ଦୀପ୍ତି ଶର୍ମା ୟୁପି ଓ୍ବାରିୟର୍ଜ ଉପଅଧିନାୟିକା
ଲକ୍ଷ୍ନୌ, ୨୬ା୨: ଆଗାମୀ ଓମେନ୍ସ ପ୍ରିମିୟର ଲିଗ୍ (ଡବ୍ଲ୍ୟୁପିଏଲ୍) ଲାଗି ଭାରତୀୟ ଅଲ୍ରାଉଣ୍ଡର ଦୀପ୍ତି ଶର୍ମାଙ୍କୁ ୟୁପି ଓ୍ବାରିୟର୍ଜର ଉପଅଧିନାୟିକା ଘୋଷଣା କରାଯାଇଛି। ଭାରତୀୟ ମହିଳା ଦଳର ଏହି ୨୫ବର୍ଷୀୟା ପ୍ରମୁଖ ଖେଳାଳିଙ୍କୁ ଫ୍ରାଞ୍ଚାଇଜ ୨.୬ କୋଟି ଟଙ୍କା ବିନିମୟରେ...
ଷଷ୍ଠ ଟାଇଟଲ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
କେପ୍ଟାଉନ୍,୨୬ା୨: ରବିବାର କେପ୍ଟାଉନ୍ର ନ୍ୟୁଲାଣ୍ଡ୍ସରେ ଖେଳାଯିବ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍ ଫାଇନାଲ। ଷଷ୍ଠ ଟାଇଟଲ ହାସଲ ଲକ୍ଷ୍ୟରେ ରହିଥିବା ଶକ୍ତିଶାଳୀ ଅଷ୍ଟ୍ରେଲିଆ ସମ୍ମୁଖରେ ରହିଛି ଘରୋଇ ଦକ୍ଷିଣ ଆଫ୍ରିକା। ବିଗତ ଏକ ବର୍ଷ ମଧ୍ୟରେ ଘରୋଇ ଦଳ କ୍ରିକେଟରେ...
କ୍ରୀଡ଼ା ପ୍ରତି ସଚ୍ଚୋଟ ମନୋଭାବ ଆବଶ୍ୟକ: କୋହଲି
ନୂଆଦିଲ୍ଲୀ,୨୬ା୨(ପି.ଟି.): ଆଇସିସି ଟ୍ରଫିକୁ ନେଇ ବିରାଟ କୋହଲିଙ୍କୁ କିଛି କ୍ରିକେଟ ସମୀକ୍ଷକ ବିଫଳ ଅଧିନାୟକର ଟ୍ୟାଗ ଦେଇଛନ୍ତି। ତାଙ୍କ ନେତୃତ୍ୱରେ ଭାରତ ୪ ବର୍ଷରେ ଗୋଟିଏ ଆଇସିସି ଟ୍ରଫି ଜିତି ନ ଥିଲା। ଆର୍ସିବିର ପୋଡକାଷ୍ଟରେ କୋହଲି ଏହା ଉପରେ...
ଦୁଇ ଥର ଆଇସିସି ଟ୍ରଫି ଫାଇନାଲରେ ପହଞ୍ଚିଥିଲୁ, ତଥାପି ବିଫଳ ଅଧିନାୟକ କୁହାଯାଇଥିଲା: କୋହଲି
ନୂଆଦିଲ୍ଲୀ,୨୫।୨: ନିକଟରେ ଟି୨୦ ବିଶ୍ୱକପ୍ ୨୦୨୩ ଫାଇନାଲରେ ପହଞ୍ଚିବାର ସୁଯୋଗ ହାତଛଡ଼ା କରିଛି ଭାରତୀୟ ମହିଳା ଟିମ୍। ଫଳରେ ଦଳ ବିଶ୍ୱକପ୍ ଜିତିବା ସ୍ବପ୍ନ ଭାଙ୍ଗିଯାଇଛି। ତେବେ ମହିଳା ଦଳ ଭଳି ପୁରୁଷ ଟିମ୍ ମଧ୍ୟ ୧୦ ବର୍ଷ ହେଲାଣି...
ଆଇପିଏଲ୍ ପ୍ରସ୍ତୁତି ଆରମ୍ଭ କଲା ଲକ୍ଷ୍ନୌ ଟିମ୍, ଗମ୍ଭୀରଙ୍କ ସହ ନଜର ଆସିଲେ…
ନୂଆଦିଲ୍ଲୀ,୨୫।୨: ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ୍)ରେ ଦ୍ୱିତୀୟ ସିଜନ ଖେଳିବାକୁ ଯାଉଛି ଲକ୍ଷ୍ନୌ ସୁପର ଜିଆଣ୍ଟସ୍। ଏହାକୁ ନେଇ ଦଳ ପ୍ରସ୍ତୁତି ଆରମ୍ଭ କରିଛି। ଫ୍ରାଞ୍ଚାଇଜ୍ର ଟୁଇଟର ହ୍ୟାଣ୍ଡେଲରୁ ଏକ ଫଟୋ ଶେୟାର କରାଯାଇଛି। ଫଟୋରେ ଦଳର ପରାମର୍ଶଦାତା(ମେଣ୍ଟର) ଗୌତମ ଗମ୍ଭୀର,...
କେବଳ ଧୋନୀ ନୁହନ୍ତି, ଏବି ଡି ଭିଲିୟର୍ସ ମଧ୍ୟ କୋହଲିଙ୍କ ପ୍ରକୃତ ବନ୍ଧୁ…
ନୂଆଦିଲ୍ଲୀ,୨୫।୨: ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ ବିରାଟ କୋହଲି ଏବଂ ଏବି ଡି ଭିଲିୟର୍ସଙ୍କ ମଧ୍ୟରେ ବନ୍ଧୁତ୍ୱର କାହାଣୀ ସମସ୍ତ କ୍ରିକେଟ ପ୍ରଶଂସକ ଜାଣନ୍ତି। କେବଳ ଆର୍ସିବିରେ ଥିବା ବେଳେ ନୁହେଁ ବରଂ ଏହା ପରେ ମଧ୍ୟ ଉଭୟ ପରସ୍ପର ସହ...
୯୯% ଥର ଏମିତି ହୁଏ, ଯେତେବେଳେ ଧୋନୀ ଭାଇ ମୋ’ ଫୋନ୍ ଉଠାନ୍ତି ନାହିଁ: କୋହଲି
ନୂଆଦିଲ୍ଲୀ,୨୫।୨: ଭାରତୀୟ ଦଳର ତାରକା ଖେଳାଳି ବିରାଟ କୋହଲି ଗତ ବର୍ଷ ଏସିଆ କପ ୨୦୨୨ ପୂର୍ବରୁ ଖରାପ ଫର୍ମରେ ଥିଲେ। ସେତେବେଳେ ତାଙ୍କ ବ୍ୟାଟ୍ରୁ ରନ ସ୍କୋର ହେବା କଷ୍ଟକର ମନେ ହେଉଥିଲା। ଏହାକୁ ନେଇ ସୋସିଆଲ ମିଡିଆରେ...
ବାଲାଂଦେଶ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଗାଙ୍ଗୁଲି
ନୂଆଦିଲ୍ଲୀ,୨୫।୨: ବିସିସିଆଇର ପୂର୍ବତନ ମୁଖ୍ୟ ତଥା ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ବାଂଲାଦେଶ କ୍ରିକେଟ ପକ୍ଷରୁ ଏହାର ଟୁଇଟର ହ୍ୟାଣ୍ଡେଲରେ ଏହି ଭେଟର କିଛି ଫଟୋ ପୋଷ୍ଟ କକରାଯାଇଛି।...
ହାତକୁ ଦୁଇ ହାତ ହେବେ ଶାର୍ଦ୍ଦୁଳ
ନୂଆଦିଲ୍ଲୀ,୨୫।୨: ଟିମ୍ ଇଣ୍ଡିଆର ତାରକା ଅଲରାଉଣ୍ଡର ଶାର୍ଦ୍ଦୁଳ ଠାକୁର ବିବାହ କରିବାକୁ ଯାଉଛନ୍ତି। ମିତାଲୀ ପାରୁଲକରଙ୍କ ହାତ ଧରିବେ ସେ। ଆସନ୍ତା ଫେବୃୟାରୀ ୨୭ରେ ମୁମ୍ବାଇରେ ଏହି ବିବାହ ଅନୁଷ୍ଠିତ ହେବ। ଏଥିରେ ୨୦୦ରୁ ଅଧିକ ଅତିଥି ସାମିଲ ହେବେ।...
ଆନନ୍ଦ-ସୌରଭ ଯୋଡ଼ି ଚାମ୍ପିୟନ
ରେଢାଖୋଲ ୨୫ା୨ (ଡି.ଏନ.ଏ): ରେଢାଖୋଲର ପଞ୍ଚଖଣ୍ଡା ବ୍ୟାଡ୍ମିଣ୍ଟନ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟ ବ୍ୟାଡ୍ମିଣ୍ଟନ ସଂଘର ଅନୁମୋଦନ କ୍ରମେ ସ୍ଥାନୀୟ ଇନ୍ଡୋର ଷ୍ଟାଡିୟମରେ ଗୁରୁବାର ସପ୍ତମ ରାଜ୍ୟସ୍ତରୀୟ ପୁରୁଷ ଡବଲ୍ସ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମ୍ବଲପୁରର ଆନନ୍ଦ ଓ...
ଶ୍ରୀଲଙ୍କା କ୍ରିକେଟର ରେକର୍ଡ ଆୟ
କଲମ୍ବୋ, ୨୫ା୨ (ପି.ଟି.): ଶ୍ରୀଲଙ୍କା କ୍ରିକେଟ (ଏସ୍ଏଲ୍ସି) ୨୦୨୨ରେ ରେକର୍ଡ ୬.୩ ବିଲିୟନ ଟଙ୍କା ଉପାର୍ଜନ କରିଛି। ଅନ୍ତର୍ଜାତୀୟ କ୍ରିକେଟ, ଘରୋଇ କ୍ରିକେଟ, ପ୍ରାୟୋଜକ ଚୁକ୍ତି ଏବଂ ଆଇସିସିର ବାର୍ଷିକ ସଦସ୍ୟ ବଣ୍ଟନ ଆଦି ୪ଟି ମାଧ୍ୟମରୁ ଆୟ ହୋଇଛି।...
କୋଚ୍ ପାର୍କଙ୍କଠାରୁ ଦୂରେଇଲେ ସିନ୍ଧୁ
ନୂଆଦିଲ୍ଲୀ, ୨୫ା୨ (ପି.ଟି.): ଡବଲ୍ ଅଲିମ୍ପିକ ପଦକ ବିଜୟିନୀ ପି.ଭି ସିନ୍ଧୁ ଓ ତାଙ୍କ କୋଚ୍ ଦକ୍ଷିଣ କୋରିଆର ପାର୍କ ତାଏ ସାଙ୍ଗ୍ଙ୍କ ମଧ୍ୟରେ ବିଚ୍ଛେଦ ଘଟିଛି। ସିଜନ ଆରମ୍ଭରେ ସିନ୍ଧୁଙ୍କ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ନିଜକୁ ଦାୟୀ କରିଛନ୍ତି...
Archives


