ଇନ୍ଦୋର ପିଚ୍ ବିରୋଧରେ ଆଇସିସି ନେଲା କଡ଼ା କାର୍ଯ୍ୟାନୁଷ୍ଠାନ
ଦୁବାଇ,୪।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟେଷ୍ଟ ମ୍ୟାଚ୍ର ପିଚ୍କୁ ଖରାପ ବୋଲି କହିଛି ଆଇସିସି। ଇନ୍ଦୋରର ହୋଲକର ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚ୍ ମାତ୍ର ଅଢ଼େଇ ଦିନରେ ଶେଷ ହୋଇଥିଲା। ଟେଷ୍ଟର ପ୍ରଥମ ଇନିଂସରେ ବ୍ୟାଟିଂ...
ଶାହାଙ୍କ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପିଟରସେନ
ନୂଆଦିଲ୍ଲୀ,୪।୩: ଇଂଲଣ୍ଡ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ କେଭିନ୍ ପିଟରସେନ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ପିଟରସେନ ଏବେ ଏକ ଗଣମାଧ୍ୟମ ସଂସ୍ଥାର କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଭାରତ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ପ୍ରଥମେ ଗୃହମନ୍ତ୍ରୀ...
୪ର୍ଥ ଟେଷ୍ଟ ମ୍ୟାଚ୍ ପୂର୍ବରୁ ମହାକାଳଙ୍କ ଦର୍ଶନ କଲେ ବିରୁଷ୍କା
ନୂଆଦିଲ୍ଲୀ,୪।୩: ଭାରତୀୟ କ୍ରିକେଟର ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ଭୋପାଳର ମହାକାଳେଶ୍ୱର ମନ୍ଦିରରେ ପହଞ୍ଚିଛନ୍ତି। ବର୍ତ୍ତମାନ ଉଭୟଙ୍କ ଫଟୋ ସୋସିଆଲ ମିଡିଆରେ ଶେୟାର ଭାଇରାଲ ହେବାରେ ଲାଗିଛି। ଅଷ୍ଟ୍ରେଲିଆ ସହ ୪ର୍ଥ ତଥା...
ଦ୍ୱିତୀୟ ଦିବସରେ ଓଡ଼ିଶାକୁ ୩ ରୌପ୍ୟ, ୧ ବ୍ରୋଞ୍ଜ
ଭୁବନେଶ୍ୱର, ୪।୩ (କ୍ରୀଡ଼ା ପ୍ରତିନିଧି): ସ୍ଥାନୀୟ କିଟ୍ ଷ୍ଟାଡିୟମରେ ଚାଲିଥିବା କର୍ମଚାରୀ ଭବିଷ୍ୟନିଧି ସଂଗଠନ ସର୍ବଭାରତୀୟ ଆଥଲେଟିକ୍ ଓ ଇନ୍ଡୋର କ୍ରୀଡ଼ାର ଦ୍ୱିତୀୟ ଦିବସରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଦଳଗତ ଚାମ୍ପିୟନ ପାଇଁ କର୍ନାଟକ ଓ ମହାରାଷ୍ଟ୍ର ମଧ୍ୟରେ...
ଗୁଜରାଟ -ମୁମ୍ବାଇ ଉଦ୍ଘାଟନୀ ମୁକାବିଲା
ମୁମ୍ବାଇ, ୪ା୩ (ପି.ଟି.): ବହୁ ପ୍ରତିକ୍ଷୀତ ଓମେନ୍ସ ପ୍ରିମିୟର ଲିଗ୍ (ଡବ୍ଲ୍ୟୁପିଏଲ୍) ୫ଟି ଦଳକୁ ନେଇ ଶନିବାରଠାରୁ ଆରମ୍ଭ ହେବ। ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଢାଞ୍ଚାରେ ୨୧ଟି ମ୍ୟାଚ ବିଶିଷ୍ଟ ଏହି ମହିଳା ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଉଦ୍ଘାଟନୀ...
ଫଲ୍ଟନ ଭାରତୀୟ ହକି ଦଳର ନୂଆ କୋଚ୍
ନୂଆଦିଲ୍ଲୀ,୪ା୩(ପି.ଟି.): ଦକ୍ଷିଣ ଆଫ୍ରିକାର କ୍ରେଗ୍ ଫଲ୍ଟନ ଶୁକ୍ରବାର ଭାରତୀୟ ପୁରୁଷ ହକି ଦଳର ନୂଆ ମୁଖ୍ୟକୋଚ୍ ମନୋନୀତ ହୋଇଛନ୍ତି। ଫଲ୍ଟନଙ୍କର ୨୫ ବର୍ଷର କୋଚିଂ ଅଭିଜ୍ଞତା ରହିଛି। ଗତ ବିଶ୍ୱକପ୍ରେ ଜାତୀୟ ପୁରୁଷ ହକି ଦଳ ନୈରାଶ୍ୟଜନକ ପ୍ରଦର୍ଶନ ସହ...
ଭୁବନେଶ୍ୱରରେ ପଠାନ୍ସ କ୍ରିକେଟ ଏକାଡେମୀ
ଭୁବନେଶ୍ୱର, ୪।୩(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱରରେ ଆରମ୍ଭ ହେବାକୁ ଯାଉଛି ପଠାନ୍ସ କ୍ରିକେଟ ଏକାଡେମୀ। ପଠାନ୍ସ ବ୍ରଦର୍ସ (ଇରଫାନ ଓ ୟୁସୁଫ)ଙ୍କ ନାମରେ ଭାରତର ୨୬ଟି ସ୍ଥାନରେ ଖୋଲି ସାରିଥିବା ‘କ୍ରିକେଟ ଏକାଡେମୀ ଅଫ୍ ପଠାନ୍ସ (କ୍ୟାପ୍)’ର ଭୁବନେଶ୍ୱର ଶାଖା ଚଳିତ...
ଭାରତକୁ ଶେଷ ଟେଷ୍ଟ ଜିତିବାକୁ ହେବ
ନୂଆଦିଲ୍ଲୀ,୪।୩ (ପି.ଟି.): ଇନ୍ଦୋରଠାରେ ଅନୁଷ୍ଠିତ ତୃତୀୟ ଟେଷ୍ଟରେ ଭାରତ ଶୋଚନୀୟଭାବେ ଅଷ୍ଟ୍ରେଲିଆଠାରୁ ପରାଜିତ ହୋଇଛି। ତେଣୁ ଓ୍ବାଲର୍ଡ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁଟିସି) ଫାଇନାଲରେ ପ୍ରବେଶ କରିବାକୁ ହେଲେ ଭାରତକୁ ଅହମଦାବାଦରେ ହେବାକୁଥିବା ସିରିଜର ୪ର୍ଥ ତଥା ଅନ୍ତିମ ଟେଷ୍ଟରେ ବିଜୟୀ...
ଡବ୍ଲ୍ୟୁଟିସି ଫାଇନାଲରେ ଅଷ୍ଟ୍ରେଲିଆ
ଇନ୍ଦୋର, ୪।୩ (ପି.ଟି.): ଭାରତ-ଅଷ୍ଟ୍ରେଲିଆ ତୃତୀୟ କ୍ରିକେଟ ଟେଷ୍ଟ ୨ ଦିନ ଏବଂ ୧୮.୫ ଓଭର ଖେଳରେ ଶେଷ ହୋଇଛି। ସ୍ପିନରଙ୍କ ପ୍ରାଧାନ୍ୟ ବିଶିଷ୍ଟ ଏହି ମ୍ୟାଚରେ ଅଷ୍ଟ୍ରେଲିଆ ୯ ଉଇକେଟରେ ଭାରତକୁ ପରାସ୍ତ କରିଛି। ବିଜୟ ପାଇଁ ୭୬...
ଇନ୍ଦୋର ପିଚ୍କୁ ନିମ୍ନମାନର ବିବେଚନା କଲା ଆଇସିସି
ଇନ୍ଦୋର, ୩ା୩: ସ୍ଥାନୀୟ ହୋଲ୍କାର ଷ୍ଟାଡିୟମ ପିଚ୍କୁ ନିମ୍ନମାନର ବିବେଚନା କରିଛି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)। ଏଠାରେ ବର୍ଡର-ଗାଭାସ୍କର ଟ୍ରଫି ତୃତୀୟ ଟେଷ୍ଟ ଖେଳାଯାଇଥିଲା। ଏହି ମ୍ୟାଚ ୩ ଦିନ ଭିତରେ ଶେଷ ହୋଇଯାଇଥିଲା। ଏଥିପାଇଁ ଇନ୍ଦୋର ପିଚ୍କୁ...
ସନ୍ତୋଷ ଟ୍ରଫି ଫୁଟ୍ବଲ
ଘରୋଇ ଫୁଟ୍ବଲର ମର୍ଯ୍ୟାଦାଜନକ ଟୁର୍ନାମେଣ୍ଟ ସନ୍ତୋଷ ଟ୍ରଫି ୨୦୨୨-୨୩ ସିଜନର ସେମିଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରତିଯୋଗିତାର ନକ୍ଆଉଟ ମ୍ୟାଚଗୁଡ଼ିକ ସାଉଦି ଆରବର କିଙ୍ଗ୍ ଫହଦ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଅନୁଷ୍ଠିତ ହେଉଛି। ପ୍ରଥମ ସେମିଫାଇନାଲରେ ପଞ୍ଜାବକୁ ହରାଇ ମେଘାଳୟ...
ଆଇଡବ୍ଲ୍ୟୁଏଲ୍ ଟାଇଟଲ ଲକ୍ଷ୍ୟରେ ଶ୍ରଦ୍ଧାଞ୍ଜଳି
ଦୃଢ଼ ଇଚ୍ଛା ଓ ଅଧ୍ୟବସାୟ ବଳରେ ସବୁକିଛି ସମ୍ଭବ ବୋଲି ପ୍ରମାଣିତ କରିଛନ୍ତି ଶ୍ରଦ୍ଧାଞ୍ଜଳି ପଣ୍ଡା। କେନ୍ଦ୍ରାପଡ଼ା ଆଳିରୁ ଆସିଥିବା ଏହି ୨୪ ବର୍ଷୀୟା ମହିଳା ଫୁଟ୍ବଲର ଅନେକ ବାଧାବିଘ୍ନ ଅତିକ୍ରମ କରି ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି...
Archives


