ବିଶ୍ୱକପ୍ ପୂର୍ବରୁ ବଢିଲା ଅଷ୍ଟ୍ରେଲିଆର ଟେନ୍ସନ୍
ସିଡନୀ,୨୮।୮: ବିଶ୍ୱକପ ୨୦୨୩ ଅକ୍ଟୋବର ୫ରୁ ଆରମ୍ଭ ହେବ। ଏହା ପୂର୍ବରୁ ଅଷ୍ଟ୍ରେଲିଆର ଟେନସନ ବୃଦ୍ଧି ପାଇଛି। ଆହତ କାରଣରୁ ଦଳର ଭେଟେରାନ ଗ୍ଲେନ ମ୍ୟାକ୍ସୱେଲଙ୍କୁ ଦଳରୁ ବାଦ ଦିଆଯାଇଛି। ୩୦ ଅଗଷ୍ଟରୁ ଅଷ୍ଟ୍ରେଲିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦…
ନୀରଜ ଚୋପ୍ରାଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୮।୮: ବୁଦାପେଷ୍ଟରେ ଚାଲିଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ଜାଭେଲିନ ଥ୍ରୋରେ ସ୍ବର୍ଣ୍ଣ ପଦକ ଜିତି ନୀରଜ ଚୋପ୍ରା ଇତିହାସ ସୃଷ୍ଟି କରିଛନ୍ତି। ସେ ଦ୍ୱିତୀୟ ରାଉଣ୍ଡରେ ୮୮.୧୭ ମିଟର ଥ୍ରୋରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ଏହା ସହ ସେ ବିଶ୍ୱ…
ଇତିହାସ ରଚିବା ପରେ ଦେଶ ପାଇଁ ଦେଲେ ସ୍ବତନ୍ତ୍ର ମେସେଜ୍ ଦେଲେ ନୀରଜ
ବୁଦାପେଷ୍ଟ,୨୮।୮: ଭାରତର ଗୋଲଡେନ୍ ବଏ ନୀରଜ ଚୋପ୍ରା ଇତିହାସ ସୃଷ୍ଟି କରିଛନ୍ତି। ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍ରେ ସେ ସ୍ବର୍ଣ୍ଣ ଜିତିଥିବା ପ୍ରଥମ ଭାରତୀୟ ଆଥଲେଟ ହୋଇଛନ୍ତି। ହଙ୍ଗେରୀର ରାଜଧାନୀ ବୁଦାପେଷ୍ଟର ଜାତୀୟ ଆଥଲେଟିକ୍ସ ସେଣ୍ଟରରେ ଜାଭେଲିନ ଥ୍ରୋ ଇଭେଣ୍ଟରେ ନୀରଜ ୮୮.୧୭…
ଝାରସୁଗୁଡ଼ା ଚାମ୍ପିୟନ, ଖୋର୍ଦ୍ଧା ରନରଅପ୍
ବାଲୁଗଁା,୨୮ା୮(ସଂଗ୍ରାମ ପାଇକରାୟ): ବାଲୁଗଁ। ଅଶୋକନଗର ସ୍ଥିତ ବଣିକ ସଂଘ ଗୃହ ପରିସରରେ ଖୋର୍ଦ୍ଧା ଜିଲା ପେନ୍ଚାକ୍ ସିଲାଟ୍ ଆସୋସିଏଶନ ପକ୍ଷରୁ ଅନୁଷ୍ଠିତ ଦୁଇ ଦିନିଆ ଷଷ୍ଠ ଇଣ୍ଡୋନେସିଆନ୍ ମାର୍ଶଲ ଆର୍ଟ ଚାମ୍ପିୟନଶିପ୍ ପ୍ରତିଯୋଗିତା ରବିବାର ଉଦ୍ଯାପିତ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲ…
ଥାଇଲାଣ୍ଡକୁ ହରାଇଲା ଭାରତ
ସାଲେ(ଓମାନ), ୨୮ା୮(ପି.ଟି.): ମହିଳା ୫ଏ-ସାଇଡ୍ ଏସିଆନ ହକି ବିଶ୍ୱକପ୍ କ୍ୱାଲିଫାୟର୍ସରେ ଭାରତର ଅପରାଜେୟ ଧାରା ବଜାୟ ରହିଛି। ଦଳ ରବିବାର ଟୁର୍ନାମେଣ୍ଟରେ ଏହାର ତୃତୀୟ ମ୍ୟାଚରେ ଥାଇଲାଣ୍ଡକୁ ୫-୪ ଗୋଲ୍ରେ ପରାସ୍ତ କରିଛି। ଭାରତ ପକ୍ଷରୁ ନବଜୋତ କୌର (୧ମ ମିନିଟ),…
ଦେବାଶିଷଙ୍କୁ ଏକଲବ୍ୟ ପୁରସ୍କାର
ଭୁବନେଶ୍ୱର, ୨୮ା୮ (ବିଜୟ ରଣା): ରାଜ୍ୟର ବିଶିଷ୍ଟ ଟେନିସ ଖେଳାଳି ଦେବାଶିଷ ସାହୁ ୩୧ତମ ଏକଲବ୍ୟ ପୁରସ୍କାର ପାଇବା ଲାଗି ମନୋନୀତ ହୋଇଥିବା ରବିବାର ଘୋଷଣା କରାଯାଇଛି। ପୁରସ୍କାର ବିତରଣ ଉତ୍ସବରେ ତାଙ୍କୁ ୫ ଲକ୍ଷ ଟଙ୍କା ଏବଂ ମାନପତ୍ର ସହ…
ମୋହନ ବାଗାନ ସେମିରେ
କୋଲକାତା, ୨୮ା୮: ସ୍ଥାନୀୟ ସଲ୍ଟଲେକ୍ ଷ୍ଟାଡିୟମରେ ଡୁରାଣ୍ଡ କପ୍ ଫୁଟ୍ବଲ ଟୁର୍ନାମେଣ୍ଟର ୪ର୍ଥ ତଥା ଅନ୍ତିମ କ୍ୱାର୍ଟରଫାଇନାଲରେ ମୋହନବାଗାନ ସୁପର ଜାଏଣ୍ଟ୍ସ ୩-୧ ଗୋଲ୍ରେ ମୁମ୍ବାଇ ସିଟି ଏଫ୍ସିକୁ ପରାସ୍ତ କରିଛି। ଖେଳର ୯ମ ମିନିଟ୍ରେ ଜାସନ କୁମିଙ୍ଗ୍ସ ପେନାଲଟିକୁ ଗୋଲରେ…
ଶୁଭମ ପ୍ରତୀକ ମିଶ୍ର ଚାମ୍ପିୟନ
ଭୁବନେଶ୍ୱର,୨୮ା୮(ସରୋଜ ଜେନା): କଳିଙ୍ଗ ନଗର ସ୍ଥିତ ଡିଏଭି ପବ୍ଲିକ୍ ସ୍କୁଲ ପରିସରରେ ଆୟୋଜିତ ୧୯ତମ ରାଜ୍ୟ ସ୍କୁଲ ଓପନ ଚେସ୍ ଚାମ୍ପିୟନଶିପ୍ରେ ଶୁଭମ ପ୍ରତୀକ ମିଶ୍ର ଚାମ୍ପିୟନ ଆଖ୍ୟା ଅର୍ଜନ କରିଛନ୍ତି। ୬ ରାଉଣ୍ଡର ମ୍ୟାଚ୍ ପରେ ଲୟୋଲା ସ୍କୁଲର ଶୁଭମ…
ଏସିଆ କପ୍ ପାଇଁ ଆଫଗାନିସ୍ତାନ ଦଳ
କାବୁଲ, ୨୮ା୮ (ପି.ଟି.): ଆଗାମୀ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଏସିଆ କପ୍ ପାଇଁ ରବିବାର ୧୭ ଜଣିଆ ଆଫଗାନିସ୍ତାନ ଦଳ ଘୋଷଣା କରାଯାଇଛି। ଅଲରାଉଣ୍ଡର କରିମ ଜନତ ୬ ବର୍ଷ ପରେ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଚୟନକର୍ତ୍ତାମାନେ ପୁରୁଖା ବାମହାତୀ ବ୍ୟାଟର…
୭ ବର୍ଷରୁ କମ୍ ଚେସ୍: ଅଦିତି, ସାତ୍ତ୍ୱିକ ଚାମ୍ପିୟନ
ଭୁବନେଶ୍ୱର, ୨୮।୮ (ତପନ ସ୍ବାଇଁ): ଅଲ୍ ଓଡ଼ିଶା ଚେସ୍ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟ ୭ ବର୍ଷରୁ କମ୍ ଚେସ୍ (ବାଳିକା-ବାଳକ) ଚାମ୍ପିୟନଶିପ୍ ରବିବାର ଏଠାରେ ଶେଷ ହୋଇଛି। ଏହାର ବାଳିକା ବିଭାଗରେ ଅଦିତି ମହାରଣା ଚାମ୍ପିୟନ ଓ ଅନନ୍ୟା ଅନ୍ବେଷା ମିଶ୍ର…
ଓଡ଼ିଶା ଦଳଗତ ଚାମ୍ପିୟନ
ଭୁବନେଶ୍ୱର,୨୮ା୮(ସରୋଜ ଜେନା): ଜାତୀୟ ଥାଇ ବକ୍ସିଂ ଚାମ୍ପିୟନଶିପ ୨୦୨୩ ରବିବାର ଉଦଯାପିତ ହୋଇଯାଇଛି। ଦଳଗତ ବର୍ଗରେ ଓଡ଼ିଶା ଚାମ୍ପିୟନ ହୋଇଥିବା ବେଳେ ମହାରାଷ୍ଟ୍ର ପ୍ରଥମ ଓ ବିହାର ଦିତୀୟ ରନର୍ସ ଅପ ହୋଇଛନ୍ତି। ତିନି ଦିନ ଧରି ଚାଲିଥିବା ଏହି ଜାତୀୟ…
ଅଶ୍ୱାରୋହଣ ଓ ଯୁଦ୍ଧକଳାର ଖେଳ ‘ଟେଣ୍ଟ ପେଜିଂ’
ଅଶ୍ୱାରୋହଣ ବା ଇକ୍ୱିଷ୍ଟ୍ରିଆନ୍ ସ୍ପୋଟର୍ସ ସମଗ୍ର ବିଶ୍ୱର ଏକ ଲୋକପ୍ରିୟ ଖେଳ। ୧୦ଟି ବର୍ଗରେ ଏହି ଖେଳ ଅନୁଷ୍ଠିତ ହୋଇଥାଏ। ଏହା ମଧ୍ୟରୁ କିଛି ବର୍ଗ ଅଲିମ୍ପିକ୍ସରେ ସାମିଲ ମଧ୍ୟ ରହିଛି। ତେବେ ପ୍ରାଚୀନ ଭାରତୀୟ ସାମରିକ କଳା ବା ଯୁଦ୍ଧକଳା…

