ଖେଳ

ବୁଧବାରଠାରୁ ‘ଏସିଆ କପ୍‌ ୨୦୨୩’: ୬ ଟିମ୍‌ ମଧ୍ୟରେ ହେବ ଲଢ଼େଇ, ଜାଣନ୍ତୁ ଏହାର ଫର୍ମାଟ ଏବଂ କିଭଳି ଦେଖିବେ… 

ନୂଆଦିଲ୍ଲୀ,୨୯।୮: ଅଗଷ୍ଟ ୩୦ରୁ ୬ ଟିମ୍‌ ମଧ୍ୟରେ ଏସିଆନ୍‌ ଚାମ୍ପିୟନ ହେବାର ମୁକାବିଲା ଆରମ୍ଭ ହେବ। ନେପାଳ ଲାଗି ଏଥର ପ୍ରଥମ ଏସିଆ କପ୍‌ ହୋଇଥିବା ବେଳେ ଭାରତର ନଜର ୮ଥର ଲାଗି ବିଜେତା ହେବା ଉପରେ ରହିଛି। ଏହି ଟୁର୍ନାମେଣ୍ଟରେ…

ଭାରତୀୟ କୁସ୍ତି ସଂଘ ନିର୍ବାଚନ ପ୍ରସଙ୍ଗ: ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୮: ଭାରତୀୟ କୁସ୍ତି ସଂଘର ନିର୍ବାଚନ ଉପରେ ଲାଗିଥିବା ପ୍ରତିବନ୍ଧକକୁ ହଟାଇବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ୧୧ ଅଗଷ୍ଟରେ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ରେସଲିଂ ଫେଡେରେଶନ ଅଫ ଇଣ୍ଡିଆର ନିର୍ବାଚନ ଉପରେ ୨୮ ଅଗଷ୍ଟ ପର୍ଯ୍ୟନ୍ତ ରୋକ ଲଗାଇଥିଲେ।…

ହକି ଯାଦୁଗର ମେଜର ଧ୍ୟାନଚାନ୍ଦଙ୍କ ବିଷୟରେ ଜାଣନ୍ତୁ ରୋଚକ ତଥ୍ୟ

ନୂଆଦିଲ୍ଲୀ,୨୯।୮: ଭାରତୀୟ ହକି କିମ୍ବଦନ୍ତୀ ତଥା ଯାଦୁଗର ମେଜର ଧ୍ୟାନଚାନ୍ଦ ଅଗଷ୍ଟ ୨୯, ୧୯୦୫ରେ ପ୍ରୟାଗରାଜ (ପୂର୍ବରୁ ଆହ୍ଲାବାଦ) ରେ ଜନ୍ମଗ୍ରହଣ କରିଥିଲେ। ଅଲିମ୍ପିକ୍ସରେ ଭାରତ ୩ଟି ସ୍ବର୍ଣ୍ଣ ପଦକ ଜିତିଥିବା ଖେଳାଳି ଥିଲେ ଧ୍ୟାନଚାନ୍ଦ। ଭାରତୀୟ କ୍ରୀଡ଼ାରେ ଧ୍ୟାନଚାନ୍ଦଙ୍କର ବହୁତ…

ପାକିସ୍ତାନ-ନେପାଳ ବିପକ୍ଷରେ ଖେଳିବେ ନାହିଁ ରାହୁଲ, ଏସିଆ କପ ପୂର୍ବରୁ ଦ୍ରାବିଡଙ୍କ ବୟାନ

ନୂଆଦିଲ୍ଲୀ,୨୯।୮: ଏସିଆ କପ ପାଇଁ ଶ୍ରୀଲଙ୍କା ଯିବା ପୂର୍ବରୁ ଭାରତୀୟ ଦଳର ମୁଖ୍ୟ କୋଚ୍‌ ରାହୁଲ ଦ୍ରାବିଡ କେ.ଏଲ ରାହୁଲ ଏବଂ ଶ୍ରେୟସ ଆୟରଙ୍କ ଫିଟନେସ ଉପରେ ଏକ ଅପଡେଟ୍‌ ଦେଇଛନ୍ତି। ମଙ୍ଗଳବାର ମୁଖ୍ୟ କୋଚ୍‌ କହିଛନ୍ତି ଯେ, କେ.ଏଲ ରାହୁଲ…

‘ଯଦି ଟି୨୦ରେ ସଫଳ, ତେବେ ଦିନିକିଆରେ ବିଫଳ କାହିଁକି ହେଉଛି’

ନୂଆଦିଲ୍ଲୀ,୨୯।୮: ଏସିଆ କପ୍‌ ଲାଗି ଭାରତୀୟ ସ୍କ୍ବାର୍ଡରେ ସାମିଲ ହୋଇଛନ୍ତି ସୂର୍ଯ୍ୟକୁମାର ଯାଦବ ଏବଂ ତିଳକ ବର୍ମା। ମଧ୍ୟକ୍ରମରେ ଶ୍ରେୟାସ ଆୟର ଖେଳି ନ ପାରିଲେ ତାଙ୍କ ସ୍ଥାନରେ ସୂର୍ଯ୍ୟକୁମାରଙ୍କୁ ସୁଯୋଗ ମିଳିପାରେ। ହେଲେ ସୂର୍ଯ୍ୟକୁମାରଙ୍କ ଦିନିକିଆ ପ୍ରଦର୍ଶନ ସେତେଟା ଉଲ୍ଲେଖନୀୟ…

ଧୋନୀଙ୍କ ବଡ଼ ପ୍ରଶଂସକ ପାଲଟିଲେ ଏହି ସିଆଇଏସ୍‌ଏଫ୍‌ ଅଫିସର, ଭାବୁକ ପୋଷ୍ଟ କରି କହିଲେ…

ନୂଆଦିଲ୍ଲୀ,୨୯।୮: କ୍ରିକେଟରେ ସେ ଯେତିକି ସଫଳ, ଭଲ ମଣିଷ ଭାବେ ସେତିକି ଲୋକପ୍ରିୟ। ସେ ହେଉଛନ୍ତି ମହେନ୍ଦ୍ର ସିଂହ ଧୋନୀ। ତାଙ୍କ ସହ କିଛି ମିନିଟ ସମୟ ବିତାଇଲେ ଯେକେହି ପ୍ରଶଂସକ ପାଲଟିଯାଆନ୍ତି। ଏହାର ଏକ ନିଚ୍ଛକ ଉଦାହରଣ ନିକଟରେ ଦେଖିବାକୁ…

ଦିନ ମଜୁରିଆରୁ ଅନ୍ତର୍ଜାତୀୟ କ୍ରିକେଟର

କଟକ,୨୯ା୮(ସୁପ୍ରିୟା ପ୍ରିୟଦର୍ଶିନୀ):କେନ୍ଦୁଝର ହାଟଡିହି ବ୍ଲକର ଜଞ୍ଜଣା ଗ୍ରାମର ଝିଲି ବିରୂଆ। ପିଲାଟିବେଳୁ ପରିବାରର ଦୁଃଖ, କଷଣ ସହି ଆସୁଥିବା ଝିଲ୍ଲୀ ଭାରତୀୟ ମହିଳା ଦୃଷ୍ଟିହୀନ କ୍ରିକେଟ ଦଳର ଅନ୍ୟତମ ପ୍ରମୁଖ ସଦସ୍ୟ ରହିଛନ୍ତି। ସେ ଇଂଲଣ୍ଡରୁ ଆଇବିଏସଏ ୱାଲର୍‌ଡ ଟୁର୍ଣ୍ଣମେଣ୍ଟର ଖେଳି…

ଦଳ ଚୟନକୁ ନେଇ ମୁହଁତୋଡ ଜବାବ ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୯।୮: ଚଳିତ ବର୍ଷ ଅକ୍ଟୋବର-ନଭେମ୍ବରରେ ହେବାକୁ ଥିବା ବିଶ୍ୱକପ ପୂର୍ବରୁ ଟିମ ଇଣ୍ଡିଆକୁ ଏସିଆ କପ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟ ଖେଳିବାକୁ ପଡିବ। ଏଥିପାଇଁ ଦଳ ଘୋଷଣା କରାଯାଇଛି। ୧୮ ଜଣିଆ ଦଳରେ ଅନେକ ବଡ ନାମ ନାହିଁ। ଦଳ…

‘ମୁଁ ଚ୍ୟାଲେଞ୍ଜ୍‌ ନେବାକୁ ପସନ୍ଦ କରେ’

ନୂଆଦିଲ୍ଲୀ,୨୯।୮: ଭାରତର କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଗାମୀ ଏସିଆ କପ ଏବଂ ଦିନିକିଆ ବିଶ୍ୱକପ ଚ୍ୟାଲେଞ୍ଜ ପାଇଁ ପ୍ରସ୍ତୁତ ଅଛନ୍ତି। ଗତ ୧୫ବର୍ଷ ଧରି ଭାରତୀୟ କ୍ରିକେଟ ଦଳରେ ସେବା କରୁଥିବା କୋହଲି ଚ୍ୟାଲେଞ୍ଜକୁ ପସନ୍ଦ କରନ୍ତି ବୋଲି କହିଛନ୍ତି।…

ଚୋପ୍ରାଙ୍କ ପ୍ରଭାବ: ଟପ୍‌ ୬ରେ ୩ ଭାରତୀୟ

ନୂଆଦିଲ୍ଲୀ, ୨୯ା୮ (ପି.ଟି.):ନୀରଜ ଚୋପ୍ରାଙ୍କ ଦ୍ୱାରା ଅନୁପ୍ରାଣିତ ଦେଶରେ ଜାଭେଲିନ ବିପ୍ଳବ ଠିକଣା ଦିଗରେ ଗତିକଲା ଭଳି ମନେ ହେଉଛି। ଟୁର୍ନାମେଣ୍ଟ ଇତିହାସରେ ବିଶ୍ୱଚାମ୍ପିୟନଶିପ୍‌ ଫାଇନାଲର ଶ୍ରେଷ୍ଠ ୬ଜଣଙ୍କ ମଧ୍ୟରେ ୩ ଭାରତୀୟ ସ୍ଥାନ ପାଇଥିବାରୁ ଏହା ସୂଚୀତ ହେଉଛି। ଜାଭେଲିନ୍‌ର…

ଏସିଆ କପ୍‌ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପୂର୍ବତନ ପାକିସ୍ତାନ କ୍ରିକେଟର୍‌

ନୂଆଦିଲ୍ଲୀ,୨୯।୮: ସେପ୍ଟେମ୍ବର ୨ରେ ଏସିଆ କପରେ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବେ। ଏହାପୂର୍ବରୁ କ୍ରିକେଟ ଭେଟେରାନମାନେ ଭାରତ-ପାକିସ୍ତାନ ମ୍ୟାଚ ଉପରେ କ୍ରମାଗତ ଭାବରେ ନିଜର ମତାମତ ଦେଉଛନ୍ତି। ତେବେ ବର୍ତ୍ତମାନ ପାକିସ୍ତାନର ପୂର୍ବତନ ଭେଟେରାନ ୱାସିମ ଆକ୍ରମ ଭାରତ-ପାକିସ୍ତାନ ମ୍ୟାଚକୁ…

ଜାଭେଲିନ ତାରକା କିଶୋରଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର

ଭୁବନେଶ୍ୱର,୨୯ା୮(ଅନିଲଦାସ):ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ରେ ପ୍ରଥମ ଓଡ଼ିଆ ଭାବେ ଦେଶ ପାଇଁ ପ୍ରତିନିଧିତ୍ୱ କରି ବ୍ୟକ୍ତିଗତ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଜାଭେଲିନ ତାରକା କିଶୋର ଜେନାଙ୍କୁ ୨୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଏହି ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?