ଇତିହାସର କଥା
ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍) ଆନୁକୂଲ୍ୟରେ ୧୯୭୧ରେ ଆରମ୍ଭ ହୋଇଥିଲା ହକି ବିଶ୍ୱକପ। ପ୍ରତିଯୋଗିତାର ସର୍ବ ପ୍ରଥମ ସଂସ୍କରଣରେ ପାକିସ୍ତାନ ପିନ୍ଧିଥିଲା ବିଜୟ ମୁକୁଟ। ସ୍ପେନର ବାର୍ସିଲୋନାରେ ଅନୁଷ୍ଠିତ ଏହି ମେଗା ପ୍ରତିଯୋଗିତାର ଫାଇନାଲରେ ସ୍ପେନକୁ ହରାଇ ପାକିସ୍ତାନ ଚାମ୍ପିୟନ...
ହକି ବିଶ୍ୱକପରେ ଓଡ଼ିଆ
ଆଗାମୀ ହକି ବିଶ୍ୱକପରେ ଓଡ଼ିଶାର ୨ ଖେଳାଳି ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବାକୁ ଯାଉଛନ୍ତି। ସେମାନେ ହେଲେ ଡିଫେଣ୍ଡର ଅମିତ ରୋହିଦାସ ଓ ନିଲମ ସଞ୍ଜିପ ଖେସ୍। ୨୦୧୮ରେ ହୋଇଥିବା ଗତ ବିଶ୍ୱକପରେ ଅମିତଙ୍କ ସହ ବୀରେନ୍ଦ୍ର ଲାକ୍ରା ଭାରତୀୟ...
ଭାରତ ବନାମ ସ୍ପେନ
ପ୍ରତୀକ୍ଷାର ଅବସାନ ଘଟିବାକୁ ଯାଉଛି। ଭବ୍ୟ ଉଦ୍ଘାଟନୀ ଉତ୍ସବର ଗୋଟିଏ ଦିନପରେ ଆରମ୍ଭ ହେବାକୁ ଯାଉଛି ହକିର ମହାସମର ବିଶ୍ୱକପ ୨୦୨୩। ବିଶ୍ୱର ଶ୍ରେଷ୍ଠ ୧୬ଟି ଦଳ ମଧ୍ୟରେ ହେବ କଡ଼ା ଟକ୍କର। ପରସ୍ପର ମଧ୍ୟରେ ଲଢ଼ିବେ ଗତଥରର ଚାମ୍ପିୟନ...
ଫ୍ରାନ୍ସ ବିପକ୍ଷରେ ଅଷ୍ଟ୍ରେଲିଆ ଫେଭରାଇଟ
କଳିଙ୍ଗରେ ଦ୍ୱିତୀୟ ମ୍ୟାଚରେ ଫ୍ରାନ୍ସକୁ ଭେଟିବ ଶକ୍ତିଶାଳୀ ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟ ଇତିହାସରେ ସର୍ବାଧିକ ପଦକ ବିଜୟୀ ଅଷ୍ଟ୍ରେଲିଆ ସ୍ବାଭାବିକଭାବେ ଫେଭରାଉଟ ବିବେଚିତ ହେଉଛି। ଅଷ୍ଟ୍ରେଲିଆ ୧୯୮୬, ୨୦୧୦, ୨୦୧୪ରେ ଚାମ୍ପିୟନ ହୋଇଥିବାବେଳେ ୨୦୦୨ ଓ ୨୦୦୬ରେ ରନରଅପ୍ ହେବାର ସୌଭାଗ୍ୟ...
କଳିଙ୍ଗରୁ ଆରମ୍ଭ
ବିଶ୍ୱକପ ଇତିହାସରେ ପ୍ରଥମଥରପାଇଁ ୨ଟି ଭେନ୍ୟୁରେ ହେବ ମେଗା ପ୍ରତିଯୋଗିତା। ଏଥିପାଇଁ ଭୁବନେଶ୍ୱରର କଳିଙ୍ଗ ଏବଂ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମ ପ୍ରସ୍ତୁତ। ୧୬ଟି ଯାକ ଦଳ ଭୁବନେଶ୍ୱର ଓ ରାଉରକେଲାରେ ନିଜ ଅଭ୍ୟାସକୁ ଅନ୍ତିମ ରୂପ ଦେଉଥିବାବେଳେ ମ୍ୟାଚ ଆରମ୍ଭକୁ...
ପ୍ରୋତ୍ସାହନ ଅଭାବ: ଲୁଣିମାଠିଆ ଆଦିବାସୀ ହକି ଖେଳାଳି
ମହାକାଳପଡ଼ା,୧୩ା୧(ଡି.ଏନ୍.ଏ.): ହକି ବିଶ୍ୱକପ୍ ପାଇଁ ସାରା ଓଡ଼ିଶା ସହ ବିଶ୍ୱ ଚଳଚଞ୍ଚଳ ହୋଇଉଠିଛି। ରାଜ୍ୟର ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ବିଭିନ୍ନ ଦେଶରୁ ଆସିଥିବା ଖେଳାଳି ଖେଳ ନୈପୁଣ୍ୟତା ଦେଖାଇବେ। ହେଲେ କେନ୍ଦ୍ରାପଡ଼ା...
ଆଜିଠୁ ଖେଳ ଆରମ୍ଭ
ଭୁବନେଶ୍ୱର,୧୩।୧(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱରର କଳିଙ୍ଗ ଏବଂ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମ ପ୍ରସ୍ତୁତ। ଉଦ୍ଘାଟନୀ ସମାରୋହର ଗୋଟିଏ ଦିନ ପରେ ଆରମ୍ଭ ହେବାକୁ ଯାଉଛି ହକିର ଅସଲ ରୋମାଞ୍ଚ। ଶୁକ୍ରବାରଠାରୁ ପଡ଼ିଆକୁ ଓହ୍ଲାଇବେ ବିଶ୍ୱର ତାରକା ଖେଳାଳି। ପ୍ରଥମ ଦିବସରେ...
ଟିମ୍ ଇଣ୍ଡିଆର ଦମ୍ଦାର ବିଜୟ: ରାହୁଲଙ୍କ ଅର୍ଦ୍ଧଶତକ ରଖିଲା ସମ୍ମାନ
କୋଲକାତା,୧୨।୧: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆକୁ ଜିତିବା ସହିତ ୩ ମ୍ୟାଚ ବିଶିଷ୍ଟ ସିରିଜରେ ଦଳ ୨-୦ରେ ଆଗୁଆ ରହିଛି। ଗୁରୁବାର ଐତିହାସିକ ଇଡେନ୍ ଗାର୍ଡେନ୍ସରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆରେ ବୋଲରଙ୍କ ସଫଳତା ସହ ଲୋକେଶ...
ଶୁକ୍ରବାର ହକି ବିଶ୍ୱକପ୍: ସ୍ପେନ୍କୁ ଭେଟିବ ଭାରତ
ରାଉଲକେଲା ଅଫିସ,୧୨।୧: ଶୁକ୍ରବାରଠାରୁ ପୁରୁଷ ହକି ବିଶ୍ୱକପ୍ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଭାରତ-ସ୍ପେନ୍ ମ୍ୟାଚ୍ ଖେଳାଯିବ। ଉପଅଧିନାୟକ ଭାବେ ଭାରତୀୟ ହକି ଟିମ୍ରେ ଓଡ଼ିଆ ଖେଳାଳୀ ଅମିତ୍ ରୋହିଦାସ ସ୍ଥାନ ପାଇଛନ୍ତି। ତେବେ ହକି ବିଶ୍ୱକପ୍ର ପ୍ରଥମ...
ଭାରତକୁ ୨୧୬ ରନ୍ର ଟାର୍ଗେଟ୍ ଦେଲା ଶ୍ରୀଲଙ୍କା
କୋତକାତା,୧୨।୧: ଦ୍ୱିତୀୟ ଦିନିକିଆରେ ଶ୍ରୀଲଙ୍କା ଭାରତକୁ ୨୧୬ ରନର ବିଜୟ ଲକ୍ଷ୍ୟ ଦେଇଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଶ୍ରୀଲଙ୍କା ୩୯.୪ ଓଭରରେ ୨୧୫ ରନରେ ଅଲଆଉଟ୍ ହୋଇଛି। ମହମ୍ମଦ ସିରାଜ ୫.୪ ଓଭରରେ ୩୦ ରନ ଦେଇ...
ବାଦ୍ ପଡ଼ିଲେ ଚହଲ, ସୂର୍ଯକୁମାର-ଇଶାନଙ୍କୁ ମିଳିଲାନି ସୁଯୋଗ
କୋଲକାତା,୧୨।୧: ଭାରତ-ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ୍ ଗୁରୁବାର ଇଡେନ୍ ଗାଡେନ୍ସ ମଇଦାନରେ ଖେଳାଯାଉଛି। ମ୍ୟାଚ୍ରେ ଭାରତୀୟ ଟିମ୍ରେ ଏକ ପରିବର୍ତ୍ତନ କରାଯାଇଛି। ଦଳରୁ ସ୍ପିନର ୟୁଜବେନ୍ଦ୍ର ଚହଲଙ୍କୁ ବାଦ୍ ଦିଆଯାଇଥିବା ବେଳେ ତାଙ୍କ...
ଯେଉଁମାନେ ମୋତେ ଜାଣି ନାହାନ୍ତି, ସେମାନେ ହିଁ ମୋ’ ବିଷୟରେ ଅନେକ କିଛି କହୁଛନ୍ତି: ପୃଥ୍ବୀ ଶ’
ନୂଆଦିଲ୍ଲୀ,୧୨।୧: ରଣଜୀ ଟ୍ରଫିରେ ଉଲ୍ଲେଖନୀୟ ପ୍ରଦର୍ଶନ ସତ୍ତ୍ୱେ ଜାତୀୟ ଦଳରେ ସ୍ଥାନ ପାଇବାକୁ ସଂଘର୍ଷ କରୁଛନ୍ତି ୨୩ ବର୍ଷୀୟ ପୃଥ୍ବୀ ଶ’। ବୁଧବାର ସେ ମୁମ୍ବାଇ ପକ୍ଷରୁ ୩୭୯ରନ୍ର ଇନିଂସ ଖେଳି ସର୍ବାଧିକ ରନ୍ କରିଥିବା ଦ୍ୱିତୀୟ ଭାରତୀୟ ବ୍ୟାଟ୍ସମ୍ୟାନ୍...
Archives


