବିଦ୍ୟାଧର ସାହୁ): ରାଜସ୍ଥାନ କୋଟାରେ ଅନୁଷ୍ଠିତ ଅଲ୍‌ ଇଣ୍ଡିଆ ଆଥ୍‌ଲେଟିକ ଚାମ୍ପିୟନଶିପ୍‌ରେ କମାଲ ଦେଖାଇଛନ୍ତି ଆଇଆର୍‌ଇ ଏଇସିଏସ୍‌ ସ୍କୁଲର ଓଡ଼ିଆ ପୁଅ ସୁବ୍ରତ ପାଢ଼ୀ। ସୁବ୍ରତ ଲଙ୍ଗ୍‌ଜମ୍ପରେ ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହ ରୌପ୍ୟ ପଦକ ହାସଲ କରି…

ଭାରତ-ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ନିରାଶ କଲା ଚ୍ୟାନେଲର ଏଭଳି ଘୋଷଣା

ଅହମ୍ମଦାବାଦ,୧୪।୧୦: ଭାରତ-ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ ମ୍ୟାଚ୍‌ ପୂର୍ବରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାର ଥିଲା। ଏଥିରେ ବଲିଉଡର ସେଲିବ୍ରିଟିମାନେ ସାମିଲ ହେବେ ବୋଲି କୁହାଯାଇଥିଲା। ହେଲେ ମ୍ୟାଚ୍‌ର ପ୍ରସାରଣକର୍ତ୍ତା ଷ୍ଟାର ସ୍ପୋଟର୍‌ସ ଏହି କାର୍ଯ୍ୟକ୍ରମର ପ୍ରସାରଣ…

ଭାରତ-ପାକିସ୍ତାନ ମ୍ୟାଚ୍‌ ପୂର୍ବରୁ ଗୁଜରାଟରେ ଭୂକମ୍ପ ଝଟ୍‌କା

ଅହମ୍ମଦାବାଦ,୧୪।୧୦: ଗୁଜରାଟ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଶନିବାର ବିଶ୍ୱକପ୍‌ର ହାଇଭୋଲ୍ଟେଜ୍‌ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତ ଏହାର ଚିର ପ୍ରତିନ୍ଦ୍ୱନ୍ଦୀ ପାକିସ୍ତାନକୁ ଭେଟିବ। ତେବେ ଏହି ମ୍ୟାଚ୍‌ ପୂର୍ବରୁ ଗୁଜରାଟର କୁଚରେ ଭୂକମ୍ପ ଅନୁଭୂତ ହୋଇଛି। ଏହି ଭୂକମ୍ପର…

ଟସ୍‌ ଜିତି ଭାରତର ବୋଲିଂ ନିଷ୍ପତ୍ତି, ପ୍ଲେ-୧୧ରେ ଗିଲ୍‌ଙ୍କ ପ୍ରତ୍ୟାବର୍ତ୍ତନ

ଅହମ୍ମଦାବାଦ,୧୪।୧୦: ଦିନିକିଆ ବିଶ୍ୱକପ୍‌ର ଦ୍ୱାଦଶ ମ୍ୟାଚରେ ଭାରତ-ପାକିସ୍ତାନ ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆମନ୍ତ୍ରଣ ପାଇ ପାକିସ୍ତାନ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଛି। ବିଶ୍ୱକପ୍‌…

ଦିନିକିଆ ବିଶ୍ୱକପ: ୭ ଥର ମୁହାଁମୁହିଁ ହୋଇଛନ୍ତି ଭାରତ-ପାକ୍‌, ଜାଣନ୍ତୁ କାହାର କେତେଥର ବିଜୟ 

ଆଇସିସି ବିଶ୍ୱକପ୍ର ୧୨ତମ ମୁକାବିଲାରେ ଆଉ ଟିକେ ପରେ ଭାରତ-ପାକିସ୍ତାନ ମୁହାଁମୁହିଁ ହେବେ। ମୋଟ ୧ ଲକ୍ଷ ୩୨ ହଜାର ଦର୍ଶକ ପାଇଁ ଉଦ୍ଦିଷ୍ଟ ଏହି ଷ୍ଟାଡିୟମରେ କ୍ରିକେଟ୍‌ ପ୍ରେମୀଙ୍କ ଭିଡି ଦେଖିବାକୁ ମିଳିଛି। ତେବେ ଦିନିକିଆ ଶ୍ୱକପ ଇତିହାସ ଦେଖିଲେ,…

ଅବସର ନେଲେ ଆଲଷ୍ଟର କୁକ୍‌

ଲଣ୍ଡନ, ୧୪ା୧୦ ଇଂଲଣ୍ଡର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟର ଆଲଷ୍ଟର କୁକ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୨୦୧୮ରୁ ଟେଷ୍ଟ କ୍ରିକେଟରୁ ଅବସର ଗ୍ରହଣ କରିଥିଲେ ମଧ୍ୟ କାଉଣ୍ଟି କ୍ରିକେଟ ଖେଳିବା ଜାରି ରଖିଥିଲେ। ତେବେ ଦୀର୍ଘ ୫…

ପୂର୍ବରୁ ଅହମ୍ମଦାବାଦ ଷ୍ଟାଡିୟମରେ କେତେଟା ମ୍ୟାଚ ଜିତିଛି ଟିମ୍‌ ଇଣ୍ଡିଆ

ଅହମ୍ମଦାବାଦ,୧୪।୧୦ : ୨୦୨୩ କ୍ରିକେଟ ବିଶ୍ୱକପ ଆରମ୍ଭ ହୋଇଛି। ତେବେ କ୍ରିକେଟ ପ୍ରେମୀ ଆଜିର ଭାରତ-ପାକିସ୍ତାନକୁ ମ୍ୟାଚକୁ ନେଇ ବହୁତ ଉତ୍ସାହିତ ଅଛନ୍ତି। ବିଶେଷକରି ସମସ୍ତଙ୍କର ବିଶ୍ୱକପ ସମୟରେ ଉତ୍ସାହ ଦ୍ୱିଗୁଣିତ ହୁଏ। ଏହି ରୋମାଞ୍ଚକର ମ୍ୟାଚକୁ ଦେଖିବାକୁ ସମସ୍ତେ ଚାହିଁ…

୯୧ କୋଟିର କ୍ଷତିପୂରଣ ପାଇବେ ଏହି ପୂର୍ବତନ କ୍ରିକେଟର

ଲଣ୍ଡନ,୧୪।୧୦: ଇଂଲଣ୍ଡର ପୂର୍ବତନ କ୍ରିକେଟର ଏଣ୍ଡ୍ରିୟୁ ଫ୍ଲିଣ୍ଟଫ ଖୁବ୍‌ଶୀଘ୍ର ୯ ମିଲିୟନ ପାଉଣ୍ଡ (୯୧ କୋଟି ଟଙ୍କା) କ୍ଷତିପୂରଣ ପାଇବେ। ଏହି କ୍ଷତିପୂରଣ ତାଙ୍କୁ ବିସିସିଆଇ ପ୍ରଦାନ କରିବ। ବାସ୍ତବରେ, ବିସିସିର ଏକ ଶୋ ‘ଟପ ଗିଅର୍‌’ର ଶୁଟିଂ ବେଳେ ଫ୍ଲିଣ୍ଟଫଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?