ଖେଳ

ଓଏଫ୍‌ସି ସହ ସିଙ୍ଗସନଙ୍କ ଚୁକ୍ତି

ଭୁବନେଶ୍ୱର,୨୯ା୮(ସରୋଜ ଜେନା): ଓଡ଼ିଶା ଫୁଟବଲ କ୍ଲବ(ଓଏଫ୍‌ସି) ପକ୍ଷରୁ ଯୁବ ସେଣ୍ଟର ବ୍ୟାକ୍‌ ପାଓଗୋମାଙ୍ଗ ସିଙ୍ଗସନଙ୍କ ସହିତ ୩ ବର୍ଷର ଚୁକ୍ତି ସ୍ବାକ୍ଷର କରାଯାଇଛି। ପୂର୍ବରୁ ସିଙ୍ଗସନ୍‌ ପଞ୍ଜାବ ଏଫ୍‌ସି, ହାଇଦ୍ରାବାଦ ଏଫ୍‌ସି ରିଜର୍ଭେସ, ନେରୋକା ଏଫ୍‌ସି ପରି ଆଇ ଲିଗ୍‌ ଟିମ୍‌…

ଭାରତ କ୍ରୀଡ଼ା ରାଷ୍ଟ୍ର ହେବାକୁ ଯାଉଛି: ଗାଭାସ୍କର

ମୁମ୍ବାଇ, ୨୯ା୮: କ୍ରିକେଟ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଜାଭେଲିନ ସେନ୍‌ସେଶନ ନୀରଜ ଚୋପ୍ରାଙ୍କ ଐତିହାସିକ ସଫଳତାର ଉଚ୍ଚ ପ୍ରଶଂସା କରିଛନ୍ତି। ଏଥିସହ ନିକଟରେ ଚେସ୍‌ ପ୍ରତିଭା ଆର୍‌. ପ୍ରଜ୍ଞାନନ୍ଦ ଏବଂ ବ୍ୟାଡ୍‌ମିଣ୍ଟନ ଷ୍ଟାର ଏଚ୍‌.ଏସ୍‌. ପ୍ରଣୟଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ଦେଶ ପାଇଁ…

ଫାଷ୍ଟ ବୋଲରରୁ ଜାଭେଲିନ୍‌ ଥ୍ରୋୟର

ହଙ୍ଗେରୀର ବୁଦାପେଷ୍ଟରେ ଉଦ୍‌ଯାପିତ ହୋଇଯାଇଛି ବିଶ୍ୱ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌। ପ୍ରଥମ ଥର ପାଇଁ ୩ ଜଣ ଭାରତୀୟ ନୀରଜ ଚୋପ୍ରା, ଡି.ପି. ମନୁ ଓ କିଶୋର କୁମାର ଜେନା ଫାଇନାଲରେ ପ୍ରବେଶ କରି ଇତିହାସ ସୃଷ୍ଟି କରିଥିଲେ। ନୀରଜ ସ୍ବର୍ଣ୍ଣ ପଦକ…

ଦୁଇ ବର୍ଷ ତଳେ ପରିବାରକୁ ଭେଟିଥିଲେ କିଶୋର

ନୂଆଦିଲ୍ଲୀ,୨୯ା୮: ସାଧାରଣତଃ କ୍ରୀଡ଼ା ସହ ଜଡ଼ିତ ସମସ୍ତ ଆଥ୍‌ଲେଟ ଶୈଶବରୁ ଉକ୍ତ କ୍ରୀଡ଼ାକୁ ଆପଣେଇଥାନ୍ତି। ତେବେ ଓଡ଼ିଶାର ଓଭରନାଇଟ ସେନ୍‌ସେସନ୍‌ ଜାଭେଲିନ୍‌ ଥ୍ରୋୟର କିଶୋର ଜେନାଙ୍କ କାହାଣୀ ସମ୍ପୂର୍ଣ୍ଣ ଭିନ୍ନ । ଆରମ୍ଭରୁ ଭଲି ଖେଳ ସହ ଜଡ଼ିତ ଥିବା କିଶୋର…

ବାଂଲାଦେଶ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ ଭାରତ

ନୂଆଦିଲ୍ଲୀ,୨୮ା୮: ଓମାନର ସାଲାହାଠାରେ ବାଂଲାଦେଶ ବିପକ୍ଷ ଏସିଆନ ୫ଏସ୍‌ ପୁରୁଷ ହକି ବିଶ୍ୱକପ୍‌ କ୍ୱାଲିଫାୟର୍ସରେ ଭାରତୀୟ ମଙ୍ଗଳବାର ବାଂଲାଦେଶ ବିପକ୍ଷରେ ଖେଳି ଅଭିଯାନ ଆରମ୍ଭ କରିବ। ପ୍ରତିଯୋଗିତାର ଏଲିଟ୍‌ ପୁଲ୍‌’ରେ ଭାରତ ସହ ମାଲେସିଆ, ପାକିସ୍ତାନ, ଜାପାନ, ଓମାନ ଓ ବାଂଲାଦେଶ…

ଫାଇନାଲରେ ଭାରତ

ସାଲାଲା(ଓମାନ),୨୮ା୮: ଏସିଆନ ୫ଏସ୍‌ ମହିଳା ହକି ଟୁର୍ନାମେଣ୍ଟରେ ଭାରତର ଅଧିନାୟିକା ନବଜୋତ କୌରଙ୍କ ହ୍ୟାଟ୍ରିକ୍‌ ସହାୟତାରେ ୯-୫ ଗୋଲ୍‌ରେ ମାଲେସିଆକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ଏଥିସହିତ ଭାରତ ଆସନ୍ତା ବର୍ଷ ହେବାକୁଥିବା ବିଶ୍ୱକପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛି।…

ପାଟନରଶିପ୍‌ ତାଏକୋଣ୍ଡୋରେ ଯୋଗଦେବେ ଏହେସାସ

ଅମରପାଲି,୨୮ା୮(ପୀତାମ୍ବର ସାହୁ): ପ୍ରଥମ ଓଡ଼ିଆ ଭାବେ ଦକ୍ଷିଣ କୋରିଆରେ ହେବାକୁ ଥିବା ପାଟନରଶିପ୍‌ ତାଏକୋଣ୍ଡୋ ପ୍ରୋଗ୍ରାମରେ ଅଂଶଗ୍ରହଣ କରିବେ ଓଡ଼ିଶା ବୀରମହାରାଜପୁର ମାଟିର ପୁଅ ଏହେସାସ ହୋତା । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅଧୀନ ଅମୁଲ୍ୟମଣୀ ରାଣୀପୁର ଗ୍ରାମର ଆନ୍ତର୍ଜାତୀୟ…

ବିଶ୍ୱକପ ପାଇଁ ପାକିସ୍ତାନର ନୂଆ ଜର୍ସି ଉନ୍ମୋଚିତ

ହାଇଦ୍ରାବାଦ,୨୮।୮: ବିଶ୍ୱକପ ପାଇଁ ସୋମବାର ପାକିସ୍ତାନ କ୍ରିକେଟ ଦଳର ନୂଆ ଜର୍ସି ଉନ୍ମୋଚିତ ହୋଇଛି। ବିଶ୍ୱକପ ସମୟରେ ବାବର ଆଜାମଙ୍କ ନେତୃତ୍ୱରେ ପାକିସ୍ତାନୀ ଦଳ ନୂଆ ଜର୍ସିରେ ନଜର ଆସିବେ। ଲାହୋରର ଗଦାଫି ଷ୍ଟାଡିୟମରେ ପାକିସ୍ତାନ କ୍ରିକେଟ ଦଳର ନୂଆ ଜର୍ସି…

ସ୍ବର୍ଣ୍ଣ ଜିତିବା ପରେ ଏମିତି କାମ କରି ସମସ୍ତଙ୍କ ହୃଦୟ ଜିତିଲେ ନୀରଜ ଚ୍ରୋପା

ବୁଦାପେଷ୍ଟ,୨୮।୮: ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନଶିପ୍‌ରେ ସ୍ବର୍ଣ୍ଣ ପଦକ ଜିତିବା ପରେ ନୀରଜ ଚୋପ୍ରା ତ୍ରିରଙ୍ଗାକୁ ସମ୍ମାନ ଦେଇ ସମସ୍ତଙ୍କ ହୃଦୟ ଜିତିଛନ୍ତି। ବୁଦାପେଷ୍ଟରେ ଆୟୋଜିତ ଇଭେଣ୍ଟରେ ନୀରଜ ଚୋପ୍ରା ୮୮.୧୭ ମିଟର ଶ୍ରେଷ୍ଠ ଥ୍ରୋ ସହିତ ସ୍ବର୍ଣ୍ଣ ପଦକ ଜିତିଥିଲେ। ସେ…

ଶୃଙ୍ଖଳାଗତ କମିଟିରେ ହାଜର ହେବେ ଅଙ୍କେତ

ନୂଆଦିଲ୍ଲୀ,୨୮ା୮: ପିସ୍ତଲ ଶୁଟର ଅଙ୍କେତ ତୋମରଙ୍କୁ ବାକୁରେ ଅନୁଷ୍ଠିତ ବିଶ୍ୱକପ ଦଳରୁ ଶୁଟିଂ ବାଦ ଦିଆଯାଇଛି। ସାଥୀ ଖେଳାଳିଙ୍କ ସହ ଝଗଡ଼ା କାରଣରୁ ଜାତୀୟ ରାଇଫଲ୍‌ ମହାସଂଘ(ଏନ୍‌ଆର୍‌ଏଆଇ) ବାଦ୍‌ ଦେବାକୁ ନିଷ୍ପତ୍ତି ନେଇଥିଲା। ସୋମବାର ଅଙ୍କେତ ଏନ୍‌ଆର୍‌ଏଆଇର ଶୃଙ୍ଖଳାଗତ କମିଟି ସମ୍ମୁଖରେ…

ନୂଆ ଲୁକ୍‌ରେ ନଜର ଆସିଲେ କୋହଲି

ନୂଆଦିଲ୍ଲୀ,୨୮।୮: ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଏସିଆ କପ ୨୦୨୩ ପୂର୍ବରୁ ଏକ ନୂଆ ଲୁକ୍‌ରେ ନଜର ଆସିଛନ୍ତି। ଏସିଆ କପ ୩୦ ଅଗଷ୍ଟରୁ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ ପାକିସ୍ତାନ ଏବଂ ନେପାଳ ମଧ୍ୟରେ ଖେଳାଯିବ। ଏଥି…

ଭାରତୀୟ ଦଳକୁ ଚେତାବନୀ ଦେଲେ କପିଳ ଦେବ

ନୂଆଦିଲ୍ଲୀ,୨୮।୮: ଅଗଷ୍ଟ ୩୦ରୁ ଏସିଆ କପ ଆରମ୍ଭ ହେବାକୁ ଯାଉଛି। ଭାରତୀୟ ଦଳ ସେପ୍ଟେମ୍ବର ୨ରେ ପାକିସ୍ତାନ ବିପକ୍ଷରେ ଅଭିଯାନ ଆରମ୍ଭ କରିବ। ଆହତରୁ ସୁସ୍ଥ ଥିବା ଶ୍ରେୟସ ଆୟର ଏବଂ କେ.ଏଲ ରାହୁଲଙ୍କୁ ଟିମ ଇଣ୍ଡିଆ ଦଳରେ ସ୍ଥାନ ଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?