ଖେଳ

ପ୍ୟାରିସ ଅଲିମ୍ପିକ୍ସ ମଶାଲ ୪୦୦ ସହର ପରିକ୍ରମା କରିବ

ପ୍ୟାରିସ,୨୪ା୬(ଏପି): ପ୍ୟାରିସ ଅଲିମ୍ପିକ୍ସର ଆୟୋଜକ ଗଣ ଶୁକ୍ରବାର ମଶାଲ ରିଲେର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଛନ୍ତି। କଲ୍‌ଡ୍ରନ୍‌ରେ ଅଗ୍ନି ସଂଯୋଗ ପୂର୍ବରୁ ଅଲିମ୍ପିକ ମଶାଲ ୬୮ରୁ ଅଧିକ ଦିନ ବିଶ୍ୱର ୪୦୦ଟି ସହର ପରିକ୍ରମା କରିବ। ଆୟୋଜକ କମିଟି ସଭାପତି ଟୋନି…

କ୍ୱାର୍ଟରଫାଇନାଲରେ ହାରିଲେ ପ୍ରଣୟ

ତାଇପେ,୨୪ା୬(ପି.ଟି.): ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ଏଚ.ଏସ୍‌. ପ୍ରଣୟ ତାଇପେ ଓପନ ସୁପର ୩୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର କ୍ୱାର୍ଟରଫାଇନାଲରେ ତାଙ୍କ ମ୍ୟାଚ ହାରିଯାଇଛନ୍ତି। ବିଶ୍ୱର ୯ ନମ୍ବର ମାନ୍ୟତାପ୍ରାପ୍ତ ଭାରତୀୟ ଖେଳାଳି ୫ମ ସିଡ୍‌ ହଂକଂର ଏଙ୍ଗ୍‌ କା ଲଙ୍ଗ୍‌ ଆଙ୍ଗସଙ୍କଠାରୁ…

ଟ୍ରାଏଲ୍‌ରୁ ୬ କୁସ୍ତିଯୋଦ୍ଧାଙ୍କୁ ରିହାତି ଅନୁଚିତ

ନୂଆଦିଲ୍ଲୀ, ୨୪ା୬ (ପି.ଟି.): ଏସିଆନ ଗେମ୍ସ ଓ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ହେବାକୁଥିବା ସିଲେକ୍ସନ ଟ୍ରାଏଲ୍‌ରୁ ୬ ଜଣ ଆନ୍ଦୋଳନକାରୀ କୁସ୍ତିଯୋଦ୍ଧାଙ୍କୁ ଛାଡ଼ କରାଯିବା ଉଚିତ ହୋଇ ନାହିଁ ବୋଲି ଲଣ୍ଡନ ଅଲିମ୍ପିକ ବ୍ରୋଞ୍ଜ ବିଜେତା ଯୋଗେଶ୍ୱର ଦତ୍ତ କହିଛନ୍ତି। ଏଥିପାଇଁ…

କାନାଡା ବିପକ୍ଷରୁ ଭାରତର ଅଭିଯାନ

ନୂଆଦିଲ୍ଲୀ, ୨୪।୬ (ପି.ଟି.): ଚିଲି ରାଜଧାନୀ ସାଣ୍ଟିଆଗୋଠାରେ ନଭେମ୍ବର ୨୯ରୁ ଡିସେମ୍ବର ୧୦ ପର୍ଯ୍ୟନ୍ତ ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତାରେ ଭାରତ ପୁଲ୍‌ ‘ସି’ରେ ବେଲ୍‌ଜିୟମ, କାନାଡା ଓ ଜର୍ମାନୀ ସହିତ ସ୍ଥାନ…

ସତ୍ୟବତୀଙ୍କ ଡବଲ୍‌ ଗୋଲ: ଓଡ଼ିଶା ବିଜୟୀ

ଭୁବନେଶ୍ୱର, ୨୪।୬, (ତପନ ସ୍ବାଇଁ): ପଞ୍ଜାବର ଅମୃତସରରେ ଚାଲିଥିବା ହିରୋ ସିନିୟର ଜାତୀୟ ମହିଳା ଫୁଟବଲ ଚାମ୍ପିୟନଶିପ୍‌ରେ ଓଡ଼ିଶା ଶୁକ୍ରବାର ୨-୦ ଗୋଲରେ ଚଣ୍ଡିଗଡ଼କୁ ପରାସ୍ତ କରିଛି। ଓଡ଼ିଶା ପକ୍ଷରୁ ୨ଟି ଯାକ ଗୋଲ ସ୍କୋର କରିଥିଲେ ସତ୍ୟବତୀ ଖାଡ଼ିଆ। ସେ…

ଭାରତୀୟ ଟେଷ୍ଟ ଦଳରେ ଜୟସ୍ବାଲ, ଗାଏକ୍ୱାଡ୍‌

ନୂଆଦିଲ୍ଲୀ, ୨୪।୬(ପି.ଟି.): ଭାରତ-ଓ୍ବେଷ୍ଟଇଣ୍ଡିଜ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଜୁଲାଇ ୧୨ରୁ ରୋସେଉଠାରେ ଆରମ୍ଭ ହେବ। ଏଥିପାଇଁ ଶୁକ୍ରବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳରୁ ଚେତେଶ୍ୱର ପୂଜାରାଙ୍କୁ ବାଦ୍‌ ଦିଆଯାଇ ଯୁବ ଖେଳାଳି ଯଶସ୍ବୀ ଜୟସ୍ବାଲ ଓ…

ଓସିଏଲ୍‌: ଲାୟନ୍ସ, ଜାଗୁଆର୍ସ ବିଜୟୀ

ଭୁବନେଶ୍ୱର, ୨୪।୬: ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ୨ଟି ଓସିଏଲ୍‌ (ଓଡ଼ିଶା କ୍ରିକେଟ ଲିଗ୍‌) ମ୍ୟାଚରେ ଲାୟନ୍ସ ଓ ଜାଗୁଆର୍ସ ଦଳ ବିଜୟ ହାସଲ କରିଛନ୍ତି। ପ୍ରଥମ ମ୍ୟାଚରେ ଲାୟନ୍ସ ୪ ଉଇକେଟରେ ଓଡ଼ିଶା…

୫୦୦୦ ମିଟରରେ ନମିତା, ତାରକଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୪।୬, (ତପନ ସ୍ବାଇଁ): ଓଡ଼ିଶା ରାଜ୍ୟ ଆଥ୍‌ଲେଟିକ୍ସ ମିଟ୍‌ର ୬୯ତମ ସଂସ୍କରଣ କିଟ୍‌ ଓ କିସ୍‌ ପରିସରରେ ଥିବା ଦୂତୀ ଚାନ୍ଦ ଆଥ୍‌ଲେଟିକ୍ସ ଷ୍ଟାଡିୟମରେ ଆରମ୍ଭ ହୋଇଛି। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ମୁଖ୍ୟ…

ଭାରତ ଆଜି ନେପାଳକୁ ଭେଟିବ

ବେଙ୍ଗାଲୁରୁ, ୨୪।୬: ସାଫ୍‌ ଫୁଟବଲ ଚାମ୍ପିୟନଶିପ୍‌ରେ ଭାରତ ଏହାର ଦ୍ୱିତୀୟ ମ୍ୟାଚ ଶନିବାର ନେପାଳ ସହିତ ଖେଳିବ। ପ୍ରଥମ ମ୍ୟାଚରେ ପାକିସ୍ତାନକୁ ୪-୦ ଗୋଲରେ ହରାଇ ସାରିଥିବା ଭାରତ ବିଜୟ ଧାରା ବଜାୟ ରଖିବା ଲକ୍ଷ୍ୟରେ ରହିଛି। ନେପାଳ ବିପକ୍ଷ ମ୍ୟାଚ…

ଲାୟନ୍ସ, ଜାଗୁଆର୍ସ ବିଜୟୀ

ଭୁବନେଶ୍ୱର, ୨୪।୬: ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ୨ଟି ଓସିଏଲ୍‌ (ଓଡ଼ିଶା କ୍ରିକେଟ ଲିଗ୍‌) ମ୍ୟାଚରେ ଲାୟନ୍ସ ଓ ଜାଗୁଆର୍ସ ଦଳ ବିଜୟ ହାସଲ କରିଛନ୍ତି। ପ୍ରଥମ ମ୍ୟାଚରେ ଲାୟନ୍ସ ୪ ଉଇକେଟରେ ଓଡ଼ିଶା…

ପୂର୍ବତନ ଜୁନିୟର ଷ୍ଟାର ହକି ଖେଳାଳିଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୪ା୬ (ପି.ଟି.): ଭାରତର ପୂର୍ବତନ ଜୁନିୟର ଷ୍ଟାର ହକି ଖେଳାଳି ରାଜୀବ ମିଶ୍ରଙ୍କ ୪୫ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ତାଙ୍କ ସ୍ତ୍ରୀ ଓ ଦୁଇଟି ପିଲାକୁ ଛାଡ଼ି ଚାଲିଯାଇଛନ୍ତି। ବୁଧବାର ବାରଣାସୀର ସର୍ସାଉଲି ଅଞ୍ଚଳରେ ରହିଥିବା ରାଜୀବଙ୍କ ବାସଭବନରୁ…

ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷଣା, କିଏ କିଏ ସ୍ଥାନ ପାଇଲେ ଜାଣନ୍ତୁ

ନୂଆଦିଲ୍ଲୀ,୨୩।୬: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଟେଷ୍ଟ, ଦିନିକିଆ ଏବଂ ଟି -୨୦ ସିରିଜ ଖେଳାଯିବ। ଏଥିପାଇଁ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ ଟିମ ଇଣ୍ଡିଆ ଘୋଷଣା କରିଛି। ରୋହିତ ଶର୍ମା ଦିନିକିଆ ଏବଂ ଟେଷ୍ଟ ଫର୍ମାଟରେ ଭାରତୀୟ ଦଳର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?