ଖ୍ବାଜାଙ୍କ ଶତକ: ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ୨୫୫/୪
ଅହମ୍ମଦାବାଦ୍,୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ବର୍ଡର-ଗାଭାସ୍କର ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚ ଗୁରୁବାର ଠାରୁ ଅହମ୍ମଦାବାଦରେ ଖେଳାଯାଉଛି। ଟସ ଜିତିବା ପରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ପ୍ରଥମ ଦିନର ଖେଳ ଶେଷ ପର୍ଯ୍ୟନ୍ତ ଚାରି ଉଇକେଟ ହରାଇ...
ମୋଦିଙ୍କ ‘କ୍ରିକେଟ କୁଟନୀତି’କୁ ନେଇ କଂଗ୍ରେସର ଟାର୍ଗେଟ
ନୂଆଦିଲ୍ଲୀ,୯ ।୩: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଗୁରୁବାର ବର୍ଡର-ଗାଭାସ୍କର ସିରିଜର ଚତୁର୍ଥ ଟେଷ୍ଟ ମ୍ୟାଚ ଖେଳ ଆରମ୍ଭ ଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବାନିଜ ଟେଷ୍ଟ ମ୍ୟାଚ ଆରମ୍ଭ ହେବା ପୂର୍ବରୁ...
ଭାରତ-ଅଷ୍ଟ୍ରେଲିଆ ଚତୁର୍ଥ ଟେଷ୍ଟ: ଲଞ୍ଚ୍ ପର୍ଯ୍ୟନ୍ତ ଅଷ୍ଟ୍ରେଲିଆର ସ୍କୋର ୭୫/୨
ଅହମ୍ମଦାବାଦ,୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍ରେ ଟସ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମ ଦିନରେ ଲଞ୍ଚ୍ ପର୍ଯ୍ୟନ୍ତ...
ରବି ଶାସ୍ତ୍ରୀଙ୍କ ଉପରେ ବର୍ଷିଲେ ରୋହିତ ଶର୍ମା
ଅହମ୍ମଦାବାଦ,୯।୩: ଭାରତୀୟ ଅଧିନାୟକ ରୋହିତ ଶର୍ମା ପୂର୍ବତନ ମୁଖ୍ୟ କୋଚ ରବି ଶାସ୍ତ୍ରୀଙ୍କ ମନ୍ତବ୍ୟକୁ ‘ନିରର୍ଥକ’ ବୋଲି କହିଛନ୍ତି। ଭାରତ ଅଷ୍ଟ୍ରେଲିଆଠାରୁ ତୃତୀୟ ଟେଷ୍ଟ ପରାଜୟ ପରେ ରବି ଶାସ୍ତ୍ରୀ କହିଥିଲେ, ଅତ୍ୟଧିକ ଆତ୍ମବିଶ୍ୱାସ କାରଣରୁ ଭାରତୀୟ ଦଳ ଅଷ୍ଟ୍ରେଲିଆ...
ଟସ୍ ଜିତିଲା ଅଷ୍ଟ୍ରେଲିଆ: ବ୍ୟାଟିଂ ନିଷ୍ପତ୍ତି…
ଅହମଦାବାଦ,୯।୩ : ଅହମଦାବାଦରେ ଗୁରୁବାର ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳା ଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭେନ ସ୍ମିଥ୍ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ...
ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବନିଜଙ୍କ ସହ ଟେଷ୍ଟ ମ୍ୟାଚ ଦେଖିବେ ମୋଦି: ସୁରକ୍ଷା ବ୍ୟବସ୍ଥା କଡାକଡି
ନୂଆଦିଲ୍ଲୀ,୯ ।୩: ଅହମଦାବାଦର ମୋଟେରା ଷ୍ଟାଡିୟମରେ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ମ୍ୟାଚର ଆୟୋଜନ ହେବାକୁ ଯାଉଛି । ଏହାର ବିଶେଷତ୍ୱ ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଅଷ୍ଟ୍ରେଲିଆ ସମକକ୍ଷ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବନିଜଙ୍କ ସହ କ୍ରିକେଟ ଦେଖିବେ ।...
ଆଜିଠୁ ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଟେଷ୍ଟ: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍
ଅହମ୍ମଦାବାଦ,୯।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଜିତିବା ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମ୍ୟାଚ ଜିତିବା ପରେ ଭାରତ...
ଦ୍ୱିତୀୟଥର ପିତା ହେଲେ ଏହି କ୍ରିକେଟର୍
ଅହମ୍ମଦାବାଦ,୮।୩: କିଛି ଦିନ ପୂର୍ବରୁ ଭାରତୀୟ ଦ୍ରୁତ ବୋଲର ଉମେଶ ଯାଦବଙ୍କ ଘରେ ଦୁଃଖର ଛାୟା ଖେଳିଯାଇଥିଲା। ସେ ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍ ଖେଳୁଥିବାବେଳେ ଫେବୃଆରୀ ୨୨ରେ ତାଙ୍କ ପିତାଙ୍କର ଦେହାନ୍ତ ହୋଇଥିଲା। କିନ୍ତୁ ବର୍ତ୍ତମାନ ତାଙ୍କୁ ଏକ...
ହୋଲିରେ ରଙ୍ଗେଇ ହେଲେ ଭାରତୀୟ ଖେଳାଳି
ଅହମ୍ମଦାବାଦ,୮।୩: ଭାରତୀୟ ଦଳ ହୋଲି ଅବସରରେ ଅହମ୍ମଦାବାଦ ଟେଷ୍ଟ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଇନ୍ଦୋରରେ ପରାଜୟ ପରେ ଟିମ ଇଣ୍ଡିଆର ଖେଳାଳିମାନେ ଅହମ୍ମଦାବାଦ ଟେଷ୍ଟ ଜିତି ସିରିଜ ଜିତିବାକୁ ଚାହୁଁଛନ୍ତି। ଏହି କାରଣରୁ ସମଗ୍ର ଦଳ ପରବର୍ତ୍ତୀ ମ୍ୟାଚ...
ମୋଦି-ଆଲବାନେ ଦେଖିବେ ଅହମଦାବାଦ ଟେଷ୍ଟ…
ଆହମଦାବାଦ,୮।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନେ ଅହମଦାବାଦରେ ହେବାକୁ ଥିବା ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଦେଖିବେ। ମାର୍ଚ୍ଚ ୯ ଗୁରୁବାରରେ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଉଭୟ...
ବର୍ଡର-ଗାଭାସ୍କର ଟ୍ରଫି: ଅନ୍ତିମ ଟେଷ୍ଟରେ ଟିମ୍ ଇଣ୍ଡିଆରେ ଖେଳାଳି ପରିବର୍ତ୍ତନ
ଅହମଦାବାଦ,୮ା୩: ବର୍ଡର-ଗାଭାସ୍କର ଟ୍ରଫିର ଅନ୍ତିମ ଟେଷ୍ଟ ମାର୍ଚ୍ଚ ୯ରେ ଗୁଜରାଟର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଟେଷ୍ଟ ସିରିଜର ଶେଷ ମ୍ୟାଚରେ ଟିମ୍ ଇଣ୍ଡିଆର ଚୂଡାନ୍ତ ଏକାଦଶରେ ପରିବର୍ତ୍ତନ ହୋଇପାରେ। ତୃତୀୟ ଟେଷ୍ଟ ମ୍ୟାଚରେ ବାଦ ପଡିଥିବା ମହମ୍ମଦ...
ଗୁରୁବାର ଅହମଦାବାଦ ଟେଷ୍ଟ: ଭାରତ ପାଇଁ କର ବା ମର ସ୍ଥିତି…
ଅହମଦାବାଦ,୮।୩ : ଅହମଦାବାଦରେ ଗୁରୁବାର ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଖେଳାଯିବ। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ପୂର୍ବାହ୍ନ ସାଢ଼େ ୮ଟାରୁ ଆରମ୍ଭ ହେବ। ଭାରତ ପାଇଁ କର ବା ମର ସ୍ଥିତି...
Archives


