ଖେଳ

ଟି. ନଟରାଜନଙ୍କ ଝିଅ ସହ ମଜା କରୁଛନ୍ତି ଧୋନୀ, ଭିଡିଓ ଦେଖିଲେ…

ଲୋକମାନେ ତାଙ୍କର ସ୍ବଭାବ ଯୋଗୁ ତାଙ୍କୁ ବହୁତ ଭଲ ପାଆନ୍ତି। ଏବେ ଧୋନୀଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହାକୁ ଦେଖିଲେ ମନ ଖୁସିରେ ନାଚି ଉଠିବ। ପ୍ରମାଣିତ ହୋଇଯିବ ଯେ, ଧୋନୀ କେତେ ସ୍ନେହୀ ମଣିଷ।...

୧୩୫ ରନ୍‌ରେ ଅଟକିଲା ଗୁଜରାଟ

ଲକ୍ଷ୍ନୌ,୨୨।୪: ଭରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଇଥିବା ଆଇପିଏଲ୍‌ର ୩୦ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଅଧିନାୟକ ପାଣ୍ଡ୍ୟାଙ୍କ ଗୁରୁତ୍ୱପୂର୍ଣ୍ଣ ଅର୍ଦ୍ଧଶତକ ବଳରେ...

ଟସ୍‌ ଜିତି ଗୁଜରାଟର ବ୍ୟାଟିଂ ଜାରି

ଲକ୍ଷ୍ନୌ,୨୨।୪: ଭରତ ରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯାଉଥିବା ଆଇପିଏଲ୍‌ର ୩୦ତମ ମ୍ୟାଚ୍‌ରେ ଗୁଜରାଟ ଟାଇଟନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଦଳର ଦୁଇ ଓପନର ରିଦ୍ଧିମାନ...

ଅହମଦାବାଦରେ ଖେଳାଯିବ ଆଇପିଏଲ୍‌ ଫାଇନାଲ

ନୂଆଦିଲ୍ଲୀ, ୨୧ା୪: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର କ୍ୱାଲିଫାୟର-୨ ଏବଂ ଫାଇନାଲ ମ୍ୟାଚ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଯଥାକ୍ରମେ ମେ’ ୨୬ ଓ ୨୮ରେ ଖେଳାଯିବ। ଏନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ସୂଚନା...

ଚେନ୍ନାଇର ଚତୁର୍ଥ ବିଜୟ

ଚେନ୍ନାଇ,୨୧।୪: ଡିଭନ୍‌ କନ୍‌ୱେଙ୍କ ଅପରାଜିତ ଦମ୍‌ଦାର ଅର୍ଦ୍ଧଶତକ ବଳରେ ଚେନ୍ନାଇ ସୁପରକିଙ୍ଗ୍ସ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୨୯ତମ ମ୍ୟାଚରେ ୭ ଉଇକେଟରେ ବିଜୟୀ ହୋଇଛି। ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ ହରାଇ ୧୩୪ ରନ୍‌...

ଚେନ୍ନାଇ ଆଗରେ ୧୩୫ ରନ୍‌ର ବିଜୟ ଟାର୍ଗେଟ୍‌

ଚେନ୍ନାଇ,୨୧।୪: ଚେନ୍ନାଇସ୍ଥିତ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଆଇପିଏଲ୍‌ର ୨୯ତମ ମ୍ୟାଚ୍‌ରେ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଏଡେନ ମାରକ୍ରମଙ୍କ ନେତୃତ୍ୱାଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ନିର୍ଦ୍ଧାରିତ...

ଆୟରଙ୍କ ଅସ୍ତ୍ରୋପଚାର ସଫଳ

ମୁମ୍ବାଇ,୨୧ା୪: ଭାରତୀୟ ବ୍ୟାଟର ଶ୍ରେୟସ ଆୟରଙ୍କ ପିଠି ଅସ୍ତ୍ରୋପଚାର(ସର୍ଜରୀ) ସଫଳ ହୋଇଛି। ମଙ୍ଗଳବାର ଲଣ୍ଡନରେ ଶ୍ରେୟସଙ୍କ ସର୍ଜରୀ ହୋଇଥିଲା। ବର୍ତ୍ତମାନ ସେ ସୁସ୍ଥ ହୋଇ ଚାଲିବା ଆରମ୍ଭ କରିଛନ୍ତି। ଆସନ୍ତା ୩ ମାସ ମଧ୍ୟରେ ସେ ସମ୍ପୂର୍ଣ୍ଣ ଫିଟ୍‌ ହୋଇ...

ଟସ୍‌ ଜିତିଲା ଚେନ୍ନାଇ

ଚେନ୍ନାଇ,୨୧।୪: ଚେନ୍ନାଇ ସ୍ଥିତ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଉଥିବା ଆଇପିଏଲ୍‌ର ୨୯ତମ ମ୍ୟାଚ୍‌ରେ ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଏଦେନ ମାରକ୍ରମଙ୍କ ନେତୃତ୍ୱଧୀନ ସନ୍‌ରାଇଜର୍ସ ହାଇଦ୍ରାବାଦ...

ଚେନ୍ନାଇ ପାଇଁ ଖୁସି ଖବର: ହାଇଦ୍ରାବାଦ ବିପକ୍ଷ ମ୍ୟାଚରେ ଦଳକୁ ଫେରିପାରନ୍ତି ବେନ ଷ୍ଟୋକ୍ସ

ଚେନ୍ନାଇ,୨୧।୪: ଚାରିଥର ଚମ୍ପିୟନ ହୋଇଥିବା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସେ୍‌କେ) ଚଳିତ ଆଇପିଏଲ୍‌ରେ ଶୁକ୍ରବାର ଏମ୍‌ଏ ଚିନାମ୍ବରମ ଷ୍ଟାଡିୟମରେ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ଖେଳିବ। ସିଏସେ୍‌କେ ଏ ପର୍ଯ୍ୟନ୍ତ ଖେଳାଯାଇଥିବା ୫ ଟି ମ୍ୟାଚ ମଧ୍ୟରୁ ୩ ଟି ଜିତିଛି...

ଘରୋଇ ପଡ଼ିଆରେ ହାଇଦ୍ରାବାଦକୁ ଭେଟିବ ଚେନ୍ନାଇ

ଚେନ୍ନାଇ,୨୧।୪: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସେ୍‌କେ) ଚଳିତ ଆଇପିଏଲ୍‌ରେ ଶୁକ୍ରବାର ଏମ୍‌ଏ ଚିନାମ୍ବରମ ଷ୍ଟାଡିୟମରେ ସନ୍‌ରାଇଜର୍ସ ହାଇଦ୍ରାବାଦ(ଏସ୍‌ଆର୍‌ଏଚ୍‌) ବିପକ୍ଷରେ ଖେଳିବ। ନିକଟରେ ରାଜସ୍ଥାନ ରୟାଲ୍ସଠୁ କଡା ସଂଘର୍ଷ କରି ହାରିବା ପରେ ସିଏସେ୍‌କେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଥିଲା। ହାଇଦ୍ରାବାଦ...

ସେମିରେ ପାରାମାଉଣ୍ଟ ସ୍ପୋର୍ଟିଂ

ଭୁବନେଶ୍ୱର,୨୧ା୪ (ସ୍ପୋଟର୍‌ସ ବ୍ୟୁରୋ): ଟାଉନ୍‌ କ୍ଲବ ପଡ଼ିଆରେ ଚାଲିଥିବା ୧୫ ବର୍ଷରୁ କମ୍‌ ଜୁନିୟର କ୍ରିକେଟ ଟୁର୍ନାମେଣ୍ଟରେ ଗୁରୁବାର ଅନୁଷ୍ଠିତ ଦୁଇଟି ମ୍ୟାଚରେ ପାରାମାଉଣ୍ଟ ସ୍ପୋର୍ଟିଂ ଓ ଓସ୍କାର ସ୍ପୋର୍ଟିଂ ବିଜୟୀ ହୋଇଛନ୍ତି। ପ୍ରଥମ ମ୍ୟାଚରେ ଜାଗୃତି କ୍ରିକେଟ କ୍ଲବକୁ...

କଳିଙ୍ଗରେ ଏକାଧିକ କ୍ରୀଡ଼ାର ସମର କ୍ୟାମ୍ପ

ଭୁବନେଶ୍ୱର, ୨୧।୪(କ୍ରୀଡ଼ା ପ୍ରତିନିଧି): ଏବେ ଚାଲିଛି ସମର କ୍ୟାମ୍ପର ସମୟ। ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିୟମରେ ବିଭିନ୍ନ କ୍ରୀଡ଼ାପାଇଁ ସମର କ୍ୟାମ୍ପ ଆୟୋଜନ କରାଯାଉଛି। ଫଳରେ ଖେଳରେ ରୁଚି ରଖୁଥିବା ପିଲାମାନଙ୍କ ପାଇଁ ଗ୍ରୀଷ୍ମାବକାଶ ସମୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri