ଟିମ ଇଣ୍ଡିଆରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ସ୍ଥାନ, କାନ୍ଦିଲେ ବଡ଼ ବଡ଼ ଖେଳାଳି!
ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଟିମ ଇଣ୍ଡିଆ ଘୋଷଣା କରିଛି। ଦଳରେ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ ମୋଟ ୮ଟି ବଡ଼ ପରିବର୍ତ୍ତନ କରାଯାଇଛି। ଏହାରି ମଧ୍ୟରେ…
ଚମକାଇଲା BCCIର ନିଷ୍ପତ୍ତି: ଆଫଗାନିସ୍ତାନ ସିରିଜ୍ରୁ ୮ ଷ୍ଟାର୍ ଖେଳାଳି ଆଉଟ୍, ପଛରେ ରହିଛି ଏହି ବଡ଼ କାରଣ!
ନୂଆଦିଲ୍ଲୀ,୨।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ସେପ୍ଟେମ୍ବର ୧ରେ ବିସିସିଆଇ ଏହି ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରିଛି। ଦଳକୁ ସଞ୍ଜୁ ସାମସନ, ଜସପ୍ରୀତ ବୁମରାଙ୍କ ସମେତ ଅନେକ ଷ୍ଟାର୍ ଖେଳାଳି…
ଟିମ ଇଣ୍ଡିଆରେ ହେଲା ବଡ଼ ଓଲଟପାଲଟ: ବୈଭବଙ୍କୁ ମିଳିଲା ସ୍ଥାନ, ୩ ବଡ଼ ଖେଳାଳି ପଡିଲେ ବାଦ୍
ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷରେ ହେବାକୁ ଥିବା ଟି-୨୦ ସିରିଜ ପାଇଁ ବିସିସିଆଇ ମଙ୍ଗଳବାର ଭାରତୀୟ ଦଳ ଘୋଷଣା କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱରେ ୧୫ ଜଣିଆ ଦଳରେ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ସ୍ଥାନ ମିଳିଛି। ନିକଟରେ ଇଂଲଣ୍ଡ ବିପକ୍ଷରେ…
ବୈଭବ ସୂର୍ଯ୍ୟବଂଶୀଙ୍କ ୬ ଐତିହାସିକ ରେକର୍ଡ, ଭାଙ୍ଗିବା ପ୍ରାୟ ଅସମ୍ଭବ!
ନୂଆଦିଲ୍ଲୀ,୨।୯: ଖୁବ କମ ବୟସରେ କ୍ରିକେଟ ଜଗତରେ ବଡ଼ ନାଁ କରିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ସେ ଯେଉଁ ସିରିଜ କିମ୍ବା ଟୁର୍ନାମେଣ୍ଟରେ ଖେଳୁଛନ୍ତି, ସେଠାରେ କୌଣସି ନା କୌଣସି ବଡ଼ ରେକର୍ଡ ନିଜ ନାଁରେ କରି ଚର୍ଚ୍ଚାକୁ ଆସୁଛନ୍ତି। ନିଜର ଛୋଟ…
ଇସ୍ତଫା ଦେଲେ ମିଶ୍ବା-ଉଲ-ହକ୍, କାହିକି ଜାଣନ୍ତୁ…
କରାଚି,୧ା୯: ଇଂଲଣ୍ଡ ଟୁର୍ରେ ପ୍ରଥମ ଦୁଇ ଟେଷ୍ଟରେ ଶୋଚନୀୟ ପରାଜୟ ପରେ ପାକିସ୍ତାନ କ୍ରିକେଟ୍ରେ ଆମୂଳଚୂଳ ପରିବର୍ତ୍ତନ ଜାରି ରହିଛି। ଦଳର ୭ ଖେଳାଳିଙ୍କୁ ସ୍ବଦେଶ ପଠାଇ ଦିଆଯିବା ସହ ମୁଖ୍ୟ କୋଚ୍ ସର୍ଫରାଜ ଅହମ୍ମଦ ଓ ବୋଲିଂ କୋଚ୍ ଉମର…
ସାହାଣୀ କପ୍ ଫୁଟ୍ବଲ୍: ୩ରେ ହେବ ଖେଳାଳି ଚୟନ, କେମିତି କରିବେ ଆବେଦନ ଜାଣନ୍ତୁ…
କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କ୍ରୀଡ଼ା ସଂସ୍ଥା ଆନୁକୂଲ୍ୟରେ ସାହାଣୀ କପ୍ ସିନିଅର ପୁରୁଷ ଆନ୍ତଃ ଜିଲା ଫୁଟ୍ବଲ୍ ଟୁର୍ନାମେଣ୍ଟ ପାଇଁ ଆସନ୍ତା ଗୁରୁବାର ଷ୍ଟାଡିୟମ୍ ପଡ଼ିଆରେ ଜିଲା ଦଳ ଚୟନ ହେବ। ଆଗ୍ରହୀ ପୁରୁଷ ଖେଳାଳି ନିଜର ପ୍ରମାଣପତ୍ର…
ଆଶ୍ଚର୍ଯ୍ୟ ହେଲେ ବି ସତ: ଗୋଟିଏ ମ୍ୟାଚ୍ରେ ଦୁଇଥର ଭାଙ୍ଗିଲା ଗୋଟିଏ ବିଶ୍ୱରେକର୍ଡ, ଅନ୍ତର୍ଜାତୀୟ T20ରେ ଘଟିଲା…
ନୂଆଦିଲ୍ଲୀ,୧।୯: ୨୦୨୭ ଦିନିକିଆ ବିଶ୍ୱକପର ତିନି ସହ ଆୟୋଜକ ନାମ୍ବିଆ, ଜିମ୍ବାୱେ ଏବଂ ଦକ୍ଷିଣ ଆଫ୍ରିକା। ବର୍ତ୍ତମାନ ପରସ୍ପର ବିପକ୍ଷରେ ଏକ T20 ସିରିଜରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଏହି ତ୍ରିକୋଣୀୟ T20 ସିରିଜର ତୃତୀୟ ମ୍ୟାଚ ଅଗଷ୍ଟ ୩୧ରେ ଜିମ୍ବାୱେ ଏବଂ…
ଚମତ୍କାର ବିଜୟ ସହ ଫାଇନାଲରେ ସିଧା ପହଞ୍ଚିଲା ବୈଭବଙ୍କ ଦଳ, ଦମ୍ଦାର ବ୍ୟାଟିଂ ସହିତ ଟିମ୍କୁ ଜିତାଇଲେ…
ନୂଆଦିଲ୍ଲୀ,୧।୯: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲରେ ଇଷ୍ଟ ଜୋନ ଚମତ୍କାର ବିଜୟ ହାସଲ କରିଛି। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୧ ମଧ୍ୟରେ ବିସିସିଆଇ ସେଣ୍ଟର ଅଫ ଏକ୍ସିଲେନ୍ସରେ ଖେଳାଯାଇଥିବା ଏହି ମ୍ୟାଚରେ ଇଷ୍ଟ ଜୋନ ସେଣ୍ଟ୍ରାଲ ଜୋନକୁ ୪ ଉଇକେଟ୍ରେ ପରାସ୍ତ…
ଗୋଟିଏ T20 ମ୍ୟାଚ୍ରେ ଦୁଇଟି ଶତକ! CPLରେ ଇତିହାସ ସୃଷ୍ଟି କଲେ ଏହି କ୍ରିକେଟର୍, ଜାଣନ୍ତୁ ରୋଚକ ଘଟଣା
ନୂଆଦିଲ୍ଲୀ,୧।୯: କାରିବିଆନ ପ୍ରିମିୟର ଲିଗ (CPL) ରେ ଅନେକ ବ୍ୟାଟସମ୍ୟାନ ଶତକ ମାରିଛନ୍ତି। ଏହି ୱେଷ୍ଟଇଣ୍ଡିଜ ଟି-୨୦ ଲିଗରେ ଏପର୍ଯ୍ୟନ୍ତ ମୋଟ ୩୬ ଶତକ ମାରିଛନ୍ତି। କିନ୍ତୁ ଏହି ଲିଗ୍ରେ ଏମିତି ଜଣେ ବ୍ୟାଟ୍ସମ୍ୟାନ୍ ଅଛନ୍ତି, ଯିଏ ଗୋଟିଏ ମ୍ୟାଚ୍ରେ ଦୁଇଟି…
ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ
ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର ବିସ୍ଫୋରକ ବ୍ୟାଟିଂରେ ସେ ଚର୍ଚ୍ଚା ସାଉଁଟୁଛନ୍ତି। ପ୍ରଥମେ IPL, ପରେ ଇଣ୍ଡିଆ-ଏ ଏବଂ…
ପାକିସ୍ତାନ କ୍ରିକେଟରେ ଝଡ଼: ଇଂଲଣ୍ଡରେ ଲଜ୍ଜାଜନକ ପରାଜୟ ପରେ ଏହି ଖେଳାଳି ଛାଡ଼ିଲେ…
ନୂଆଦିଲ୍ଲୀ,୧।୯: ପାକିସ୍ତାନ କ୍ରିକେଟରେ ସମସ୍ୟା କମିବାର ନାଁ ନେଉନାହିଁ। ଇଂଲଣ୍ଡ ବିପକ୍ଷ ସିରିଜ ମଧ୍ୟରେ ଦଳକୁ ଆଉ ଏକ ବଡ଼ ଝଟକା ଲାଗିଛି। ଦିଗ୍ଗଜ କ୍ରିକେଟର୍ ମିସବାହ-ଉଲ-ହକ ସିଲେକ୍ସନ କମିଟିରୁ ଇସ୍ତଫା ଦେଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ମିସବାହ ପାକିସ୍ତାନ କ୍ରିକେଟ…
ଏହି କ୍ରିକେଟର୍ଙ୍କ ହାତରେ ଅଛି ଚୁମ୍ବକ! ଏମିତି କ୍ୟାଚ୍ ଧରିଲେ, କ୍ରିକେଟ୍ ଜଗତରେ ପଡ଼ିଲା ଚହଳ, ଦେଖନ୍ତୁ VIDEO
ନୂଆଦିଲ୍ଲୀ,୧।୯: ନ୍ୟୁଜିଲାଣ୍ଡ କ୍ରିକେଟର୍ ଗ୍ଲେନ ଫିଲିପ୍ସଙ୍କ କ୍ୟାଚ୍କୁ ନେଇ କ୍ରିକେଟ୍ ଜଗତରେ ଚହଳ ପଡ଼ିଛି। କାରିବିଆନ ପ୍ରିମିୟର ଲିଗ୍ରେ ସେ ଏମିତି ଏକ କ୍ୟାଚ ନେଇଛନ୍ତି, ଯାହା ଦେଖିଲେ ତାଙ୍କ ହାତରେ ଚୁମ୍ବକ ଥିବା ପରି ମନେ ହେଉଛି। ଏହି ମୁହୂର୍ତ୍ତର…

