ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଖେଳିବେନି ବୁମ୍ରା-ହାର୍ଦ୍ଦିକ! ଜାଣନ୍ତୁ କାହିଁକି…
ନୂଆଦିଲ୍ଲୀ,୨୦।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେଉଛି ଦିନିକିଆ ସିରିଜ। ଏହି ସିରିଜରେ ତିନୋଟି ଦିନିକିଆ ଖେଳାଯିବ, କିନ୍ତୁ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଟିମ ଇଣ୍ଡିଆ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଖବର ମିଳିଛି…
ଟେଷ୍ଟ କ୍ରିକେଟ୍ରେ ଏମିତି ବିଶ୍ୱରେକର୍ଡ: ପୂର୍ବରୁ କେବେ ହୋଇ ନ ଥିଲା…
ମାଉଣ୍ଟ ମାଉଙ୍ଗାନୁଇ,୨୦।୧୨: ମାଉଣ୍ଟ ମାଉଙ୍ଗାନୁଇରେ ଖେଳାଯାଉଥିବା ନ୍ୟୁଜିଲାଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଟେଷ୍ଟ ଏକ ରୋମାଞ୍ଚକର ଘଟଣା ପାଲଟିଛି। ଆୟୋଜକ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଦିନରେ ୫୭୫ ରନରେ ସେମାନଙ୍କର ପ୍ରଥମ ଇନିଂସ ଘୋଷଣା କରିଛି। ଡେଭନ କନୱେ ଏବଂ ଟମ…
IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ
ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତିଲକ ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଯୋଗୁଁ ଭାରତ ମୋଟ ୨୩୧ ରନ କରିଥିଲା। ଅନ୍ୟପଟେ…
ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…
ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପଞ୍ଚମ ଟି-୨୦ ମ୍ୟାଚରେ ହାର୍ଦ୍ଦିକ ୬୩ ରନର ଏକ ଝଡ଼ମୟ…
ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା
ଦୁବାଇ,୧୯।୧୨: ସିନିଅର୍ ମେନ୍ସ ଏସିଆ କପ୍ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା ଅଣ୍ଡର-୧୯ ଏସିଆ କପ୍ ୨୦୨୫ରେ ଭାରତୀୟ ଦଳ ଫାଇନାଲ୍ରେ ସ୍ଥାନ ପାଇଛି। ଆୟୁଷ ମାହାତ୍ରେଙ୍କ…
ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…
ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସମ୍ପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ ଅଢ଼େଇ କୋଟି, ଉଥାପ୍ପାଙ୍କ ୮.୨୬ ଲକ୍ଷର ସମ୍ପତ୍ତି ଜବତ ହୋଇଛି। ସେହିପରି ଉର୍ବଶୀ ରୌତେଲାଙ୍କ…
୨୦୨୬ ଟି-୨୦ ବିଶ୍ୱକପ ଭାରତୀୟ ଦଳ: ଏହି ୫ ଖେଳାଳି ଦଳରୁ ପଡିପାରନ୍ତି ବାଦ୍, ଜାଣନ୍ତୁ ସେମାନେ କିଏ…
ନୂଆଦିଲ୍ଲୀ,୧୯।୧୨: ୨୦୨୫ ବର୍ଷ ଶେଷ ହେବା ସହିତ, ୨୦୨୬ ଟି୨୦ ବିଶ୍ୱକପ ପାଇଁ ଅପେକ୍ଷା ମଧ୍ୟ କମ ହେବାରେ ଲାଗିଛି। ଆସନ୍ତା ବର୍ଷ ଟି୨୦ ବିଶ୍ୱକପ ଫେବୃଆରୀ ୭ ରୁ ମାର୍ଚ୍ଚ ୮ ତାରିଖ ପର୍ଯ୍ୟନ୍ତ ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା…
IPL ୨୦୨୬ ନିଲାମ ପରେ ହଠାତ୍ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…
ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା ସତ୍ତ୍ୱେ, ତାଙ୍କ ଉପରେ ଦଳଗୁଡ଼ିକର ବିଶ୍ୱାସ ହ୍ରାସ ପାଇନାହିଁ। ଆୟରଙ୍କୁ ୨୦୨୫-୨୬ ବିଜୟ ହଜାରେ…
ଟି-୨୦ ବିଶ୍ୱକପ ପାଇଁ ଏହି ଦିନ ଘୋଷଣା ହେବ ଟିମ ଇଣ୍ଡିଆ, ସମ୍ଭାବ୍ୟ ତାଲିକାରେ ଏମାନେ…
ନୂଆଦିଲ୍ଲୀ,୧୯।୧୨: ଆସନ୍ତା ବର୍ଷ ଫେବୃଆରୀରେ ଭାରତ ଏବଂ ଶ୍ରୀଲଙ୍କାରେ ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଟିମ ଇଣ୍ଡିଆ କେବେ ଏବଂ କେଉଁଠାରେ ଘୋଷଣା କରାଯିବ ସେ ସମ୍ପର୍କରେ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି। ଭାରତୀୟ…
୮.୬ କୋଟି ମିଳିବା ପରେ ବଦଳିଗଲା ମନ? IPL ୨୦୨୬ ପାଇଁ ୟୁଟର୍ନ ନେବେ ଜୋଶ ଇଂଲିଶ!
ନୂଆଦିଲ୍ଲୀ,୧୯।୧୨: ଅଷ୍ଟ୍ରେଲିୟ ଉଇକେଟ୍କିପର-ବ୍ୟାଟସମ୍ୟାନ ଜୋଶ ଇଂଲିଶଙ୍କୁ ନେଇ IPL ୨୦୨୬ ନିଲାମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ପଞ୍ଜାବ କିଙ୍ଗସ ଦ୍ୱାରା ମୁକ୍ତ ହେବା ପରେ, ଏହା ବିଶ୍ୱାସ କରାଯାଉଥିଲା ଯେ ଇଂଲିଶ ତାଙ୍କ ବିବାହ ଏବଂ ହନିମୁନ ଯୋଗୁଁ କେବଳ କିଛି…
ଖେଳ ଜଗତରେ ଶୋକର ଛାୟା: ବିମାନ ଦୁର୍ଘଟଣାରେ ଚାଲିଗଲା ଏହି ଖେଳାଳିଙ୍କ ଜୀବନ, ସ୍ତ୍ରୀ ପିଲା ବି…
ନୂଆଦିଲ୍ଲୀ,୧୯।୧୨: ରେସିଂ ଜଗତରୁ ଏକ ଦୁଃଖଦ ଖବର ଆସିଛି। ଉତ୍ତର କାରୋଲିନାର ଷ୍ଟେଟସଭିଲ ଆଞ୍ଚଳିକ ବିମାନବନ୍ଦର ନିକଟରେ ଏକ ଘରୋଇ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଅବସରପ୍ରାପ୍ତ NASCAR ଡ୍ରାଇଭର ଗ୍ରେଗ ବିଫଲେ, ତାଙ୍କ ପତ୍ନୀ ଏବଂ ପିଲାମାନଙ୍କ ସମେତ ୭…
IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ
ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର ଶେଷ ମ୍ୟାଚ ରହିଛି । ଏହି ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ…
Archives


