ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି
କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି। ସେମାନେ ହକି କର୍ତ୍ତୃପକ୍ଷଙ୍କ ପଦକ୍ଷେପକୁ ଅପେକ୍ଷା କରିଛନ୍ତି। ଜଣେ ଜାତୀୟ ଖେଳାଳିଙ୍କ କହିବା ଅନୁସାରେ…
ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ
ଆଡିଲେଡ୍,୨୧ା୧୨: ସ୍ଥାନୀୟ ଆଡିଲେଡ୍ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି ଥିବାବେଳେ ଅଷ୍ଟ୍ରେଲିଆ ୫ ମ୍ୟାଚ ବିଶିଷ୍ଟ ଆଶେସ ସିରିଜରେ ୩-୦ରେ ଅଗ୍ରଣୀ ସହ ଆଗୁଆ…
IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ
ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ ପରାସ୍ତ କରିଛି। ଟାଇଟଲ୍ ମ୍ୟାଚ୍ରେ ପ୍ରଥମେ ବ୍ୟାଟିଂ କରି ସମୀର ମିନହାସଙ୍କ ଏକ ଧମାକାଦାର…
ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ ପଡ଼ିଆ ବାହାରେ, ସେ ଆହୁରି ଅଧିକ ସୁଦୃଢ଼ ଇନିଂସ ଖେଳୁଛନ୍ତି। କୋଟି କୋଟି ଟଙ୍କାର…
ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର
ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ ସାମିଲ ନଥିଲା। ଏହା ନିଶ୍ଚିତ ହୋଇଛି ଯେ ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ…
ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ
ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ ଖେଳାଯିବ। ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଏହି ମାସବ୍ୟାପୀ ଟୁର୍ଣ୍ଣାମେଣ୍ଟ ଆୟୋଜନ କରିବେ।…
ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ
ଆଡିଲେଡ୍,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ ଘଟାଇଥିଲେ। ଇଂଲଣ୍ଡ ଉପ-ଅଧିନାୟକ ହ୍ୟାରୀ ବ୍ରୁକ (୩୦) ଓ ଅଧିନାୟକ ବେନ୍ ଷ୍ଟୋକ୍ସ ବୋଲ୍ଡ…
ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ
ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମା ଏକ ଭିନ୍ନ ମତ ଦେଇଛନ୍ତି।…
କାହିଁକି ବାଦ୍ ପଡ଼ିଲେ ଗିଲ୍: ମୁହଁ ଖୋଲିଲେ ଅଗରକର
ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍ ବିଶ୍ୱକପ୍ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର ଅଧିନାୟକ ଶୁବମନ ଗିଲ୍ଙ୍କୁ ଦଳରୁ ବାଦ୍ ଦିଆଯାଇଛି। ଅନ୍ୟପକ୍ଷେ ଚୟନ କମିଟି ମୁଖ୍ୟ ଅଜିତ୍…
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ
ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ ପ୍ରମୁଖ ତାରକା ଏହି ଦଳରୁ ଅନୁପସ୍ଥିତ ଅଛନ୍ତି। ଏହି ଦଳରେ ଆଉ ଏକ ଆଶ୍ଚର୍ଯ୍ୟଜନକ…
୭୫୩ ଦିନ ପରେ ସରିଲା ବନବାସ, ଟିମ୍ ଇଣ୍ଡିଆ ପାଇଁ କେମିତି ଚୟନ ହେଲେ ଇଶାନ କିଶନ, ଜାଣନ୍ତୁ…
ନୂଆଦିଲ୍ଲୀ,୨୦।୧୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ୱିକେଟକିପର-ବ୍ୟାଟ୍ସମ୍ୟାନ ଇଶାନ କିଶାନ ଦୁଇ ବର୍ଷ ପରେ ଦଳକୁ ଫେରିଛନ୍ତି। ଇଶାନ ଶେଷ ଥର ପାଇଁ ୨୮ ନଭେମ୍ବର, ୨୦୨୩ ରେ ଟିମ ଇଣ୍ଡିଆ ପାଇଁ ଖେଳିଥିଲେ।…
ଶୁବମନ ଗିଲ ଆଉଟ ହେବା ପରେ ବଡ଼ ସମସ୍ୟାର ହେଲା ସମାଧାନ!
ନୂଆଦିଲ୍ଲୀ,୨୦।୧୨: ଶନିବାର ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଜାନୁଆରୀରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳି ୧୫ ଜଣିଆ ଦଳ ଏହାର ପ୍ରସ୍ତୁତିକୁ ଆହୁରି ମଜବୁତ କରିବ। ଜାନୁଆରୀ ୨୧, ୨୦୨୬…
Archives


