ଭିଟ୍ଟୋରୀ ସନରାଇଜର୍ସ କୋଚ୍
ହାଇଦ୍ରାବାଦ, ୮ା୮ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଦଳ ସନ୍ରାଇଜର୍ସ ହାଇଦ୍ରାବାଦ ଗତ ୬ଟି ସିଜନରେ ୫ଥର ଏହାର ମୁଖ୍ୟ କୋଚ୍ଙ୍କୁ ବଦଳାଇଛି। ଦଳ ସୋମବାର ଡାନିଏଲ ଭିଟ୍ଟୋରୀଙ୍କୁ ଏହାର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଛି। ଗତ ଦୁଇ…
ନିକୋଲାସ ପୁରନଙ୍କୁ ଜରିମାନା
ପ୍ରୋଭିଡେନ୍ସ (ଗୁଏନା), ୮ା୮ : ଓ୍ବେଷ୍ଟଇଣ୍ଡିଜ ଉଇକେଟକିପର-ବ୍ୟାଟର ନିକୋଲାସ ପୁରନଙ୍କୁ ତାଙ୍କ ମ୍ୟାଚ ଫି’ର ୧୫ ପ୍ରତିଶତ ଜରିମାନା କରାଯାଇଛି। ସାମବାର ଭାରତ ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଟି୨୦ରେ ଓ୍ବେଷ୍ଟଇଣ୍ଡିଜ ଦୁଇ ଉଇକେଟରେ ବିଜୟ ଲାଭ କରିଥିଲା। ଦଳକୁ ଜିତାଇବାରେ ପୂରନ…
କ୍ୱାର୍ଟରରେ ଅଷ୍ଟ୍ରେଲିଆ, ଇଂଲଣ୍ଡ
ବ୍ରିସ୍ବେନ୍,୮ା୮: ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡରେ ଅନୁଷ୍ଠିତ ମହିଳା ଫୁଟବଲ୍ ବିଶ୍ୱକପ୍ର ସୋମବାର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ୟୁରୋ କପ୍ ଚାମ୍ପିୟନ୍ ଇଂଲଣ୍ଡ ଓ ଘରୋଇ ଅଷ୍ଟ୍ରେଲିଆ। ପ୍ରଥମ ଥର ନକ୍ଆଉଟରେ ପ୍ରବେଶ କରିଥିବା ନାଇଜେରିଆକୁ ୪-୨ର ପେନାଲ୍ଟି ଶୁଟଆଉଟରେ ପରାସ୍ତ…
ସିରିଜ ପରାଜୟ ଆଶଙ୍କାରେ ଭାରତ
ପ୍ରୋଭିଡେନ୍ସ୍ସ (ଗୁଏନା), ୮।୮: ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ତୃତୀୟ ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ମଙ୍ଗଳବାର ଏଠାରେ ଅନୁଷ୍ଠିତ ହେବ। ୫ ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ୨ଟି ମ୍ୟାଚକୁ ଭାରତ ହାରି ସାରିଛି। ତେଣୁ ଟିମ୍…
ଓଡ଼ିଶା ଦଳର ୩ ଦିନିଆ ଚୟନ ଶିବିର
ବଲାଙ୍ଗୀର, ୮ା୮,(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲ ଇନ୍ଡୋର ବ୍ୟାଡମିଣ୍ଟନ ଷ୍ଟାଡିୟମଠାରେ ସୋମବାର ଇଷ୍ଟଜୋନ ଚାମ୍ପିୟନଶିପ ପାଇଁ ଓଡ଼ିଶା ଦଳ ଚୟନ ଶିବିର ଉଦ୍ଘାଟିତ ହୋଇଛି। ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଏହି ତିନିଦିନିଆ ଶିବିରକୁ…
ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ
ଭୁବନେଶ୍ୱର, ୮।୮ (ତପନ ସ୍ବାଇଁ): ୟୁନିଟ-୬ ଆଥ୍ଲେଟିକ୍ ଆସୋସିଏଶନ ଆନୁକୂଲ୍ୟରେ ଭୁବନେଶ୍ୱର ଆନ୍ତଃସ୍କୁଲ ଫୁଟବଲ ପ୍ରତିଯୋଗିତା ଚଳିତ ମାସ ତୃତୀୟ ସପ୍ତାହରେ ଆରମ୍ଭ ହେବ। କୋଭିଡ୍ ମହାମାରୀ ଏବଂ ଅନ୍ୟ କେତେକ ଅନିବାର୍ଯ୍ୟ କାରଣ ବଶତଃ ଏହି ପ୍ରତିଯୋଗିତା ଗତ ୨-୩…
ଜାତୀୟ ଜାଭେଲିନ ଥ୍ରୋ ଦିବସରେ ପ୍ରତିଯୋଗିତା
କଟକ ଅଫିସ, ୮।୮ : (ସୁପ୍ରିୟା ପ୍ରିୟଦର୍ଶିନୀ): ଟୋକିଓ ଅଲିମ୍ପିକ୍ସରେ ଅଗଷ୍ଟ ୭ରେ ଭାରତର ନୀରଜ ଚୋପ୍ରା ଜାଭେଲିନ୍ ଥ୍ରୋରେ ଐତିହାସିକ ସ୍ବର୍ଣ୍ଣ ପଦକ ଅର୍ଜନ କରିଥିଲେ। ଫଳରେ ଅଗଷ୍ଟ ୭କୁ ଆଥ୍ଲେଟିକ୍ସ ଫେଡେରେଶନ ଅଫ୍ ଇଣ୍ଡିଆ (ଏଏଫ୍ଆଇ) ଜାତୀୟ ଜାଭେଲିନ୍…
ଅନୀତା, ସଞ୍ଜୟ ସଭାପତି ପ୍ରାର୍ଥୀ
ନୂଆଦିଲ୍ଲୀ, ୮ା୮: ଅଗଷ୍ଟ ୧୨ରେ ହେବାକୁ ଥିବା ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ ପାଇଛି। ଚାରି ଉପସଭାପତି ପାଇଁ ୫ପ୍ରାର୍ଥୀଙ୍କ ମଧ୍ୟରେ ପୂର୍ବତନ ଭାରତୀୟ କୁସ୍ତିଯୋଦ୍ଧା କର୍ତ୍ତାର ସିଂ ଅଛନ୍ତି। କର୍ତ୍ତାର…
ପରାଜୟରୁ ଓଏଫ୍ସିର ଅଭିଯାନ
କୋକ୍ରାଝର୮ା୮: ଡୁରାଣ୍ଡ କପ୍ ଫୁଟବଲ ଟୁର୍ନାମେଣ୍ଟର ୧୩୨ ତମ ସଂସ୍କରଣରେ ପରାଜୟରୁ ଅଭିଯାନ ଆରମ୍ଭ କରିଛି ଓଡ଼ିଶା ଏଫ୍ସି (ଓଏଫ୍ସି)। ଆସାମସ୍ଥିତ କୋକ୍ରାଝରରେ ଖେଳା ଯାଇଥିବା ମ୍ୟାଚରେ ଇଣ୍ଡିଆନ୍ ଆର୍ମି ୧-୦ ଗୋଲରେ ଓଏଫ୍ସିକୁ ପରାସ୍ତ କରିଛି। ଇଣ୍ଡିଆନ୍ ଆର୍ମି ପକ୍ଷରୁ…
ତେନ୍ଦୁଲକର ୟୁନିସେଫ୍ର ଗୁଡ୍ଓ୍ବିଲ ଆମ୍ବାସାଡର
କଲମ୍ବୋ,୮ା୮: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ସଚିନ୍ ତେନ୍ଦୁଲକରଙ୍କୁ ୟୁନିସେଫର ଗୁଡ୍ଓ୍ବିଲ ଆମ୍ବାସାଡର ଭାବରେ ନିଯୁକ୍ତ କରାଯାଇଛି। ଏହି ପରିପ୍ରେକ୍ଷୀରେ ସଚିନ୍ ସୋମବାର ଦୁଇଟି ସ୍କୁଲ ପରିଦର୍ଶନ କରିବା ସହ ଛାତ୍ରୀଛାତ୍ରଙ୍କ ସହ ଆଲୋଚନା କରିଛନ୍ତି। ଏହା ପୂର୍ବରୁ ୨୦୧୩ରେ ତାଙ୍କୁ ଦକ୍ଷିଣ…
ଭାରତ, ମାଲେସିଆ ସେମିରେ
ଚେନ୍ନାଇ, ୮।୮: ଭାରତ ଓ ମାଲେସିଆ ଏସିଆନ ଚାମ୍ପିୟନ୍ସ ଟ୍ରଫି ହକିର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ସୋମବାର ଅନୁଷ୍ଠିତ ମ୍ୟାଚରେ ଭାରତ ୩-୨ ଗୋଲରେ ଦକ୍ଷିଣ କୋରିଆକୁ ହରାଇଥିବାବେଳେ ମାଲେସିଆ ୩-୧ ଗୋଲରେ ଜାପାନକୁ ପରାସ୍ତ କରିଛି। ଅନ୍ୟଏକ ମ୍ୟାଚରେ ପାକିସ୍ତାନ…
ଡବ୍ଲ୍ୟୁଏଫ୍ଆଇ ନିର୍ବାଚନ: ପ୍ରକାଶ ପାଇଲା ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା
ନୂଆଦିଲ୍ଲୀ,୭ା୮: ଅଗଷ୍ଟ ୧୨ ତାରିଖରେ ହେବାକୁ ଥିବା ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ନିର୍ବାଚନ ପାଇଁ ଚୂଡ଼ାନ୍ତ ପ୍ରାର୍ଥୀତାଲିକା ସୋମବାର ପ୍ରକାଶ ପାଇଛି। ୪ ଉପସଭାପତି ପାଇଁ ୫ ପ୍ରାର୍ଥୀଙ୍କ ମଧ୍ୟରେ ପୂର୍ବତନ ଭାରତୀୟ କୁସ୍ତିଯୋଦ୍ଧା କର୍ତ୍ତାର ସିଂ ରହିଛନ୍ତି। କର୍ତ୍ତାର…

