ଖେଳ

ଭାରତ, ମାଲେସିଆ ସେମିରେ

ଚେନ୍ନାଇ, ୮।୮: ଭାରତ ଓ ମାଲେସିଆ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ୩-୨ ଗୋଲରେ ଦକ୍ଷିଣ କୋରିଆକୁ ହରାଇଥିବାବେଳେ ମାଲେସିଆ ୩-୧ ଗୋଲରେ ଜାପାନକୁ ପରାସ୍ତ କରିଛି। ଅନ୍ୟଏକ ମ୍ୟାଚରେ ପାକିସ୍ତାନ…

ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନ: ପ୍ରକାଶ ପାଇଲା ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୭ା୮: ଅଗଷ୍ଟ ୧୨ ତାରିଖରେ ହେବାକୁ ଥିବା ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀତାଲିକା ସୋମବାର ପ୍ରକାଶ ପାଇଛି। ୪ ଉପସଭାପତି ପାଇଁ ୫ ପ୍ରାର୍ଥୀଙ୍କ ମଧ୍ୟରେ ପୂର୍ବତନ ଭାରତୀୟ କୁସ୍ତିଯୋଦ୍ଧା କର୍ତ୍ତାର ସିଂ ରହିଛନ୍ତି। କର୍ତ୍ତାର…

କ୍ୱାର୍ଟରରେ ପହଞ୍ଚିଲା ଅଷ୍ଟ୍ରେଲିଆ, ଇଂଲଣ୍ଡ

ବ୍ରିସ୍‌ବେନ୍‌,୭ା୮: ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ମହିଳା ଫୁଟବଲ୍‌ ବିଶ୍ୱକପରେ ସୋମବାର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ୟୁରୋ କପ୍‌ ଚାମ୍ପିୟନ୍‌ ଇଂଲଣ୍ଡ ଓ ଘରୋଇ ଅଷ୍ଟ୍ରେଲିଆ। ପ୍ରଥମ ଥର ନକ୍‌ଆଉଟରେ ପ୍ରବେଶ କରିଥିବା ନାଇଜେରିଆକୁ ୪-୨ର ପେନାଲ୍ଟି ଶୁଟଆଉଟରେ ପରାସ୍ତ…

ପିସିବିକୁ ଫେରିଲେ ପୂର୍ବତନ ଅଧିନାୟକ, ବିଶ୍ୱକପ ପୂର୍ବରୁ ମିଳିଲା ଏହି ଦାୟିତ୍ୱ

ଇସଲାମାବାଦ,୭।୮: ପାକିସ୍ତାନର ପୂର୍ବତନ ଅଧିନାୟକ ଇଞ୍ଜମାମ-ଉଲ-ହକ ପିସିବିକୁ ଫେରିଛନ୍ତି। ବାସ୍ତବରେ ଇଞ୍ଜମାମ-ଉଲ-ହକଙ୍କୁ ପାକିସ୍ତାନ କ୍ରିକେଟ ବୋର୍ଡର ମୁଖ୍ୟ ଚୟନକର୍ତ୍ତା କରାଯାଇଛି। ପାକିସ୍ତାନ କ୍ରିକେଟ ଏକ ପ୍ରେସ ବିଜ୍ଞପ୍ତି ଜାରି କରିଛି ଯେଉଁଥିରେ କୁହାଯାଇଛି ଯେ, ଇଞ୍ଜମାମ-ଉଲ-ହକ ପିସିବିର ନୂତନ ମୁଖ୍ୟ ଚୟନକର୍ତ୍ତା…

ଭାରତ ପାଇଁ ସମସ୍ୟା ପାଲଟିଛି ଗିଲ-ଇଶାନଙ୍କ ଯୋଡି

ନୂଆଦିଲ୍ଲୀ,୭।୮: ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଦଳ ୫ଟି ଟି -୨୦ ମ୍ୟାଚ ଖେଳୁଛି। ଏହି ସିରିଜର ପ୍ରଥମ ଦୁଇଟି ମ୍ୟାଚରେ ଟିମ ଇଣ୍ଡିଆକୁ ପରାଜୟର ସାମ୍ନା କରିବାକୁ ପଡିଛି। ୱେଷ୍ଟଇଣ୍ଡିଜ ପ୍ରଥମ ମ୍ୟାଚରେ ଭାରତୀୟ ଦଳକୁ ୪ ରନରେ ପରାସ୍ତ କରିଛି।…

ଡାନିଏଲ ହେଲେ ସନରାଇଜର୍ସ ହାଇଦ୍ରାବାଦର ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ,୭।୮: ଆଇପିଏଲ ୨୦୨୪ପୂର୍ବରୁ ସନରାଇଜର୍ସ ହାଇଦ୍ରାବାଦ କୋଚିଂ ଷ୍ଟାଫରେ ଏକ ବଡ଼ ପରିବର୍ତ୍ତନ କରିଛି। ବାସ୍ତବରେ ସନରାଇଜର୍ସ ହାଇଦ୍ରାବାଦ ମୁଖ୍ୟ କୋଚ୍‌ ବ୍ରାଏନ ଲାରାଙ୍କ ସ୍ଥାନରେ ବର୍ତ୍ତମାନ ନ୍ୟୁଜିଲ୍ୟାଣ୍ଡର ପୂର୍ବତନ ଅଲରାଉଣ୍ଡର ଡାନିଏଲ ଭେଟୋରିଙ୍କୁ ମୁଖ୍ୟ କୋଚ୍‌ କରାଯାଇଛି। ଏନେଇ ସନରାଇଜର୍ସ…

ଓ୍ବାଲର୍‌ଡ କପ ପାଇଁ ୧୮ ଜଣିଆ ସମ୍ଭାବ୍ୟ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ…

ମେଲବୋର୍ନ,୭।୮ : ଓ୍ବାଲର୍‌ଡ କପ ପାଇଁ ସମୟ ପାଖେଇ ଆସୁଛି। ଅକ୍ଟୋବର ୫ ରୁ ଭାରତରେ ମ୍ୟାଚ ଖେଳାଯିବ । ଓ୍ବାଲର୍‌ଡ କପ ପୂର୍ବରୁ ଅଷ୍ଟ୍ରେଲିଆ ଦଳକୁ ଦକ୍ଷିଣ ଆଫ୍ରିକା ଗସ୍ତରେ ୩ ଟି-୨୦ ଏବଂ ୫ ଟି ଏକଦିବସୀୟ ଖେଳିବାକୁ…

ଭାରତୀୟ ସୁଇମିଂ ଦଳ ଫାଇନାଲରେ

ଭୁବନେଶ୍ୱର, ୭।୮(ତପନ ସ୍ବାଇଁ): ଚାଇନାର ଚେଙ୍ଗଡୁଠାରେ ଚାଲିଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ଭାରତୀୟ ପୁରୁଷ ସୁଇମିଂ ଦଳ ପ୍ରଭାବୀ ପ୍ରଦର୍ଶନ କରି ୪x୨୦୦ ମିଟର ଫାଇନାଲରେ ପ୍ରବେଶ କରିଛି। ପ୍ରତିଯୋଗିତା ଇତିହାସରେ ଭାରତୀୟ ଦଳ ପ୍ରଥମଥରପାଇଁ ଏହି ସଫଳତା ପାଇଛି। ଶ୍ରୀହରି…

ପ୍ରମୋଦଙ୍କୁ ୧ ସ୍ବର୍ଣ୍ଣ, ୨ ରୌପ୍ୟ

ଭୁବନେଶ୍ୱର, ୭।୮ (ତପନ ସ୍ବାଇଁ): ଇଂଲଣ୍ଡର ଶେଫିଲ୍ଡଠାରେ ଅନୁଷ୍ଠିତ ଚତୁଃରାଷ୍ଟ୍ରୀୟ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ଓଡ଼ିଶାର ପ୍ରମୋଦ ଭଗତ ଗୋଟିଏ ସ୍ବର୍ଣ୍ଣ ଓ ୨ଟି ରୌପ୍ୟ ପଦକ ହାସଲ କରିଛନ୍ତି। ସେ ପୁରୁଷ ଡବଲ୍ସରେ ସ୍ବର୍ଣ୍ଣ ଏବଂ ସିଙ୍ଗଲ୍ସ ଓ…

ଭାରତ ଆସିବାକୁ ପାକିସ୍ତାନ କ୍ରିକେଟ ଦଳକୁ ଅନୁମତି

କରାଚୀ, ୭ା୮ (ପି.ଟି.): ଅନ୍ତର୍ଜାତୀୟ ଦିନିକିଆ ବିଶ୍ୱକପ୍‌ ୨୦୨୩ରେ ଖେଳିବା ପାଇଁ ପାକିସ୍ତାନ ସରକାର ରବିବାର ଦେଶର ସିନିୟର ପୁରୁଷ କ୍ରିକେଟ ଦଳକୁ ଭାରତ ଯିବା ଲାଗି ଅନୁମତି ପ୍ରଦାନ କରିଛି। ତେବେ ଦଳର ସୁରକ୍ଷା ନେଇ ଚିନ୍ତା ପ୍ରକଟ କରିବା…

ସଡନ୍‌ଡେଥ୍‌ରେ ହାରିଲା ଚାମ୍ପିୟନ ଆମେରିକା

ସିଡ୍‌ନୀ,୭ା୮(ପି.ଟି.): ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ମହିଳା ଫୁଟବଲ୍‌ ବିଶ୍ୱକପ୍‌ରେ ରବିବାର ଏକ ବଡ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଡିଫେଣ୍ଡିଂ ଚାମ୍ପିୟନ ଯୁକ୍ତରାଷ୍ଟ୍ର ଆମେରିକାକୁ ବିଦା କରି ଅନ୍ତିମ-୮ରେ ସ୍ଥାନ ସୁରକ୍ଷିତ କରିଛି ସୁଇଡେନ୍‌। ଅନ୍ୟପକ୍ଷରେ ବିଗତ ସଂସ୍କରଣର ରନର ଅପ୍‌…

କରାଟେ ଗ୍ରେଡିଂରେ ୪୫୪ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୭।୮: ଉତ୍କଳ କରାଟେ ସ୍କୁଲର ମୁଖ୍ୟ ଶାଖାରେ ରବିବାର କରାଟେ ଗ୍ରେଡିଂ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଏଥିରେ ୪୫୪ କରାଟେକର ଉତ୍ତୀର୍ଣ୍ଣ ହୋଇ ବେଲ୍ଟ ହାସଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ୧୨୫ ୟେଲୋ ବେଲ୍ଟ, ୮୫ ଅରେଞ୍ଜ ବେଲ୍ଟ, ୧୦୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri