ଖେଳ

ଭାରତୀୟ ରଗ୍‌ବୀ ଦଳରେ କିସ୍‌ର ୪ ଖେଳାଳି

ଭୁବନେଶ୍ୱର,୩୦ା୯ (ବିଜୟ ରଣା): ଚାଇନାର ଚାଇନିଜ ତାଇପେଠାରେ ୧୮ ବର୍ଷରୁ କମ୍‌ ଏସିଆ ରଗ୍‌ବୀ ସେଭେନ୍ସ ଟୁର୍ନାମେଣ୍ଟ ଶନିବାରଠାରୁ ଅକ୍ଟୋବର ୧ ପର୍ଯ୍ୟନ୍ତ ଚାଲିବ। ଏଥିରେ ଭାରତର ଉଭୟ ବାଳକ ଓ ବାଳିକା ଦଳ ଅଂଶଗ୍ରହଣ କରିବ। ଭାରତୀୟ ଦଳରେ କିସ୍‌ର…

ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଡ୍‌ମିଣ୍ଟନ ଉଦ୍‌ଯାପିତ

ବଲାଙ୍ଗୀର, ୩୦ା୯(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ସଦର ମହକୁମାସ୍ଥିତ ପୃଥ୍ବୀରାଜ ହାଇସ୍କୁଲ ଇନ୍‌ଡୋର ଷ୍ଟାଡିୟମ୍‌ରେ ତିନିଦିନ ବ୍ୟାପୀ ଆୟୋଜିତ ରାଜ୍ୟ ସ୍କୁଲ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଗୁରୁବାର ଉଦ୍‌ଯାପିତ ହୋଇଛି। ୧୪ ବର୍ଷରୁ କମ୍‌ ବାଳକ ବିଭାଗରେ କଟକ ଚାମ୍ପିୟନ ଓ…

ରାଜ୍ୟ ର଼୍ୟାଙ୍କିଙ୍ଗ୍‌ ଟେବୁଲ ଟେନିସ ଆରମ୍ଭ

ଭୁବନେଶ୍ୱର, ୩୦।୯ (ତପନ ସ୍ବାଇଁ): ଖୋର୍ଦ୍ଧାଜିଲା ଟେବୁଲ ଟେନିସ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟ ର଼୍ୟାଙ୍କିଙ୍ଗ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ ଶୁକ୍ରବାର କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେଥିବା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମରେ ଆରମ୍ଭ ହୋଇଛି। ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ପ୍ରତିଯୋଗିତାରେ…

ଭାରତ ଆଜି ଇଂଲଣ୍ଡକୁ ଭେଟିବ

ଗୁଆହାଟି, ୩୦।୯ (ପି.ଟି.): ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ ପାଇଁ ବିଭିନ୍ନ ଦଳର ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅଂଶଗ୍ରହଣକାରୀ ଦଳ ଗୁଡ଼ିକ ଭାରତରେ ପହଞ୍ଚତ୍ ଓ୍ବାର୍ମଅପ୍‌ ମ୍ୟାଚରେ ନିଜ ଦକ୍ଷତା ପରଖୁଛନ୍ତି। ଭାରତ ଏହାର ପ୍ରଥମ ଓ୍ବାର୍ମଅପ୍‌ ମ୍ୟାଚ ଶନିବାର…

ଶୁଟିଂରେ ଭାରତକୁ ଶ୍ରେଷ୍ଠ ସଫଳତା

ହାଙ୍ଗଝୋ, ୩୦।୯ (ପି.ଟି.): ଚଳିତ ଏସିଆନ ଗେମ୍ସର ଶୁଟିଂ ରେଞ୍ଜରେ ଭାରତୀୟ ଶୁଟରମାନେ ଅତ୍ୟନ୍ତ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ଫଳରେ ଏଥର ଶୁଟିଂରେ ଭାରତକୁ ଶ୍ରେଷ୍ଠ ସଫଳତା ମିଳିଛି। ଭାରତର ଯୁବ ଶୁଟରମାନେ ପ୍ରତିପକ୍ଷ ପ୍ରତିଦ୍ୱନ୍ଦ୍ୱୀଙ୍କୁ କଡ଼ା ଚ୍ୟାଲେଞ୍ଜ ଦେଇ ଶୁକ୍ରବାର…

ମର୍ଡେକା କପ୍‌: ୨୬ ଜଣିଆ ସମ୍ଭାବ୍ୟ ଖେଳାଳି ତାଲିକା ଘୋଷଣା

ନୂଆଦିଲ୍ଲୀ,୨୯ା୯: ମଲେସିଆରେ ଅକ୍ଟୋବର ୧୩ରୁ ୧୭ ପର୍ଯ୍ୟନ୍ତ ହେବାକୁ ଥିବା ମର୍ଡେକା କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟ ପାଇଁ ଭାରତୀୟ ପୁରୁଷ ଦଳର ମୁଖ୍ୟ କୋଚ୍‌ ଇଗୋର ଷ୍ଟିମାକ୍‌ ୨୬ ଜଣିଆ ସମ୍ଭାବ୍ୟ ଖେଳାଳି ତାଲିକା ଘୋଷଣା କରିଛନ୍ତି। ମର୍ଡେକା କପ୍‌ ୪…

ମହିଳା, ପୁରୁଷ ଦଳର ବିଜୟ ଅଭିଯାନ

ହାଙ୍ଗ୍‌ଝୋ, ୨୯ା୯: ଏସିଆନ ଗେମ୍ସ ଚେସ୍‌ ଇଭେଣ୍ଟରେ ଭାରତର ପୁରୁଷ ଏବଂ ମହିଳା ଦଳ ବିଜୟ ହୋଇ ଅଭିଯାନ ଆରମ୍ଭ କରିଛନ୍ତି। ଶୁକ୍ରବାର ଉଭୟ ଯଥାକ୍ରମେ ମଙ୍ଗୋଲିଆ ଓ ଫିଲିପାଇନ୍ସ ବିପକ୍ଷରେ ସହଜ ବିଜୟ ହାସଲ କରିଛନ୍ତି। ଦୁଇ ଦଳ ପ୍ରଥମ…

ନ୍ୟୁଜିଲାଣ୍ଡକୁ ୩୪୬ରନ୍‌ର ଟାର୍ଗେଟ ଦେଲା ପାକିସ୍ତାନ

ହାଇଦ୍ରାବାଦ,୨୯।୯: ବିଶ୍ୱକପ୍‌ ପୂର୍ବରୁ ପାକିସ୍ତାନ-ନ୍ୟୁଜିଲାଣ୍ଡ ମଧ୍ୟରେ ଶୁକ୍ରବାର ଓ୍ବାର୍ମଅପ୍‌ ମ୍ୟାଚ୍‌ ଖେଳାଯାଉଛି। ଏଥିରେ ପାକିସ୍ତାନ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ପ୍ରଭାବୀ ବ୍ୟାଟିଂ ଯୋଗୁ ନ୍ୟୁଜିଲାଣ୍ଡକୁ ଦଳ ୫୦ ଓଭରରେ ୩୪୬ ରନ୍‌ର ଟାର୍ଗେଟ ଦେଇଛି। ଜବାବରେ ନ୍ୟୁଜିଲାଣ୍ଡ ବର୍ତ୍ତମାନ…

ଦଳରେ ଅଶ୍ୱିନଙ୍କୁ ନୁହେଁ, ବରଂ ଏହି ଦୁଇ ସ୍ପିନରଙ୍କ ମଧ୍ୟରୁ ଜଣଙ୍କୁ ଚୟନ କରାଯିବା କଥା: ଯୁବରାଜ

ନୂଆଦିଲ୍ଲୀ,୨୯।୯: ଭାରତୀୟ ବିଶ୍ୱକପ୍‌ ସ୍କ୍ବାର୍ଡରେ ପରିବର୍ତ୍ତନ ସ୍ବରୂପ ଆହତ ଅକ୍ଷର ପଟେଲଙ୍କ ସ୍ଥାନରେ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ସାମିଲ କରାଯାଇଛି। ବିସିସିଆଇର ଏହି ନିଷ୍ପତ୍ତିକୁ ନେଇ ଏବେ ବିଶ୍ୱକପ୍‌ ୨୦୧୧ ନାୟକ ଯୁବରାଜ ସିଂହ ପ୍ରତିକ୍ରିୟା ରଖିଛନ୍ତି। ଏବେ ଦଳରେ ଜଣଙ୍କ ପରେ…

ବିଶ୍ୱକପ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଟିମ୍‌କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୯।୯: ଆଇସିସି ବିଶ୍ୱକପ୍‌ ଆରମ୍ଭ ହେବାର ଠିକ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ କ୍ରିକେଟ ଟିମ୍‌କୁ ଲାଗିଛି ବଡ ଝଟ୍‌କା। ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ ଅକ୍ଟୋବର ୫ରେ ନ୍ୟୁଜିଲାଣ୍ଡ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯିବ। ଅହମ୍ମଦାବାଦରେ ଖେଳାଯିବାକୁ ଥିବା ଏହି ଓପନିଂ ମ୍ୟାଚ୍‌ରେ ଅଧିନାୟକ…

ଚର୍ଚ୍ଚାରେ ଏହି ୬ ଫୁଟ ୯ ଇଞ୍ଚର ଭାରତୀୟ ବୋଲର୍‌, ବୋଲିଂ ଦେଖି ପାକିସ୍ତାନ ଖେଳାଳି ଚକିତ…

ହାଇଦ୍ରାବାଦ,୨୯।୯: ଦିନିକିଆ ବିଶ୍ୱକପ୍‌ ଲାଗି ଭାରତରେ ପହଞ୍ଚି ସାରିଛି ପାକିସ୍ତାନ କ୍ରିକେଟ ଟିମ୍‌। ଦଳ ପହଞ୍ଚିବାର ୧୨ ଘଣ୍ଟା ପରେ ନିଜର ପ୍ରଥମ ଅଭ୍ୟାସ ସେଶନ୍‌ରେ ଭାଗ ନେଇଥିଲା। ଏହି ସମୟରେ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲେ ହାଇଦ୍ରାବାଦର ୬ଫୁଟ ୯ ଇଞ୍ଚ…

୨୫୦ ରେକର୍ଡ କ୍ଲବ୍‌ରେ ଶ୍ରୀନାଥ

ପୂର୍ବତନ ଭାରତୀୟ ପେସ୍‌ ବୋଲର ଜାଭାଗଲ ଶ୍ରୀନାଥଙ୍କ କୃତିତ୍ୱ ଦେଶକୁ ଗର୍ବିତ କରିଛି। ବୋଲିଂ ଅନୁଶାସନରେ ଯେଭଳି ନାଁ କମେଇଥିଲେ କ୍ରିକେଟ ଅଫିସିଆଲ ଭାବେ ମଧ୍ୟ ସେ ଅନୁରୂପ ସଫଳତା ପାଇଛନ୍ତି। ଏକଦିବସୀୟ ଅନ୍ତର୍ଜାତୀୟରେ ମ୍ୟାଚ୍‌ ରେଫରି ଭାବେ ସେ ୨୫୦ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?