ଆଜି ଦ୍ୱିତୀୟ ଦିନିକିଆ: ସିରିଜ କବ୍ଜା ଲକ୍ଷ୍ୟରେ ଓହ୍ଲାଇବ ଭାରତ
ବ୍ରିଜ୍ ଟାଉନ୍, ୨୯।୭: ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ ମ୍ୟାଚ୍ ବିିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମୁକାବିଲା ଶନିବାର ବ୍ରିଜ୍ଟାଉନ୍ରେ ଖେଳାଯିବ। ପ୍ରଥମ ଦିନିକିଆରେ ଭାରତ ୫ ଉଇକେଟରେ ବିଜୟ ଲାଭ କରିଥିଲା। ଏଣୁ ରୋହିତ ବ୍ରିଗେଡ ଏହି ମୁକାବିଲା…
ବିବାହ ପୂର୍ବରୁ ସମସ୍ତେ ପଛରେ ପଡ଼ନ୍ତି, ପରେ ବଦଳି ଯାଆନ୍ତି: ସାକ୍ଷୀ ଧୋନୀ
ବମ୍ବେ: ୨୦୧୦ରେ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀଙ୍କ ହାତ ଧରିଥିଲେ ସାକ୍ଷୀ ସିଂହ ଧୋନୀ। ଏବେ ବିବାହକୁ ୧୩ ବର୍ଷ ବିତିଥିବା ବେଳେ ଦୁହେଁ ପରସ୍ପର ସହ ବେଶ ଖୁସି ଅଛନ୍ତି। ଉଭୟଙ୍କ ଲଭଷ୍ଟୋରୀକୁ ଫିଲ୍ମରେ ଲୋକେ ଦେଖି ସାରିଥିଲେ ହେଁ…
୨୦୨୪ ଟି -୨୦ ବିଶ୍ୱକପକୁ ନେଇ ଆସିଲା ଗୁରୁତ୍ୱପୂର୍ଣ୍ଣ ସୂଚନା, ଏହି ଦିନ ଆରମ୍ଭ ହେବ ମ୍ୟାଚ
ନୂଆଦିଲ୍ଲୀ,୨୯।୭: ଟି -୨୦ ବିଶ୍ୱକପ ୨୦୨୪ ସମ୍ବନ୍ଧରେ ଗୁରୁତ୍ୱପୂର୍ଣ୍ଣ ସୂଚନା ସାମ୍ନାକୁ ଆସିଛି। ମିଡିଆ ରିପୋର୍ଟ ଅନୁଯାୟୀ, ଆସନ୍ତା ବର୍ଷ ଖେଳାଯିବାକୁ ଥିବା ଟି -୨୦ ବିଶ୍ୱକପ ଜୁନରେ ଖେଳାଯାଇପାରେ। ଏହି ଟୁର୍ନାମେଣ୍ଟରେ ମୋଟ ୨୦ଟି ଦଳ ଅଂଶଗ୍ରହଣ କରିବେ। ଏହାପୂର୍ବରୁ…
ବିଶ୍ୱକପ ପାଇଁ ଟିକେଟ୍ କିଣିବାକୁ କରିଛନ୍ତି କି ଅପେକ୍ଷା, ଜାଣନ୍ତୁ କେବେଠୁ ଆରମ୍ଭ ହେବ ବୁକିଂ
ନୂଆଦିଲ୍ଲୀ,୨୯।୭: ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ ୫ ଅକ୍ଟୋବରରେ ଆରମ୍ଭ ହେବ। ଭାରତରେ ଆୟୋଜିତ ହେବାକୁ ଥିବା ଏହି ମେଗା ଇଭେଣ୍ଟ ଦେଶର ୧୦ଟି ସହରରେ ଆୟୋଜିତ ହେବ। ତେବେ ୧୯ ନଭେମ୍ବରରେ ଫାଇନାଲ ମ୍ୟାଚ ଖେଳାଯିବ। ଟୁର୍ଣ୍ଣାମେଣ୍ଟକୁ ସଫଳ କରିବା…
ରବି ଶାସ୍ତ୍ରୀଙ୍କ ଜୀବନସାଥୀ ହୋଇଥାନ୍ତେ ଅମୃତା, ଏହି ସର୍ତ୍ତ ଲାଗି ଅଧାରେ ରହିଥିଲା ପ୍ରେମକାହାଣୀ…
ବମ୍ବେ: ଏକଦା ବଲିଉଡ୍ର ଶ୍ରେଷ୍ଠ ଅଭିନେତ୍ରୀ ଭାବେ ପରିଗଣିତ ହେଉଥିଲେ ଅମୃତା ସିଂହ। ତାଙ୍କ ସମୟର ସମସ୍ତ ସୁପରଷ୍ଟାରଙ୍କ ସହ ସେ କାମ କରିଛନ୍ତି। ହେଲେ ଅଭିନୟ କମ୍ ବ୍ୟକ୍ତିଗତ ଜୀବନକୁ ନେଇ ସେ ରହୁଥିଲେ ବେଶ ଚର୍ଚ୍ଚାରେ। ଫିଲ୍ମ ‘ବେତାବ’ରୁ…
ଜୁଲାଇ ୩୦ ବୈଠକରେ ଅଧ୍ୟକ୍ଷତା କରିବେ ବ୍ରିଜଭୂଷଣ
ନୂଆଦିଲ୍ଲୀ, ୨୯ା୭ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ନିର୍ବାଚନ ପୂର୍ବରୁ ଜୁଲାଇ ୩୦ରେ ବସିବାକୁ ଥିବା ଏକ ବୈଠକରେ ବିଦାୟୀ ସଭାପତି ବ୍ରିଜଭୂଷଣ ଶରଣ ସିଂ ଅଧ୍ୟକ୍ଷତା କରିବେ। ନୂଆ କର୍ମକର୍ତ୍ତାଙ୍କ ଲାଗି ହେବାକୁଥିବା ନିର୍ବାଚନ ପାଇଁ ସେ ତାଙ୍କ ପ୍ରାର୍ଥୀ…
ଇଂଲଣ୍ଡ, ଚାଇନା ବିଜୟୀ: ଆର୍ଜେଣ୍ଟିନା-ଦକ୍ଷିଣ ଆଫ୍ରିକା ମ୍ୟାଚ ଡ୍ର
ସିଡ୍ନୀ/ଡୁନେଡିନ୍/ ଆଡିଲେଡ୍, ୨୯ା୭: ଚଳିତ ଫିଫା ମହିଳା ଫୁଟବଲ ବିଶ୍ୱକପ୍ରେ ଶୁକ୍ରବାର ଇଂଲଣ୍ଡ ଓ ଚାଇନା ସେମାନଙ୍କ ମ୍ୟାଚରେ ବିଜୟ ଲାଭ କରିଥିବା ବେଳେ ଆର୍ଜେଣ୍ଟିନା ଓ ଦକ୍ଷିଣ ଆଫ୍ରିକା ମଧ୍ୟାରେ ଅନୁଷ୍ଠିତ ମ୍ୟାଚ ଡ୍ର’ ଭାବେ ଶେଷ ହୋଇଛି। ସିଡ୍ନୀଠାରେ…
ସ୍ମିଥ୍ଙ୍କ ଅର୍ଦ୍ଧଶତକ ସମ୍ମାନ ରଖିଲା
ଲଣ୍ଡନ, ୨୯।୭: ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ୫ମ ତଥା ଅନ୍ତିମ ଆଶେସ କ୍ରିକେଟ ଟେଷ୍ଟରେ ଷ୍ଟିଭେନ୍ ସ୍ମିଥଙ୍କ ଅର୍ଦ୍ଧଶତକ ଅଷ୍ଟ୍ରେଲିଆର ସମ୍ମାନ ରଖିଛି। ପ୍ରଥମ ଇନିଂସରେ ଇଂଲଣ୍ଡ ୨୮୩ ରନ କରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ଦିବସରେ ରିପୋର୍ଟ ପ୍ରସ୍ତୁତ ବେଳକୁ ଅଷ୍ଟ୍ରେଲିଆ…
ଭାରତ ସିଧା କ୍ୱାର୍ଟରଫାଇନାଲ ଖେଳିବ
ନୂଆଦିଲ୍ଲୀ,୨୯ା୭: ଏସିଆନ ଗେମ୍ସ ମହିଳା କ୍ରିକେଟ ପ୍ରତିଯୋଗିତା ପାଇଁ ଡ୍ର’ ଅନୁଷ୍ଠିତ ହୋଇଯାଇଛି। ତଦନୁସାରେ ଭାରତ ସିଧାସଳଖ କ୍ୱାର୍ଟରଫାଇନାଲ ଖେଳିବ। ଆଇସିସି ଦ୍ୱାରା ଦୁଇଟି ମ୍ୟାଚରୁ ସସ୍ପେଣ୍ଡ ହୋଇଥିବାରୁ ଦଳ ଯଦି ଫାଇନାଲରେ ପ୍ରବେଶ କରେ ତେବେ ଅଧିନାୟିକା ହରମନପ୍ରୀତ ଏଥିରେ…
କଳିଙ୍ଗରେ ଡ୍ରାଗ୍ଫ୍ଲିକ୍ କ୍ୟାମ୍ପ ଆରମ୍ଭ
ଭୁବନେଶ୍ୱର, ୨୯।୭ (ତପନ ସ୍ବାଇଁ): ଓଡ଼ିଶାରେ ହକିର ବିକାଶ ଲକ୍ଷ୍ୟରେ ଆଉ ଏକ ପଦକ୍ଷେପ ସ୍ବରୂପ ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ, ହକି ଆସୋସିଏଶନ ଅଫ୍ ଓଡ଼ିଶା ଏବଂ ନାଭାଲ ଟାଟା ଏଚ୍ପିସିର ମିଳିତ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମରେ…
ଆହାନଙ୍କୁ ଡବଲ ଟାଇଟଲ
ଭୁବନେଶ୍ୱର, ୨୯।୭ (ତପନ ସ୍ବାଇଁ): ଛତିଶଗଡ଼ର ଭିଲାଇଠାରେ ଅନୁଷ୍ଠିତ ଏସିଆନ ୧୪ ବର୍ଷରୁ କମ୍ ର଼୍ୟାଙ୍କିଙ୍ଗ୍ (କାଟେଗୋରୀ-୨) ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଆହାନ ଡବଲ ଟାଇଟଲ ହାସଲ କରିଛନ୍ତି। ସେ ୧୪ ବର୍ଷରୁ କମ୍ ବାଳିକା ବର୍ଗରେ ଉଭୟ ସିଙ୍ଗଲ୍ସ ଓ…
ସିରିଜ ବିଜୟ ଲକ୍ଷ୍ୟରେ ଭାରତ
ବାର୍ବାଡୋସ, ୨୯।୭: ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚ ଶନିବାର ଏଠାରେ ଅନୁଷ୍ଠିତ ହେବ। ପ୍ରଥମ ଦିନିକିଆକୁ ୫ ଉଇକେଟରେ ଜିତି ଭାରତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀଲାଭ କରିଛି। ତେଣୁ…

