ଷ୍ଟାଡିୟମ ଅପ୍ଗ୍ରେଡ୍ କରିବ ବିସିସିଆଇ
ନୂଆଦିଲ୍ଲୀ, ୧୨ା୪(ପି.ଟି.): ଆସନ୍ତା ଦିନିକିଆ ବିଶ୍ୱକପ୍ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)। ଦର୍ଶକମାନେ ଷ୍ଟାଡିୟମକୁ ନେଇ କରୁଥିବା ଅଭିଯୋଗକୁ ଦୂର କରିବା ପାଇଁ ବିସିସିଆଇ ଅଣ୍ଟା ଭିଡିଛି। ୫ଟି ମୁଖ୍ୟ ଷ୍ଟାଡିୟମର ଉନ୍ନତୀକରଣ ପାଇଁ...
୬ ୱିକେଟରେ ଜିତିଲା ଏମଆଇ…
ନୂଆଦିଲ୍ଲୀ,୧୧।୪ : ଆଇପିଏଲ ସିରିଜ ୧୬ର ୧୬ ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ୬ ୱିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୧୭୩ ରନ ଲକ୍ଷ୍ୟର ପିଛା କରି ଏମଆଇ ୨୦ ଓଭରରେ ...
ଏମଆଇକୁ ୧୭୩ ରନର ବିଜୟ ଲକ୍ଷ୍ୟ ଦେଲା ଡିସି…
ନୂଆଦିଲ୍ଲୀ,୧୧।୪ : ଆଇପିଏଲ ସିରିଜ ୧୬ର ୧୬ ତମ ମ୍ୟାଚ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।...
ଟସ ଜିତିଲା ଏମଆଇ: ପ୍ରଥମେ ବୋଲିଂ…
ନୂଆଦିଲ୍ଲୀ,୧୧।୪ : ଆଇପିଏଲ ସିରିଜ ୧୬ର ୧୬ ତମ ମ୍ୟାଚ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମଆଇ) ମଧ୍ୟରେ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏମଆଇ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି।...
ବିଜୟ ଲକ୍ଷ୍ୟରେ ଦିଲ୍ଲୀ-ମୁମ୍ବାଇ
ନୂଆଦିଲ୍ଲୀ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ରେ ମଙ୍ଗଳବାର ଦିଲ୍ଲୀସ୍ଥିତ ଅରୁଣ ଜେଟଲି ଷ୍ଟାଡିୟମଠାରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)ଏବଂ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍ଆଇ)ମୁହାଁମୁହିଁ ହେବେ। ଉଭୟ ଟିମ୍ ଏ ପର୍ଯ୍ୟନ୍ତ ବିଜୟ ଖାତା ଖୋଲି ପାରିନାହାନ୍ତି। ଦିଲ୍ଲୀ ୩ଟି ମ୍ୟାଚ ଖେଳି...
ପ୍ରୀତିଶା, ଆୟୁଷ୍ମାନ୍ ଚାମ୍ପିୟନ
ଭୁବନେଶ୍ୱର,୧୧।୪(କ୍ରୀଡ଼ା ପ୍ରତିନିଧି): କୋରାପୁଟର ସର୍ବୋଦୟ କମ୍ପ୍ଲେକ୍ସରେ ୧୭ ବର୍ଷରୁ କମ୍ (ବାଳିକା ଓ ବାଳକ)ରାଜ୍ୟସ୍ତରୀୟ ଚେସ୍ ଚାମ୍ପିୟନ୍ଶିପ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ରାଜ୍ୟର ବିଭିନ୍ନ ଜିଲାରୁ ୩୩ ବାଳିକା ଓ ୫୨ ବାଳକ ଅଂଶଗ୍ରହଣ କରିଥିଲେ। ବାଳିକା ବର୍ଗରେ...
ଓଏଫ୍ସି ମହିଳା ଦଳରେ ଫଷ୍ଟିନା
ଭୁବନେଶ୍ୱର, ୧୧।୪(କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ଓମେନ୍ସ ଲିଗ୍ର ଆଗାମୀ ସଂସ୍କରଣ ପୂର୍ବରୁ ଘାନାର ପୂର୍ବତନ ୨୦ ବର୍ଷରୁ କମ୍ ଅନ୍ତର୍ଜାତୀୟ ଖେଳାଳି ଫଷ୍ଟିନା ଓରୋନ୍ୟୋ ଆକ୍ପୋଙ୍କ ସହ ଚୁକ୍ତି କରିଛି ଓଡ଼ିଶା ଏଫ୍ସି। ଗତ ସିଜନରେ ଜୋର୍ଡାନ ଓମେନ୍ସ ଲିଗ୍ରେ...
ହକି ଇଣ୍ଡିଆ ଲିଗ୍ର ପୁନରୁଦ୍ଧାର ପାଇଁ ଯୋଜନା
ନୂଆଦିଲ୍ଲୀ, ୧୧।୪(ପି.ଟି.): ଆସନ୍ତା ବର୍ଷ ପ୍ରାରମ୍ଭରେ ପୁଣି ଆୟୋଜନ ହୋଇପାରେ ହକି ଇଣ୍ଡିଆ ଲିଗ୍(ଏଚ୍ଆଇଏଲ୍)। ଖେଳର ଜାତୀୟ ମହାସଂଘ ହକି ଇଣ୍ଡିଆ(ଏଚ୍ଆଇ) ସୋମବାର ଇଭେଣ୍ଟ ପାଇଁ ଏହାର ପ୍ରମୁଖ କମର୍ସିଆଲ ଓ ମାର୍କେଟିଂ ପାର୍ଟନରର ନାମ ଘୋଷଣା କରିଛି। ଆର୍ଥିକ...
ଡବଲ୍ସ କ୍ୱାର୍ଟରରେ ପ୍ରକାଶ-ଶିବତେଜ
ଭୁବନେଶ୍ୱର, ୧୧।୪(କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ), ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ ଆଇଟିଏଫ୍ ଏସିଆନ ୧୪ ବର୍ଷରୁ କମ୍ ଡେଭ୍ଲପ୍ମେଣ୍ଟ ଚାମ୍ପିୟନଶିପ୍ ଫାଇନାଲ୍ସର ଦ୍ୱିତୀୟ...
ଦୁଲୀପ ଟ୍ରଫିରୁ ଘରୋଇ ସିଜନ ଆରମ୍ଭ
ନୂଆଦିଲ୍ଲୀ, ୧୧।୪(ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ୨୦୨୩-୨୪ ଘରୋଇ କ୍ରିକେଟ ସିଜନ ପାଇଁ କାର୍ଯ୍ୟସୂଚୀ ସୋମବାର ଘୋଷିତ ହୋଇଛି। ଏହି ପ୍ରତିଯୋଗିତାରେ ୫ ଜୋନାଲ ଦଳ ଅଂଶଗ୍ରହଣ କରିଥାନ୍ତି। ଜୁନ୍ ୨୮ରୁ ଦୁଲୀପ ଟ୍ରଫି ସହ...
ଶୀର୍ଷରେ ଲକ୍ଷ୍ନୌ
ବେଙ୍ଗାଲୁରୁ, ୧୧।୪- ଏମ୍. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଏକ ହାଇସ୍କୋରିଂ ମ୍ୟାଚ୍ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ୧ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍ସିବି)କୁ ପରାସ୍ତ କରିଛି। ଆର୍ସିବି ୨୦ ଓଭରରେ ୨ ଉଇକେଟ ହରାଇ...
୧ ୱିକେଟରେ ଲକ୍ଷ୍ନୌ ବିଜୟ…
ବେଙ୍ଗାଲୁରୁ,୧୦।୪: ଆଇପିଏଲ ସିରିଜ ୧୬ର ୧୫ତମ ମ୍ୟାଚରେ ସୋମବାର ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିପକ୍ଷରେ ୧ ଓ୍ବିକେଟରେ ବିଜୟ ହାସଲ କରିଛି । ଧାର୍ଯ୍ୟ ୨୧୩ ରନ ଲକ୍ଷ୍ୟର ପିଛା କରି ଲକ୍ଷ୍ନୌ ସୁପର...
Archives


