ICC Rankings: ବିନା ଖେଳରେ ସୂର୍ଯ୍ୟକୁମାର ଯାଦବଙ୍କୁ ମିଳିଲା ଫାଇଦା, ପୁଣି ଥରେ…
ନୂଆଦିଲ୍ଲୀ,୨୫।୩: ICC ପୁଣିଥରେ ତା’ର ସଦ୍ୟତମ ରାଙ୍କିଙ୍ଗ ପ୍ରକାଶ କରିଛି । ଯଦିଓ ପୂର୍ବ ଅପଡେଟ୍ ପରଠାରୁ ବହୁତ ଟି-୨୦ ମ୍ୟାଚ୍ ହୋଇନାହିଁ – ଅର୍ଥାତ୍ ଏଥିରେ କୌଣସି ବଡ଼ ପରିବର୍ତ୍ତନ ହୋଇନାହିଁ । ତଥାପି କିଛି ଛୋଟ ପରିବର୍ତ୍ତନ ପରିଲକ୍ଷିତ ହୋଇପାରେ।…
IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…
ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗତଥରର ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଫ୍ରାଞ୍ଚାଇଜ୍ ଏବେ ବିକ୍ରି ହୋଇଯାଇଛି।…
ଆଇପିଏଲ୍ରୁ ଓହରିଲେ ଓପନିଂ ବ୍ୟାଟର ଡକେଟ
ନୂଆଦିଲ୍ଲୀ,୨୪ା୩: ଇଂଲଣ୍ଡର ଓପନିଂ ବ୍ୟାଟର ବେନ ଡକେଟ ଆଗାମୀ ଆଇପିଏଲ୍ରୁ ଓହରି ଯାଇଛନ୍ତି। ନିଜ କ୍ୟାରିୟର ଉପରେ ଧ୍ୟାନ ଦେବା ପାଇଁ ସେ ଏଭଳି ନିଷ୍ପତ୍ତି ନେଇଥିବା କହିଛନ୍ତି। ତାଙ୍କୁ ୨ କୋଟି ଟଙ୍କାରେ ଦିଲ୍ଲୀ କ୍ୟାପିଟାଲ୍ସ କିଣିଥିଲା। ହେଲେ ଦିଲ୍ଲୀ…
ଏତେ କୋଟି ଟଙ୍କାରେ ବିକ୍ରି ହେଲା ରାଜସ୍ଥାନ ରୟାଲ୍ସ , ଜାଣିଲେ ଉଡିଯିବ ହୋସ୍
ନୂଆଦିଲ୍ଲୀ,୨୪।୩: ରାଜସ୍ଥାନ ରୟାଲ୍ସ ଦଳକୁ ୧.୬୩ ବିଲିୟନ ଆମେରିକୀୟ ଡଲାରରେ ବିକ୍ରି କରାଯାଇଛି। ଆମେରିକୀୟ ବ୍ୟବସାୟୀ କାଲ ସୋମାନୀଙ୍କ ନେତୃତ୍ୱରେ ଏକ ସଂଘ ପ୍ରାୟ ୧୫,୨୮୬ କୋଟିରେ RR ଫ୍ରାଞ୍ଚାଇଜକୁ କିଣିଛି। କାଲ ସୋମାନୀଙ୍କ ପାଖରେ IntraEdge, Academian, ଏବଂ Truyo.AI…
ଇଂଲଣ୍ଡର ମୁଖ୍ୟ କୋଚ୍ ଭାବେ କାର୍ଯ୍ୟ ଜାରି ରଖିବେ ମ୍ୟାକୁଲମ
ଲଣ୍ଡନ,୨୪ା୩: ନ୍ୟୁଜିଲାଣ୍ଡର ପୂର୍ବତନ ଅଧିନାୟକ ବ୍ରେଣ୍ଡନ ମ୍ୟାକୁଲମ ୩ଟି ଫର୍ମାଟରେ ଇଂଲଣ୍ଡ ଦଳର ମୁଖ୍ୟ କୋଚ୍ ଭାବେ କାର୍ଯ୍ୟ ଜାରି ରଖିବେ। ଏ ନେଇ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ବେନ ଷ୍ଟୋକ୍ସ…
ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି
ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦଳର ଦ୍ରୁତ ବୋଲର ୟଶ ଦୟାଲ…
IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…
ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର ଉଲ୍ଲେଖିତ ଉଦ୍ଦେଶ୍ୟ ହେଉଛି ଟୁର୍ଣ୍ଣାମେଣ୍ଟ ମଧ୍ୟରେ ଶୃଙ୍ଖଳା ବୃଦ୍ଧି କରିବା, ଦଳର ପରିବେଶକୁ…
ଷ୍ଟାର୍କଙ୍କୁ ମିଳୁନି ଏନ୍ଓସି: ଦଳରେ ଯୋଗଦେବା ନେଇ ବଢ଼ିଲା ଅଡୁଆ
ନୂଆଦିଲ୍ଲୀ,୨୪ା୩: ଦିଲ୍ଲୀ କ୍ୟାପିଟାଲ୍ସ ଦଳକୁ ଏପର୍ଯ୍ୟନ୍ତ ମିଚେଲ ଷ୍ଟାର୍କଙ୍କ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ଠାରୁ ନୋ ଅବଜେକଶନ ସାର୍ଟିଫିକେଟ (ଏନ୍ଓସି) ମିଳିନାହିଁ। ଏହାସତ୍ତ୍ୱେ ଦଳର ପ୍ରଥମ ମ୍ୟାଚ୍ ପୂର୍ୱରୁ ଷ୍ଟାର୍କ ଉପଲବ୍ଧ ହେବେ ବୋଲି ଫ୍ରାଞ୍ଚାଇଜ ପକ୍ଷରୁ ଆଶା ପ୍ରକଟ କରାଯାଇଛି।…
IPL 2026: କୋଲକାତାର କ୍ୟାପ୍ଟେନ ହେବେକି ରିଙ୍କୁ ସିଂ? KKRକୁ ପରାମର୍ଶ ଦେଲେ….
ନୂଆଦିଲ୍ଲୀ,୨୪।୩: ତିନିଥର ଚାମ୍ପିଅନ୍ କୋଲକାତା ନାଇଟ୍ ରାଇଡର୍ସ ପୁଣି ଥରେ ଅଜିଙ୍କ୍ୟ ରାହାଣେଙ୍କ ଅଧିନାୟକତ୍ୱରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି । ଗତ ସିଜନରେ କେକେଆରର ଅଧିନାୟକ ନିଯୁକ୍ତ ହୋଇଥିବା ରାହାଣେଙ୍କୁ ପୁଣି ଥରେ ଆଇପିଏଲ ୨୦୨୬ରେ ଏହି ଦାୟିତ୍ୱ ତୁଲାଇବାର…
ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି
ନୂଆଦିଲ୍ଲୀ,୨୩।୩: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି ମାରିଛନ୍ତି । ସେହିପରି ପୁରୁଷ ବର୍ଗରେ ଜଣେ ପାକିସ୍ତାନୀ ଖେଳାଳି ଏହି ଆଓ୍ବାର୍ଡ…
MS Dhoni IPL Retirement:ଏତିକି ବର୍ଷ ବୟସ ପର୍ଯ୍ୟନ୍ତ ଖେଳିବାକୁ ଲକ୍ଷ୍ୟ ରଖିଛନ୍ତି ଧୋନୀ! IPL ଅବସରକୁ ନେଇ ମୁହଁ ଖୋଲିଲେ ମାହି
ନୂଆଦିଲ୍ଲୀ,୨୩।୩: ଚେନ୍ନାଇ ସୁପର କିଙ୍ଗ୍ସର ଏକ ପ୍ରଶଂସକ କାର୍ଯ୍ୟକ୍ରମରେ, ଏମଏସ ଧୋନୀ ହାସ୍ୟରସପୂର୍ଣ୍ଣ ଭାବରେ ମନ୍ତବ୍ୟ ଦେଇଥିଲେ ଯେ ସେ ୬୦ ବର୍ଷ ବୟସ ପର୍ଯ୍ୟନ୍ତ ଆଇପିଏଲ ଖେଳିପାରିବେ, ଏହି ମନ୍ତବ୍ୟ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ସୃଷ୍ଟି କରିଥିଲା।…
ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…
ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ ଥର ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)…
Archives


