ଖେଳ

ବିଶ୍ୱକପ ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିପାରେ ଝଟକା

ନୂଆଦିଲ୍ଲୀ,୨୯।୬: ଭାରତରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପର ସରକାରୀ କାର୍ଯ୍ୟସୂଚୀ ଘୋଷଣା ହୋଇସାରିଛି। ଏହା ସହିତ ଏହି ମେଗା ଇଭେଣ୍ଟରେ ଅଂଶଗ୍ରହଣ କରୁଥିବା ସମସ୍ତ ଦଳ ବର୍ତ୍ତମାନ ପ୍ରସ୍ତୁତି ପାଇଁ ୧୦୦ ଦିନରୁ କମ ସମୟ ବାକି ଅଛି। ଅନ୍ୟପକ୍ଷରେ,…

‘ଟିମ ଇଣ୍ଡିଆ ଏକ ବଡ ଭୁଲ କରିଛି’, ରାହାନେଙ୍କୁ ଉପ-ଅଧିନାୟକ କରାଯିବା ନିଷ୍ପତ୍ତି ଉପରେ କହିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୨୯।୬: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ଅଜିଙ୍କ୍ୟ ରାହାନେଙ୍କୁ ଟେଷ୍ଟରେ ଉପ-ଅଧିନାୟକ କରାଯିବା ନିଷ୍ପତ୍ତି ଉପରେ ଆଶ୍ଚର୍ଯ୍ୟ ହୋଇଛନ୍ତି। ୱେଷ୍ଟ ଇଣ୍ଡିଜ ଗସ୍ତରେ ୧୨ ଜୁଲାଇରୁ ଟିମ ଇଣ୍ଡିଆକୁ ୨ ଟେଷ୍ଟ ସିରିଜର ପ୍ରଥମ ଟେଷ୍ଟ ମ୍ୟାଚ…

ବିଶ୍ୱକପ କାର୍ଯ୍ୟସୂଚୀ ପରେ ଏବେ ଟିକେଟ୍‌କୁ ଅପେକ୍ଷା, ଜାଣନ୍ତୁ କିପରି କରିବେ ବୁକିଂ

ନୂଆଦିଲ୍ଲୀ,୨୯।୬: ଆଇସିସି ବିଶ୍ୱକପ ୨୦୨୩ର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏଥର ଏହି ଟୁର୍ନାମେଣ୍ଟ ଭାରତରେ ଆୟୋଜିତ ହେବ। ଏହି କାରଣରୁ ଟିମ ଇଣ୍ଡିଆର ପ୍ରଶଂସକମାନେ ଉତ୍ସାହର ସହିତ ଟୁର୍ନାମେଣ୍ଟକୁ ଅପେକ୍ଷା କରିଛନ୍ତି। ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ୧୫ ଅକ୍ଟୋବରରେ…

ଆଇସିସି ଓ୍ବାଲର୍‌ଡକପ୍‌ ୨୦୨୩: ମ୍ୟାଚ୍‌କୁ ନେଇ ଭାଜପା ଏବଂ ଶିବସେନାକୁ ଟାର୍ଗେଟ କଲା ଏମଏନସି, କହିଲେ, ମ୍ୟାଚ୍‌ ଭାରତ ମାଟିରେ ଖେଳାଯିବା ଗ୍ରହଣୀୟ ନୁହେଁ

ନୂଆଦିଲ୍ଲୀ,୨୯।୬:ଆଇସିସି ଓ୍ବାଲର୍‌ଡକପ୍‌ ୨୦୨୩ର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏହାର ପ୍ରଥମ ମ୍ୟାଚ ଅକ୍ଟୋବର ୨ରେ ଗୁଜରାଟର ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ତେବେ କାର୍ଯ୍ୟସୂଚୀ ଅନୁଯାୟୀ ଅକ୍ଟୋବର ୧୫ରେ ଏହି ଷ୍ଟାଡିୟମରେ ଭାରତ-ପାକିସ୍ତାନ ମ୍ୟାଚ ଅନୁଷ୍ଠିତ ହେବ। ତେବେ ଏନେଇ…

୨୫ କୋଟି ଟଙ୍କାରେ ଦିଲ୍ଲୀ ଷ୍ଟାଡିୟମର ହେବ ନବୀକରଣ

ନୂଆଦିଲ୍ଲୀ, ୨୮ା୬: ଆସନ୍ତା ଅକ୍ଟୋବର ମାସରେ ଦିନିକିଆ କ୍ରିକେଟ ବିଶ୍ୱକପ୍‌ ୨୦୨୩ ଭାରତରେ ଅନୁଷ୍ଠିତ ହେବ। ଭାରତର ଅହମଦାବାଦ, ହାଇଦ୍ରାବାଦ, ଧର୍ମଶାଳା, ଦିଲ୍ଲୀ, ଚେନ୍ନାଇ, ଲକ୍ଷ୍ନୌ, ପୁଣେ, ବେଙ୍ଗାଲୁରୁ, ମୁମ୍ବାଇ ଓ କୋଲକାତା ଭଳି ୧୦ଟି ଭେନ୍ୟୁରେ ୪୮ ମ୍ୟାଚ ଖେଳାଯିବ।…

ଏଥର ମୋହାଲି, ଥିରୁଭାନନ୍ତପୁରମରେ ହେବ ନାହିଁ ଓ୍ବାର୍ଲଡ କପ ମୁକାବିଲା, ବିରୋଧୀ କହିଲେ ରାଜନୀତି ଦ୍ୱାରା ପ୍ରେରିତ ନିଷ୍ପତ୍ତି

ନୂଆଦିଲ୍ଲୀ,୨୮।୬: ଆଇସିସି କ୍ରିକେଟ ବିଶ୍ୱକପ ୨୦୨୩ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ କରିଛି। କାର୍ଯ୍ୟସୂଚୀ ଅନୁଯାୟୀ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବିଶ୍ୱକପର ଉଦଘାଟନ ଏବଂ ଅନ୍ତିମ ମ୍ୟାଚ ଖେଳାଯିବ। ଏହା ବ୍ୟତୀତ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ କେବଳ ଅହମ୍ମଦାବାଦରେ…

ବିଶ୍ୱକପରେ ୫ ମ୍ୟାଚ ହୋଇପାରେ ରୋମାଞ୍ଚକ, ତାଲିକାରେ ଭାରତ-ପାକିସ୍ତାନ ମ୍ୟାଚ ମଧ୍ୟ ସାମିଲ

ନୂଆଦିଲ୍ଲୀ,୨୮।୬: ବିଶ୍ୱକପ ୨୦୨୩ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥିରେ ଟିମ ଇଣ୍ଡିଆର ପ୍ରଥମ ମ୍ୟାଚ ଅଷ୍ଟ୍ରେଲିଆ ବିପକ୍ଷରେ ରହିଛି। ଏହି ମ୍ୟାଚ ଚେନ୍ନାଇରେ ୮ ଅକ୍ଟୋବରରେ ଖେଳାଯିବ। କାର୍ଯ୍ୟସୂଚୀ ପ୍ରକାଶ କରିବା ପରେ, ଆଇସିସି ପ୍ରଶଂସକଙ୍କ ସହ ଆଉ ଏକ ମଜାଦାର…

ଖାଣ୍ଡକର ଜୁନିୟର ମହିଳା ହକି ଦଳର ନୂଆ କୋଚ୍‌

ନୂଆଦିଲ୍ଲୀ, ୨୮ା୬ (ପି.ଟି.): ହକି ଇଣ୍ଡିଆ ମଙ୍ଗଳବାର ପୂର୍ବତନ ଅଧିନାୟକ ତୁଷାର ଖାଣ୍ଡକରଙ୍କୁ ଜୁନିୟର ମହିଳା ହକି ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଛି। ଏହି ଦଳ ବର୍ତ୍ତମାନ ବିଶ୍ୱକପ୍‌ ପାଇଁ ପ୍ରସ୍ତୁତ ହେଉଛି। ଏହା ନଭେମ୍ବର ୨୯ରୁ ଡିସେମ୍ବର…

ଆଜିଠାରୁ ଦୁଲୀପ ଟ୍ରଫି

ବେଙ୍ଗାଲୁରୁ, ୨୮ା୬ (ପି.ଟି.): ବୁଧବାର ଦୁଲିପ ଟ୍ରଫି ସହ ଭାରତର ଘରୋଇ କ୍ରିକେଟ ସିଜନ ଆରମ୍ଭ ହେବ। ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ କ୍ୱାର୍ଟରଫାଇନାଲ ମ୍ୟାଚ ଖେଳାଯିବ। ଆଲୁରଠାରେ କେନ୍ଦ୍ରାଞ୍ଚଳ ଓ ପୂର୍ବାଞ୍ଚଳ ମଧ୍ୟରେ ମ୍ୟାଚ ଖେଳାଯିବାକୁ ଥିବାବେଳେ ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମରେ…

ନୂଆ ମିଟ୍‌ ରେକର୍ଡରେ ରେକର୍ଡ

ଭୁବନେଶ୍ୱର, ୨୮।୬(ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଆଥ୍‌ଲେଟିକ୍ସ ମିଟ୍‌ର ୬୯ତମ ସଂସ୍କରଣ ଗତ ରବିବାର ଶେଷ ହୋଇଛି। କିଟ୍‌ ଓ କିସ୍‌ ପରିସରରେ ଥିବା ଦୂତୀ ଚାନ୍ଦ ଆଥ୍‌ଲେଟିକ୍ସ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରତିଯୋଗିତାରେ ୧୭୦୦ରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ବିଭିନ୍ନ ଇଭେଣ୍ଟରେ ଅଂଶଗ୍ରହଣ…

ଲେନି, ଆମେଙ୍କ ସହ ଓଏଫ୍‌ସିର ଚୁକ୍ତି

ଭୁବନେଶ୍ୱର, ୨୮ା୬(ସରୋଜ ଜେନା): ଓଡ଼ିଶା ଫୁଟବଲ୍‌ କ୍ଲବ୍‌(ଓଏଫ୍‌ସି) ପକ୍ଷରୁ ଆସନ୍ତା ସିଜନ ପାଇଁ ମିଡଫିଲ୍ଡର ଲେନି ରୋଡ୍ରିଗ୍ବେଜ ଓ ଡିଫେଣ୍ଡର ଆମେ ରଣାଓ୍ବଡେଙ୍କ ସହ ଚୁକ୍ତି ସ୍ବାକ୍ଷର କରାଯାଇଛି। ମଙ୍ଗଳବାର ଲେନିଙ୍କ ସହିତ ଏକବର୍ଷର ଚୁକ୍ତି ସ୍ବାକ୍ଷର ହୋଇଥିବା ବେଳେ ଏକ…

ଇଂଲଣ୍ଡ-ନ୍ୟୁଜିଲାଣ୍ଡ ଉଦ୍‌ଘାଟନୀ ମ୍ୟାଚ୍‌

ମୁମ୍ବାଇ, ୨୮ା୬ (ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପ୍‌- ୨୦୨୩କୁ ୧୦୦ ଦିନ ବାକି ରହିଥିବା ବେଳେ ମଙ୍ଗଳବାର ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ପକ୍ଷରୁ ପ୍ରକାଶ ପାଇଛି ଚୂଡାନ୍ତ କାର୍ଯ୍ୟସୂଚୀ। ବିଶ୍ୱର ସର୍ବବୃହତ୍‌ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରୁ ଅକ୍ଟୋବର ୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?