ଖେଳ

ହିଏ-ଓ୍ବାଙ୍ଗ୍‌ଙ୍କୁ ମହିଳା ଡବଲ୍ସ ଟାଇଟଲ

ପ୍ୟାରିସ, ୧୨ା୬: ତାଇଓ୍ବାନର ହିଏ ସୁ ଓ୍ବେଇ ଓ ଚାଇନାର ଓ୍ବାଙ୍ଗ୍‌ ଜିନ୍‌ୟୁ ଫ୍ରେଞ୍ଚ ଓପନ ଟେନିସ ମହିଳା ଡବଲ୍ସ ଟାଇଟଲ ହାସଲ କରିଛନ୍ତି। ରବିବାର ସେମାନେ ୟୁଏସ୍‌-କାନାଡିଆନ ଯୋଡ଼ି ଟେଲର ଟାଉନ୍‌ସେଣ୍ଡ ଓ ଲେଲା ଫର୍ନାଣ୍ଡିଜଙ୍କୁ ୧-୬, ୭-୬ (୭/୫),…

କିଟ୍‌ ଅନ୍ତର୍ଜାତୀୟ ଚେସ୍‌ ମହୋତ୍ସବ ଉଦ୍‌ଘାଟିତ

ଭୁବନେଶ୍ୱର,୧୨।୬ (କ୍ରୀଡ଼ା ପ୍ରତିନିଧି): କିଟ୍‌ ଅନ୍ତର୍ଜାତୀୟ ଚେସ୍‌ ମହୋତ୍ସବର ୧୪ତମ ସଂସ୍କରଣ ରବିବାର କିଟ୍‌ ବିଶ୍ୱବିଦ୍ୟାଳୟସ୍ଥିତ ବିଶ୍ୱନାଥନ୍‌ ଆନନ୍ଦ ଚେସ୍‌ ହଲ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶା ସରକାର, ଭାରତୀୟ ଚେସ୍‌ ସଂଘ, ଭାରତୀୟ କ୍ରୀଡ଼ା ପ୍ରାଧିକରଣ, ଓଡ଼ିଶା ଚେସ୍‌ ସଂଘ ଓ…

ଆର୍ଜେଣ୍ଟିନାକୁ ୨-୧ରେ ହରାଇଲା ଭାରତ

ଇନ୍ଧୋଭେନ୍‌, ୧୨ା୬(ପି.ଟି): ଆର୍ଜେଣ୍ଟିନା ବିପକ୍ଷରେ ବିଜୟ ସହିତ ୨୦୨୨-୨୩ ପ୍ରୋ ଲିଗ୍‌ ହକି ସିଜନ ଶେଷ କରିଛି ଭାରତ। ନେଦରଲାଣ୍ଡ୍ସ ବିପକ୍ଷ ପରାଜୟ ପରେ ଭାରତୀୟ ଦଳ ଚମତ୍କାର ପ୍ରତ୍ୟାବର୍ତ୍ତନ କରିବା ସହିତ ୨-୧ରେ ବିଜୟୀ ହୋଇଛି। ଭାରତ ପକ୍ଷରୁ ଆକାଶଦୀପ…

ଭାରତକୁ ପ୍ରଥମ ଟାଇଟଲ

କାକାମିଗହରା (ଜାପାନ), ୧୨ା୬(ପି.ଟି.): ଜାପାନରେ ଅନୁଷ୍ଠିତ ମହିଳା ଜୁନିୟର ଏସିଆ କପ୍‌ ହକିରେ ଭାରତ ଚାମ୍ପିୟନ୍‌ ଆଖ୍ୟା ଅର୍ଜନ କରିଛି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତ ୨-୧ ଗୋଲରେ ଦକ୍ଷିଣ କୋରିଆକୁ ପରାସ୍ତ କରିଛି। ଏହାସହିତ ପ୍ରଥମଥର ପାଇଁ ଭାରତ ମହିଳା…

ଫାୟାର ଆର୍ମ ଟ୍ରେନିଂରେ ୨୪ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୧୨ା୬ (ସ୍ପୋଟର୍‌ସ ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମସ୍ଥିତ ୫୦ ମିଟର ଫାୟାର ଆର୍ମ ଶୁଟିଂ ରେଞ୍ଜ୍‌ଠାରେ ଓଡ଼ିଶା ରାଇଫଲ ଆସୋସିଏଶନ ଆନୁକୂଲ୍ୟରେ ୯ ତାରିଖରୁ ଚାଲିଥିବା ଫାୟାର ଆର୍ମ ଟ୍ରେନିଂ ଶିବିର ରବିବାର ଉଦ୍‌ଯାପିତ ହୋଇଛି। ଏଥିରେ ୨୪ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ…

‘ଆର୍ଦ୍ର ପରିବେଶରୁ ଭାରତକୁ ଫାଇଦା ମିଳିବ’

ଭୁବନେଶ୍ୱର, ୧୨।୬ (କ୍ରୀଡ଼ା ପ୍ରତିନିଧି): ଇଣ୍ଟରକଣ୍ଟିନେଣ୍ଟାଲ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତର ପରବର୍ତ୍ତୀ ପ୍ରତିଦ୍ୱନ୍ଦ୍ୱୀ ଭାନୁଆଟୁ ହୋଇଥିବାରୁ ଭୁବନେଶ୍ୱରର ଆର୍ଦ୍ର ପରିବେଶରୁ ଘରୋଇ ଦଳକୁ ଫାଇଦା ମିଳିବ ବୋଲି ଅନୁଭବ କରୁଛନ୍ତି ମୁଖ୍ୟ କୋଚ୍‌ ଇଗର ଷ୍ଟିମାକ୍‌। ମଙ୍ଗୋଲିଆ ବିପକ୍ଷରେ ଭାରତ ୨-୦…

ଭାରତ ଆଜି ଭାନୁଆଟୁକୁ ଭେଟିବ

ଭୁବନେଶ୍ୱର, ୧୨।୬ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋମବାର ୨ଟି ମ୍ୟାଚ୍‌ ଅନୁଷ୍ଠିତ ହେବ। ଅପରାହ୍ନ ୪ଟା ୩୦ରେ ଲେବାନନ୍‌ ବିପକ୍ଷରେ ଖେଳିବ ମଙ୍ଗୋଲିଆ। ସନ୍ଧ୍ୟା ୭ଟା ୩୦ରେ ଭାରତ ଏହାର ଦ୍ୱିତୀୟ…

ଜୋକୋଭିଚ୍‌ଙ୍କୁ ରେକର୍ଡ ଟାଇଟଲ

ପ୍ୟାରିସ୍‌, ୧୨ା୬: କ୍ଲେ କୋର୍ଟ ଟେନିସ୍‌ ଫ୍ରେଞ୍ଚ୍‌ ଓପନ୍‌ ଜିତିବା ସହିତ କ୍ୟାରିୟରର ୨୩ ତମ ଗ୍ରାଣ୍ଡସ୍ଲାମ ବିଜୟୀ ହୋଇଛନ୍ତି ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌। ରବିବାର ଅନୁଷ୍ଠିତ ଫାଇନାଲରେ ନରଓ୍ବେରେ କାସ୍ପର ରୁଡ୍‌ଙ୍କୁ ୭-୬(୭-୧), ୬-୩ ଓ ୭-୫ ସେଟ୍‌ରେ ପରାସ୍ତ…

ମହିଳା ଜୁନିୟର ଏସିଆ କପ୍‌ ହକିରେ ଭାରତ ଚାମ୍ପିୟନ୍‌

କାକାମିଗହରା(ଜାପାନ),୧୧ା୬: ଜାପାନରେ ଅନୁଷ୍ଠିତ ମହିଳା ଜୁନିୟର ଏସିଆ କପ୍‌ ହକିରେ ଭାରତ ଚାମ୍ପିୟନ୍‌ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ଭାରତ ୨-୧ ଗୋଲରେ ଦକ୍ଷିଣ କୋରିଆକୁ ପରାସ୍ତ କରି ପ୍ରଥମ ଥର ପାଇଁ ଜୁନିୟର ଏସିଆ କପ୍‌ ହକି ଟାଇଟଲ୍‌…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଭାରତ ୨୦୯ ରନରେ ପରାଜିତ…

ଲଣ୍ଡନ,୧୧।୬ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଅନ୍ତିମ ମ୍ୟାଚରେ ଅଷ୍ଟ୍ରେଲିଆ ଭାରତକୁ ୨୦୯ ରନରେ ପରାସ୍ତ କରିଛି। ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୬୯ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଟିମ ଇଣ୍ଡିଆ ସମସ୍ତ ଓ୍ବିକେଟ ହରାଇ…

ଯୌନ ଉତ୍ପିଡନ ଅଭିଯୋଗ ମଧ୍ୟରେ ବ୍ରିଜଭୂଷଣଙ୍କ ଶାୟରି

ନୂଆଦିଲ୍ଲୀ,୧୧।୬: ମହିଳା ରେସଲରଙ୍କ ଦ୍ୱାରା ଯୌନ ଉତ୍ପୀଡ଼ନ ଅଭିଯୋଗ ହୋଇଥିବା ବେଳେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ବିଦାୟୀ ଅଧ୍ୟକ୍ଷ ତଥା ଭାରତୀୟ ଜନତା ପାର୍ଟି(ଭାଜପା)ସାଂସଦ ଉତ୍ତରପ୍ରଦେଶର ଗୋଣ୍ଡାଠାରେ ଏକ ମେଗା ରାଲିରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ତାଙ୍କ…

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌: ଭାରତ ସମ୍ମୁଖରେ ୪୪୪ ରନର ବିଜୟ ଲକ୍ଷ୍ୟ…

ଲଣ୍ଡନ,୧୦।୬ : ବିଶ୍ୱ ଟେଷ୍ଟ ଚାମ୍ପିୟନଶିପର ଦ୍ୱିତୀୟ ପର୍ଯ୍ୟାୟର ଫାଇନାଲରେ ଭାରତ ଅଷ୍ଟ୍ରେଲିଆକୁ ଭେଟିଛି। ଲଣ୍ଡନର କେନିଂଟନ ଓଭାଲରେ ଖେଳାଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ସାମ୍ନାରେ ୪୪୪ ରନର ବିଜୟ ଲକ୍ଷ୍ୟ ରହିଛି। ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?