ଖେଳ

ହାର୍ଦ୍ଦିକଙ୍କ ଏହି ଭୁଲ୍‌ ଯୋଗୁ ଫାଇନାଲରେ ହାରିଲା ଗୁଜରାଟ, ଗାଭାସ୍କରଙ୍କ ଖୁଲାସା

ନୂଆଦିଲ୍ଲୀ, ୧।୬: ଆଇପିଏଲ୍‌ ୨୦୨୩ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ବାଜି ମାରିନେଇଛି। ତେବେ ଗୁଜରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯାଇଥିବା ଅନ୍ତିମ ମ୍ୟାଚରେ ଚେନ୍ନାଇ ଡକୱର୍ଥ-ଲୁଇସ ପଦ୍ଧତି ଅନୁଯାୟୀ ଉଇକେଟ୍‌ ଜିତିଛି। ଏହି ବିଜୟ ସହିତ ଚେନ୍ନାଇ…

ଡବ୍ଲୁଟିସି ଫାଇନାଲରେ ପୂଜାରା ଟିମ ଇଣ୍ଡିଆ ପାଇଁ ଗୁରୁତ୍ୱପୂର୍ଣ୍ଣ, କାରଣ କହିଲେ ସୁନୀଲ ଗାଭାସ୍କର

ନୂଆଦିଲ୍ଲୀ,୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନସିପ ଫାଇନାଲ ୨୦୨୩ ଜୁନ ୭ ତାରିଖରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ଲଣ୍ଡନର ଓଭାଲରେ ଖେଳାଯିବ, ଯେଉଁଥିପାଇଁ ଟିମ ଇଣ୍ଡିଆ ଇଂଲଣ୍ଡରେ ପହଞ୍ଚିବା ପରେ ଅଭ୍ୟାସ ଆରମ୍ଭ କରିଛି। ଏହି ସମୟରେ…

ଫାଇନାଲରେ ଭାରତ

ସାଲାଲା (ଓମାନ), ୧।୬: ଏଠାରେ ଚାଲିଥିବା ଏସିଆ କପ୍‌ ଜୁନିୟର ହକି ଟୁର୍ନାମେଣ୍ଟର ଫାଇନାଲରେ ଭାରତ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ ସେମିଫାଇନାଲରେ ଭାରତ ବବିଂ ସିଂଙ୍କ ହ୍ୟାଟ୍ରିକ ଗୋଲ ବଳରେ ଦକ୍ଷିଣ କୋରିଆକୁ ୯-୧ ଗୋଲରେ ପରାସ୍ତ କରିଛି। ଭାରତ…

ପୂର୍ବତନ ଚାମ୍ପିୟନ ଓଷ୍ଟାପେଙ୍କୋ ବିଦା

ପ୍ୟାରିସ୍‌, ୧ା୬(ପି.ଟି.): କ୍ଲେ କୋର୍ଟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ ଓପନରୁ ବିଦାୟ ନେଇଛନ୍ତି ପୂର୍ବତନ ଚାମ୍ପିୟନ ଜେଲେନା ଓଷ୍ଟାପେଙ୍କୋ। ଏକାଧିକ ସିଡେଡ୍‌ ଖେଳାଳି ସହଜ ବିଜୟ ହାସଲ କରିଥିବା ବେଳେ ଓଷ୍ଟାପେଙ୍କୋ ଓ ବିଶ୍ୱ ମାନ୍ୟତାର ୫ ନମ୍ବର ସ୍ଥାନରେ ଥିବା…

ରୋଇଂରୁ କିଟ୍‌କୁ ରୌପ୍ୟ, ଭାରୋତ୍ତୋଳନରୁ ବ୍ରୋଞ୍ଜ୍‌

ଭୁବନେଶ୍ୱର, ୧।୬ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ବୁଧବାର କିଟ୍‌କୁ ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ପଦକ ମିଳିଛି। ଗୋରଖପୁରରେ ଅନୁଷ୍ଠିତ ମହିଳା ୫୦୦ ମିଟର ଡବଲ୍‌ ସ୍କଲ୍‌ (ଡବ୍ଲ୍ୟୁ୨ଏକ୍ସ) ଇଭେଣ୍ଟରେ ଅବିନାଶ…

ଜାହୋଉଙ୍କ ସହ ଓଡ଼ିଶା ଏଫ୍‌ସିର ଚୁକ୍ତି

ଭୁବନେଶ୍ୱର, ୧।୬(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଏଫ୍‌ସି ଆଗାମୀ ୨ ବର୍ଷ ପାଇଁ ମିଡ୍‌ଫିଲ୍ଡ ତାରକା ଅହମଦ ଜାହୋଉଙ୍କ ସହ ଚୁକ୍ତି କରିଛି। ଏହି ମରକ୍କୋ ଖେଳାଳି ପୂର୍ବରୁ ଏଫ୍‌ସି ଗୋଆ ଏବଂ ମୁମ୍ବାଇ ସିଟି ଏଫ୍‌ସି ପକ୍ଷରୁ ଖେଳିବାର ଅଭିଜ୍ଞତା ରଖିଛନ୍ତି।…

ଓଡ଼ିଶା ଫୁଟ୍‌ବଲରେ ନୂଆ ଅଧ୍ୟାୟ

ଭୁବନେଶ୍ୱର, ୧ା୬ (ସ୍ପୋଟର୍‌ସ ବ୍ୟୁରୋ): ଜୁନ୍‌ ୯ରୁ ଓଡ଼ିଶାରେ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ୨୦୨୩ ଅନୁଷ୍ଠିତ ହେବାକୁ ଯାଉଛି। ଏହାର ଅବ୍ୟବହିତ ପୂର୍ବରୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ଟି ଫୁଟବଲ ପ୍ରଶିକ୍ଷଣ କେନ୍ଦ୍ର ଉଦ୍‌ଘାଟନ କରିଛନ୍ତି। ଓଡ଼ିଶା ଫୁଟବଲରେ ଏକ ଐତିହାସିକ…

କ୍ୱାର୍ଟରରେ ଆମେରିକା, ଇସ୍ରାଏଲ

ବୁଏନ୍ସ ଏରିସ୍‌, ୩୧ା୫: ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍‌ ଫୁଟବଲ ବିଶ୍ୱକପରେ କ୍ୱାର୍ଟର ଫାଇନାଲରେ ଯୁକ୍ତରାଷ୍ଟ୍ର ଆମେରିକା ଓ ଇସ୍ରାଏଲ ପ୍ରବେଶ କରିଛି। ଯୁକ୍ତରାଷ୍ଟ୍ର ଆମେରିକା ୪-୦ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଥିବା ବେଳେ ଉଜବେକିସ୍ତାନକୁ ୧-୦ରେ ହରାଇଛି ଇସ୍ରାଏଲ।…

ବିଜୟ ଉତ୍ସବରେ ଯୋଗ ଦେବାକୁ ଧୋନୀଙ୍କୁ ନିମନ୍ତ୍ରଣ କଲେ ଏନ୍‌.ଶ୍ରୀନିବାସନ୍‌

ଚେନ୍ନାଇ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୬ ସଂସ୍କରଣର ରୋମାଞ୍ଚକ ମେଗା ଫାଇନାଲରେ ବିଜୟ ମୁକୁଟ ପିନ୍ଧିଛି ଚେନ୍ନାଇ ସୁପର କିଙ୍ଗ୍ସ। ଏହି ବିଜୟ ସହ ଚେନ୍ନାଇ ପଞ୍ଚମ ଥର ପାଇଁ ଆଇପିଏଲ୍‌ ଟ୍ରଫି ଜିତିଛି। ଚେନ୍ନାଇର ଟାଇଟଲ ହାସଲ ପରେ…

ଡବ୍ଲୁଟିଏସି ଫାଇନାଲ: ଭାରତ ବିପକ୍ଷ ମ୍ୟାଚ ପୂର୍ବରୁ ସ୍ବାସ୍ଥ୍ୟ ଅପ୍‌ଡେଟ ଦେଲେ ଏହି ଅଷ୍ଟ୍ରେଲୀୟ ଦ୍ରୁତ ବୋଲର

ନୂଆଦିଲ୍ଲୀ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ୧୬ତମ ସିଜନ ଶେଷ ହେବା ସହିତ ଏବେ ସମସ୍ତଙ୍କ ନଜର ଅନ୍ତର୍ଜାତୀୟ କ୍ରିକେଟ ଉପରେ ରହିଛି। ଇଂଲଣ୍ଡ ଦଳ ଜୁନ ୧ରୁ ଆୟର୍ଲାଣ୍ଡ ବିପକ୍ଷରେ ଏକ ମ୍ୟାଚ ଟେଷ୍ଟ ସିରିଜ ଖେଳିବାକୁ ମଇଦାନକୁ…

ଧୋନୀଙ୍କ ମାଇଲଖୁଣ୍ଟ, ଜାଡେଜା ମ୍ୟାଜିକ୍‌

ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୬ଶ ସଂସ୍କରଣ ସୋମବାର ଶେଷ ହୋଇଛି। ଏହାର ଫାଇନାଲରେ ଗୁଜରାଟ ଟାଇଟନ୍ସକୁ ହରାଇ ଚେନ୍ନାଇ ସୁପର କିଙ୍ଗ୍ସ ଚାମ୍ପିୟନ ହୋଇଛି। ଚେନ୍ନାଇକୁ ମ୍ୟାଚ ଜିତିବା ପାଇଁ ଶେଷ ୨ ବଲ୍‌ରୁ ୧୦ ରନ ଆବଶ୍ୟକ ହେଉଥିବାବେଳେ…

କିଟ୍‌ର ପ୍ରଜ୍ଞା ପ୍ରଶାନ୍ତି, ବିକ୍ରାନ୍ତଙ୍କ ମିଟ୍‌ ରେକର୍ଡ

ଭୁବନେଶ୍ୱର, ୩୧ା୫(ସ୍ପୋଟର୍‌ସ ବ୍ୟୁରୋ): ଉତ୍ତର ପ୍ରଦେଶରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସର ୬ଷ୍ଠ ଦିବସରେ କିଟ୍‌ ୟୁନିଭର୍ସିଟିର ପ୍ରତିଯୋଗୀମାନେ ୪ ସ୍ବର୍ଣ୍ଣ ପଦକ ହାସଲ କରିବା ସହ ଆଥଲେଟିକ୍ସ ଇଭେଣ୍ଟରେ ଦୁଇଟି ମିଟ୍‌ ରେକର୍ଡ କରିଛି। ପ୍ରଜ୍ଞା ପ୍ରଶାନ୍ତି ସାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?