୪୦ ବର୍ଷର ରେକର୍ଡ ଭାଙ୍ଗିଲେ ରୋହିତ-ଜୟସ୍ବାଲ
ଡୋମିନିକା,୧୩।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଡୋମିନିକାରେ ଖେଳାଯାଉଛି। ଏହି ମ୍ୟାଚର ପ୍ରଥମ ଦିନରେ ଭାରତୀୟ ଦଳ ନିଜର ପ୍ରାଧାନ୍ୟ ବିସ୍ତାର କରିଛି। ଏଥି ସହିତ, ଏହି ମ୍ୟାଚରେ ଭାରତର ୪୦…
ପଶ୍ଚିମାଞ୍ଚଳ ନିୟନ୍ତ୍ରଣରେ ପ୍ରଥମ ଦିନ
ବେଙ୍ଗାଲୁରୁ, ୧୩ା୭ (ପି.ଟି.): ଦୁଲୀପ୍ ଟ୍ରଫି ଫାଇନାଲ୍ର ପ୍ରଥମ ଦିନର ଖେଳ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଆରମ୍ଭ ହୋଇଛି। ବୋଲରଙ୍କ ସଫଳତା ବଳରେ ପ୍ରଥମ ଦିନର ଖେଳକୁ ନିୟନ୍ତ୍ରଣରେ ରଖିଛି ପଶ୍ଚିମାଞ୍ଚଳ। ବର୍ଷା ବାଧାପ୍ରାପ୍ତ ପ୍ରଥମ ଦିନର ଷ୍ଟମ୍ପ ଅପସାରଣ ସୁଦ୍ଧା…
ଏସିଆ କପ୍ କାର୍ଯ୍ୟସୂଚୀ ଚୂଡ଼ାନ୍ତ: ପାକିସ୍ତାନ ଯିବ ନାହିଁ ଭାରତ
ନୂଆଦିଲ୍ଲୀ, ୧୩ା୭(ପି.ଟି.): ଏସିଆ କପ୍ କାର୍ଯ୍ୟସୂଚୀ ଚୂଡାନ୍ତ ହୋଇଛି। ଭାରତୀୟ କ୍ରିକେଟ ଦଳ ପାକିସ୍ତାନରେ ଏହାର ମ୍ୟାଚ ଖେଳିବ ନାହିଁ ବୋଲି ବୁଧବାର ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ସ୍ପଷ୍ଟ କରାଯାଇଛି। ବିସିସିଆଇ ସମ୍ପାଦକ ଜୟ ଶାହା ଓ ପାକିସ୍ତାନ…
ମୀନା, ଜ୍ୟୋତ୍ସ୍ନାଙ୍କୁ ସ୍ବର୍ଣ୍ଣ, ଝିଲି ରୌପ୍ୟ
ଭୁବନେଶ୍ୱର, ୧୩ା୭(ତପନ ସ୍ବାଇଁ): ଗ୍ରେଟର ନଏଡ଼ାଠାରେ ବୁଧବାର ଆରମ୍ଭ ହୋଇଥିବା ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍ର ପ୍ରଥମ ଦିବସରେ ଓଡ଼ିଶା ଭାରୋତ୍ତୋଳନ ଏଚ୍ପିସି ଆଥଲେଟ୍ ଜ୍ୟୋତ୍ସ୍ନା ଶବର ଓ ମୀନା ଶାନ୍ତା ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ୪୦ କେଜି ୟୁଥ୍ ବର୍ଗରେ…
ଭାରତୀୟ ଦଳରେ ଓଡ଼ିଶାର ରାକେଶ, ତପନ
ଭୁବନେଶ୍ୱର, ୧୩।୭ (ତପନ ସ୍ବାଇଁ): ଏସିଆନ ଗେମ୍ସ ୨୦୨୩ ପାଇଁ ଆର୍ଟିଷ୍ଟିକ୍ସ ଜିମ୍ନାଷ୍ଟିକ୍ସ ଚୟନ ଟ୍ରାଏଲ ବୁଧବାର କଳିଙ୍ଗ ଷ୍ଟାଡିୟମର ଜିମ୍ନାଷ୍ଟିକ୍ସ ସେଣ୍ଟରରେ ଶେଷ ହୋଇଛି। ଜିମ୍ନାଷ୍ଟିକ୍ସ ଫେଡେରେଶନ ଅଫ୍ ଇଣ୍ଡିଆ ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ ଆୟୋଜିତ…
ଅଶ୍ୱିନଙ୍କୁ ୫ ଉଇକେଟ
ଡୋମିନିକା, ୧୩ା୭: ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍ ଡୋମିନିକାରେ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ୍ ଖବର ପ୍ରସ୍ତୁତ ସୁଦ୍ଧା ୧୫୦ ରନ୍ରେ ସମସ୍ତ ଉଇକେଟ ହରାଇଛି। ସଫଳ ବୋଲର ଭାବରେ ରବିଚନ୍ଦ୍ରନ ଅଶ୍ୱିନ…
ନିତା ଫୁଟବଲ ଏକାଡେମୀ ପକ୍ଷରୁ ଖେଳାଳି ଚୟନ ୧୪ରୁ
ଖୁଣ୍ଟୁଣୀ, ୧୩ା୭ (ସଚ୍ଚିଦାନନ୍ଦ ପଣ୍ଡା): ନିତା ଫୁଟବଲ ଏକାଡେମୀ ପକ୍ଷରୁ ଓଡ଼ିଶାର ବାଳିକା ଯୁବ ପ୍ରତିଭା ଫୁଟବଲ ଖେଳାଳି ମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଜାତୀୟ ସ୍ଥରରେ ପହଞ୍ଚାଇବାକୁ ଏକ ଅଭିନବ ଉଦ୍ୟମ ଆରମ୍ଭ ହୋଇଛି । ଏହାକୁ ଦୃଷ୍ଟିରେ ରଖି…
ହଟିବ ଦ୍ୱିପାକ୍ଷିକ ସିରିଜ୍, ବର୍ଷକୁ ଥରେ ବିଶ୍ୱକପ୍
ଲଣ୍ଡନ, ୧୩ା୭ (ପି.ଟି.): କ୍ରିକେଟକୁ ଅଧିକ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ କରିବା ପାଇଁ ଓ ଏହାକୁ ଅଧିକ ଲୋକପ୍ରିୟ କରିବା ଲାଗି କ୍ରିକେଟର ନିୟମ ପ୍ରଣେତା ମେରିଲ୍ବୋନ୍ କ୍ରିକେଟ କ୍ଲବ(ଏମ୍ସିସି) ପକ୍ଷରୁ କିଛି ପ୍ରସ୍ତାବ ଦିଆଯାଇଛି। ଏହି ପ୍ରସ୍ତାବ ଅନୁସାରେ ଟେଷ୍ଟ କ୍ରିକେଟ ଓ…
ଫୁଟ୍ବଲରେ ବଢ଼ିଛି ବିଦ୍ୱେଷ
ଲଣ୍ଡନ, ୧୩ା୭(ପି.ଟି.): ବିଶ୍ୱର ଅନ୍ୟତମ ଲୋକପ୍ରିୟ ଖେଳ ଫୁଟବଲ୍ରେ ବିଦ୍ୱେଷ ବଢିଥିବା ନେଇ କିକ୍ ଇଟ୍ ଆଉଟ୍ ଏହାର ରିପୋର୍ଟରେ ଉଲ୍ଲେଖ କରିଛି। ପୂର୍ବ ବର୍ଷ ତୁଳନାରେ ୨୦୨୨-୨୩ରେ ଫୁଟବଲ ପଡିଆରେ ବିଦ୍ୱେଷାତ୍ମକ ଆଚରଣ ବେଶ୍ ବୃଦ୍ଧି ପାଇଥିବା କୁହାଯାଇଛି। ବୁଧବାର…
ବଲାଙ୍ଗୀରରେ ରାଜ୍ୟ ସିନିୟର ର଼୍ୟାଙ୍କିଙ୍ଗ୍ ବ୍ୟାଡ୍ମିଣ୍ଟନ
ବଲାଙ୍ଗୀର, ୧୩ା୭ (ବୀରେନ୍ଦ୍ର କୁମାର ଝାଙ୍କର): ଆସନ୍ତା ଜୁଲାଇ ୧୪ରୁ ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲ ଇନ୍ଡୋର ବ୍ୟାଡମିଣ୍ଟନ ଷ୍ଟାଡିୟମରେ ଓଡ଼ିଶା ସିନିୟର ର଼୍ୟାଙ୍କିଙ୍ଗ୍ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହେବ । ଓଡ଼ିଶା ରାଜ୍ୟ ବ୍ୟାଡମିଣ୍ଟନ ସଂଘ ଦ୍ୱାରା ଅନୁମୋଦିତ ଏହି ପ୍ରତିଯୋଗିତାକୁ…
ସେମିରେ ସାବାଲେଙ୍କା, ଜାବେର୍
ଓ୍ବିମ୍ବେଲଡନ୍, ୧୩ା୭: ଟେନିସ୍ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ୍ର ମହିଳା ସିଙ୍ଗଲ୍ସ ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଆରିନା ସାବାଲେଙ୍କା ଓ ଓନ୍ସ ଜାବେର୍। ବୁଧବାର ଅନୁଷ୍ଠିତ କ୍ୱାର୍ଟର ଫାଇନାଲରେ ବିଶ୍ୱ ମାନ୍ୟତାର ଦ୍ୱିତୀୟ ସ୍ଥାନରେ ଥିବା ବେଲାରୁଷର ଆରିନା ସାବାଲେଙ୍କା ୬-୨,…
ଭାରତ-ଓ୍ବେଷ୍ଟଇଣ୍ଡିଜ୍ ପ୍ରଥମ ଟେଷ୍ଟ: ଟସ୍ ଜିତିଲା ଓ୍ବେଷ୍ଟଇଣ୍ଡିଜ୍
ଡୋମିନିକା,୧୨।୭: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ୨ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଡୋମିନିକାରେ ଖେଳାଯାଉଛି। ୱେଷ୍ଟଇଣ୍ଡିଜ ଅଧିନାୟକ କ୍ରେଗ ବ୍ରାଥଓ୍ବେଟ୍ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଖେଳାଳି ଟିମ ଇଣ୍ଡିଆ…

