ଖେଳ

ବେଙ୍ଗଲ-ଉତ୍ତର ପ୍ରଦେଶ ଫାଇନାଲ

ଭୁବନେଶ୍ୱର, ୧୪।୯(ତପନ ସ୍ବାଇଁ): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଫୁଟ୍‌ବଲ ଆସୋସିଏଶନ ଅଫ୍‌ ଓଡ଼ିଶା(ଫାଓ) ଆନୁକୂଲ୍ୟରେ ଚାଲିଥିବା ବି.ସି. ରୟ ଟ୍ରଫି ଜାତୀୟ ଜୁନିୟର ଫୁଟ୍‌ବଲ ଟୁର୍ନାମେଣ୍ଟର ୨ଟି ସେମିଫାଇନାଲ ବୁଧବାର ଅନୁଷ୍ଠିତ ହୋଇଛି। ଏଥିରେ ବେଙ୍ଗଲ ଓ ଉତ୍ତର…

କିସ୍‌-କ୍ୟାପିଟାଲ ଫାଇନାଲ

ଭୁବନେଶ୍ୱର, ୧୪।୯ (ତପନ ସ୍ବାଇଁ): ୟୁନିଟ-୬ ଆଥ୍‌ଲେଟିକ ଆସୋସିଏଶନ ଆନୁକୂଲ୍ୟରେ ଚାଲିଥିବା ଜୟନ୍ତ ମହାପାତ୍ର ସ୍ମାରକୀ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟର ଫାଇନାଲ କିସ୍‌ ଓ କ୍ୟାପିଟାଲ ସ୍କୁଲ ମଧ୍ୟରେ ଶୁକ୍ରବାର ଅନୁଷ୍ଠିତ ହେବ। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ୟୁନିଟ-୩ କ୍ୟାପିଟାଲ…

ପ୍ରି କ୍ୱାର୍ଟରରେ ତନିଶା-ଅଶ୍ୱିନ

କୋଲୁନ୍‌,୧୪ା୯(ପି.ଟି.): ହଂକଂ ଓପନ ସୁପର ୫୦୦ ସିରିଜ୍‌ ବ୍ୟାଡ୍‌ମିଣ୍ଟନର ପ୍ରଥମ ଦିନରେ ମହିଳା ଡବଲ୍ସ ଯୋଡି ତନିଶା କ୍ରାଷ୍ଟୋ ଓ ଅଶ୍ୱିନୀ ପୋନାପ୍ପା ପ୍ରିକ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ରାଜ୍ୟ ଗୋଷ୍ଠୀ ପଦକ ବିଜେତା ଲକ୍ଷ୍ୟ ସେନ୍‌ କିନ୍ତୁ ପିଠି ଯନ୍ତ୍ରଣା…

କିଟ୍‌, କଟକ ଦଳଗତ ଚାମ୍ପିୟନ

ଭୁବନେଶ୍ୱର, ୧୪।୯(ତପନ ସ୍ବାଇଁ): ଓଡ଼ିଶା ସାଇକ୍ଲିଂ ଆସୋସିଏଶନ ଆନୁକୂଲ୍ୟରେ ପ୍ରଥମଥର ପାଇଁ ରାଜ୍ୟସ୍ତରୀୟ ସିନିୟର, ଜୁନିୟର, ସବ୍‌ଜୁନିୟର ଓ ୟୁଥ୍‌ ବର୍ଗରେ ମାଉଣ୍ଟେନ ସାଇକ୍ଲିଂ ପ୍ରତିଯୋଗିତା କେନ୍ଦୁଝରର ଖଣିବଜାର ହଦଗଡ଼ ଡ୍ୟାମ ଟ୍ରାକ୍‌ରେ ଅନୁଷ୍ଠିତ ହୋଇଯାଇଛି। ଏହି ଦୁଇଦିନିଆ ପ୍ରତିଯୋଗିତାର ସିନିୟର…

ଏସିଆନ ଗେମ୍ସ ପାଇଁ ଓଡ଼ିଶା ଆଥ୍‌ଲେଟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର,୧୪।୯(ତପନ ସ୍ବାଇଁ)ଚାଇନାର ହାଙ୍ଗଝୋଠାରେ ଚଳିତ ମାସ ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଏସିଆନ ଗେମ୍ସ ଅନୁଷ୍ଠିତ ହେବ। ଏସିଆର ଏହି ମେଗା ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ଓଡ଼ିଶାର ୧୩ ଆଥ୍‌ଲେଟ ଯୋଗ୍ୟତା ଅର୍ଜନ କରିଛନ୍ତି। ସେମାନଙ୍କ ଟ୍ରେନିଂ, ପ୍ରସ୍ତୁତି ଓ ଅଂଶଗ୍ରହଣ…

ପାକିସ୍ତାନକୁ ବଡ଼ ଝଟ୍‌କା

କଲମ୍ବୋ,୧୩।୯: ୨୦୨୩ ଏସିଆ କପରେ ସେପ୍ଟେମ୍ବର ୧୪ରେ ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ଉଭୟ ଦଳ ପାଇଁ ଏହି ମ୍ୟାଚ ସେମିଫାଇନାଲରୁ କମ ନୁହେଁ। ଏହି ମ୍ୟାଚର ବିଜେତା ଦଳ ଫାଇନାଲରେ ପ୍ରବେଶ କରିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ…

କ୍ୟାରିୟରର ସର୍ବଶ୍ରେଷ୍ଠ ର଼୍ୟାଙ୍କିଂ ହାସଲ କଲେ ଶୁଭମନ ଗିଲ

ନୂଆଦିଲ୍ଲୀ,୧୩।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଦିନିକିଆ କ୍ରିକେଟ ରେ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଂ ପ୍ରକାଶ କରିଛି। ବୁଧବାର ପ୍ରକାଶିତ ବ୍ୟାଟ୍ସମ୍ୟାନ ତାଲିକାରେ ପାଇଁ ଭାରତୀୟ ଓପନର୍‌ ଶୁଭମନ ଗିଲ ଦିନିକିଆ ର଼୍ୟାଙ୍କିଂରେ କ୍ୟାରିୟରର ଶ୍ରେଷ୍ଠ ଦ୍ୱିତୀୟ ସ୍ଥାନ ହାସଲ କରିଛନ୍ତି। ତାଙ୍କ…

ଅକ୍ଟୋବରରେ କ୍ରିକେଟ ମ୍ୟାଚ ଖେଳିବା ପାଇଁ ସୁପ୍ରିମକୋର୍ଟ ବାର୍‌ ଆସୋସିଏଶନ ଦଳ ଯିବେ ପାକିସ୍ତାନ, ମିଳିଲା ନିମନ୍ତ୍ରଣ…

ନୂଆଦିଲ୍ଲୀ,୧୩।୯ : ଯଦିଓ ଭାରତ ଏବଂ ପାକିସ୍ଥାନ ମଧ୍ୟରେ ରାଜନୈତିକ ସମ୍ପର୍କ ଭଲ ହୋଇ ନ ପାରେ, ତେବେ ସୀମାର ଅପର ପାର୍ଶ୍ୱରେ ରହୁଥିବା ଲୋକମାନେ ଦୁଇ ଦେଶ ମଧ୍ୟରେ କ୍ରିକେଟ ମ୍ୟାଚ ଖେଳିବାକୁ ଭଲ ପାଆନ୍ତି। ଉଭୟ ଦେଶରେ ରହୁଥିବା…

ପ୍ରଥମ ବାମହାତୀ ବୋଲର୍‌ ଭାବେ ଏମିତି କାରନାମା କଲେ କୁଲଦୀପ

କଲମ୍ବୋ,୧୩।୯: ଶ୍ରୀଲଙ୍କା ବିପକ୍ଷ ମ୍ୟାଚରେ କୁଲଦୀପ ଯାଦବ ଚମତ୍କାର ବୋଲିଂ କରିଛନ୍ତି। ସେ ୯.୩ ଓଭରରେ ୪୩ ରନ ଦେଇ ୪ ଉଇକେଟ ନେଇଥିଲେ। ଭଲ ଫର୍ମରେ ଥିବା ଏହି ଚାଇନାମାନ ସ୍ପିନର ପାକିସ୍ତାନ ବିପକ୍ଷ ଶେଷ ମ୍ୟାଚରେ ୫ ଉଇକେଟ…

ଭାରତର ଲଜ୍ଜାଜନକ ରେକର୍ଡ

କଲମ୍ବୋ,୧୩।୯: ଏସିଆ କପ ୨୦୨୩ ସୁପର-୪ର ଏକ ମ୍ୟାଚ୍‌ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତ ୪୧ ରନ୍‌ରେ ଶ୍ରୀଲଙ୍କାକୁ ପରାସ୍ତ କରିଥିଲା। ଭାରତୀୟ ଦଳ ପ୍ରଥମେ ଖେଳି ଶ୍ରୀଲଙ୍କାର ୩ ସ୍ପିନର ମିଳିତ ଭାବରେ ୧୦…

ବଡ଼ ରେକର୍ଡ ହାସଲ କଲେ ଜାଡେଜା

କଲମ୍ବୋ,୧୩।୯: ଭାରତୀୟ ଦଳର ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଏସିଆ କପ ୨୦୨୩ରେ ଏକ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ବର୍ତ୍ତମାନ ଭାରତ ପାଇଁ ଏସିଆ କପ ଟୁର୍ନାମେଣ୍ଟରେ ସର୍ବାଧିକ ଉଇକେଟ ନେଇ ଜାଡେଜା ପ୍ରଥମ ସ୍ଥାନରେ ପହଞ୍ଚିଛନ୍ତି। ଏହି ପ୍ରସଙ୍ଗରେ ସେ…

ଏସିଆ କପ ଫାଇନାଲ ମ୍ୟାଚ ଉପରେ ବର୍ଷା ସଙ୍କଟ…

କଲମ୍ବୋ,୧୩।୯ : ଏସିଆ କପ ୨୦୨୩ରେ ଶ୍ରୀଲଙ୍କାରେ ଖେଳାଯାଇଥିବା ମ୍ୟାଚଗୁଡିକରେ ବର୍ଷା ଯୋଗୁ ଅନେକ ବ୍ୟାଘାତ ଘଟିଛି। ୧୭ ସେପ୍ଟମ୍ବରରେ କଲମ୍ବୋର ଆର ପ୍ରେମାଦାସା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?