ଖେଳ

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର ପ୍ରଥମ ମ୍ୟାଚଠାରୁ ହିଁ ଖବରରେ ରହିଛି। ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ଲାହୋର…

୧୦ ଲକ୍ଷ ଟଙ୍କିଆ ଚେକ୍‌ ବାଣ୍ଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କେବଳ ତାଙ୍କ ଖେଳ ପାଇଁ ନୁହେଁ ବରଂ ତାଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା। ମହଙ୍ଗା ଘଣ୍ଟା ଠାରୁ ମହଙ୍ଗା ସ୍ପୋର୍ଟସ କାର ପର୍ଯ୍ୟନ୍ତ, ହାର୍ଦ୍ଦିକ ପାଣ୍ଡ୍ୟା ପ୍ରାୟତଃ…

୧୫୭ କିଲୋମିଟର ବେଗରେ ଆସୁଥିଲା ବଲ୍‌, ବୈଭବ କଲେ ଏମିତି… ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ ଷ୍ଟାର କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ ଆଜିକାଲି ଫୁଲ ଫର୍ମରେ ଅଛନ୍ତି। ସେ IPLରେ ପ୍ରଥମ ବଲରେ ଛକା ମାରିବା, ୩୫ ବଲରେ ଶତକ ମାରିବା, କିମ୍ବା ୧୯ ବର୍ଷରୁ କମ ବିଶ୍ୱକପ ଫାଇନାଲରେ ସର୍ବାଧିକ ସ୍କୋର (୧୭୫ ରନ)…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ ଆଗାମୀ ଆଇପିଏଲରେ ତାଙ୍କର ପ୍ରମାଣ କରିବାକୁ କିଛି ନାହିଁ। ଗିଲ ସବୁଠାରୁ ଛୋଟ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ ମାଲ୍ୟା ଗୁରୁବାର ସମାଲୋଚକଙ୍କୁ କଟାକ୍ଷ କରିଛନ୍ତି। ମାଲ୍ୟା ଆର୍‌ସିବିକୁ ୨୦୦୮ରେ ୪୫୦ କୋଟିରେ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା ବର୍ଷେ ମଧ୍ୟରେ ଭାରତ ଗସ୍ତ କରିବେ। ଏହି ସମୟ ମଧ୍ୟରେ, ଟିମ ଇଣ୍ଡିଆ…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ନାମ ଓ ପରିଚୟର ଦୁର୍ୱ୍ୟବହାର କରୁଥିବା ଆପତ୍ତିଜନକ ଅନ୍‌ଲାଇନ କଣ୍ଟେଣ୍ଟ ହଟାଇବାକୁ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ ଏହି ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଯାଉଥିବା ବେଳେ ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ ଖବରରେ ଥିବାବେଳେ, ସୀମା ରେଖା ବାହାରେ ଦର୍ଶକଙ୍କୁ ଉତ୍ସାହିତ କରୁଥିବା ଚିୟରଲିଡର୍ସ ମଧ୍ୟ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ, ଯାହା ଦେଶବ୍ୟାପୀ ୧୭ଟି ସହରରେ ଆୟୋଜିତ ହେବ। ଏହି ସମୟ ମଧ୍ୟରେ ମୋଟ…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ ଶୋଭାଯାତ୍ରା ସମୟରେ ହୋଇଥିବା ଦଳାଚକଟାରେ ପ୍ରାଣ ହରାଇଥିବା ଲୋକଙ୍କ ସ୍ମୃତିକୁ ସମ୍ମାନ ଜଣାଇବା…

ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…

ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି ବଡ଼ ପରିବର୍ତ୍ତନ ହୋଇନାହିଁ । ତଥାପି କିଛି ଛୋଟ ପରିବର୍ତ୍ତନ ପରିଲକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?