ଖେଳ

ଅଗଷ୍ଟ ୩୧ରୁ ଏସିଆ କପ୍‌

ନୂଆଦିଲ୍ଲୀ,୧୫ା୬: ଏସିଆ କପ୍‌ କ୍ରିକେଟକୁ ନେଇ ଲାଗି ରହିଥିବା କଳ୍ପନା ଜଳ୍ପନାର ଅବସାନ ଘଟିଛି। ହାଇବ୍ରିଡ୍‌ ମଡେଲରେ ଟୁର୍ନାମେଣ୍ଟ ଖେଳାଯିବ ବୋଲି ଏସିଆନ କ୍ରିକେଟ କାଉନ୍‌ସିଲ (ଏସିସି) ପକ୍ଷରୁ ଗୁରୁବାର ଘୋଷଣା କରାଯାଇଛି। ୪ଟି ମ୍ୟାଚ୍‌ ପାକିସ୍ତାନରେ ଏବଂ ୯ଟି ଶ୍ରୀଲଙ୍କାରେ…

ବ୍ରିଜ ଭୂଷଣଙ୍କୁୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୧୫।୬: ଭାରତୀୟ କୁସ୍ତି ମହାସଂଘ(ଡବ୍ଲୁଏଫଆଇ)ର ପୂର୍ବତନ ଅଧ୍ୟକ୍ଷ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ଏମପି ବ୍ରିଜ ଭୂଷଣ ଶରଣ ସିଂଙ୍କୁ ବଡ ଆଶ୍ୱସ୍ତି ମିଳିଛି। ଦିଲ୍ଲୀ ପୋଲିସ ୧ହଜାର ପୃଷ୍ଠାର ଚାର୍ଜସିଟ ପଟିଆଲା ହାଉଓ କୋର୍ଟରେ ଦାଖଲ କରିଛି। ନାବାଳିକା ରେସଲର…

ଆଜିଠୁ ସିନିୟର ଆନ୍ତଃ ରାଜ୍ୟ ଆଥ୍‌ଲେଟିକ୍ସ

ଭୁବନେଶ୍ୱର, ୧୫ା୬(ସରୋଜ ଜେନା): କଳିଙ୍ଗ ଷ୍ଟାଡିୟମରେ ଗୁରୁବାରଠାରୁ ଅନୁଷ୍ଠିତ ହେବ ୬୨ତମ ଜାତୀୟ ଆନ୍ତଃରାଜ୍ୟ ସିନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌। ଆଥ୍‌ଲେଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫ୍‌ଆଇ) ଓ ଓଡ଼ିଶା ସରକାରଙ୍କ କ୍ରୀଡ଼ା ବିଭାଗର ମିଳିତ ଉଦ୍ୟମରେ ଏହି ସମ୍ମାନଜନକ ପ୍ରତିଯୋଗିତା ଚଳିତ…

୧୮ ବର୍ଷରୁ କମ୍‌ ବିଶ୍ୱରେକର୍ଡ ଭାଙ୍ଗିଲେ ଅଦିତି

ମେଡେଲିନ୍‌, ୧୫।୬ (ପି.ଟି.): କଲମ୍ବିଆର ମେଡେଲିନଠାରେ ଅନୁଷ୍ଠିତ ଆର୍ଚେରୀ ବିଶ୍ୱକପ ଷ୍ଟେଜ୍‌-୩ କ୍ୱାଲିଫିକେଶନରେ ଚମତ୍କାର ପ୍ରଦର୍ଶନ କରି ଭାରତୀୟ ଟିନ୍‌ଏଜର ଅଦିତି ସ୍ବାମୀ ୧୮ ବର୍ଷରୁ କମ୍‌ ବିଶ୍ୱରେକର୍ଡ ଭାଙ୍ଗିଛନ୍ତି। ଗତ ଡିସେମ୍ବରରେ ଶାରଜାରେ ଅନୁଷ୍ଠିତ ଏସିଆ କପ୍‌ ଲେଗ୍‌-୩ରେ ରୌପ୍ୟ…

‘ବି’ ବର୍ଗରେ ଶାମ୍‌ ଆର୍‌. ଚାମ୍ପିୟନ

ଭୁବନେଶ୍ୱର, ୧୫।୬ (ତପନ ସ୍ବାଇଁ): କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ଅନ୍ତର୍ଜାତୀୟ ଚେସ୍‌ ଫେଷ୍ଟିଭାଲର ‘ବି’ ବର୍ଗ ଟୁର୍ନାମେଣ୍ଟ ବୁଧବାର ଶେଷ ହୋଇଛି। ୧୦ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ ତାମିଲନାଡ଼ୁର ଶାମ୍‌ ଆର. ୮.୫ ପଏଣ୍ଟ ପାଇ ଚାମ୍ପିୟନ ହୋଇଛନ୍ତି। ଆନ୍ଧ୍ର…

ସ୍ପେନରେ ଫୁଟବଲ୍‌ ତାଲିମ୍‌ ନେବେ ଓଡିଏମ୍‌ ଗ୍ଲୋବାଲ୍‌ ସ୍କୁଲର ୨ବିଦ୍ୟାର୍ଥୀ

ଭୁବନେଶ୍ୱର, ୧୫ା୬ (ଅଭୟ ଦାଶ) : ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଓଡିଏମ୍‌ ଗ୍ଲୋବାଲ୍‌ ସ୍କୁଲର ୨ଜଣ ବିଦ୍ୟାର୍ଥୀ ସ୍ପେନରେ ଫୁଟବଲ୍‌ ତାଲିମ୍‌ ପାଇବା ପାଇଁ ମନୋନୀତ ହୋଇଛନ୍ତି। ଆର୍ଡେର ଫୁଟବଲ୍‌ ଏକାଡେମୀ (ଏଏଫଏ) ଦ୍ୱାରା ଓଡିଶାରୁ ଆଶାୟୀ ଫୁଟବଲ ଖେଳାଳି…

ବାଲି ବୋହୁଛନ୍ତି ଦୃଷ୍ଟିବାଧିତ ଖେଳାଳି ରଘୁରାମ

ନନ୍ଦପୁର, ୧୫ା୬ (ଶଙ୍କର ପୂଜାରୀ): ଉଚ୍ଚଶିକ୍ଷିତ ତଥା ଅନ୍ତଃରାଷ୍ଟ୍ରୀୟ ଦୃଷ୍ଟିହୀନ କ୍ରିକେଟ ଖେଳରେ କୋରାପୁଟ ଜିଲା ତଥା ଓଡ଼ିଶାର ପ୍ରତିନିଧିତ୍ୱ କରି ଗୋଲୁର ପଞ୍ଚାୟତ ପୋଡ଼େଇସିଂ ଗ୍ରାମର ଯୁବକ ରଘୁରାମ ନାୟକ ଦିନେ ନନ୍ଦପୁର ବ୍ଲକ ପାଇଁ ଆଣିଥିଲେ ଗୌରବ। ଏବେ…

ଭାରତୀୟ ଦଳରେ ଓଡ଼ିଶାର ୪

ଭୁବନେଶ୍ୱର, ୧୫।୬ (ତପନ ସ୍ବାଇଁ): ଅନ୍ତର୍ଜାତୀୟ ବ୍ଲାଇଣ୍ଡ ସ୍ପୋଟର୍‌ସ ଫେଡେରେଶନ (ଆଇବିଏସ୍‌ଏ) ଆନୁକୂଲ୍ୟରେ ଓ୍ବାଲର୍‌ଡ ଗେମ୍ସ-୨୦୨୩ ଆସନ୍ତା ଅଗଷ୍ଟ ୧୮ରୁ ୨୭ ପର୍ଯ୍ୟନ୍ତ ବର୍ମିଂହାମଠାରେ ଅନୁଷ୍ଠିତ ହେବ। ଏଥିରେ ପ୍ରଥମଥର ପାଇଁ ଦୃଷ୍ଟିବାଧିତ କ୍ରିକେଟକୁ ସାମିଲ କରାଯାଇଛି। ତେଣୁ ଏହି ପ୍ରତିଯୋଗିତା…

ଆଥଲେଟ୍‌ଙ୍କୁ ଉତ୍ସାହିତ କଲେ ଉଷା

ଭୁବନେଶ୍ୱର, ୧୫।୬ (ତପନ ସ୍ବାଇଁ): ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ ସଭାପତି ତଥା ଏମ୍‌ପି ପି.ଟି. ଉଷା ବୁଧବାର କିଟ୍‌ ଆଥଲେଟିକ୍‌ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଚାଇନାର ଚେଙ୍ଗଡୁଠାରେ ଜୁଲାଇ ୨୮ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସ ପାଇଁ…

ହ୍ୟାଟ୍ରିକ୍‌ ବିଜୟ ଭାରତର ଲକ୍ଷ୍ୟ

ଭୁବନେଶ୍ୱର, ୧୫।୬ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟବଲ ଟୁର୍ନାମେଣ୍ଟର ଶେଷ ଦୁଇଟି ଲିଗ୍‌ମ୍ୟାଚ ଗୁରୁବାର ଅନୁଷ୍ଠିତ ହେବ। ଅପରାହ୍ନ ୪ଟା ୩୦ରେ ମଙ୍ଗୋଲିଆ ଓ ଭାନୁଆଟୁ ଏବଂ ସନ୍ଧ୍ୟା ୭ଟା ୩୦ରେ ଭାରତ ଓ…

ଟେଷ୍ଟ ଟିମ୍‌ର କ୍ୟାପଟେନ୍‌ ହେବାକୁ ଚାହୁଁ ନ ଥଲେ ରୋହିତ ଶର୍ମା: ସୌରଭ ଗାଙ୍ଗୁଲି

ନୂଆଦିଲ୍ଲୀ,୧୪।୬: ବିରାଟ କୋହଲିଙ୍କ ପରେ ରୋହିତ ଶର୍ମାଙ୍କୁ ତିନୋଟି ଫର୍ମାଟରେ ଭାରତୀୟ ଟିମ୍‌ର ଫୁଲ୍‌ ଟାଇମ୍‌ କ୍ୟାପଟେନ୍‌ କରାଯାଇଥିଲା। କୋହଲି ପ୍ରଥମେ ହ୍ବାଇଟ୍‌ ବଲ୍‌ର ପୂର୍ବରୁ ଅଧିନାୟକତ୍ୱ ଛାଡିଥିଲେ। ପରେ ୨୦୨୨ରେ ଆଫ୍ରିକା ଗସ୍ତରେ ଟେଷ୍ଟ ସିରିଜ ପରାଜୟ ଯୋଗୁ କୋହଲି…

ପିଏସ୍‌ଜି ଛାଡ଼ିବେ ଏମ୍‌ବାପେ

ମାଞ୍ଚେଷ୍ଟର, ୧୪ା୬ (ପି.ଟି.): ଫ୍ରାନ୍ସର ଫୁଟବଲ୍‌ କ୍ଲବ୍‌ ପ୍ୟାରିସ୍‌ ସେଣ୍ଟ ଜର୍ମେନ(ପିଏସ୍‌ଜି)କୁ ଆଉ ଏକ ଝଟକା। ଷ୍ଟାର ଫୁଟବଲର କିଲିଆନ୍‌ ଏମ୍‌ବାପେ କ୍ଲବ୍‌ ଛାଡିବା ନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି। ପିଏସଜି ସହିତ ଏମ୍‌ବାପେଙ୍କ ଯେଉଁ ଚୁକ୍ତି ରହିଥିଲା ତାହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?