ଖେଳ

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ ଦଳର ଦୁର୍ଦଶା ସହ୍ୟ କରିପାରି ନ ଥିଲେ ଏବଂ ତାଙ୍କୁ ପଡ଼ିଆ ଛାଡିବାକୁ…

IND vs PAK: ଟିମ୍ ଇଣ୍ଡିଆର ଦମଦାର୍ ବିଜୟ, ଭାଇରାଲ ହେଉଛି ଗୌତମ ଗମ୍ଭୀରଙ୍କ ୬ ଶବ୍ଦର ପୋଷ୍ଟ

କଲମ୍ବୋ,୧୬।୨: ପାକିସ୍ତାନ ବିପକ୍ଷରେ ଭାରତର ଦମଦାର ବିଜୟ ପରେ, ଭାରତୀୟ ଦଳର କୋଚ୍ ଗୌତମ ଗମ୍ଭୀରଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଭାରତର ବିଜୟ ପରେ ଭାରତୀୟ ପ୍ରଶଂସକମାନେ ସୋସିଆଲ ମିଡିଆ ମାଧ୍ୟମରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତ ପ୍ରଥମେ ବ୍ୟାଟିଂ କରିବ ଏକ ଦୃଢ଼ ସ୍କୋର କରିଥିଲା, କିନ୍ତୁ…

ବିଜୟ ପରେ ମଧ୍ୟ ଟିମ୍‌ ଇଣ୍ଡିଆ ଖେଳାଳିଙ୍କ ମଧ୍ୟରେ ଫାଟ! ଏହି କାରଣରୁ ଯୁକ୍ତିତର୍କ, VIDEO ଭାଇରାଲ୍‌

ନୂଆଦିଲ୍ଲୀ,୧୬।୨: ୨୦୨୬ ଟି୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଜବରଦସ୍ତ ବିଜୟ ପରେ ଟିମ ଇଣ୍ଡିଆ ଶିବିରରେ ସେଲିବ୍ରେଶନର ପରିବେଶ ଥିଲାବେଳେ, ମ୍ୟାଚ ପରେ ପଡ଼ିଆରେ ଏକ ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ…

ଜବରଦସ୍ତ ବିଜୟ ପରେ ଏମିତି କଥା କହିଦେଦେଲ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଲମ୍ବୋ,୧୬।୨: ICC T20 ବିଶ୍ୱକପର ଏକ ଗ୍ରୁପ ଏ ମ୍ୟାଚ୍‌ରେ ପାକିସ୍ତାନ ବିପକ୍ଷରେ ୬୧ ରନର ଜବରଦସ୍ତ ବିଜୟ ସହିତ ସୁପର -୮ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ କହିଛନ୍ତି, ଏହି ପିଚ୍‌ରେ ପ୍ରଥମେ…

ପାକିସ୍ତାନର ଗର୍ବ ଭାଙ୍ଗିଲେ ଏହି ୫ ଖେଳାଳି: ସାଜିଲେ ବିଜୟର ହିରୋ

କଲମ୍ବୋ,୧୬।୨: ୨୦୨୬ ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷରେ ଆଉ ଏକ ସ୍ମରଣୀୟ ବିଜୟ ସହିତ ଭାରତ ସୁପର ୮ରେ ପ୍ରାୟ ନିଜର ସ୍ଥାନ ସୁରକ୍ଷିତ କରିଛି। ଏହି ମହମୁକାବିଲାରେ ଭାରତ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଛି। କଲମ୍ବୋର ଆର. ପ୍ରେମଦାସା…

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର ତିନୋଟି ମ୍ୟାଚ୍ ଜିତି ସୁପର-୮ ପର୍ଯ୍ୟାୟରେ ନିଜର ସ୍ଥାନ ପକ୍କା କରିଥିବା ବେଳେ…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ‘ଟିମ୍ ଇଣ୍ଡିଆ’ ଉଭୟ ବ୍ୟାଟିଂ ଓ ବୋଲିଂରେ ଦମଦାର ପ୍ରଦର୍ଶନ କରି…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍ କ୍ୟାରିୟରର ଏହି ସଫଳତା ପଛରେ ରହିଛି ଜଣେ ଭାରତୀୟ ଦିଗ୍ଗଜଙ୍କ ହାତ। ସେ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି ଭାରତୀୟ ଓପନର୍ ଅଭିଷେକ ଶର୍ମାଙ୍କୁ ଶସ୍ତାରେ ଆଉଟ୍ କରିବାରେ ସଫଳ ହୋଇଛି। ଅସୁସ୍ଥତା…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ ଶେଷ ଆଡ଼କୁ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଓ ଶିବମ ଦୁବେଙ୍କ ଉପଯୋଗୀ ପାଳି…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର ୨୭ ବଲ୍‌ରେ ନିଜର ଅର୍ଦ୍ଧଶତକ ପୂର୍ଣ୍ଣ କରି ଭାରତକୁ ଏକ ଦୃଢ ସ୍ଥିତିରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri