ଖେଳ

୨୦୦ ଉଇକେଟ୍‌ କ୍ଲବରେ ପହଞ୍ଚିଲେ ଜାଡେଜା

କଲମ୍ବୋ, ୧୬।୯: କଲମ୍ବୋସ୍ଥିତ ଆର୍‌.ପ୍ରେମାଦାସା ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ୨୦୨୩ ଏସିଆ କପ୍‌ର ଅନ୍ତିମ ସୁପର-୪ ମ୍ୟାଚରେ ଭାରତ ବାଂଲାଦେଶଠାରୁ ୬ ରନ୍‌ରେ ପରାସ୍ତ ହୋଇଥିଲା। ହେଲେ ଏହି ମ୍ୟାଚ୍‌ରେ ଭାରତର ଷ୍ଟାର ବୋଲର ରବୀନ୍ଦ୍ର ଜାଡେଜା ଗୋଟିଏ ଉଇକେଟ…

ଶ୍ରୀଲଙ୍କାକୁ ବଡ ଝଟକା, ଫାଇନାଲ ମ୍ୟାଚରୁ ବାଦ୍‌ ପଡିଲେ ଏହି ଖେଳାଳି

କଲମ୍ବୋ,୧୬।୯: ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ଶ୍ରୀଲଙ୍କାକୁ ବଡ ଝଟକା ଲାଗିଛି। ରବିବାର ଏସିଆ କପ୍‌ର ଫାଇନାଲ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ, କିନ୍ତୁ ଆୟୋଜକ ଶ୍ରୀଲଙ୍କାର ସମସ୍ୟା ବଢୁଥିବା ଜଣାପଡିଛି। ଶ୍ରୀଲଙ୍କାର ସ୍ପିନର ମହିଶ ଥେସ୍କାନା ଭାରତ…

ଭାରତର ଭଲ ପ୍ରଦର୍ଶନ ନେଇ ଶ୍ରଦ୍ଧାଞ୍ଜଳି ଆଶାବାଦୀ

ଭୁବନେଶ୍ୱର, ୧୬।୯ (ତପନ ସ୍ବାଇଁ):୧୭ ବର୍ଷରୁ କମ୍‌ ଏଏଫ୍‌ସି ମହିଳା ଏସିଆନ କପ୍‌ ଯୋଗ୍ୟତାର ଦ୍ୱିତୀୟ ପର୍ଯ୍ୟାୟ ଥାଇଲାଣ୍ଡରେ ଅନୁଷ୍ଠିତ ହେବ। ସେଥିପାଇଁ ଭାରତୀୟ ଦଳ ଶନିବାର ଗୋଆରୁ ମୁମ୍ବାଇ ବାଟଦେଇ ଥାଇଲାଣ୍ଡ ଯାତ୍ରା କରିବ। ୧୭ ବର୍ଷରୁ କମ୍‌ ମହିଳା…

ଏସିଆନ ଗେମ୍ସରେ କିଟ୍‌ ଓ କିସ୍‌ର ୧୪ ଖେଳାଳି

ଭୁବନେଶ୍ୱର, ୧୬।୯ (ତପନ ସ୍ବାଇଁ): ଚାଇନାର ହାଙ୍ଗଝୋଠାରେ ଚଳିତ ମାସ ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଏସିଆନ ଗେମ୍ସ ଅନୁଷ୍ଠିତ ହେବ। ଏହି ମେଗା ପ୍ରତିଯୋଗିତାରେ କିଟ୍‌ ଓ କିସ୍‌ର ୧୪ଜଣ କ୍ରୀଡ଼ାବିତ୍‌ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ। ଦେଶର ଗୋଟିଏ…

ଓଡ଼ିଶାର ବୃହତ୍‌ ବିଜୟ

ଭୁବନେଶ୍ୱର, ୧୬ା୯(ବିଜୟ ରଣା): କର୍ନାଟକର ବେଲ୍‌ଗାଁଓଠାରେ ଅନୁଷ୍ଠିତ ଜାତୀୟ ସବ୍‌ ଜୁନିୟର ବାଳିକା ଫୁଟ୍‌ବଲ ୨୦୨୩-୨୪ (ଟିଅର୍‌-୨ ଗ୍ରୁପ୍‌ ପର୍ଯ୍ୟାୟ)ର ଏକ ମ୍ୟାଚରେ ଓଡ଼ିଶା ୮-୦ ଗୋଲ୍‌ରେ ଚଣ୍ଡିଗଡ଼କୁ ପରାସ୍ତ କରି ବିପୁଳ ବିଜୟ ହାସଲ କରିଛି। ଦଳ ପକ୍ଷରୁ ରୀତୁ…

୧୯୭୯: ଓ୍ବେଷ୍ଟଇଣ୍ଡିଜ ଟାଇଟଲ ବଜାୟ ରଖିଲା

ଆଇସିସି ଦିନିକିଆ କ୍ରିକେଟ ବିଶ୍ୱକପ୍‌ର ଦ୍ୱିତୀୟ ସଂସ୍କରଣ ସେହି ଇଂଲଣ୍ଡରେ ୧୯୭୯ରେ ଅନୁଷ୍ଠିତ ହୋଇଥିଲା। ୯ରୁ ୨୩ ଜୁନ୍‌ ପର୍ଯ୍ୟନ୍ତ ଅନୁଷ୍ଠିତ ପ୍ରୁଡେନ୍ସିଆଲ୍‌ କପ୍‌ରେ ଓ୍ବେଷ୍ଟଇଣ୍ଡିଜ ଆଧିପତ୍ୟ ବଜାୟ ରଖି ପୁଣି ଟାଇଟଲ ହାସଲ କରିଥିଲା। ପ୍ରତିଯୋଗିତାର ପ୍ରଥମ ଦୁଇ ସଂସ୍କରଣରେ…

ହିମାଚଳକୁ ହରାଇଲା ହାଇଦ୍ରାବାଦ

କଟକ,୧୬ା୯(ସୁପ୍ରିୟା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମରେ ଶୁକ୍ରବାର ଆରମ୍ଭ ହୋଇଛି ଭୈରବ ଚନ୍ଦ୍ର ମହାନ୍ତି ମେମୋରିଆଲ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ। ସନ୍ଧ୍ୟାରେ ଷ୍ଟାଡିୟମ ପରିସରରେ ଉଦ୍‌ଘାଟନୀ ଉତ୍ସବ ଆୟୋଜନ କରାଯାଇଥିଲା। ସ୍ବର୍ଗତ ଭୈରବ ଚନ୍ଦ୍ର ମହାନ୍ତିଙ୍କ ପୁତ୍ର ଡ. ଖାରବେଳ ମହାନ୍ତି ଓ…

ଆନ୍ତଃ ସ୍କୁଲ ଫୁଟ୍‌ବଲ: କିସ୍‌ ଚାମ୍ପିୟନ

ଭୁବନେଶ୍ୱର, ୧୬।୯(ତପନ ସ୍ବାଇଁ): ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ଜୟନ୍ତ ମହାପାତ୍ର ସ୍ମାରକୀ ଆନ୍ତଃ ସ୍କୁଲ ଫୁଟବଲ ଟୁର୍ନାମେଣ୍ଟ ଶୁକ୍ରବାର ଉଦ୍‌ଯାପିତ ହୋଇଛି। ଏହାର ଫାଇନାଲରେ କିସ୍‌ ସ୍କୁଲ ୧-୦ ଗୋଲରେ ୟୁନିଟ-୩ କ୍ୟାପିଟାଲ ହାଇସ୍କୁଲକୁ ହରାଇ ଚାମ୍ପିୟନ ହୋଇଛି।…

ଉତ୍ତର ପ୍ରଦେଶ ଚାମ୍ପିୟନ

ଭୁବନେଶ୍ୱର, ୧୬ା୯(ବିଜୟ ରଣା): ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ, ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଏବଂ ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌)ର ମିଳିତ ଆନୁକୂଲ୍ୟରେ ଚାଲିଥିବା ଜାତୀୟ ଜୁନିୟର ବାଳକ ଫୁଟ୍‌ବଲ ଚାମ୍ପିୟନଶିପ୍‌ ବି.ସି. ରୟ ଟ୍ରଫି ୨୦୨୩ର…

ଗିଲ୍‌ଙ୍କ ଶତକ ସତ୍ତ୍ୱେ ଭାରତ ପରାସ୍ତ

କଲମ୍ବୋ, ୧୬।୯: ଶୁବମନ ଗିଲଙ୍କ ଲଢ଼ୁଆ ଶତକ ସତ୍ତ୍ୱେ ଭାରତ ଚଳିତ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଅନୁଷ୍ଠିତ ଅନ୍ତିମ ସୁପର-୪ ମ୍ୟାଚରେ ବାଂଲାଦେଶଠାରୁ ୬ ରନରେ ହାରି ଯାଇଛି। ବାଂଲାଦେଶ ୫୦ ଓଭରରେ ୮ ଉଇକେଟ ହରାଇ ୨୬୫…

ଲଗାତାର ପରାଜୟ ପରେ ଆଇସିସି ର଼୍ୟାଙ୍କିଙ୍ଗ୍‌ରେ ତଳକୁ ଖସିଲା ପାକିସ୍ତାନ, ଦ୍ୱିତୀୟ ସ୍ଥାନରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୫।୯: ଏସିଆ କପ୍‌ରେ ଖରାପ ପ୍ରଦର୍ଶନକୁ ନେଇ ଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଛି ପାକିସ୍ତାନ। ଲଗାତାର ୨ ମ୍ୟାଚ୍‌ ହାରିବା ପରେ ଦଳ ଟୁର୍ନାମେଣ୍ଟ ସହ ଆଇସିସିର ତାଜା ର଼୍ୟାଙ୍କିଙ୍ଗ୍‌ରେ ତଳକୁ ଖସିଛି। ଜାରି ସଦ୍ୟ ର଼୍ୟାଙ୍କିଙ୍ଗ୍‌ରେ ଟିମ ଇଣ୍ଡିଆ(୧୧୬ ପଏଣ୍ଟ)…

୨୬୫ ରନ୍‌ରେ ଅଟକିଲା ବାଂଲାଦେଶ

କଲମ୍ବୋ,୧୫।୯: କଲମ୍ବୋସ୍ଥିତ ଆର୍‌.ପ୍ରେମାଦାସ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ୨୦୨୩ ଏସିଆ କପ୍‌ର ସୁପର-୪ର ଷଷ୍ଠ ମ୍ୟାଚ୍‌ରେ ଭାରତ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ବାଂଲାଦେଶ ବ୍ୟାଟିଂ ଆରମ୍ଭ କରିଥିଲା। ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?