ଖେଳ

ଜିକ୍‌ସନଙ୍କ ପତାକା ସେଲିବ୍ରେଶନକୁ ନେଇ ବିବାଦ

ବେଙ୍ଗାଲୁରୁ, ୬ା୭(ପି.ଟି.): ଦୁଇ ମାସ ଧରି ମଣିପୁରରେ ଜାରି ରହିଥିବା ହିଂସାକାଣ୍ଡ ଶେଷରେ ଫୁଟବଲ ପଡିଆରେ ପହଞ୍ଚିଛି। ସାଫ୍‌ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତୀୟ ଜାତୀୟ ଫୁଟବଲ ଦଳର ସଦସ୍ୟ ଜିକ୍‌ସନ ସିଂଙ୍କ ସେଲିବ୍ରେଶନକୁ ନେଇ ବିବାଦ ଦେଖାଦେଇଛି। ଫାଇନାଲରେ ଭାରତ ସଡନ୍‌ଡେଥ୍‌ରେ…

ପ୍ରଥମ ପର୍ଯ୍ୟାୟରେ ଭାଗନେଲେ ୩୫୮

ଭୁବନେଶ୍ୱର, ୬।୭ (ତପନ ସ୍ବାଇଁ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ପେସ୍‌ ବୋଲର ପ୍ରତିଭା ଅନ୍ବେଷଣ ଶିବିର (ପ୍ରଥମ ପର୍ଯ୍ୟାୟ) ବୁଧବାର କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଯାଇଛି। ଅନୁଗୋଳ, ବାଲେଶ୍ୱର, ଭଦ୍ରକ, କଟକ, ଗଞ୍ଜାମ, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା,…

ସୁପର କପ୍‌ ବିଜେତାକୁ ପୁରସ୍କାର ପ୍ରଦାନ

କଟକ,୬ା୭ (ସୁପ୍ରିୟା ପ୍ରିୟର୍ଶିନୀ): ଫୁଟବଲ ଆସୋସିଏଶନ ଅଫ୍‌ ଓଡ଼ିଶା (ଫାଓ) ଆନୁକୂଲ୍ୟରେ କଟକର ବାରବାଟୀ ଷ୍ଟାଡିୟମରେ ବୁଧବାର ଫୁଟବଲ ଲିଗ୍‌ ଉଦ୍‌ଘାଟିତ ହୋଇଛି। ଫାଓ ଲିଗ୍‌ ନାମରେ ପରିଚିତ ଏହି ପ୍ରତିଯୋଗିତାର ପ୍ରଥମ ମ୍ୟାଚ ଓଡ଼ିଶା ପୋଲିସ ଓ ସ୍ପୋଟର୍‌ସ ଓଡ଼ିଶା…

ଇଂଲଣ୍ଡ ଫୁଟ୍‌ବଲରେ ପ୍ରଥମ ମହିଳା କୋଚ୍‌

ମାଞ୍ଚେଷ୍ଟର, ୬ା୭(ପି.ଟି.): ଇଂଲଣ୍ଡରେ ଦିନକୁ ଦିନ ମହିଳା ଫୁଟବଲର ଲୋକପ୍ରିୟତା ବୃଦ୍ଧି ପାଇବାରେ ଲାଗିଛି। ତେବେ ପୁରୁଷ ଟିମ୍‌ରେ ମହିଳା କୋଚ୍‌ ବା ସପୋର୍ଟ ଷ୍ଟାଫ୍‌ଙ୍କ ଉପସ୍ଥିତି ନଗଣ୍ୟ କହିଲେ ଅତ୍ୟୁକ୍ତି ହେବ ନାହିଁ। ଏଭଳି ଏକ ପରସ୍ଥିତିରେ ଇତିହାସ ରଚିଛନ୍ତି…

ଉତ୍ତରାଞ୍ଚଳ ୧୯୮ରେ ଅଲ୍‌ଆଉଟ

ବେଙ୍ଗାଲୁରୁ, ୬।୭: ଦୁଲିପ ଟ୍ରଫି କ୍ରିକେଟର ଏଠାରେ ଆରମ୍ଭ ହୋଇଥିବା ଦ୍ୱିତୀୟ ସେମିଫାଇନାଲରେ ଦକ୍ଷିଣାଞ୍ଚଳ ବୋଲରମାନେ ଚମତ୍କାର ବୋଲିଂ କରି ଉତ୍ତରାଞ୍ଚଳ ପ୍ରଥମ ଇନିଂସକୁ ୧୯୮ ରନରେ ସୀମିତ ରଖିଛନ୍ତି। ପଶ୍ଚିମାଞ୍ଚଳ ବୋଲିଂ ଆକ୍ରମଣର ନେତୃତ୍ୱ ନେଇଛନ୍ତି ବିଦ୍ୱାଥ କଭେରପ୍ପା। ଏହି…

ଏମ୍‌ଏଲ୍‌ଏସ୍‌ର ମହଙ୍ଗା ଖେଳାଳି ମେସି

ନୂଆଦିଲ୍ଲୀ, ୬ା୭: ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ ମେସି ନିକଟରେ ମେଜର ଲିଗ୍‌ ସକର (ଏମ୍‌ଏଲ୍‌ଏସ୍‌) ଦଳ ଇଣ୍ଟର ମାୟାମିରେ ଯୋଗ ଦେଇଥିଲେ। ପ୍ରାରମ୍ଭିକ ଭାବରେ ମେସିଙ୍କ ବେତନ ସମ୍ପର୍କରେ କୌଣସି ସୂଚନା ନ ଥିବା ବେଳେ ସେ ବାର୍ଷିକ…

ପଶ୍ଚିମାଞ୍ଚଳ ତାରକା ବ୍ୟାଟର ବିଫଳ

ଅଲୁର, ୬।୭ (ପି.ଟି.): ଦୁଲିପ ଟ୍ରଫି କ୍ରିକେଟର ପ୍ରଥମ ସେମିଫାଇନାଲ ଏଠାରେ ବୁଧବାର ପଶ୍ଚିମାଞ୍ଚଳ ଓ କେନ୍ଦ୍ରାଞ୍ଚଳ ମଧ୍ୟରେ ଆରମ୍ଭ ହୋଇଛି। ତାରକା ବ୍ୟାଟରଙ୍କ ବିଫଳତା ଯୋଗୁ ପଶ୍ଚିମାଞ୍ଚଳ ପ୍ରଥମ ଦିବସ ଖେଳ ଶେଷ ବେଳକୁ ପ୍ରଥମ ଇନିଂସରେ ୨୧୬ ରନ…

ଅଲିମ୍ପିଆନ୍‌ ଟ୍ରିପଲ ଜମ୍ପର୍‌ ଆନା ଜୋସଙ୍କୁ ୩ ବର୍ଷ ବାସନ୍ଦ

ମୋନାକୋ,୫ା୭: ଡୋପିଂ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଡୋମିନିକାନ୍‌ ରିପବ୍ଲିକର ଅଲିମ୍ପିକ୍ସ ଟ୍ରିପଲ ଜମ୍ପର୍‌ ଆନା ଜୋସ ଟିମାଙ୍କୁ ୩ ବର୍ଷ ପାଇଁ ବାସନ୍ଦ କରାଯାଇଛି। ଆଥଲେଟିକ୍ସ ଇଣ୍ଟେଗ୍ରିଟି ୟୁନିଟ୍‌ ପକ୍ଷରୁ ବୁଧବାର ଏହି ନିଷ୍ପତ୍ତି ନିଆଯାଇଛି। ଏହା ସହିତ ବିଶ୍ୱ…

ପ୍ରବୀଣଙ୍କୁ ଧକ୍କା ଦେଇଥିବା ଡ୍ରାଇଭର ଗିରଫ

ମିରଟ, ୫ା୭: ଏକ କାର ଦୁର୍ଘଟଣାରେ ଭାରତର ପୂର୍ବତନ କ୍ରିକେଟର ପ୍ରବୀଣ କୁମାର ଏବଂ ତାଙ୍କର ପୁଅ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏକ ଏସ୍‌ୟୁଭି କାର୍‌ରେ ପ୍ରବୀଣ ପୁଅଙ୍କ ସହିତ ପାଣ୍ଡବ ନଗରରୁ ଫେରୁଥିବା ବେଳେ କମିଶନର ଅଫିସ ସମ୍ମୁଖରେ ପଛ…

କେନ ୱିଲିୟମସନ ବିଶ୍ୱର ନମ୍ବର-୧ ବ୍ୟାଟ୍ସମ୍ୟାନ୍‌: ତାଲିକାରେ ମାତ୍ର ଜଣେ ଭାରତୀୟ

ନୂଆଦିଲ୍ଲୀ,୫।୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ପକ୍ଷରୁ ବୁଧବାର ଟପ-୧୦ ଟେଷ୍ଟ ବ୍ୟାଟିଂ ର଼୍ୟାଙ୍କିଂ ପ୍ରକାଶ ପାଇଛି। ଏହି ତାଲିକାରେ କେନ ୱିଲିୟମସନ ପ୍ରଥମ ସ୍ଥାନରେ ପହଞ୍ଚିଛନ୍ତି। ଆଇପିଏଲର ୧୦ତମ ସିଜନରେ ଆହତ ହେବା ପରଠାରୁ ନ୍ୟୁଜିଲାଣ୍ଡ ଦଳର ପୂର୍ବତନ ଅଧିନାୟକ…

କ୍ରମାଗତ ୨ ଥର ହାରିବା ପରେ ଇଂଲଣ୍ଡ ଦଳରେ ହେବ ବଡ଼ ପରିବର୍ତ୍ତନ

ଲଣ୍ଡନ,୫।୭: ଇଂଲଣ୍ଡ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ୨୦୨୩ ଆଶେସ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ଆସନ୍ତାକାଲିଠାରୁ ଅର୍ଥାତ୍‌ ୬ ଜୁଲାଇରୁ ଲିଡ୍ସର ହେଡିଙ୍ଗଲିରେ ଖେଳାଯିବ। ପ୍ରଥମ ଦୁଇଟି ଟେଷ୍ଟରେ ପରାଜୟ ପରେ ଆୟୋଜକ ଦଳ ଅନେକ ପରିବର୍ତ୍ତନ ସହିତ ତୃତୀୟ ଟେଷ୍ଟକୁ ଯିବେ।…

ନୂଆ ଲୁକ୍‌ରେ ନଜର ଆସିଲେ ରୋହିତ

ନୂଆଦିଲ୍ଲୀ,୫।୭: ୱେଷ୍ଟଇଣ୍ଡିଜରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଏକ ନୂଆ ଲୁକ୍‌ରେ ନଜର ଆସିଛନ୍ତି। ସମସ୍ତ ତିନୋଟି ଫର୍ମାଟର ସିରିଜ ଖେଳିବା ପାଇଁ ଭାରତୀୟ ଦଳ ୱେଷ୍ଟଇଣ୍ଡିଜ୍‌ରେ ପହଞ୍ଚିଛି। ଟେଷ୍ଟ ସିରିଜ ମାଧ୍ୟମରେ ଟିମ ଇଣ୍ଡିଆ ଏହି ଯାତ୍ରା ଆରମ୍ଭ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?