ଖେଳ

କିଟ୍‌ରେ ଭାରତର ପ୍ରଥମ ଜାତୀୟ ଭଲିବଲ ଏକାଡେମୀ

ଭୁବନେଶ୍ୱର, ୫।୯ (ତପନ ସ୍ବାଇଁ): କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଭାରତର ପ୍ରଥମ ଜାତୀୟ ଭଲିବଲ ଏକାଡେମୀ ପ୍ରତିଷ୍ଠା ହୋଇଛି। ସୋମବାର ବିଜୁ ପଟ୍ଟନାୟକ ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମରେ ଏହା ଉଦ୍‌ଘାଟିତ ହୋଇଛି। ଏଥିରେ ଭାରତର ୩୦ଟି ରାଜ୍ୟ ଆସୋସିଏଶନର ସଭାପତି ଓ…

ମହିଳା ଫୁଟ୍‌ବଲରେ ଯୌନଶୋଷଣ

ଫୁଟ୍‌ବଲ ଏକ କଣ୍ଟାକ୍ଟ ସ୍ପୋଟର୍‌ସ ହୋଇଥିବାରୁ ସାଧାରଣ ଭାବରେ ମହିଳାମାନେ ଏଥିରେ ଅଂଶଗ୍ରହଣ କରିବାକୁ କୁଣ୍ଠା ପ୍ରକାଶ କରିଥାନ୍ତି। ତେବେ ଏହା ଏକମାତ୍ର କାରଣ ନୁହେଁ, ଅନ୍ୟ ଏକ କାରଣ ହେଉଛି ଯୌନ ଶୋଷଣ ତଥା ଓ ମାନସିକ ନିର୍ଯାତନା। ଆମେରିକାର…

ସୁପର୍‌-୪ରେ ଭାରତ

ପାଲେକେଲ୍‌,୫ା୯: ଚଳିତ ଏସିଆ କପ୍‌ କ୍ରିକେଟର ସୁପର-୪ରେ ପ୍ରବେଶ କରିଛି ଭାରତ। ସୋମବାର ଅନୁଷ୍ଠିତ ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଦଳ ନେପାଳକୁ ୧୦ ଉଇକେଟରେ ପରାସ୍ତ କରିଛି। ରବୀନ୍ଦ୍ର ଜାଡେଜା ଓ ମହମ୍ମଦ ସିରାଜଙ୍କ ଘାତକ ବୋଲିଂକୁ…

ଚାଇନାରେ ୧୭ ଦିନିଆ ଟ୍ରେନିଂ ନେବ ଭାରତୀୟ ବକ୍ସିଂ ଦଳ

ନୂଆଦିଲ୍ଲୀ,୪ା୯: ଏସିଆନ ଗେମ୍ସ ପାଇଁ ଭାରତୀୟ ବକ୍ସିଂ ଦଳ ଚାଇନା ସହର ଉଇସାନ୍‌ରେ ୧୭ ଦିନିଆ ଟ୍ରେନିଂ କ୍ୟାମ୍ପ କରିବ। ଏଥିରେ ଯୋଗଦେବା ପାଇଁ ୧୩ ବକ୍ସର ଏବଂ ୧୧ ସପୋର୍ଟ ଷ୍ଟାଫ୍‌ ରବିବାର ଚାଇନା ଗସ୍ତ କରିଛନ୍ତି। ବକ୍ସିଂ ଫେଡେରେଶନ…

ସୁଇଜରଲାଣ୍ଡରେ ନୀରଜ ସମ୍ବର୍ଦ୍ଧିତ

ଜୁରିଚ୍‌, ୪ା୯: ବିଶ୍ୱ ଚାମ୍ପିୟନ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କୁ ସୁଇଜରଲାଣ୍ଡର ପର୍ଯ୍ୟଟନ ବିଭାଗ ସମ୍ବର୍ଦ୍ଧିତ କରିଛି। ଗତ ମାସରେ ବୁଦାପେଷ୍ଟଠାରେ ୮୮.୧୭ ମିଟର ଜାଭେଲିନ୍‌ ଥ୍ରୋ କରି ବିଶ୍ୱ ଟାଇଟଲ ହାସଲ କରିବା ପରେ ନିରଜ ଅଲିମ୍ପିକ ଏବଂ ବିଶ୍ୱ…

ଭାରତ ଆଗରେ ୨୩୧ ରନ୍‌ ଟାର୍ଗେଟ୍‌

ପାଲେକେଲ୍‌,୪ା୯: ପାଲେକେଲ୍‌ ଷ୍ଟାଡ଼ିୟମରେ ସୋମବାର ଖେଳାଯାଇଥିବା ଭାରତ-ନେପାଳ ମ୍ୟାଚରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇଁ ନେପାଳ ବ୍ୟାଟିଂ କରି ନିଦ୍ଧାରିତ ୪୮.୨ ଓଭରରେ ସମସ୍ତ ଉଇକେଟ ହରାଇ ୨୩୦ ରନ୍‌ କରିଛି। ଫଳରେ…

ସୁବ୍ରମଣ୍ୟମ ସ୍ବାମୀ ମନ୍ଦିରରେ ପହଞ୍ଚିଲେ ରାହୁଲ-ଆଥିୟା

ବେଙ୍ଗାଲୁରୁ,୪।୯: ଟିମ ଇଣ୍ଡିଆର କ୍ରିକେଟର କେ.ଏଲ ରାହୁଲ ଏବଂ ସ୍ତ୍ରୀ ଆଥିୟା ଶେଟ୍ଟୀ ବେଙ୍ଗାଲୁରୁର ପ୍ରସିଦ୍ଧ ଘାଟି ସୁବ୍ରମଣ୍ୟମ ସ୍ବାମୀ ମନ୍ଦିରରେ ପହଞ୍ଚିଛନ୍ତି। ଦୁହିଁଙ୍କ ମନ୍ଦିର ପରିଦର୍ଶନ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ପବିତ୍ର ଶ୍ରାବଣ ମାସ ଶେଷ ହେବାପରେ…

ଅଟ୍ଟାରୀ ୱାଘା ସୀମାରେ ପହଞ୍ଚିଲେ ରୋଜର ବିନ୍ନି, ରାଜୀବ ଶୁକ୍ଲା, ଲାହୋରରେ ଦେଖିବେ ଆଫଗାନିସ୍ତାନ-ଶ୍ରୀଲଙ୍କା ମ୍ୟାଚ

ନୂଆଦିଲ୍ଲୀ,୪।୯: ବିସିସିଆଇର ଅଧ୍ୟକ୍ଷ ରୋଜର ବିନ୍ନି ଏବଂ ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଆଜିଠୁ ଦୁଇ ଦିବସୀୟ ପାକିସ୍ତାନ ଗସ୍ତରେ ଯାଇଛନ୍ତି। ଉଭୟ ଅମୃତସରରେ ପହଞ୍ଚିବା ପରେ ଅଟ୍ଟାରୀ ୱାଘା ସୀମା ଦେଇ ପାକିସ୍ତାନ ଯାଇଛନ୍ତି। ୫ ସେପ୍ଟେମ୍ବରରେ ଲାହୋରର ଗଦ୍ଧାଫି ଷ୍ଟାଡିୟମରେ…

ମଙ୍ଗଳବାର ହେବ ବିଶ୍ୱକପ୍‌ ପାଇଁ ଟିମ ଇଣ୍ଡିଆ ଘୋଷଣା

ନୂଆଦିଲ୍ଲୀ,୪।୯: କ୍ରିକେଟ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ ୫ ଅକ୍ଟୋବରରୁ ଅନୁଷ୍ଠିତ ହେବ। ଏହି ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ ୧୯ ନଭେମ୍ବରରେ ଖେଳାଯିବ। ଭାରତୀୟ ଦଳ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରୁ ଅଭିଯାନ ଆରମ୍ଭ କରିବ। ଅକ୍ଟୋବର ୮ରେ ଚେନ୍ନାଇରେ ଭାରତ ଏବଂ ଅଷ୍ଟ୍ରେଲିଆ…

ଏସିଆ କପ: ଟସ୍‌ ଜିତିଲା ଭାରତ…

କାଣ୍ଡି,୪।୯: ଏସିଆ କପର ସୋମବାର ପାଲଲେକେ ଷ୍ଟାଡିୟମରେ ଖେଳାଯାଉଥିବା ଭାରତ-ନେପାଳ ମ୍ୟାଚରେ ଭାରତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇଁ ନେପାଳ ବ୍ୟାଟିଂ ଆରମ୍ଭ କରିବ। ଭାରତର ପ୍ଲେ-୧୧ରେ ଏକ ପରିବର୍ତ୍ତନ ହେଇଛି। ଯସପ୍ରୀତ ବୁମ୍ରାଙ୍କ…

ଏସିଆ କପର ଅବଶିଷ୍ଟ ମ୍ୟାଚ ପାକିସ୍ତାନରେ ହେବାକୁ ନିବେଦନ କଲା ପିସିବି

ନୂଆଦିଲ୍ଲୀ,୪।୯: ଏସିଆ କପ ୨୦୨୩ରେ ବର୍ଷା ହେତୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଗ୍ରୁପ-ଏ ମ୍ୟାଚ ବାତିଲ ହୋଇଯାଇଥିଲା। ଏଥି ସହିତ ଶ୍ରୀଲଙ୍କାର କଲମ୍ବୋରେ ଲଗାତାର ପ୍ରବଳ ବର୍ଷା ହେତୁ ସୁପର-୪ ମୁକାବିଲା ମଧ୍ୟ ବାତିଲ ହେବାର ଆଶଙ୍କା ରହିଛି। ଏଭଳି…

ବାପା ହେଲେ ଜଶପ୍ରୀତ୍‌ ବୁମ୍‌ରା

ନୂଆଦିଲ୍ଲୀ,୪।୯: ଭାରତୀୟ ଦ୍ରୁତ ବୋଲର ଜଶପ୍ରୀତ୍‌ ବୁମ୍‌ରା ବାପା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସ୍ତ୍ରୀ ସଞ୍ଜନା ଗଣେଶନ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଏନେଇ ସେ ତାଙ୍କ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି। ଆଜିକାଲି ଖେଳାଯାଉଥିବା ଏସିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?