ଖେଳ

ଫିଫା ମହିଳା ବିଶ୍ୱକପ: ଫିଲିପାଇନ୍ସ, କଲମ୍ବିଆ ବିଜୟୀ

ଓ୍ବେଲିଂଟନ୍‌, ୨୬ା୭(ପି.ଟି.): ଫିଫା ମହିଳା ଫୁଟବଲ୍‌ ବିଶ୍ୱକପ୍‌ରେ ମଙ୍ଗଳବାର ଫିଲିପାଇନ୍ସ, କଲମ୍ବିଆ ବିଜୟ ହାସଲ କରିଥିବା ବେଳେ ସୁଇଜରଲାଣ୍ଡ ବିପକ୍ଷରେ ପଏଣ୍ଟ ବାଣ୍ଟିଛି ନରଓ୍ବେ। ଫିଲିପାଇନ୍ସ ବିଶ୍ୱକପ୍‌ ଇତିହାସରେ ଏହାର ପ୍ରଥମ ବିଜୟ ହାସଲ କରିଥିବା ବେଳେ ସରିନା ବୋଲ୍ଡେନ୍‌ ପ୍ରଥମ…

ଦ୍ୱିତୀୟ ସ୍ଥାନକୁ ଖସିଲା ଭାରତ

ଦୁବାଇ,୨୬ା୭(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଦ୍ୱିତୀୟ ଟେଷ୍ଟ ଡ୍ର ପରେ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଷ୍ଟାଣ୍ଡିଂରେ ଦ୍ୱିତୀୟ ସ୍ଥାନକୁ ଖସିଆସିଛି। ଦୁଇ ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ରହିବା ପରେ ଭାରତ ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟରେ ମଧ୍ୟ ବିଜୟୀ ହେବ…

ଭାରତ ୫ ଟେଷ୍ଟ, ୩ ଦିନିକିଆ, ୮ ଟି୨୦ ଖେଳିବ

ନୂଆଦିଲ୍ଲୀ, ୨୬।୭ (ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ୨୦୨୩-୨୪ ଘରୋଇ ସିଜନ ପାଇଁ ଟିମ୍‌ ଇଣ୍ଡିଆର କାର୍ଯ୍ୟସୂଚୀ ପ୍ରକାଶିତ ହୋଇଛି। ଏହି ସମୟ ମଧ୍ୟରେ ଭାରତୀୟ କ୍ରିକେଟ ଦଳ ୫ ଟେଷ୍ଟ, ୮ ଟି୨୦ ଓ ୩ଟି…

ଭାରତୀୟ ଦଳରେ ଓଡ଼ିଶାର ଅମିତ

ନୂଆଦିଲ୍ଲୀ, ୨୬।୭: ହିରୋ ଏସିଆନ ଚାମ୍ପିୟନ୍ସ ଟ୍ରଫି ଚେନ୍ନାଇର ମେୟର ରାଧାକ୍ରିଷ୍ଣନ ଷ୍ଟାଡିୟମରେ ଅଗଷ୍ଟ ୩ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ମଙ୍ଗଳବାର ୧୮ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାରୁ କେବଳ…

ୱେଷ୍ଟଇଣ୍ଡିଜ ଖେଳାଳିଙ୍କୁ ଟିପ୍ସ ଦେଲେ କୋହଲି, ଜାଡେଜା

ଡୋମିନିକା,୨୫।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଡ୍ରରେ ଶେଷ ହୋଇଛି। ତେବେ ଭାରତୀୟ ଦଳ ସିରିଜ ୧-୦ରେ ଜିତିବାରେ ସଫଳ ହୋଇଛି। ବାସ୍ତବରେ, ପୋର୍ଟ ଅଫ ସ୍ପେନ ଟେଷ୍ଟର ପଞ୍ଚମ ଦିନ ମ୍ୟାଚ ବର୍ଷା ଯୋଗୁ ଧୋଇଗଲା।…

ଏସିଆ କପ୍‌ରେ ଏହି ୧୫ ଖେଳାଳିଙ୍କୁ ଟିମ ଇଣ୍ଡିଆରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୨୫।୭: ଏସୀୟ କ୍ରିକେଟର ମହାକୁମ୍ଭ ଅର୍ଥାତ୍‌ ୨୦୨୩ ଏସିଆ କପ୍‌ ଅଗଷ୍ଟ ୩୦ରୁ ଆରମ୍ଭ ହେବ। ଏହି ଟୁର୍ନାମେଣ୍ଟର ସମସ୍ତ ମ୍ୟାଚ ପାକିସ୍ତାନ ଏବଂ ଶ୍ରୀଲଙ୍କାରେ ଖେଳାଯିବ। ସେପ୍ଟେମ୍ବର ୨ରେ ଭାରତ ଏବଂ ପାକିସ୍ତାନର ଦଳ ମୁହାଁମୁହିଁ ହେବେ। ୨୦୨୩ଏସିଆ କପ୍‌ର…

୨ ମ୍ୟାଚରୁ ବାଦ୍‌ ପଡିପାରନ୍ତି ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୨୫।୭: ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ହରମନପ୍ରୀତ କୌରଙ୍କ ଉପରେ ୨ ମ୍ୟାଚର ପ୍ରତିବନ୍ଧ ଲଗାଯାଇପାରେ। ଏହା ପଛର କାରଣ ହେଉଛି ବାଂଲାଦେଶ ମହିଳା ଦଳ ବିପକ୍ଷ ଶେଷ ଦିନିକିଆ ମ୍ୟାଚରେ ଅମ୍ପାୟାରଙ୍କ ନିଷ୍ପତ୍ତି ସମ୍ପର୍କରେ ଦେଇଥିବା ବିବୃତ୍ତି। ଖେଳର…

ସିରଜ୍‌ ଜିତିବା ସତ୍ତ୍ୱେ ଭାରତକୁ ଝଟ୍‌କା

ନୂଆଦିଲ୍ଲୀ,୨୫।୭: ୱେଷ୍ଟଇଣ୍ଡିଜ ବିପକ୍ଷ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ଭାରତ ୧-୦ରେ ଜିତିନେଇଛି। ଦ୍ୱିତୀୟ ଟେଷ୍ଟର ଶେଷ ଦିନ ବର୍ଷା ହେତୁ ଡ୍ରରେ ଶେଷ ହୋଇଛି। ଏଥି ସହିତ ସିରିଜର ପ୍ରଥମ ଟେଷ୍ଟକୁ ଭାରତୀୟ ଦଳ ଗୋଟିଏ ଇନିଂସ ଏବଂ…

ଭାରତ ବିପକ୍ଷ ଦିନିକିଆ ସିରିଜ୍‌ ପାଇଁ ଓ୍ବେଷ୍ଟଇଣ୍ଡିଜ୍‌ ଦଳ ଘୋଷଣା

ନୂଆଦିଲ୍ଲୀ,୨୫।୭:ଟେଷ୍ଟ ସିରିଜ ପରେ ବର୍ତ୍ତମାନ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯିବ। ଏହି ସିରିଜ୍‌ ପାଇଁ ଓ୍ବେଷ୍ଟଇଣ୍ଡିଜ୍‌ ୧୫ ଜଣିଆ ଦଳ ଘୋଷଣା କରିଛି। ଭାରତୀୟ କ୍ରିକେଟ ବୋର୍ଡ ଦିନିକିଆ ସିରିଜ ପାଇଁ ନିଜ…

ହୃଦୟ ଜିତିଲେ ଇଶାନ କିଶନ

ତ୍ରିନିଦାଦ,୨୫।୭: ପୋର୍ଟ ଅଫ ସ୍ପେନରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଖେଳାଯାଉଥିବା ଦ୍ୱିତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଡ୍ର’ ରହିଛି। ଏହି ମ୍ୟାଚ୍‌ରେ ହୃଦୟ ଜିଣିଛନ୍ତି ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ଇଶାନ କିଶନ। ଏହି ମ୍ୟାଚରେ କିଶାନ ମାତ୍ର ୩୩ ବଲରେ…

ସାଦ ଖାଇଲେ ଅଷ୍ଟ୍ରେଲିଆ କ୍ରିକେଟର୍‌ଙ୍କ ସ୍ତ୍ରୀ

ଅଷ୍ଟ୍ରେଲିଆ କ୍ରିକେଟ ଦଳର ତାରକା ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଏବଂ ତାଙ୍କ ସ୍ତ୍ରୀ ଭିନି ରମଣ ଖୁବ ଶୀଘ୍ର ମାତାପିତା ହେବାକୁ ଯାଉଛନ୍ତି। ମ୍ୟାକ୍ସୱେଲ ଏବଂ ଭିନି ୧୮ମାର୍ଚ୍ଚ ୨୦୨୨ ରେ ହିନ୍ଦୁ ଏବଂ ଖ୍ରୀଷ୍ଟିଆନ ରୀତିନୀତି ସହିତ ବିବାହ କରିଥିଲେ।…

କୋହଲିଙ୍କ ପ୍ରଶଂସାରେ ଶତମୁଖ ରୋହିତ ଶର୍ମା

ତ୍ରିନିଦାଦ,୨୫।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ ବର୍ଷା ଯୋଗୁ ଡ୍ର’ରେ ଶେଷ ହୋଇଥିଲା। ଦ୍ୱିତୀୟ ଟେଷ୍ଟରେ ବର୍ଷା ଯୋଗୁ ଶେଷ ଦିନର ଖେଳ ଆରମ୍ଭ ହୋଇପାରି ନ ଥିଲା। ଏହି ସିରିଜ ଭାରତ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?