ଖେଳ

ପଞ୍ଜାବକୁ ହରାଇଲା ଓଡ଼ିଶା

ଭୁବନେଶ୍ୱର,୨୦ା୬, (ବିଜୟ ରଣା): ଚଳିତ ଜାତୀୟ ସିନିୟର ମହିଳା ଫୁଟ୍‌ବଲ ଚାମ୍ପିୟନଶିପ୍‌ ୨୦୨୩ରେ ଓଡ଼ିଶା ଏହାର ତୃତୀୟ ରାଉଣ୍ଡ ମ୍ୟାଚରେ ପଞ୍ଜାବକୁ ୫-୦ ଗୋଲ୍‌ରେ ପରାସ୍ତ କରିଛି। ପଞ୍ଜାବର ଗୁରୁନାନକ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଦଳ ପକ୍ଷରୁ ସତ୍ୟବତୀ ଖାଡ଼ିଆ…

ଚେନ୍ନାଇ ସୁପର କିଙ୍ଗ୍ସ ସବୁଠାରୁ ଲୋକପ୍ରିୟ ଦଳ

ନୂଆଦିଲ୍ଲୀ, ୧୯।୬: ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧୀନ ଟିମ୍‌ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲର ଅନ୍ୟତମ ସଫଳ ଦଳ। ଏହା ବ୍ୟତୀତ ଏହି ଟିମ୍‌ର ଫ୍ୟାନ ଫଲୋଇଙ୍ଗ୍‌ ମଧ୍ୟ ଅଧିକ। ଚେନ୍ନାଇ ସୁପର କିଙ୍ଗ୍ସର ସମଗ୍ର ବିଶ୍ୱରେ କୋଟି କୋଟି ପ୍ରଶଂସକ…

କୋହଲିଙ୍କୁ ପଛରେ ପକାଇ ଶୀର୍ଷରେ ଶୁବମାନ

ନୂଆଦିଲ୍ଲୀ,୧୯।୬: ଭାରତୀୟ ଦଳର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଶୁବମାନ ଗିଲ ଚଳିତ ବର୍ଷ ଆରମ୍ଭରୁ ଚମତ୍କାର ପ୍ରଦର୍ଶନ କରୁଥିବା ନଜର ଆସିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟରେ ଶୁବମାନ ଚଳିତ ବର୍ଷ ଭାରତୀୟ ଦଳ ପାଇଁ ତିନୋଟି ଫର୍ମାଟରେ ଶତାବ୍ଦୀ ଖେଳିଛନ୍ତି। ଏହି ସମୟରେ,…

ଏସିଆନ ଫେସିଂ ଚାମ୍ପିୟନଶିପ: ଭବାନୀ ଦେବୀ ରଚିଲେ ଇତିହାସ,

ନୂଆଦିଲ୍ଲୀ,୧୯।୬: ଭାରତୀୟ ଫେନସର ଭବାନୀ ଦେବୀ ସୋମବାର ଇତିହାସ ସୃଷ୍ଟି କରିଛନ୍ତି। ଚାଇନାର ୱକ୍ସିରେ ଚାଲିଥିବା ଏସୀୟ ଫେନ୍ସିଂ ଚାମ୍ପିୟନଶିପର ମହିଳା ସାବର ପ୍ରତିଯୋଗୀତାରେ ଭବାନୀ ଦେବୀ ବ୍ରୋଞ୍ଜ ପଦକ ଜିତିଛନ୍ତି। ତେବେ ସେମିଫାଇନାଲ ମ୍ୟାଚରେ ଭବାନୀ ଦେବୀଙ୍କୁ ପରାଜୟର ସାମ୍ନା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟେଷ୍ଟ ସିରିଜରେ ମହମ୍ମଦ ଶାମିଙ୍କୁ ଆରାମ, ହେଲେ ଚେତେଶ୍ୱର ପୂଜାରା…

ନୂଆଦିଲ୍ଲୀ,୧୯।୬: ଭାରତୀୟ ଦଳ ୱେଷ୍ଟଇଣ୍ଡିଜ ବିପକ୍ଷରେ ୨ ଟେଷ୍ଟ ସିରିଜ ଖେଳିବ। ଏଥି ସହିତ, ଇଣ୍ଡିଆ-ୱେଷ୍ଟଇଣ୍ଡିଜ ଟେଷ୍ଟ ସିରିଜ ଡବ୍ଲୁଟିସି ୨୦୨୩-୨୫ର ଏକ ଅଂଶ ହେବ, କିନ୍ତୁ ଏହି ସିରିଜରେ ଟିମ ଇଣ୍ଡିଆର ଖେଳାଳି ୧୧ ଜଣଙ୍କ କ’ଣ ହେବ? କେଉଁ…

ରୋହିତ ଶର୍ମାଙ୍କ ଅଧିନାୟକତ୍ୱ ଉପରେ ଏଭଳି କହିଲେ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ

ନୂଆଦିଲ୍ଲୀ,୧୯।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚରେ ଅଷ୍ଟ୍ରେଲିଆ ବିପକ୍ଷରେ ଭାରତକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଟିମ ଇଣ୍ଡିଆ ଲଗାତାର ଦ୍ୱିତୀୟ ଥର ପାଇଁ ଡବ୍ଲ୍ୟୁଟିସି ଫାଇନାଲରେ ପହଞ୍ଚିବାରେ ସଫଳ ହୋଇଥିଲେ ମଧ୍ୟ ଟାଇଟଲ ହାତେଇବାରେ ବିଫଳ…

ପେଚାଦ୍‌ଜ ‘ଏ’, ସୁପ୍ରତୀମ ‘ସି’ ଚାମ୍ପିୟନ

ଭୁବନେଶ୍ୱର, ୧୯ା୬(ବିଜୟ ରଣା): ୧୪ତମ କିଟ୍‌ ଇଣ୍ଟରନ୍ୟାଶନାଲ ଚେସ୍‌ ଫେଷ୍ଟିଭାଲ-୨୦୨୩ କିଟ୍‌ସ୍ଥିତ ବିଶ୍ୱନାଥନ ଆନନ୍ଦ ଇଣ୍ଟରନ୍ୟାଶନାଲ ଚେସ୍‌ ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ରବିବାର କାଟେଗୋରି ଏ’ ଓ ସି’ର ପ୍ରତିଯୋଗିତା ଶେଷ ହୋଇଛି। କାଟେଗୋରି ‘ଏ’ରେ ଜର୍ଜିଆର ଗ୍ରାଣ୍ଡମାଷ୍ଟର ଲୁକା ପେଚାଦ୍‌ଜ…

କଳିଙ୍ଗ ଷ୍ଟାଡିୟମରେ ସାଉଦି ଆରବ ପ୍ରତିନିଧି

ଭୁବନେଶ୍ୱର, ୧୯।୬(ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଭାରତ-ଲେବାନନ୍‌ ଇଣ୍ଟର କଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଫାଇନାଲର ପ୍ରତ୍ୟକ୍ଷଦର୍ଶୀ ହେବା ପାଇଁ ସାଉଦିଆରବ ଫୁଟ୍‌ବଲ ଫେଡେରେଶନର ଏକ ପ୍ରତିନିଧି ଦଳ ରବିବାର ଉପସ୍ଥିତ ଥିଲା। ଡେପୁଟି ସେକ୍ରେଟାରି ଜେନେରାଲ ଇବ୍ରାହିମ୍‌ ଅଲ୍‌କାବା ଏହି ଦଳର…

ଦ୍ୱିତୀୟ କଳିଙ୍ଗ ଜିମ୍ନାଷ୍ଟିକ ପ୍ରତିଯୋଗିତା ଉଦ୍‌ଯାପିତ

ଭୁବନେଶ୍ୱର, ୧୯ା୬(ତପନ ସ୍ବାଇଁ): ଓଡ଼ିଶାର ଅଗ୍ରଣୀ ଜେଏମ୍‌ ସ୍ପୋର୍ଟସ ଜିମ୍ନାଷ୍ଟିକ ଏକାଡେମୀ ଓ ଓଡ଼ିଶା ଜିମ୍ନାଷ୍ଟିକ ମହାସଂଘର ମିଳିତ ସହଯୋଗରେ ଆୟୋଜିତ ଦ୍ୱିତୀୟ କଳିଙ୍ଗ ଜାତୀୟ ଜିମ୍ନାଷ୍ଟିକ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଛି। ମୁଖ୍ୟ ଅତିଥି ରୂପେ ପଦ୍ମଶ୍ରୀ ତଥା ହକି…

ସାତ୍ତ୍ୱିକ-ଚିରାଗଙ୍କୁ ଐତିହାସିକ ଡବଲ୍ସ ଟାଇଟଲ

ଜାକର୍ତ୍ତା, ୧୯ା୬ (ପି.ଟି.): ଭାରତୀୟ ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ଇଣ୍ଡୋନେସିଆ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟରେ ପୁରୁଷ ଡବଲ୍ସ ଟାଇଟଲ ଜିତି ଇତିହାସ ସୃଷ୍ଟି କରିଛନ୍ତି। ସୁପର ୧୦୦୦ ଇଭେଣ୍ଟ ଜିତିବାରେ ସେମାନେ ଦେଶର ପ୍ରଥମ ଯୋଡ଼ି ହେବାର…

ଅର୍ନଭ ମହାନ୍ତି ଚାମ୍ପିୟନ

ଭୁବନେଶ୍ୱର, ୧୯ା୬ (ବିଜୟ ରଣା): ସ୍ଥାନୀୟ ଟଙ୍କପାଣିସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିର ପରିସରରେ ରାଜ୍ୟ ସ୍କୁଲ ଓପନ ଚେସ୍‌ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ୫ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ବିଜେଇଏମ୍‌ ସ୍କୁଲ-୧ (ଭୁବନେଶ୍ୱର)ର ଅର୍ନଭ ମହାନ୍ତି ୪.୫ ପଏଣ୍ଟ ସହ…

ଶ୍ରୀଶଙ୍କରଙ୍କୁ ବିଶ୍ୱ ଚାମ୍ପିୟନଶିପ୍‌ ଯୋଗ୍ୟତା

ଭୁବନେଶ୍ୱର, ୧୯ା୬(ସରୋଜ ଜେନା): ଭୁବନେଶ୍ୱରରେ ଅନୁଷ୍ଠିତ ୬୨ତମ ଜାତୀୟ ଆନ୍ତଃ ରାଜ୍ୟ ଆଥ୍‌ଲେଟିକ ମିଟ୍‌ର ଚତୁର୍ଥ ଦିବସରେ ବିଶ୍ୱ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି ଲଙ୍ଗ୍‌ଜମ୍ପର ମୁରଲୀ ଶ୍ରୀଶଙ୍କର। ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡର ପ୍ରଥମ ପ୍ରୟାସରେ ଶ୍ରୀଶଙ୍କର ୮.୪୧ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?