ଆଇପିଏଲର ୬୮ ମ୍ୟାଚ: କୋଲକାତା ବନାମ ଲକ୍ଷ୍ନୌ
ନୂଆଦିଲ୍ଲୀ,୨୦।୫: ଆଇପିଏଲ ୨୦୨୩ର ୬୮ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର)କୁ ଭେଟିବ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲଏସଜି)। ଶନିବାର ସନ୍ଧ୍ୟା ୭.୩୦ରେ କୋଲକାତାର ଇଡେନଗାର୍ଡେନ୍ସଠାରେ ଖେଳାଯିବ। କୋଲକାତା ୧୦ ପଏଣ୍ଟ ସହିତ ପଏଣ୍ଟ ଟେବୁଲର ସପ୍ତମ ସ୍ଥାନରେ ରହିଛି। ସେହପରି ଲକ୍ଷ୍ନୌ...
ପଞ୍ଜାବ ବିଦା, ରାଜସ୍ଥାନ ବିଜୟୀ
ଧର୍ମଶାଳା, ୨୦।୫: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ୪ ଉଇକେଟରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଫଳରେ ପଞ୍ଜାବ ଲିଗ୍ ପର୍ଯ୍ୟାୟରୁ ବିଦାୟ ନେଇଥିବାବେଳେ ରାଜସ୍ଥାନ ପ୍ଲେ-ଅଫ୍ ଆଶା ପାଇଁ ଅନ୍ୟ ଦଳ...
ସିଏସ୍କେର ଲକ୍ଷ୍ୟ ପ୍ଲେ-ଅଫ୍
ନୂଆଦିଲ୍ଲୀ, ୨୦ା୫ (ପି.ଟି.): ଆଇପିଏଲ୍ର ଶନିବାର ଦୁଇଟି ମ୍ୟାଚ ଖେଳାଯିବ। ଦିଲ୍ଲୀରେ ପ୍ରଥମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯିବାକୁ ଥିବାବେଳେ କୋଲକାତା ନାଇଟ ରାଇଡର୍ସ(କେକେଆର) ବନାମ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ମ୍ୟାଚ କୋଲକାତାର...
ପ୍ଲେ ଅଫ୍ ଦୌଡରେ ୬ ଟିମ୍
ନୂଆଦିଲ୍ଲୀ,୨୦।୫: ଆଇପିଏଲର ୨୦୨୩ର ୬୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ (ଆରଆର) ଶେଷ ଲିଗ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍)କୁ ୪ ଉଇକେଟ୍ରେ ପରାସ୍ତ କରିଛି। ଏହି ବିଜୟ ସହିତ ସେ ନିଜକୁ ପ୍ଲେ ଅଫ୍ ଦୌଡରେ ସାମିଲ କରିଛି।...
ଆଜିଠୁ ଫିଫା ଯୁବ ବିଶ୍ୱକପ୍
ଫିଫା ଯୁବ ବିଶ୍ୱକପ୍(୨୦ ବର୍ଷରୁ କମ୍)ର ୨୩ତମ ସଂସ୍କରଣ ଶନିବାରଠାରୁ ଆର୍ଜେଣ୍ଟିନାରେ ଆରମ୍ଭ ହେବାକୁ ଯାଉଛି। ଫିଫା ସହ ଅନୁବନ୍ଧିତ ବିଶ୍ୱର ୨୪ଟି ଯୁବ ଦଳ ଏଥିରେ ଅଂଶଗ୍ରହଣ କରିବେ। ୧୯୭୭ରେ ଏହା ଆରମ୍ଭ ହୋଇଥିଲା ା ସେବେଠାରୁ ଏହା...
ଦିଲ୍ଲୀ, ଚଣ୍ଡିଗଡ଼, ଅରୁଣାଚଳ ବିଜୟୀ
ରାଉରକେଲା ଅଫିସ,୨୦।୫: ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ହକି ୨ଷ୍ଟାଡିୟମରେ ଚାଲିଥିବା ୧୩ତମ ହକି ଇଣ୍ଡିଆ ପୁରୁଷ ସବ୍ଜୁନିୟର ଜାତୀୟ ଚାମ୍ପିୟନଶିପ୍ ୨୦୨୩ରେ ଦିଲ୍ଲୀ ହକି, ହକି ଚଣ୍ଡିଗଡ଼ ଓ ହକି ଅରୁଣାଚଳ ସେମାନଙ୍କ ମ୍ୟାଚରେ ବିଜୟ ଲାଭ କରିଛନ୍ତି। ଶୁକ୍ରବାର...
ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରମୋଦ, ଦିଲେଶ୍ୱର
ଭୁବନେଶ୍ୱର, ୨୦।୫ (କ୍ରୀଡ଼ା ପ୍ରତିନିଧି): ବାହାରିନ୍ର ମାନାମାଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟର ସିଙ୍ଗଲ୍ସ ପ୍ରି-କ୍ୱାର୍ଟର ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ଓ ଦିଲେଶ୍ୱର ରାଓ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ସିଙ୍ଗଲ୍ସ ମ୍ୟାଚରେ ପ୍ରମୋଦ ବାହାରିନ୍ର ହୁସେନ...
ତୀରନ୍ଦାଜୀ ବିଶ୍ୱକପ୍ ଷ୍ଟେଜ୍-୨: ପଦକ ପକ୍କା କଲେ ଓଜାସ ଓ ଜ୍ୟୋତି
ଶାଙ୍ଘାଇ,୨୦ା୫(ପି.ଟି.): ଚଳିତ ତୀରନ୍ଦାଜୀ ବିଶ୍ୱକପ୍ ଷ୍ଟେଜ୍-୨ରେ ଭାରତର କମ୍ପାଉଣ୍ଡ ତୀରନ୍ଦାଜୀ ଦଳ ପଦକ ପକ୍କା କରିଥିବା ବେଳେ ରିକର୍ଭ ଦଳର ପ୍ରଦର୍ଶନ ନୈରାଶ୍ୟଜନ ରହିଛି। ନୂଆ ଯୋଡ଼ି ଓଜାସ ଜ୍ୟୋତି ଓ ଜ୍ୟୋତି ଭେନମ ପ୍ରତିଦ୍ୱନ୍ଦ୍ୱୀ ଇଟାଲୀ ଟିମ୍କୁ ୧୫୭-୧୫୭(୧୯*-୧୯)ରେ...
ଭାରତୀୟ ମହିଳା ଭଲିବଲ୍ ଦଳ ଘୋଷିତ
ଭୁବନେଶ୍ୱର, ୨୦।୫: (କ୍ରୀଡ଼ା ପ୍ରତିନିଧି): ସେଣ୍ଟ୍ରାଲ ଏସିଆନ ଭଲିବଲ ଆସୋସିଏଶନ(କାଭା) ଚ୍ୟାଲେଞ୍ଜ୍ କପ୍ ମହିଳା ଭଲିବଲ ଚାମ୍ପିୟନଶିପ୍ ନେପାଳର କାଠମାଣ୍ଡୁରେ ଚଳିତ ମାସ ୨୨ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ଭାରତୀୟ ମହିଳା ଭଲିବଲ ଦଳ ଘୋଷଣା...
ଲନ୍ ବଲ୍ସ ବୈଷୟିକ ଅଧିକାରୀଙ୍କ କର୍ମଶାଳା ଶେଷ
ଭୁବନେଶ୍ୱର, ୨୦।୫ (କ୍ରୀଡ଼ା ପ୍ରତିନିଧି): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ବୋଲିଂ ଆସୋସିଏଶନ ଆନୁକୂଲ୍ୟରେ ନୟାପଲ୍ଲୀସ୍ଥିତ ଇନ୍ଡୋର ହଲ୍ରେ ଲନ୍ ବଲ୍ସ ବୈଷୟିକ ଅଧିକାରୀ ଓ କୋଚ୍ଙ୍କ କର୍ମଶାଳା ଶୁକ୍ରବାର ଶେଷ ହୋଇଛି। ରାଜ୍ୟ କ୍ରୀଡ଼ା ବିଭାଗର...
ଓପନ ଚେସ୍: ଆରିନ ଅନ୍ବେଷ ଚାମ୍ପିୟନ
ଭୁବନେଶ୍ୱର, ୨୦।୫ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ୩ୟ ସୌରେନ୍ଦ୍ର ପ୍ରସାଦ ଦାସ ସ୍ମାରକୀ ଅନ୍ଲାଇନ୍ ଓପନ ଚେସ୍ରେ ଭୁବନେଶ୍ୱରର ଆରିନ ଅନ୍ବେଷ ସ୍ବାଇଁ ଚାମ୍ପିୟନ ହୋଇଛନ୍ତି। ସେ ଖେଳିଥିବା ୧୮ ମ୍ୟାଚରୁ ୧୬ଟିରେ...
ରାଜସ୍ଥାନ ରୟାଲ୍ସ ଆଗରେ ୧୮୮ ରନ୍ ବିଜୟ ଟାର୍ଗେଟ
ଧର୍ମଶାଳା,୧୯।୫: ଆଇପିଏଲର ୨୦୨୩ର ୬୬ ତମ ମ୍ୟାଚ୍ରେ ଶୁକ୍ରବାର ପଞ୍ଜାବ କିଙ୍ଗ୍ସ ରାଜସ୍ଥାନ ରୟାଲସ୍ସକୁ ୧୮୮ ରନ୍ ବିଜୟ ଟାର୍ଗେଟ ଦେଇଛି। ପଞ୍ଜାବ କିଙ୍ଗ୍ସ ୨୦ ଓଭରରେ ୫ଟା ଉଇକେଟ ହରାଇ ୧୮୭ ରନ୍ କରିଛି। ଫଳରେ ବିଜୟ ପାଇଁ...
Archives


