ଖେଳ

ଫାଇନାଲରେ ପାରାମାଉଣ୍ଟ

ଭୁବନେଶ୍ୱର, ୩୧।୫ (କ୍ରୀଡ଼ା ପ୍ରତିନିଧି): ମୁକ୍ତେଶ୍ୱର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଏଠାରେ ଚାଲିଥିବା ୨ୟ ପ୍ରଶାନ୍ତ ମହାପାତ୍ର ସ୍ମାରକୀ ଜୁନିୟର(୧୬ ବର୍ଷରୁ କମ୍‌) କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳଭାବେ ପାରାମାଉଣ୍ଟ ସ୍ପୋର୍ଟିଂ ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ…

ମୁଖ୍ୟମନ୍ତ୍ରୀ କିଣିଲେ ପ୍ରଥମ ଟିକେଟ

ଭୁବନେଶ୍ୱର, ୩୧ା୫(ସ୍ପୋଟର୍‌ସ ବ୍ୟୁରୋ): ଜୁନ୍‌ ୯ରୁ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଖେଳାଯିବାକୁ ଥିବା ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ୨୦୨୩ର ପ୍ରଥମ ଟିକେଟ କ୍ରୟ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସର୍ବଭାରତୀୟ ଫୁଟ୍‌ବଲ ମହାସଂଘ (ଏଆଇଏଫ୍‌ଏଫ୍‌) ସେକ୍ରେଟାରୀ ଜେନେରାଲ ଡ. ଶାଜି…

ଆଇପିଏଲ୍‌ରେ ଟଙ୍କା ବର୍ଷା: କେଉଁ ଟିମ୍‌କୁ ମିଳିଲା କେତେ

ଅହମଦାବାଦ,୩୦।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌-୨୦୨୩(ଆଇପିଏଲ୍‌)ର ୧୬ ସଂସ୍କରଣରେ ଚେନ୍ନାଇ ସୁପର କିଙ୍ଗ୍ସ ଟାଇଟଲ ହାସଲ କରିଛି। ମହେନ୍ଦ୍ର ସିଂ ଧୋନିଙ୍କ ନେତୃତ୍ୱାଧିନ ଚେନ୍ନାଇ ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ୫ ଉଇକେଟରେ ପରାସ୍ତ କରିଛି। ରବିବାର ବର୍ଷା ଯୋଗୁ ଖେଳ ସମ୍ଭବ ହୋଇ…

ଖୋର୍ଦ୍ଧା ଜିଲା ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଉଦ୍‌ଯାପିତ

ଭୁବନେଶ୍ୱର,୩୦ା୫,(ସ୍ପୋଟର୍‌ସ ବ୍ୟୁରୋ): ସ୍ଥାନୀୟ ଉତ୍କଳ କରାଟେ ସ୍କୁଲ ପରିସରରେ ଦୁଇ ଦିନିଆ ଖୋର୍ଦ୍ଧା ଜିଲା ଶକ୍ତି ଉତ୍ତୋଳନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ବିଭିନ୍ନପ ଜିମ୍‌ ଓ କ୍ଲବରୁ ବିଭିନ୍ନ ବିଭାଗରେ ମୋଟ ୧୪୦ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ଏଥିରେ…

ପ୍ରତ୍ୟାଶାଙ୍କୁ ଦ୍ୱିତୀୟ ସ୍ବର୍ଣ୍ଣ

ଭୁବନେଶ୍ୱର, ୩୦।୫ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶର ଗ୍ରେଟର୍‌ ନଏଡାଠାରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ସୁଇମିଂ ଇଭେଣ୍ଟରେ ଓଡ଼ିଶାର ପ୍ରତ୍ୟାଶା ରାୟ ବ୍ୟକ୍ତିଗତ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ପ୍ରତ୍ୟାଶା…

କିଟ୍‌ ମହିଳା ରୋଇଂ ଦଳକୁ ରୌପ୍ୟ

ଭୁବନେଶ୍ୱର, ୩୦।୫ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶର ବିଭିନ୍ନ ସହରରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ କିଟ୍‌ର ମହିଳା ରୋଇଂ ଦଳ ରୌପ୍ୟ ପଦକ ହାସଲ କରିଛି। ମହିଳା ୨୦୦୦ ମିଟର (ଡବ୍ଲ୍ୟୁ୨ଏକ୍ସ) ଇଭେଣ୍ଟରେ ଅବିନାଶ କୌର ଓ ଅରୁନ୍‌ପ୍ରୀତ…

ଚେନ୍ନାଇକୁ ପଞ୍ଚମ ଟାଇଟଲ

ଅହମଦାବାଦ, ୩୦।୫ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୬ଶ ସଂସ୍କରଣରେ ବିଜୟ ମୁକୁଟ ପିନ୍ଧିଛି ଚେନ୍ନାଇ ସୁପର କିଙ୍ଗ୍ସ। ସୋମବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ଏବଂ ରୋମାଞ୍ଚକ ମେଗା ଫାଇନାଲରେ ଏହି ଦଳ ଗତଥରର ଚାମ୍ପିୟନ ଗୁଜରାଟ ଟାଇଟନ୍ସକୁ ୫ ଉଇକେଟରେ ପରାସ୍ତ…

ଆଇପିଏଲ୍‌ରେ ସୁଦର୍ଶନଙ୍କ ଶ୍ରେଷ୍ଠ ଇନିଂସ

ଅହମଦାବାଦ,୨୯।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସୋମବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଦମ୍‌ଦାର ବ୍ୟାଟିଂ କରିଛନ୍ତି ଗୁଜରାଟ ଟାଇଟନ୍ସର ସାଇ ସୁଦର୍ଶନ। ଚେନ୍ନାଇ ସୁପର କିଙ୍ଗ୍ସ ବୋଲରଙ୍କୁ ସଫଳ ମୁକାବିଲା କରି ସେ ୪୭ଟି ବଲ୍‌ରେ ୮ ଚୌକା ଓ ୬…

ରେସ୍‌ଲରଙ୍କ ପ୍ରତି ପୋଲିସର କାର୍ଯ୍ୟାନୁଷ୍ଠାନ ହୃଦୟ ବିଦାରକ: ଅଭିନବ ବିନ୍ଦ୍ରା

ନୂଆଦିଲ୍ଲୀ,୨୯ା୫: ସଂସଦ ଭବନ ଉଦ୍‌ଘାଟନ ସମୟରେ ରେସ୍‌ଲରଙ୍କ ପ୍ରତି ଦିଲ୍ଲୀ ପୋଲିସର କାର୍ଯ୍ୟନୁଷ୍ଠାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବିଜେତା ଶୁଟର ଅଭିନବ ବିନ୍ଦ୍ରା। ପୋଲିସ ଓ ରେସଲରଙ୍କ ମଧ୍ୟରେ ଘଟିଥିବା ଘଟଣା ହୃଦୟ ବିଦାରକ ବୋଲି କହିଛନ୍ତି।…

ଫାଇନାଲ ମ୍ୟାଚ୍‌ରେ ପୁଣି ବର୍ଷା

ଅହମଦାବାଦ,୨୯।୫: ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌-୨୦୨୩(ଆଇପିଏଲ୍‌)ର ଫାଇନାଲ ମ୍ୟାଚ୍‌ରେ ପୁଣି ବର୍ଷା ବାଧକ ସାଜିଛି। ଫଳରେ ମ୍ୟାଚ୍‌ ଅଧାରୁ ବନ୍ଦ ରହିଛି। ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି…

ଟ୍ରଫି ହାତେଇବା ପାଇଁ ଚେନ୍ନାଇ ଆଗରେ ୨୧୫ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୨୯।୫: ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ)-୨୦୨୩ର ଫାଇନାଲ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଫଳରେ ଆମନ୍ତ୍ରଣ ପାଇ ଗୁଜରାଟ ଟାଇଟନ୍ସ(ଜିଟି)…

ଫାଇନାଲ ମ୍ୟାଚ: ଟସ୍‌ ଜିତିଲା ଚେନ୍ନାଇ

ଅହମ୍ମଦାବାଦ,୨୯।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ଫାଇନାଲ ମ୍ୟାଚରେ ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ମଧ୍ୟରେ ଖେଳାଯାଉଛି। ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?