ଖେଳ

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ, ଅଲରାଉଣ୍ଡର କୁପର କନେଲି ଏବଂ ଦ୍ରୁତ ବୋଲର ଜାଭିୟର ବାର୍ଟଲେଟ ସମେତ ତିନି ଜଣ…

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ ଟ୍ରଫି, ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଏବଂ ମହିଳା ଦିନିକିଆ ବିଶ୍ୱକପ। ଅନେକ କ୍ରିକେଟର ରେକର୍ଡ…

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍ ହେବା ପରେ ଏହାକୁ ନେଇ ଇଣ୍ଟରନେଟ୍‌ରେ ହଇଚଇ ସୃଷ୍ଟି ହୋଇଛି। ଗୋଆର ରାସ୍ତାରେ ସାରା…

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ କୋହଲିଙ୍କ ଅନୁପସ୍ଥିତିରେ ରିଷଭ ପନ୍ତଙ୍କ ନେତୃତ୍ୱାଧୀନ ଦିଲ୍ଲୀ ଦଳ ଓଡ଼ିଶାର ଶାଣିତ ବୋଲିଂ ଆଗରେ…

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର ହୋଇଛି। ଏଥର, ପୂର୍ବତନ ଭାରତୀୟ ଓପନର ଏବଂ ଟି-୨୦ ବିଶ୍ୱକପ ବିଜୟୀ ଖେଳାଳି ରବିନ…

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ ବଡ଼ ଝଟକା ଲାଗିଛି। ଟିମର ଷ୍ଟାର୍ ଅଲରାଉଣ୍ଡର୍ ଏଲିସ୍ ପେରୀ ନିଜ ବ୍ୟକ୍ତିଗତ କାରଣରୁ…

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ, ୩୫ ବର୍ଷୀୟ ସାମି ପୁଣିଥରେ ଚୟନକର୍ତ୍ତାଙ୍କ ପ୍ରାଥମିକତା ତାଲିକାକୁ ଫେରିଛନ୍ତି। ୨୦୨୭…

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ ବୋଇରାଣୀ ମଧ୍ୟରେ ହୋଇଥିଲା। ଏଥିରେ ବୋଇରାଣୀ ୫ ଉଇକେଟରେ ବିଜୟୀ ହୋଇଥିଲା। ସାନକୋଦଣ୍ଡା ପ୍ରଥମେ…

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧ ବର୍ଷୀୟା ପୂର୍ବତନ ଶୀର୍ଷ ର଼୍ୟାଙ୍କିଙ୍ଗକ ପ୍ରାପ୍ତ ବ୍ୟାଟର ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟି୨୦ରେ ୩୪…

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା ଆର୍ଚର, ଫିଲ ସଲ୍ଟ (ଉଇକେଟ୍‌ କିପର), ଟମ ବାଣ୍ଟନ, ଜାକବ ବେଥେଲ, ଜୋସ ବଟଲର୍‌,…

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ ନାମ ଯୋଡି ହୋଇଥିବା ବେଳେ ଏବେ ବିବାହିତ ସୂର୍ଯ୍ୟକୁମାରଙ୍କ ନାଁ’କୁ ନେଇ ଚର୍ଚ୍ଚା ସୃଷ୍ଟି…

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ ଭାବରେ, ଇଂଲଣ୍ଡ ଟି-୨୦ ବିଶ୍ୱକପ ପାଇଁ ଲିଆମ ଲିଭିଙ୍ଗଷ୍ଟୋନ ଏବଂ ଜେମି ସ୍ମିଥ ଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri