ଖେଳ

ଆଜି ପ୍ରକାଶ ପାଇପାରେ ଦିନିକିଆ କ୍ରିକେଟ ବିଶ୍ୱକପ କାର୍ଯ୍ୟସୂଚୀ

ନୂଆଦିଲ୍ଲୀ,୧୩।୬: ଚଳିତ ବର୍ଷ ଖେଳାଯିବାକୁ ଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ବିଶ୍ୱକପ ୨୦୨୩ର ଅଫିସିଆଲ କାର୍ଯ୍ୟସୂଚୀ ଏ ପର୍ଯ୍ୟନ୍ତ ଘୋଷଣା କରାଯାଇିନାହିଁ। ବର୍ତ୍ତମାନ ଟୁର୍ନାମେଣ୍ଟର ସମ୍ଭାବ୍ୟ କାର୍ଯ୍ୟସୂଚୀ ପ୍ରକାଶ ପାଇଛି, ଯେଉଁଥିରେ କୁହାଯାଇଥିଲା ଯେ ଅକ୍ଟୋବର ୧୫ରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ…

ବେସିକ୍‌, ଆଡ୍‌ଭାନ୍ସ ବର୍ଗରେ ହେବ ପ୍ରତିଯୋଗିତା

ଭୁବନେଶ୍ୱର, ୧୩।୬ (କ୍ରୀଡ଼ା ପ୍ରତିନିଧି): ଜେ. ଏମ. ସ୍ପୋଟର୍‌ସ ଏକାଡେମୀ ଆନୁକୂଲ୍ୟରେ ୨ୟ କଳିଙ୍ଗ ଓପନ ସର୍ବଭାରତୀୟ ଆମନ୍ତ୍ରଣୀୟ ଜିମ୍ନାଷ୍ଟିକ୍ସ ପ୍ରତିଯୋଗିତା ଜୁନ ୧୬ରୁ ଆରମ୍ଭ ହେବାକୁ ଯାଉଛି। ଏହା ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଯୋଗିତା ମୁଖ୍ୟତଃ ୨ଟି ବର୍ଗ…

ଲାୟନ୍ସ, ଚିତାସ୍‌ ଜିତିଲେ ପ୍ରଥମ ମ୍ୟାଚ୍‌

ଭୁବନେଶ୍ୱର, ୧୩ା୬ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଟି୨୦ କ୍ରିକେଟ ଲିଗ୍‌ ୨୦୨୩ କଟକ ସ୍ଥିତ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଉଦ୍‌ଘାଟିତ ହୋଇଛି। ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ଭେଙ୍କଟପତି ରାଜୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଡ୍ରିମ୍ସ ଚେୟାରମ୍ୟାନ ପ୍ରମୋଦ…

ଭାରତର ପ୍ରତିନିଧିତ୍ୱ କରିବେ ଓଡ଼ିଶାର ଶୁଭମ୍‌

ଭୁବନେଶ୍ୱର, ୧୩ା୬(ସ୍ପୋଟର୍‌ସ ବ୍ୟୁରୋ): ଜୁଲାଇ ମାସରେ ମାଳଦ୍ୱୀପରେ ଅନୁଷ୍ଠିତ ହେବାକୁ ଥିବା ଦକ୍ଷିଣ ଏସୀୟ ସୁନ୍ଦର ସ୍ବାସ୍ଥ୍ୟ ଚାମ୍ପିୟନଶିପରେ ଭାରତର ପ୍ରତିନିଧିତ୍ୱ କରିବେ ଓଡ଼ିଆ ପୁଅ ଶୁଭମ୍‌ ମିଶ୍ର। ଜୁନ୍‌ ୩ ଓ ୪ ତାରିଖରେ ଗୋଆରେ ଅନୁଷ୍ଠିତ ଜାତୀୟ ଆଥଲେଟିକ୍‌…

ପଏଣ୍ଟ ଭାଗକଲେ ଲେବାନନ-ମଙ୍ଗୋଲିଆ

ଭୁବନେଶ୍ୱର, ୧୩ା୬, (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟବଲ ଟୁର୍ନାମେଣ୍ଟରେ ସୋମବାର ଲେବାନନ-ମଙ୍ଗୋଲିଆ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ମ୍ୟାଚଟି ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ କୌଣସି ଦଳ ଗୋଲ ସ୍କୋର କରିପାରି ନ ଥିଲେ।…

ଫାଇନାଲରେ ଭାରତ

ଭୁବନେଶ୍ୱର, ୧୩।୬ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଚତୁଃରାଷ୍ଟ୍ରୀୟ ଫୁଟବଲ ଟୁର୍ନାମେଣ୍ଟର ସୋମବାର ଅନୁଷ୍ଠିତ ଏକ ସଂଘର୍ଷପୂର୍ଣ୍ଣ ଲିଗ୍‌ ମ୍ୟାଚରେ ଭାରତ ୧-୦ ଗୋଲରେ ଭାନୁଆଟୁକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ଘରୋଇ ଦଳ ପକ୍ଷରୁ ଅଧିନାୟକ…

ଓଡ଼ିଶା ବାଳିକା, ବାଳକ ଓଭରଅଲ୍‌ ଚାମ୍ପିୟନ

ଭୁବନେଶ୍ୱର, ୧୩ା୬(ସ୍ପୋଟର୍‌ସ ବ୍ୟୁରୋ): କିଟ୍‌ ବିଶ୍ୱବିଦ୍ୟାଳୟରେ ଚାଲିଥିବା ପ୍ରଥମ ଜନଜାତି ଖେଳ ମହୋତ୍ସବ ସୋମବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ଓଡ଼ିଶା ବାଳିକା ଓ ବାଳକ ଦଳ ସାମଗ୍ରିକ ଚାମ୍ପିୟନ ହୋଇଛି। ସେହିପରି କର୍ନାଟକ ବାଳିକା ଓ ବାଳକ ଦଳ ରନର ଅପ୍‌…

୨୦ ବର୍ଷରୁ କମ୍‌ ଫୁଟବଲ୍‌ ବିଶ୍ୱକପ୍‌: ଉରୁଗୁଏ ଚାମ୍ପିୟନ

ଲା ପ୍ଲାଟା(ଆର୍ଜେଣ୍ଟିନା),୧୨ା୬: ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍‌ ଫୁଟବଲ ବିଶ୍ୱକପରେ ଉରୁଗୁଏ ଚାମ୍ପିୟନ ହୋଇଛି। ଫାଇନାଲରେ ଇଟାଲୀକୁ ଦଳ ୧-୦ରେ ପରାସ୍ତ କରି ଉରୁଗୁଏ ପ୍ରଥମ ଟାଇଟଲ୍‌ ହାସଲ କରିଛି। କ୍ରମାଗତ ୪ଟି ସଂସ୍କରଣରେ ୟୁରୋପୀୟ ଦଳ ଚାମ୍ପିୟନ ଆଖ୍ୟା…

ପରାଜୟ ପରେ ଟିମ ଇଣ୍ଡିଆକୁ ବଡ଼ ଝଟକା, ମ୍ୟାଚ ଫି’ର ଜରିମାନା ଲଗାଇଲା ଆଇସିସି

ନୂଆଦିଲ୍ଲୀ,୧୨।୬: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲରେ ପରାଜୟ ପରେ ଭାରତକୁ ଆଉ ଏକ ଝଟକା ଲାଗିଛି। ସ୍ଲୋ ଓଭର ରେଟ୍‌ ପାଇଁ ଟିମ ଇଣ୍ଡିଆ ଉପରେ ଆଇସିସି ପୂରା ମ୍ୟାଚ ଫି’ର ଜରିମାନା କରିଛି। ଭାରତ ସହିତ ଅଷ୍ଟ୍ରେଲିଆକୁ ମଧ୍ୟ ଜରିମାନା…

ହିଏ-ଓ୍ବାଙ୍ଗ୍‌ଙ୍କୁ ମହିଳା ଡବଲ୍ସ ଟାଇଟଲ

ପ୍ୟାରିସ, ୧୨ା୬: ତାଇଓ୍ବାନର ହିଏ ସୁ ଓ୍ବେଇ ଓ ଚାଇନାର ଓ୍ବାଙ୍ଗ୍‌ ଜିନ୍‌ୟୁ ଫ୍ରେଞ୍ଚ ଓପନ ଟେନିସ ମହିଳା ଡବଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ସେମାନେ ୟୁଏସ୍‌-କାନାଡିଆନ ଯୋଡ଼ି ଟେଲର ଟାଉନ୍‌ସେଣ୍ଡ ଓ ଲେଲା ଫର୍ନାଣ୍ଡିଜଙ୍କୁ ୧-୬, ୭-୬ (୭/୫),…

କିଟ୍‌ ଅନ୍ତର୍ଜାତୀୟ ଚେସ୍‌ ମହୋତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର,୧୨।୬ (କ୍ରୀଡ଼ା ପ୍ରତିନିଧି): କିଟ୍‌ ଅନ୍ତର୍ଜାତୀୟ ଚେସ୍‌ ମହୋତ୍ସବର ୧୪ତମ ସଂସ୍କରଣ ରବିବାର କିଟ୍‌ ବିଶ୍ୱବିଦ୍ୟାଳୟସ୍ଥିତ ବିଶ୍ୱନାଥନ୍‌ ଆନନ୍ଦ ଚେସ୍‌ ହଲ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶା ସରକାର, ଭାରତୀୟ ଚେସ୍‌ ସଂଘ, ଭାରତୀୟ କ୍ରୀଡ଼ା ପ୍ରାଧିକରଣ, ଓଡ଼ିଶା ଚେସ୍‌ ସଂଘ ଓ…

ଆର୍ଜେଣ୍ଟିନାକୁ ୨-୧ରେ ହରାଇଲା ଭାରତ

ଇନ୍ଧୋଭେନ୍‌, ୧୨ା୬(ପି.ଟି): ଆର୍ଜେଣ୍ଟିନା ବିପକ୍ଷରେ ବିଜୟ ସହିତ ୨୦୨୨-୨୩ ପ୍ରୋ ଲିଗ୍‌ ହକି ସିଜନ ଶେଷ କରିଛି ଭାରତ। ନେଦରଲାଣ୍ଡ୍ସ ବିପକ୍ଷ ପରାଜୟ ପରେ ଭାରତୀୟ ଦଳ ଚମତ୍କାର ପ୍ରତ୍ୟାବର୍ତ୍ତନ କରିବା ସହିତ ୨-୧ରେ ବିଜୟୀ ହୋଇଛି। ଭାରତ ପକ୍ଷରୁ ଆକାଶଦୀପ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri