ଖେଳ

‘ଅନ୍ୟମାନଙ୍କ ଅପେକ୍ଷା ମୋ ଉପରେ ତିନିଗୁଣା ଅଧିକ ବୋଝ’

କଲମ୍ବୋ,୧୦।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଆଜି ମହାମୁକାବିଲା ଖେଳାଯିବ। ଏହି ସୁପର ଫୋର୍‌ ମ୍ୟାଚରେ ଉଭୟ ଦଳ ଜିତିବାକୁ ଚେଷ୍ଟା କରିବେ। ଗ୍ରୁପ ରାଉଣ୍ଡ ସମୟରେ ଦୁଇ ଦଳ ମଧ୍ୟରେ ହୋଇଥିବା ମ୍ୟାଚ ରଦ୍ଦ ହୋଇଥିଲା। ବର୍ଷା ଯୋଗୁ ଦ୍ୱିତୀୟ…

ପୁଣି ବିବାହ କରିବେ ଏହି କ୍ରିକେଟର୍‌

ଇସଲାମାବାଦ୍‌,୧୦।୯: ପାକିସ୍ତାନ କ୍ରିକେଟର ଶାହିନ ଶାହା ଆଫ୍ରିଦି ତାଙ୍କ ସ୍ତ୍ରୀ ଅନ୍‌ସା ଆଫ୍ରିଦିଙ୍କୁ ପୁଣି ଥରେ ବିବାହ କରିବାକୁ ପ୍ରସ୍ତୁତ ହେଉଛନ୍ତି। ଦୁହେଁ ପ୍ରଥମେ ପାରମ୍ପାରିକ ଆଫ୍ରିଦି ରୀତିନୀତି ଅନୁଯାୟୀ ଚଳିତ ବର୍ଷ ଫେବୃଆରୀ ୩ରେ ବିବାହ କରିଥିଲେ। କେବଳ ଘନିଷ୍ଠ…

ଆଜି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେତେବେଳେ, ଦେଖିପାରିବେ ମ୍ୟାଚ୍‌

କଲମ୍ବୋ,୧୦।୯: ଆଜି ପୁଣି ଥରେ ଏସିଆ କପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ବଡ଼ ପ୍ରତିଯୋଗିତା ଦେଖିବାକୁ ମିଳିବ। ଏଥର ଉଭୟ ଦଳ ସୁପର-୪ରେ ପରସ୍ପର ବିପକ୍ଷରେ ପଡ଼ିଆ ନେବେ। ଏହାପୂର୍ବରୁ ବର୍ଷା ଯୋଗୁ ଗ୍ରୁପ ପର୍ଯ୍ୟାୟରେ ଉଭୟଙ୍କ ମଧ୍ୟରେ…

ଭାରତ-ପାକିସ୍ତାନ ସୁପର-୪ରେ ହେବେ ମୁହାଁମୁହିଁ: ବର୍ଷା ବାଧକ ସାଜିବା ଆଶଙ୍କା…

କଲମ୍ବୋ,୧୦।୯ : ଏସିଆ କପରେ ରବିବାର ଭାରତ-ପାକିସ୍ତାନ ସୁପର-୪ରେ ମୁହାଁମୁହିଁ ହେବେ। ସୁପର ଫୋର ମ୍ୟାଚ ପାଇଁ ରିଜର୍ଭ ଦିନ ଘୋଷଣା ହୋଇଛି। କଲମ୍ବୋରେ ହେବାକୁ ଥିବା ଏହି ମ୍ୟାଚରେ ବର୍ଷା ଆଶଙ୍କା ରହିଛି। ବର୍ଷା ଯୋଗୁଁ ପାଲଲେକେଲରେ ଭାରତର ଲିଗ…

ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୨୫୮ ରନ…

କଲେମ୍ବୋ,୯।୯ : ଏସିଆ କପରେ ସୁପର ଫୋରର ଦ୍ୱିତୀୟ ମ୍ୟାଚ ଶ୍ରୀଲଙ୍କାର ଆର.ପ୍ରେମଦାସା ଷ୍ଟାଡିୟମରେ ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଛି। ବାଂଲାଦେଶ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଶ୍ରୀଲଙ୍କା ବ୍ୟାଟିଂ କରିବାକୁ ପଡ଼ିଆକୁ ଓହ୍ଲାଇଥିଲା।…

ରବିବାର ଭାରତ-ପାକିସ୍ତାନ ସୁପର ୪ ମ୍ୟାଚରେ ପୁଣି ବାଧକ ହୋଇପାରେ ବର୍ଷା ! ସମ୍ଭାବନା ୯୦ ପ୍ରତିଶତ…

କଲମ୍ବୋ,୯।୯ : ଏସିଆ କପରେ ରବିବାର ଖେଳା ଯିବାକୁ ଥିବା ଭାରତ-ପାକିସ୍ତାନ ସୁପର ଫୋର ମ୍ୟାଚ ପାଇଁ ରିଜର୍ଭ ଦିନ ଘୋଷଣା ହୋଇଛି। କଲମ୍ବୋରେ ହେବାକୁ ଥିବା ଏହି ମ୍ୟାଚରେ ମଧ୍ୟ ବର୍ଷା ଆଶଙ୍କା କମିନାହିଁ। ଯେହେତୁ ବର୍ଷା ଯୋଗୁଁ ପାଲଲେକେଲରେ…

ବାଂଲାଦେଶ ଦେଶ ଜିତିଲା ଟସ, ବୋଲିଂ ନିଷ୍ପତ୍ତି, ବ୍ୟାଟିଂ କରିବ ଶ୍ରୀଲଙ୍କା…

କଲେମ୍ବୋ,୯।୯ : ଏସିଆ କପରେ ସୁପର ଫୋରର ଦ୍ୱିତୀୟ ମ୍ୟାଚ ଶ୍ରୀଲଙ୍କାର ଆର.ପ୍ରେମଦାସା ଷ୍ଟାଡିୟମରେ ବାଂଲାଦେଶ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଛି। ସୁପର ଫୋରର ପ୍ରଥମ ମ୍ୟାଚରେ ବାଂଲାଦେଶ ଦଳ ପାକିସ୍ତାନକୁ ହରାଇଛି ଏବଂ ଫାଇନାଲ ଦୌଡ଼ରେ ଏହି ଦଳ ଜିତିବା…

ଜାତୀୟ ହ୍ବିଲ୍‌ଚେୟାର ରଗ୍‌ବୀରେ ଭାଗନେବ ଓଡ଼ିଶା

ଭୁବନେଶ୍ୱର, ୯।୯ (ତପନ ସ୍ବାଇଁ): ପୁଣେର ଶ୍ରୀ ଶିବ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଶନିବାରଠାରୁ ୫ମ ଜାତୀୟ ହ୍ବିଲ୍‌ଚେୟାର ରଗ୍‌ବୀ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ। ୧୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁଥିବା ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ୯ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ଓଡ଼ିଶା…

ବାରବାଟୀରେ ୧୫ରୁ ବି.ସି ମହାନ୍ତି ସ୍ମାରକୀ ଟି୨୦

କଟକ,୯ା୯ (ସୁପ୍ରିୟା ପ୍ରିୟଦର୍ଶିନୀ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଆସନ୍ତା ୧୫ରୁ ବାରବାଟୀ ଷ୍ଟାଡିୟମ୍‌ରେ ପ୍ରଥମଥର ପାଇଁ ଭୈରବଚନ୍ଦ୍ର ମହାନ୍ତି (ବି.ସି. ମହାନ୍ତି) ସ୍ମାରକୀ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଖେଳାଯିବ। ୨୨ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପ୍ରତିଯୋଗିତାରେ ଓଡ଼ିଶାରୁ…

ଅମିତ ସ୍ବର୍ଣ୍ଣ, ଜଗନ୍ନାଥଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୯।୯ (ତପନ ସ୍ବାଇଁ): ନେପାଳର କାଠମାଣ୍ଡୁରେ ୫୫ତମ ଏସୀୟ ସିନିୟର ସୁନ୍ଦରସ୍ବାସ୍ଥ୍ୟ ଏବଂ ଫିଜିକ୍ସ ସ୍ପୋଟର୍‌ସ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ପ୍ରତିଯୋଗୀ ଗୋଟିଏ ଲେଖାଏ ସ୍ବର୍ଣ୍ଣ ଓ ବ୍ରୋଞ୍ଜ ପଦକ ପାଇଛନ୍ତି। ରାଜ୍ୟ ସୁନ୍ଦର ସ୍ବାସ୍ଥ୍ୟ ସଂଘର…

ଉଦ୍‌ଘାଟନୀ ମ୍ୟାଚ ପରିଚାଳନା କରିବେ ମେନନ, ଧର୍ମସେନା

ଦୁବାଇ, ୯ା୯: ଅକ୍ଟୋବର ୫ରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବାକୁଥିବା ବିଶ୍ୱକପ୍‌ କ୍ରିକେଟ ଉଦ୍‌ଘାଟନୀ ମ୍ୟାଚର ପରିଚାଳନା କରିବେ ଭାରତର ନୀତୀନ ମେନନ ଓ ଶ୍ରୀଲଙ୍କାର କୁମାର ଧର୍ମସେନା। ପୂର୍ବତନ ପେସ୍‌ ବୋଲର ଜାଭାଗଲ ଶ୍ରୀନାଥ ମ୍ୟାଚ ରେଫରି ଦାୟିତ୍ୱ…

‘ଖେଳାଳିଙ୍କ ତ୍ୟାଗ, ପରିଶ୍ରମ ସମସ୍ତଙ୍କ ପାଇଁ ପ୍ରେରଣା’

ଭୁବନେଶ୍ୱର, ୯।୯ (ତପନ ସ୍ବାଇଁ): ଅନ୍ତର୍ଜାତୀୟ ବ୍ଲାଇଣ୍ଡ ସ୍ପୋଟର୍‌ସ ଫେଡେରେଶନ(ଆଇବିଏସ୍‌ଏ) ଓ୍ବାଲର୍‌ଡ ଗେମ୍ସ-୨୦୨୩ରେ ପଦକ ବିଜୟୀ ଭାରତୀୟ ଦୃଷ୍ଟିବାଧିତ କ୍ରିକେଟ ଦଳର ସଦସ୍ୟ ଥିବା ଓଡ଼ିଶାର ୭ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଆର୍ଥିକ ପ୍ରୋତ୍ସାହନ ଦେଇ ସମ୍ବର୍ଦ୍ଧିତ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?