ଖେଳ

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ଶୋକବ୍ୟକ୍ତ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୩।୬:ବାହାନଗା ଟ୍ରେନ୍‌ଦୁର୍ଘଟଣା ନେଇ ଶୋକ ପ୍ରକାଶ କଲେ ବିରାଟ କୋହଲି। ଟେ ଟ୍ବିଟ୍‌ କରି କହିଛନ୍ତି, ଓଡିଶାରେ ହୋଇଥିବା ଟ୍ରେନ୍‌ ଦୁର୍ଘଟଣାକୁ ନେଇ ମୁଁ ଦୁଃଖିତ। ଟ୍ରେନ୍‌ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରିୟଜନଙ୍କ ପରିବାରକୁ ସମବେଦନା ଜଣାଉଛି। ଆହତଙ୍କ ଆଶୁଆରୋଗ୍ୟ ପାଇଁ…

କୁସ୍ତିଯୋଦ୍ଧାଙ୍କୁ ୧୯୮୩ ବିଶ୍ୱକପ୍‌ ବିଜୟୀଙ୍କ ସମର୍ଥନ

ନୂଆଦିଲ୍ଲୀ, ୩ା୬(ପି.ଟି.): ବିକ୍ଷୋଭ ପ୍ରଦର୍ଶନକାରୀ କୁସ୍ତିଯୋଦ୍ଧାମାନଙ୍କୁ ୧୯୮୩ କ୍ରିକେଟ ବିଶ୍ୱକପ୍‌ ବିଜୟୀ ଦଳର ସଦସ୍ୟମାନେ ସମର୍ଥନ ଜ୍ଞାପନ କରିଛନ୍ତି। ଖେଳାଳିମାନଙ୍କ ବିଷୟ ଶୁଣାଯିବ ଏବଂ ସମାଧାନ କରାଯିବ ବୋଲି ସେମାନେ ଆଶା କରିଛନ୍ତିି। ତେଣୁ ତରବରିଆ ଭାବେ କୌଣସି ନିଷ୍ପତ୍ତି ନ…

ଚତୁର୍ଥ ରାଉଣ୍ଡରେ ସାବାଲେଙ୍କା, ପାଭ୍‌ଲ୍ୟୁଚେଙ୍କୋଭା

ପ୍ୟାରିସ, ୩।୬: ଆରିନା ସାବାଲେଙ୍କା, ଆନାସ୍ତାସିଆ ପାଭଲ୍ୟୁଚେଙ୍କୋଭା, ଏଲିସ ମେର୍ଟେନ୍ସ, ଡାରିଆ କାସାଟ୍‌କିନା ପ୍ରମୁଖ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ତୃତୀୟ ରାଉଣ୍ଡ ମ୍ୟାଚରେ ସାବାଲେଙ୍କା ୬-୨, ୬-୨…

ଆହାନ ମିଶ୍ର ରନରଅପ୍‌

ଭୁବନେଶ୍ୱର, ୩।୬ (କ୍ରୀଡ଼ା ପ୍ରତିନିଧି): ପଞ୍ଜାବର ଜସୋଓ୍ବାଲଠାରେ ୨୯ ମେ’ରୁ ୨ ଜୁନ୍‌ ପର୍ଯ୍ୟନ୍ତ ଅନୁଷ୍ଠିତ ଏଆଇଟିଏ ୧୪ ବର୍ଷରୁ କମ୍‌ ସୁପର ସିରିଜ ଟେନିସ ଟୁର୍ନାମେଣ୍ଟର ଡବଲ୍ସରେ ରନରଅପ୍‌ ହୋଇଛନ୍ତି ଓଡ଼ିଶାର ଆହାନ ମିଶ୍ର। ଉକ୍ତ ପ୍ରତିଯୋଗିତାରେ ତାଙ୍କର ଡବଲ୍ସ…

ବେଲଜିୟମକୁ ହରାଇଲା ଭାରତ

ଲଣ୍ଡନ, ୩ା୬ (ପି.ଟି.): ୟୁରୋପ ପର୍ଯ୍ୟାୟ ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ ହକି ପ୍ରତିଯୋଗିତାରେ ଶୁକ୍ରବାର ବେଲଜିୟମକୁ ୫-୧ ଗୋଲ୍‌ରେ ପରାସ୍ତ କରିଛ ଭାରତ। ପ୍ରତିଯୋଗିତାରେ ପଛକୁ ପଛ ଦୁଇଟି ମ୍ୟାଚ ହାରିଯିବା ପରେ ଦଳର ଏହା ହେଉଛି ପ୍ରଥମ ବିଜୟ। ମିଡ୍‌ଫିଲ୍ଡର ବିବେକ…

ପାରାମାଉଣ୍ଟ ସ୍ପୋର୍ଟିଂ ଚାମ୍ପିୟନ

ଭୁବନେଶ୍ୱର, ୩।୬ (କ୍ରୀଡ଼ା ପ୍ରତିନିଧି): ମୁକ୍ତେଶ୍ୱର କ୍ରିକେଟ କ୍ଲବ ଆନୁକୂଲ୍ୟରେ ୨ୟ ପ୍ରଶାନ୍ତ ମହାପାତ୍ର ସ୍ମାରକୀ ଜୁନିୟର (୧୬ ବର୍ଷରୁ କମ୍‌) କ୍ରିକେଟ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଏହାର ଫାଇନାଲରେ ପ୍ରଗତି ସ୍ପୋର୍ଟିଂକୁ ୨୮ ରନରେ ହରାଇ ପାରାମାଉଣ୍ଟ ସ୍ପୋର୍ଟିଂ…

ଭିଲାସିରଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର, ୩।୬(କ୍ରୀଡ଼ା ପ୍ରତିନିଧି): ସର୍ବଭାରତୀୟ ଟେନିସ ଆସୋସିଏଶନ (ଏଆଇଟିଏ) ଓ ଓଡ଼ିଶା ଟେନିସ ଆସୋସିଏଶନ (ଓଟିଏ) ଆନୁକୂଲ୍ୟରେ ଖୋର୍ଦ୍ଧାର ବରୁଣେଇସ୍ଥିତ କେଟି ଗ୍ଲୋବାଲ ସ୍କୁଲ୍‌ ପରିସରରେ ଅନୁଷ୍ଠିତ ଟେନିସ ଟୁର୍ନାମେଣ୍ଟ ଶୁକ୍ରବାର ଶେଷ ହୋଇଛି। ଭାରତର ବିଭିନ୍ନ ସ୍ଥାନରୁ ୮୦ ଖେଳାଳି…

୧୪ ଜଣିଆ ଭାରତ ‘ଏ’ ଦଳ ଘୋଷଣା

ନୂଆଦିଲ୍ଲୀ, ୩ା୬ (ପି.ଟି.): ହଂକଂରେ ଜୁନ୍‌ ୨୧ରୁ ଏସିସି (ଏସିଆନ କ୍ରିକେଟ କାଉନ୍‌ସିଲ) ଏମର୍ଜିଂ ମହିଳା ଏସିଆ କପ୍‌ ଖେଳାଯିବ। ଏଥିପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ମହିଳା ସିଲେକ୍ସନ କମିଟି ତରଫରୁ ୧୪ ଜଣିଆ ଦଳ ଘୋଷଣା କରାଯାଇଛି।…

ଡବ୍ଲୁଟିସି ଫାଇନାଲ: ଟିମ୍‌ ଇଣ୍ଡିଆ ପାଇଁ ଭାରି ପଡିପାରନ୍ତି କଙ୍ଗାରୁ ଟିମ୍‌ର ଏହି ଖେଳାଳି

ନୂଆଦିଲ୍ଲୀ,୨।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପାଇଁ ପ୍ରସ୍ତୁତି ଏବେ ଶେଷ ପର୍ଯ୍ୟାୟରେ। ଜୁନ୍‌ ୭ରୁ ଲଣ୍ଡନର ଓଭାଲରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ ମ୍ୟାଚ ଖେଳାଯିବ। ତେବେ ମଇଦାନରେ ଦ୍ରୁତ ବୋଲର୍‌ଙ୍କ ଦ୍ୱାରା ଭଲ ରନ୍‌ କରିହେବ ବୋଲି…

ଶ୍ରୀଲଙ୍କା ଟିମ୍‌ରେ ଡେବ୍ୟୁ କରିବେ ଏହି ୨୦ ବର୍ଷୀୟ କ୍ରିକେଟର

ନୂଆଦିଲ୍ଲୀ,୨।୬: ଶ୍ରୀଲଙ୍କା ଏବଂ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଜୁନ ୨ରୁ ଆରମ୍ଭ ହୋଇଛି। ସିରିଜର ପ୍ରଥମ ଦିନିକିଆରେ ଆଇପିଏଲର ୧୬ତମ ସିଜନରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଦଳର ଶ୍ରେଷ୍ଠ ବୋଲିଂ କରିଥିବା ମାଥିଶା ପାଥିରାନାଙ୍କୁ…

ଆଉ ଏକ ବିଳାସପୂର୍ଣ୍ଣ କାର କିଣିଲେ ସଚିନ

ନୂଆଦିଲ୍ଲୀ,୨।୬: କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକର ୪.୨୨ କୋଟି ଟଙ୍କାର ଏକ ବିଳାସପୂର୍ଣ୍ଣ ଲାମ୍ବୋର୍ଗିନି ଉରୁସ ଏସ୍‌ ସ୍ପୋର୍ଟସ ଏସ୍‌ୟୁଭି କାର୍‌ କିଣିଛନ୍ତି। ରୋହିତ ଶର୍ମାଙ୍କ ଉରୁସ କାର୍‌ ସହିତ ସଚିନ ସମାନ ରଙ୍ଗର କାର ବାଛିଛନ୍ତି, ଯାହା ଭାରତୀୟ କ୍ରିକେଟ…

ଗୋଟିଏ ପାଦ ପଛକୁ ହଟିଲେ ବ୍ରିଜ ଭୂଷଣ! ଅଯୋଧ୍ୟାରେ ହେବାକୁ ଥିବା ରାଲି ରଦ୍ଦ

ନୂଆଦିଲ୍ଲୀ,୨।୬: ଗୋଟିଏ ପଟେ କୁସ୍ତି ଯୋଦ୍ଧାଙ୍କ ସମର୍ଥନରେ ଡକାଯାଇଥିବା ମହାପଞ୍ଚାୟତର ଶୁକ୍ରବାର ଦ୍ୱିତୀୟ ଦିନ ହୋଇଥିବା ବେଳେ, ଅନ୍ୟପଟେ ବ୍ରିଜ ଭୂଷଣ ଶରଣ ସିଂଙ୍କ ସମର୍ଥନରେ ଅଯୋଧ୍ୟାରେ ଡକାଯାଇଥିବା ଜନ ଚେତନା ମହାରାଲିକୁ ରଦ୍ଦ କରି ଦିଆଯାଇଛି। ଏମପିି ତଥା ଡବ୍ଲୁଏଫଆଇର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri