ଖେଳ

ବିଜେତାକୁ ୪ ନିୟୁତ ଡଲାର

ଦୁବାଇ, ୨୩ା୯ (ପି.ଟି.): ଆଗାମୀ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ବିଜେତାକୁ ମିଳିବ ୪ ନିୟୁତ ଆମେରିକୀୟ ଡଲାର (ପ୍ରାୟ ୩୩ କୋଟି ଟଙ୍କା) ଏବଂ ରନରଅପ୍‌ ପାଇବ ୨ ନିୟୁତ ଡଲାର (ପ୍ରାୟ ୧୬ କୋଟି ଟଙ୍କା)। ଅନ୍ତର୍ଜାତୀୟ କ୍ରିକେଟ…

ଆସାମ ଚାମ୍ପିୟନ, ଝାଡ଼ଖଣ୍ଡ ରନରଅପ୍‌

ଭୁବନେଶ୍ୱର, ୨୩ା୯(ବିଜୟ ରଣା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ଭୈରବ ଚନ୍ଦ୍ର ମହାନ୍ତି ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ୨୦୨୩ରେ ଆସାମ ଚାମ୍ପିୟନ ହୋଇଛି। ଶୁକ୍ରବାର କଟକସ୍ଥିତ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ଫାଇନାଲରେ ଦଳ ୫୩ ରନରେ ଝାଡ଼ଖଣ୍ଡକୁ…

ଟାଇଟଲରେ ଅଷ୍ଟ୍ରେଲିଆର ହ୍ୟାଟ୍ରିକ

ଆଇସିସି କ୍ରିକେଟ ବିଶ୍ୱକପର ୯ମ ସଂସ୍କରଣ ଓ୍ବେଷ୍ଟଇଣ୍ଡିଜରେ ୨୦୦୭ ମାର୍ଚ୍ଚ ୧୩ରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ ମୋଟ ୫୧ଟି ମ୍ୟାଚ ଖେଳାଯାଇଥିଲା। ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ଅଷ୍ଟ୍ରେଲିଆ ଚାମ୍ପିୟନ ହୋଇଥିଲା। ଏହାକୁ ମିଶାଇ ଅଷ୍ଟ୍ରେଲିଆ କ୍ରମାଗତ ୩…

ସବ୍‌ଜୁନିୟର ମହିଳା ହକି: ସୁନ୍ଦରଗଡ଼ ବିଜେତା

ଭୁବନେଶ୍ୱର, ୨୩।୯(ତପନ ସ୍ବାଇଁ): ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ ସବ୍‌ଜୁନିୟର ହକି ଚାମ୍ପିୟନଶିପ୍‌ ଶୁକ୍ରବାର ଉଦ୍‌ଯାପିତ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଫାଇନାଲରେ ଯାଜପୁରକୁ ୫-୧ ଗୋଲରେ ହରାଇ ସୁନ୍ଦରଗଡ଼ ଚାମ୍ପିୟନ ହୋଇଛି।…

ବଚନଙ୍କ ସ୍ବର୍ଣ୍ଣରୁ ଆରମ୍ଭ ହୋଇଥିଲା ଓଡ଼ିଶାର ପଦକ ଅଭିଯାନ

ଭୁବନେଶ୍ୱର, ୨୩।୯ (ତପନ ସ୍ବାଇଁ): ଚାଇନାର ଗୁଆଙ୍ଗଝୋଠାରେ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି ଏସିଆନ ଗେମ୍ସ। ରେକର୍ଡ ଅନୁସାରେ ଏସିଆନ ଗେମ୍ସରେ ଓଡ଼ିଶାର ପଦକ ଅଭିଯାନ ଆରମ୍ଭ ହୋଇଥିଲା ସେକ୍‌ ଅବଦୁଲ ମଜିଦ ବଚନଙ୍କଠାରୁ। ୧୯୫୧ ଗେମ୍ସରେ ସ୍ବର୍ଣ୍ଣ ପଦକ ବିଜୟୀ…

ଆଫଗାନିସ୍ତାନର ୨ ଦଳ ଭାଗ ନେବେ

ହାଙ୍ଗ୍‌ଝୋ, ୨୩ା୯ (ଏପି): ଆଫଗାନିସ୍ତାନ ତାଲିବାନଙ୍କ ନିୟନ୍ତ୍ରଣକୁ ଆସିବା ପରେ ଅନୁଷ୍ଠିତ ହେଉଥିବା ପ୍ରଥମ ଏସିଆନ ଗେମ୍ସରେ ଦୁଇ ଦଳ ଆଥଲେଟ ଚାଇନିଜ ସହର ହାଙ୍ଗ୍‌ଝୋଠାରେ ପହଞ୍ଚତ୍ଛନ୍ତି। ଉଭୟଙ୍କ ରୂପ ଭିନ୍ନ ରହିଛି। ଗୋଟିଏ ଦଳ ଆଫଗାନିସ୍ତାନରୁ ଆସିଛି, ଯେଉଁ ଦେଶରେ…

ଭାରତ ନମ୍ବର ଓ୍ବାନ

ନୂଆଦିଲ୍ଲୀ, ୨୩।୯: କ୍ରିକେଟର ୩ ଫର୍ମାଟ, ଟେଷ୍ଟ, ଦିନିକିଆ ଓ ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତ ନମ୍ବର ଓ୍ବାନ ହୋଇ ଇତିହାସ ରଚିଛି। ପୂର୍ବରୁ ଟେଷ୍ଟ ଓ ଟି୨୦ରେ ଭାରତ ଶୀର୍ଷରେ ଥିବାବେଳେ ଶୁକ୍ରବାର ମୋହାଲିରେ ଅଷ୍ଟ୍ରେଲିଆକୁ ହରାଇବାପରେ ଦିନିକିଆରେ ମଧ୍ୟ ନମ୍ବର…

ଏସିଆନ ଗେମ୍ସ ଉଦ୍‌ଘାଟନ ଆଜି

ହାଙ୍ଗଝୋ, ୨୩ା୯ (ପି.ଟି.): ଏସିଆ ମହାଦେଶ ସର୍ବବୃହତ୍‌ କ୍ରୀଡ଼ା ମହୋତ୍ସବ ଏସିଆନ ଗେମ୍ସର ବିଧିବଦ୍ଧ ଉଦ୍‌ଘାଟନ ଶନିବାର ହେବ। କୋଭିଡ୍‌-୧୯ ମହାମାରୀ ପାଇଁ ଏକ ବର୍ଷ ବିଳମ୍ବରେ ଏହା ଚାଇନାର ହାଙ୍ଗ୍‌ଝୋ ସହରରେ ଆୟୋଜନ କରାଯାଇଛି। ଅଲିମ୍ପିକ ଚାମ୍ପିୟନ ନୀରଜ ଚୋପ୍ରାଙ୍କ…

ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆକୁ ହରାଇଲା ଭାରତ

ମୋହଲି,୨୩।୯: ମହମ୍ମଦ ଶାମିଙ୍କ ସାଂଘାତିକ ବୋଲିଂ ପରେ ଶୁଭମାନ ଗିଲ, ଋତୁରାଜ ଗାୟକୱାଡ, କେ.ଏଲ ରାହୁଲ ଏବଂ ସୁର୍ଯ୍ୟକୁମାର ଯାଦବଙ୍କ ଅର୍ଦ୍ଧଶତକ ଯୋଗୁ ଟିମ ଇଣ୍ଡିଆ ପ୍ରଥମ ଦିନିକିଆରେ ଅଷ୍ଟ୍ରେଲିଆକୁ ୫ ଉଇକେଟ୍‌ରେ ପରାସ୍ତ କରିଛି। ଏହା ସହ ଭାରତୀୟ ଦଳ…

ବର୍ଷା ଯୋଗୁ ଅଧାରୁ ଅଟକିଲା ମ୍ୟାଚ

ମୋହଲି,୨୨।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ବାଧକ ସାଜିଛି ବର୍ଷା। ବର୍ଷା ହେତୁ ମ୍ୟାଚ ଅଧାରୁ ଖେଳ ବନ୍ଦ ହୋଇଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆ ୩୫.୪ ଓଭରରେ ୪ ଉଇକେଟ୍‌ ହରାଇ ୧୬୬ ରନ ସଂଗ୍ରହ କରିଛି।…

ଅଶ୍ୱିନ ଇନ୍‌, ଓ୍ବାଶିଂଟନ ସୁନ୍ଦର ଆଉଟ୍‌

ମୋହାଲି,୨୨।୯: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଶୁକ୍ରବାର ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଟିମ୍‌ ୫ ପରିବର୍ତ୍ତନ ସହ ମଇଦାନକୁ ଓହ୍ଲାଇଛି। ଋତୁରାଜ ଗାୟକଓ୍ବାଡ, ଶ୍ରେୟାସ ଆୟର, ସୂର୍ଯ୍ୟକୁମାର ଯାଦବ, ରବିଚନ୍ଦ୍ରନ ଅଶ୍ୱିନ ଏବଂ…

ଭାରତୀୟ ଖେଳାଳିଙ୍କୁ ପ୍ରବେଶ ଅନୁମତି ଦେଲା ନାହିଁ ଚାଇନା, ବୈଦେଶିକ ମନ୍ତ୍ରଣାଳୟ କହିଲା ଭେଦଭାବପୂର୍ଣ୍ଣ ବ୍ୟବହାର ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ/ବେଜିଂ,୨୨।୯: ଭାରତୀୟ ଖେଳାଳିଙ୍କୁ ଏସିଆନ ଗେମ୍ସରେ ଏଣ୍ଟ୍ରି ନ ଦେବାକୁ ନେଇ ଚାଇନାର ଚାଲକୁ ଭାରତ କଡା ବିରୋଧ କରିଛି। ନିକଟରେ ହାଙ୍ଗଝୁରେ ଅନୁଷ୍ଠିତ ହେବାକୁ ଥିବା ୧୯ବିଂଶ ଏସିଆନ ଗେମ୍ସରେ ଭାଗ ନେବାକୁ ଅରୁଣାଚଳ ପ୍ରଦେଶର ଭାରତୀୟ ଖେଳାଳିଙ୍କ ପ୍ରବେଶକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?