ଖେଳ

‘ଭାରତ-ପାକିସ୍ତାନ ମ୍ୟାଚ ଅପେକ୍ଷା ମୋ ମା’ ଅଧିକ ଗୁରୁତ୍ୱପୂର୍ଣ୍ଣ’

ଅହମ୍ମଦାବାଦ,୧୩।୧୦: ଦିନିକିଆ ବିଶ୍ୱକପ ୨୦୨୩ରେ ଟିମ ଇଣ୍ଡିଆର ପରବର୍ତ୍ତୀ ମ୍ୟାଚ ପାକିସ୍ତାନ ସହ ଅଛି। ସମଗ୍ର ବିଶ୍ୱରେ କ୍ରିକେଟ ପ୍ରଶଂସକମାନେ ଏହି ମ୍ୟାଚ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ତେବେ ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରା କହିଛନ୍ତି ଯେ,…

ଭାରତକୁ କ୍ଷମା ମାଗିଲେ ପାକିସ୍ତାନୀ ଆଙ୍କର୍‌

ନୂଆଦିଲ୍ଲୀ, ୧୦ା୧୦: ପାକିସ୍ତାନୀ ଆଙ୍କର୍‌ ଜୈନାବ ଆବାସ ନିଜ ଦେଶକୁ ଫେରିବା ପରେ ପ୍ରଥମ ଥର ପାଇଁ ଭାରତ ଏବଂ ବିଶ୍ୱକପକୁ ନେଇ ନୀରବତା ଭାଙ୍ଗିଛନ୍ତି। କ୍ରିକେଟ ବିଶ୍ୱକପ ୨୦୨୩ରେ ଆଇସିସି ଡିଜିଟାଲ ଦଳର ଏକ ଅଂଶ ଥିବା ଜୈନାବ ଭାରତ…

ଟସ୍‌ ଜିତି ନ୍ୟୁଜିଲ୍ୟାଣ୍ଡର ବୋଲିଂ ନିଷ୍ପତ୍ତି

ଚେନ୍ନାଇ,୧୩।୧୦: ନ୍ୟୁଜିଲ୍ୟାଣ୍ଡ ଏବଂ ବାଂଲାଦେଶ ମଧ୍ୟରେ ବିଶ୍ୱକପ୍‌ ମ୍ୟାଚ ଆରମ୍ଭ ହୋଇଛି। ଚେନ୍ନାଇର ଚେପାକ ସ୍ଥିତ ଏମ.ଏ ଚିଦାମ୍ବରମ ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହୋଇଛନ୍ତି। ନ୍ୟୁଜିଲ୍ୟାଣ୍ଡର ଅଧିନାୟକ କେନ ୱିଲିୟମଶନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।…

ଭାରତ-ପାକିସ୍ତାନ ମ୍ୟାଚରେ ବାଧକ ସାଜିପାରେ ବର୍ଷା, ପାଣିପାଗ ବିଭାଗର ସୂଚନା

ଅହମ୍ମଦାବାଦ,୧୩।୧୦: ଶନିବାର ଭାରତ ଏବଂ ପାକିସ୍ତାନ ମଧ୍ୟରେ ବିଶ୍ୱକପ୍‌ ମ୍ୟାଚ ଖେଳାଯିବ। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉଭୟ ଦଳ ମୁହାଁମୁହିଁ ହେବେ। ଦିନିକିଆ ବିଶ୍ୱକପ୍‌ରେ ବର୍ତ୍ତମାନର ସଂସ୍କରଣରେ ଉଭୟ ଦଳର ଫର୍ମ ଉତ୍କୃଷ୍ଟ ରହିଛି। ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନ ବିପକ୍ଷରେ…

କେରଳ ସରକାରଙ୍କ ଉପରେ ଅବହେଳା ଅଭିଯୋଗ ଆଣିଲେ ହକି ତାରକା

ଥିରୁଭାନନ୍ତପୁରମ୍‌,୧୩।୧୦: ଭାରତୀୟ ହକି ତାରକା ପି ଆର୍‌ ଶ୍ରୀଜେଶ କେରଳ ସରକାରଙ୍କ ଉପରେ ଖେଳାଳି ଏବଂ ଆଥଲେଟମାନଙ୍କୁ ଅବହେଳା କରିଥିବା ଅଭିଯୋଗ କରିଛନ୍ତି। ସେ କହିଛନ୍ତି, ଚାଇନାରୁ ଫେରିବା ପରଠାରୁ କେହି ତାଙ୍କୁ ଭେଟିବାକୁ ଆସିନାହାଁନ୍ତି। ହକି ଖେଳାଳିଙ୍କ ଦାବିକୁ ମୁଖ୍ୟମନ୍ତ୍ରୀ…

ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ପାକିସ୍ତାନର ନିଦ ହଜିଲା

ଅହମ୍ମଦାବାଦ,୧୩।୧୦: ବିଶ୍ୱକପ ୨୦୨୩ର ଦ୍ୱାଦଶ ମ୍ୟାଚ ଅହମ୍ମଦାବାଦରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ପାଇଁ ଉଭୟ ଦଳ ପ୍ରସ୍ତୁତ ଅଛନ୍ତି। ଭାରତ ଉଭୟ ପ୍ରାରମ୍ଭିକ ମ୍ୟାଚ ଜିତିଛି। ଭାରତ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନକୁ ପରାସ୍ତ କରିଛନ୍ତି। ପାକିସ୍ତାନ…

ଅଷ୍ଟ୍ରେଲିଆକୁ ହରାଇ ଦକ୍ଷିଣ ଆଫ୍ରିକାର ଦ୍ୱିତୀୟ ବିଜୟ

ଲକ୍ଷ୍ନୌ,୧୨।୧୦: ଲକ୍ଷ୍ନୌର ଇକାନା କ୍ରିକେଟ ଷ୍ଟାଡ଼ିୟମରେ ଖେଳାଯାଇଥିବା ୨୦୨୩ ବିଶ୍ୱକପ୍‌ର ଗୁରୁବାର ଦଶମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୧୩୪ ରନ୍‌ରେ ବିଜୟୀ ହୋଇ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ…

ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରିବାକୁ ପ୍ରସ୍ତାବ, ମୁମ୍ବାଇରେ ହେବ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୧୦: ୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟକୁ ସାମିଲ କରାଯିବାକୁ ନେଇ ପ୍ରସ୍ତୁତି ଚାଲିଛି। ୨୦୨୮ ଲସ ଆଞ୍ଜେଲସ ଅଲିମ୍ପିକ୍ସରେ କ୍ରିକେଟ ସାମିଲ କରିବାକୁ ନିଷ୍ପତ୍ତି ନିଆଯାଉଛି। କ୍ରିକେଟ ସହିତ ଫ୍ଲାଗ ଫୁଟବଲ, ବେସବଲ ଏବଂ ସଫ୍ଟବଲକୁ ମଧ୍ୟ ସାମିଲ କରିବାକୁ…

ଗେଲ୍‌ଙ୍କ ପୁସ୍ତକରୁ ଗୋଟିଏ ପତ୍ର ନେଇଛି: ରୋହିତ

ଚେନ୍ନାଇ,୧୨ା୧୦: ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଛକା ମାରିବାରେ କ୍ରିସ୍‌ ଗେଲ୍‌ଙ୍କୁ ପଛରେ ପକାଇଛନ୍ତି ଭାରତର ଅଧିନାୟକ ରୋହିତ ଶର୍ମା। ବୁଧବାର ଆଫଗାନିସ୍ତାନ ବିପକ୍ଷ ମ୍ୟାଚ୍‌ରେ ୫ ଛକା ମାରି ରୋହିତ ଏହି ରେକର୍ଡ ହାସଲ କରିଛନ୍ତି। ଛକା ମାରିବାରେ ଗେଲ୍‌ ତାଙ୍କର…

ଅଷ୍ଟ୍ରେଲିଆ ଆଗରେ ୩୧୨ ରନ୍‌ର ବିଜୟ ଟାର୍ଗେଟ୍‌

ଲକ୍ଷ୍ନୌ,୧୨।୧୦: ଲକ୍ଷ୍ନୌର ଇକାନା କ୍ରିକେଟ ଷ୍ଟାଡ଼ିୟମରେ ଖେଳାଯାଉଥିବା ୨୦୨୩ ବିଶ୍ୱକପ୍‌ର ଗୁରୁବାର ଦଶମ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ପ୍ରଥମେ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଆମନ୍ତ୍ରଣ ପାଇଁ ଦକ୍ଷିଣ ଆଫ୍ରିକା ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୭…

ପଏଣ୍ଟ ଟେବୁଲର ୨ୟ ସ୍ଥାନରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ ଟିମ୍‌ ବିଶ୍ୱକପ୍‌ରେ ଲଗାତାର ଦୁଇଟି ବିଜୟ ସହ ବିଶ୍ୱକପ୍‌ରେ ନିଜର ଯାତ୍ରା ଆରମ୍ଭ କରିଛି। ଏଥିସହ ଦଳ ପଏଣ୍ଟ ଟେବୁଲର ୨ୟ ସ୍ଥାନରେ ପହଞ୍ଚିଛି। ଭାରତ ଅଷ୍ଟ୍ରେଲିଆ ଏବଂ ଆଫଗାନିସ୍ତାନକୁ ପରାଜିତ କରିବା ପରେ +୧.୫୦୦ ନେଟ୍‌…

ରେକର୍ଡ ବିଷୟରେ ବେଶି ଭାବୁନାହିଁ, ବହୁତ ଦୂର ଯିବାକୁ ଅଛି: ରୋହିତ

ନୂଆଦିଲ୍ଲୀ,୧୨।୧୦: ଆଫଗାନିସ୍ତାନ ବିପକ୍ଷ ବିଶ୍ୱକପ୍‌ ମୁକାବିଲାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶତକ ମାରି ଅନେକ ରେକର୍ଡ ଭାଙ୍ଗିଛନ୍ତି। ୮୪ ବଲ୍‌ରେ ୧୩୧ ରନ୍‌ର ଇନିଂସ ସହ ରୋହିତ ବିଶ୍ୱକପ୍‌ରେ ସର୍ବାଧିକ ଶତକ ଏବଂ ଅନ୍ତରାଷ୍ଟ୍ରୀୟ କ୍ରିକେଟରେ ସର୍ବାଧିକ ଛକା ମାରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?