ଖେଳ

ବ୍ରିଜ ଭୂଷଣଙ୍କ ବିରୋଧରେ ଦୁଇଟି ଏଫଆଇଆର, ନିର୍ଯ୍ୟାତନା, ବ୍ୟାଡ ଟଚ ସମେତ ୧୦ ଅଭିଯୋଗ

ନୂଆଦିଲ୍ଲୀ,୨।୬: ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କ ବିରୋଧରେ ଦୁଇଟି ଏଫଆଇଆର ଦିଆଯାଇଛି। ଏଫଆଇଆରରେ ବ୍ରିଜ ଭୂଷଣଙ୍କ ବିରୋଧରେ ନିର୍ଯ୍ୟାତନା, ଯୌନ ଉତ୍ପିଡନର ଏକ କି ଦୁଇ ନୁହେଁ ବରଂ ୧୦ଟି ମାମଲା ଉଲ୍ଲେଖ କରାଯାଇଛି। ଏଥିରେ…

ମନଜିତ୍‌ଙ୍କୁ ବ୍ରୋଞ୍ଜ ପଦକ

ବିଶକେକ୍‌ (କିରଗିଜସ୍ତାନ), ୨।୬: ଭାରତର ମନଜିତ୍‌ ଏଠାରେ ଚାଲିଥିବା ୟୁଡବ୍ଲ୍ୟୁଡବ୍ଲ୍ୟୁ ର଼୍ୟାଙ୍କିଙ୍ଗ ସିରିଜ ରେସ୍‌ଲିଂ ଇଭେଣ୍ଟର ଗ୍ରୀକୋ ରୋମାନ ୫୫କେଜି କାଟେଗୋରୀରେ ଏକ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ମନଜିତ କ୍ୱାର୍ଟରଫାଇନାଲରେ ଉଜବେକିସ୍ତାନର ଇଖ୍‌ତିଓର ବୋଟିରୋଭଙ୍କଠାରୁ ହାରି ଯାଇଥିଲେ। ମାତ୍ର ବୋଟିରୋଭ…

ଆଇପିଏଲରେ ଖେଳିଥିବା ଖେଳାଳିଙ୍କୁ ଡବ୍ଲୁଟିସି ଫାଇନାଲରେ ଫାଇଦା ମିଳିବ: ପୂର୍ବତନ ଅଷ୍ଟ୍ରେଲୀୟ ଖେଳାଳି

ନୂଆଦିଲ୍ଲୀ,୨।୬: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ (ଡବ୍ଲୁଟିସି)ର ଫାଇନାଲ ମ୍ୟାଚ ଜୁନ ୭ରୁ ଲଣ୍ଡନର ଓଭାଲ ଗ୍ରାଉଣ୍ଡରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଏହି ମ୍ୟାଚରେ ଭାଗ ନେବାକୁ ଉଭୟ ଦଳର ଖେଳାଳି ବର୍ତ୍ତମାନ ଇଂଲଣ୍ଡରେ ପହଞ୍ଚିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ…

ତୃତୀୟ ରାଉଣ୍ଡରେ ରିବାକିନା, ସ୍ବିଟେକ୍‌

ପ୍ୟାରିସ୍‌, ୨ା୬: କ୍ଲେ କୋର୍ଟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନର ଦ୍ୱିତୀୟ ରାଉଣ୍ଡରେ ସିଡେଡ୍‌ ଖେଳାଳିଙ୍କ ସହଜ ବିଜୟ। ମହିଳା ସିଙ୍ଗଲ୍ସ ବର୍ଗରେ ଏକ ନମ୍ବର ସ୍ଥାନରେ ଥିବା ଇଗା ସ୍ବିଟେକ୍‌, ଏଲିନା ରିବାକିନା, ଏକାଟେରିନା ଆଲେକଜାଣ୍ଡ୍ରୋଭା ବିଜୟ ହାସଲ କରିଥିବା…

ଆର୍ଜେଣ୍ଟିନା, ଇଂଲଣ୍ଡ ବିଦା

ବୁଏନ୍ସ ଏୟାର୍ସ, ୨ା୬: ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍‌ ଫୁଟବଲ ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି ଇଟାଲୀ, ନାଇଜେରିଆ, ବ୍ରାଜିଲ ଓ କଲମ୍ବିଆ। ଅନ୍ୟପକ୍ଷରେ ଶକ୍ତିଶାଳୀ ଦଳ ଆର୍ଜେଣ୍ଟିନା ଓ ଇଂଲଣ୍ଡ ଏହି ଟୁର୍ନାମେଣ୍ଟରୁ ବିଦାୟ ନେଇଛନ୍ତି। ୧୦…

ଡବ୍ଲୁଟିସି ଫାଇନାଲ ପୂର୍ବରୁ ଟିମ ଇଣ୍ଡିଆର ନୂଆ ଜର୍ସି ଲଞ୍ଚ

ନୂଆଦିଲ୍ଲୀ,୨।୫: ଜୁନ ୭ରୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପୂର୍ବରୁ ଆଡିଡାସ ଇଣ୍ଡିଆ ଟିମ ଇଣ୍ଡିଆର ନୂଆ ଜର୍ସି ଉନ୍ମୋଚନ କରିଛି। ଟେଷ୍ଟ, ଦିନିକିଆ ଏବଂ ଟି-୨୦ ଇଣ୍ଟରନ୍ୟାସନାଲ ତିନୋଟି ଫର୍ମାଟ ପାଇଁ…

କିରଣ କ୍ୱାର୍ଟରରେ, ଅସ୍ମିତା ପରାସ୍ତ

ବ୍ୟାଙ୍କକ୍‌, ୨ା୬:ଭାରତର କିରଣ ଜର୍ଜ ଚମତ୍କାର ପ୍ରଦର୍ଶନ ଜାରି ରଖି ଥାଇଲାଣ୍ଡ ଓପନ ସୁପର ୫୦୦ ଟୁର୍ନାମେଣ୍ଟ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ସେ ବିଶ୍ୱର ୨୬ ନମ୍ବର ମାନ୍ୟତାପ୍ରାପ୍ତ ଚାଇନାର ଓ୍ବେଙ୍ଗ୍‌ ହଙ୍ଗ୍‌ ୟାଙ୍ଗ୍‌ଙ୍କୁ ସିଧାସଳଖ ଗେମ୍‌ରେ ହରାଇ ଦେଇଛନ୍ତି।…

ଭୁବନେଶ୍ୱର ‘ଏ’, ଅବଶିଷ୍ଟ ଓଡ଼ିଶା ‘ଡି’ ବିଜୟୀ

ଭୁବନେଶ୍ୱର, ୨ା୬ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ଆନୁକୂଲ୍ୟରେ ଚାଲିଥିବା ସିନିୟର ପୁରୁଷ ଆନ୍ତଃଜିଲା କ୍ରିକେଟ ସୁପର ଲିଗ୍‌ କଳାହାଣ୍ଡି କପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚରେ ଭୁବନେଶ୍ୱର ‘ଏ’ ଓ ଅବଶିଷ୍ଟ ଓଡ଼ିଶା ‘ଡି’ ସେମାନଙ୍କ ମ୍ୟାଚରେ ବିଜୟୀ…

ଓଭାଲ ରେକର୍ଡକୁ ନେଇ ଚିନ୍ତାରେ ଅଷ୍ଟ୍ରେଲିଆ

ମେଲବୋର୍ନ,୨ା୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ୍‌ ମ୍ୟାଚ ପୂର୍ବରୁ ଓଭାଲରେ ରେକର୍ଡକୁ ନେଇ ଚିନ୍ତାରେ ପଡିଛି ଅଷ୍ଟ୍ରେଲିଆ। ଆସନ୍ତା ଜୁନ୍‌ ୭ରୁ ୧୧ ମଧ୍ୟରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଏହି ଫାଇନାଲ ଖେଳାଯିବ। ୧୪୦ ବର୍ଷ ଧରି ଅଷ୍ଟ୍ରେଲିଆ ଦଳ…

ପ୍ରଶଂସକଙ୍କ ପାଇଁ ଖୁସି ଖବର: ଧୋନିଙ୍କ ଅସ୍ତ୍ରୋପଚାର ସଫଳ

ମୁମ୍ବାଇ,୧।୬: ଆଇପିଏଲ ୨୦୨୩ର ବିଜେତା ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନି ଆଇପିଏଲରେ ଆଣ୍ଠୁରେ ଆଘାତ ଯୋଗୁ ସେ ଚିନ୍ତିତ ଥିବା ଦେଖାଯାଉଥିଲେ। ବର୍ତ୍ତମାନ ଖବର ଆସିଛି ଯେଉଁଥିରେ ଧୋନିଙ୍କ ଆଣ୍ଠୁ ଅସ୍ତ୍ରୋପଚାର କରାଯାଇଛି ବୋଲି କୁହାଯାଇଛି। ଖବର…

ଡବ୍ଲୁଟିଏସି ଫାଇନାଲ: ଟିମ୍‌ ଇଣ୍ଡିଆ ପାଇଁ ୧୨ ଖେଳାଳିଙ୍କୁ ଚୟନ କଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଜୁନ୍‌ ୭ରେ ଲଣ୍ଡନର ଓଭାଲରେ ଖେଳାଯିବାକୁ ଥିବା ଅନ୍ତିମ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଇଂଲଣ୍ଡରେ ପହଞ୍ଚି ଅଭ୍ୟାସ ଆରମ୍ଭ କରିଛନ୍ତି। ଏହି ସମୟରେ ଭାରତର ପୂର୍ବତନ ମୁଖ୍ୟ…

କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ମହାପଞ୍ଚାୟତ, ଟିକାଏତ କହିଲେ-ନିଷ୍ପତ୍ତି ସୁରକ୍ଷିତ, ହେଲେ…

ନୂଆଦିଲ୍ଲୀ,୧।୬: କୁସ୍ତିଯୋଦ୍ଧା ଏବଂ ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ବିଦାୟୀ ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂଙ୍କ ମଧ୍ୟରେ ଚାଲିଥିବା କଳହକୁ ନେଇ ଗୁରୁବାର ମୁଜାଫରନଗରର ଶୋରାମ ଗ୍ରାମରେ ଏକ ଖାପ ମହାପଞ୍ଚାୟତ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କୃଷକ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?