ଖେଳ

ଭାବୁକ ହେଲେ ଧାଓ୍ବନ: କହିଲେ ‘କ୍ରିକେଟରେ ନିଜର ସର୍ବଶ୍ରେଷ୍ଠ ଦେଇଛି, ହେଲେ…

ନୂଆଦିଲ୍ଲୀ,୧୫।୨: ପ୍ରଦର୍ଶନ ସତ୍ତ୍ୱେ ଭାରତୀୟ ଟିମ୍‌ରୁ ବାଦ୍‌ ପଡ଼ିଛନ୍ତି ଓପନର୍‌ ଶିଖର ଧାଓ୍ବନ। ରୋହିତ ଶର୍ମା ଏବଂ କେ ଏଲ୍‌ ରାହୁଲଙ୍କୁ ବିଶ୍ରାମ ଦିଆଯିବା ସମୟରେ ନଭେମ୍ବରରେ ତାଙ୍କୁ ଟିମ୍‌ ଇଣ୍ଡିଆ ଅଧିନାୟକ କରାଯାଇଥିଲା। ହେଲେ ଏହାପରେ ତାଙ୍କୁ ସୁଯୋଗ...

ଭାରତୀୟ ଦଳ ପାଇଁ ଖୁସି ଖବର

କେପଟାଉନ,୧୫।୨: ଟି-୨୦ ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ଜିତିବା ପରେ ଆଜି ଭାରତୀୟ ଦଳ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ୍‌ ଖେଳିବାକୁ ପଡିଆକୁ ଓହ୍ଲାଇଛି। ଏହି ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ ଅଧିନାୟକ ହେଲି ମାଥ୍ୟୁସ ଟସ ଜିତି ପ୍ରଥମେ ବ୍ୟାଟିଂ...

ପୁଣି ସାରା ତେନ୍ଦୁଲକରଙ୍କୁ ନେଇ ଚର୍ଚ୍ଚାରେ ଶୁଭମନ; ପ୍ରଶଂସକ କହୁଛନ୍ତି ‘ଚୋରି ଧରା ପଡ଼ିଗଲା’

ନୂଆଦିଲ୍ଲୀ,୧୫।୨: ପୁଣି ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ କ୍ରିକେଟର ଶୁଭମନ ଗିଲ। ମଙ୍ଗଳବାର ଭ୍ୟାଲେଣ୍ଟାଇନ୍‌ ଡେ’ ଉପଲକ୍ଷେ ସେ ଏକ ଫଟୋ ଇନଷ୍ଟାଗ୍ରାମରେ ଶେୟାର କରିଥିଲେ। ଏହାପରେ ତାଙ୍କ ନାଁ ଆଉ ଥରେ ମହାନ ବ୍ୟାଟ୍ସମ୍ୟାନ୍‌ ସଚିନ ତେନ୍ଦୁଲକରଙ୍କ ଝିଅ...

କ୍ରିକେଟ୍‌ରଙ୍କୁ ଟିପ୍ସ ଦେବେ ସାନିଆ

ବେଙ୍ଗାଲୁରୁ,୧୫।୨: ମହିଳା ପ୍ରିମିୟର ଲିଗରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦଳର ମେଣ୍ଟର ଭାବରେ ଭାରତୀୟ ଟେନିସ ତାରକା ସାନିଆ ମିର୍ଜା ନିଯୁକ୍ତ ହୋଇଛନ୍ତି। ବୁଧବାର ଟୁଇଟର୍‌ ମାଧ୍ୟମରେ ଆରସିବି ଏହା ନିଶ୍ଚିତ କରିଛି। ଆରସିବିର ଟୁଇଟର୍‌ରେ କହିଛି, ମହିଳାମାନଙ୍କ ପାଇଁ...

ବିଶ୍ୱର ନମ୍ବର-୧ ଟିମ୍‌ ହେଲା ଭାରତ

ନୂଆଦିଲ୍ଲୀ,୧୫।୨: ନାଗପୁରରେ ଅଷ୍ଟ୍ରେଲିଆ ବିପକ୍ଷରେ ବର୍ଡର-ଗାଭାସ୍କର ଟ୍ରଫିର ପ୍ରଥମ ଟେଷ୍ଟ ମ୍ୟାଚ ଜିତିବା ପରେ ଭାରତୀୟ କ୍ରିକେଟ ଦଳ ବର୍ତ୍ତମାନ ଟେଷ୍ଟ ମାନ୍ୟତାରେ ପ୍ରଥମ ସ୍ଥାନ ଅଧିକାର କରିଛି। ଆଇସିସି ଦ୍ୱାରା ପ୍ରକାଶିତ ସର୍ବଶେଷ ଟେଷ୍ଟ ମାନ୍ୟତାରେ, ଯେଉଁଠାରେ ଟିମ...

ଜାତୀୟ ସ୍କି ଓ ସ୍ନୋବୋର୍ଡ ଚାମ୍ପିୟନଶିପ୍‌ ଉପରେ ନଜର

ଭୁବନେଶ୍ୱର, ୧୫।୨(କ୍ରୀଡ଼ା ପ୍ରତିନିଧି): ଜମ୍ମୁ-କଶ୍ମୀରର ଗୁଲ୍‌ମାର୍ଗରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ଶୀତକାଳୀନ କ୍ରୀଡ଼ାରେ ପ୍ରଭାବୀ ପ୍ରଦର୍ଶନ କରି ସମସ୍ତଙ୍କ ମନ ଜିତିଥିବା ଓଡ଼ିଶାର ସ୍ନୋ ଗର୍ଲ ରଞ୍ଜିତା ବେହେରା ଏବେ ଜାତୀୟ ଚାମ୍ପିୟନଶିପ୍‌ ଉପରେ ନଜର କେନ୍ଦ୍ରୀଭୂତ କରିଛନ୍ତି। ଉତ୍ତରାଖଣ୍ଡର...

ଆଜି କଟକ ଆସିବେ ରାଇନା ଓ ପ୍ରଜ୍ଞାନ

କଟକ ଅଫିସ,୧୫।୨: ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ସୁରେଶ ରାଇନା ଏବଂ ପ୍ରଜ୍ଞାନ ଓଝା ବୁଧବାର କଟକ ଆସିବେ। ଗୁରୁଡିଝାଟିଆର କପୁରସିଂହ ଖେଳ ପଡ଼ିଆରେ ଏମଜିଏମ ସ୍କୁଲ ଅଫ ସ୍ପୋଟର୍‌ସ ଆଣ୍ଡ ସେର ଅଫ ଏକ୍ସିଲେନ୍ସ ଫର କ୍ରିକେଟ ଏକାଡେମୀ ଉଦ୍‌ଘାଟିତ...

ଦ୍ୱିତୀୟ ଟେଷ୍ଟ ପାଇଁ ଆୟର ଫିଟ୍‌

ନୂଆଦିଲ୍ଲୀ,୧୫।୨(ପି.ଟି): ଅଷ୍ଟ୍ରେଲିଆ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତୀୟ ମିଡିଲ ଅର୍ଡର ବ୍ୟାଟର ଶ୍ରେୟସ ଆୟାରଙ୍କୁ ଫିଟ୍‌ ଘୋଷଣା କରିଛି ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ)। ବାଂଲଦେଶ ବିପକ୍ଷ ସିରିଜରେ ଆୟରଙ୍କ ପ୍ରଦର୍ଶନ ବେଶ ବଢିଆ ଥିଲେ ମଧ୍ୟ ଲୋୟର ବ୍ୟାକ୍‌...

ଗୁଜରାଟ-ମୁମ୍ବାଇ ଉଦ୍‌ଘାଟନୀ ମ୍ୟାଚ୍‌

ମୁମ୍ବାଇ,୧୫।୨: ମେନ୍ସ ପ୍ରିମିୟର ଲିଗ୍‌ର ନିଲାମି ଶେଷ ହେବାର ଗୋଟିଏ ଦିନ ପରେ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ସମୁଦାୟ ୨୨ଟି ମ୍ୟାଚ୍‌ ଖେଳାଯିବାକୁ ଥିବା ବେଳେ ଉଦ୍‌ଘାଟନୀ ମ୍ୟାଚରେ ସାମ୍ନସାମ୍ନି ହେବେ ଗୁଜରାଟ ଜାଏଣ୍ଟ୍ସ ଓ ମୁମ୍ବାଇ ଇଣ୍ଡିଆନ୍ସ। ମାର୍ଚ୍ଚ...

ପଞ୍ଜାବଠାରୁ ଓଡ଼ିଶା ପରାସ୍ତ

ଭୁବନେଶ୍ୱର, ୧୫।୨(କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟର ଅନ୍ତିମ ରାଉଣ୍ଡରେ ଓଡ଼ିଶା ପ୍ରଥମ ପରାଜୟ ସ୍ବାଦ ଚାଖିଛି। କ୍ୟାପିଟାଲ ଫୁଟବଲ ଆରେନାରେ ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ଘରୋଇ ଦଳ ୧-୨ ଗୋଲରେ ପଞ୍ଜାବ ନିକଟରୁ ହାରିଯାଇଛି।...

ଓଡ଼ିଶାରୁ ଭାଗ ନେବେ ୩୦ ପ୍ରତିଯୋଗୀ

ଭୁବନେଶ୍ୱର, ୧୫।୨(ସ୍ପୋଟର୍‌ସ ବ୍ୟୁରୋ): ଉତ୍ତରାଖଣ୍ଡର ଡେରାଡୁନ୍‌ଠାରେ ଚଳିତ ମାସ ୧୭ରୁ ୨୯ ପର୍ଯ୍ୟନ୍ତ ଜାତୀୟ ସିନିୟର ଓ ୨୧ବର୍ଷରୁ କମ୍‌ କରାଟେ ପ୍ରତିଯୋଗିତା ହେବ। ଏଥିରେ ଭାଗ ନେବାପାଇଁ ଓଡ଼ିଶା ରାଜ୍ୟ କରାଟେ ସଂଘ ତରଫରୁ ମନୋନୀତ ୩୦ ପ୍ରତିଯୋଗୀ...

ଜମ୍ମୁ କଶ୍ମୀରକୁ ଗର୍ବିତ କଲେ ଜେସିଆ ଅଖତର

ନୂଆଦିଲ୍ଲୀ,୧୫।୨: ଜମ୍ମୁ କଶ୍ମୀରର ଏକାଧିକ ପୁରୁଷ କ୍ରିକେଟର ଆଇପିଏଲ ତଥା ଜାତୀୟ ଦଳ ପାଇଁ ଖେଳି ସୁନାମ ଅର୍ଜନ କରିଥିବା ବେଳେ ପ୍ରଥମ ଥର ପାଇଁ ମହିଳା କ୍ରିକେଟର ମାନଚିତ୍ରରେ ଜମ୍ମୁ କାଶ୍ମୀରକୁ ସ୍ଥାନ ଦେଇଛନ୍ତି ଜେସିଆ ଅଖତର। ସୋମବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri