ଖେଳ

ଓମାନକୁ ୧୭-୦ରେ ହରାଇ ସେମିଫାଇନାଲ୍‌ରେ ଭାରତ

ସାଲାଲା(ଓମାନ),୨୯।୫: ଜୁନିୟର ଏସିଆ କପ ପୁରୁଷ ହକିରେ ରବିବାର ଭାରତ ୧୭-୦ରେ ଓମାନକୁ ପରାସ୍ତ କରି ସେମିଫାଇନାଲ୍‌ରେ ପ୍ରବେଶ କରିଛି। ଗ୍ରୁପ ପର୍ଯ୍ୟାୟରେ ଭାରତ ନିଜର ସମସ୍ତ ୪ ମ୍ୟାଚ ଖେଳି ୩ ବିଜୟ ଓ ଗୋଟିଏ ଡ୍ର’ ସହିତ ୧୦…

ଉତ୍ତର ପ୍ରଦେଶ ଚାମ୍ପିୟନ

ରାଉରକେଲା ଅଫିସ,୨୯।୫: ସ୍ଥାନୀୟ ବିର୍ସାମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଚାଲିଥିବା ତ୍ରୟୋଦଶ ଜାତୀୟ ସବ୍‌-ଜୁନିୟର ପୁରୁଷ ହକି ଚାମ୍ପିୟନଶିପ୍‌ରେ ଉତ୍ତରପ୍ରଦେଶ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଦଳ ଓଡିଶାକୁ ୭-୧ ଗୋଲରେ ପରାସ୍ତ କରିଛି। ଉତ୍ତରପ୍ରଦେଶ ପକ୍ଷରୁ ଫରଓ୍ବାର୍ଡ ଖେଳାଳି…

ମହିଳା ଭଲିବଲ ଚ୍ୟାଲେଞ୍ଜ: ଭାରତ ଚାମ୍ପିୟନ

ଭୁବନେଶ୍ୱର, ୨୯।୫(କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁରେ ରବିବାର ଶେଷ ହୋଇଥିବା ଏନ୍‌ଏସ୍‌ସି କାଭା (ସେଣ୍ଟ୍ରାଲ ଏସିଆନ ଭଲିବଲ ଆସୋସିଏଶନ) ମହିଳା ଭଲିବଲ ଚ୍ୟାଲେଞ୍ଜ୍‌ କପ୍‌ରେ ଭାରତ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଭାରତ ୩-୦ (୨୫-୧୫, ୨୫-୨୨, ୨୫-୧୮)ରେ କାଜାଖସ୍ତାନକୁ…

ପ୍ରତ୍ୟାଶାଙ୍କୁ ଆଉ ଏକ ରୌପ୍ୟ

ଭୁବନେଶ୍ୱର, ୨୯।୫ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶର ଗ୍ରେଟର ନଏଡାଠାରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ସୁଇମିଂ ଇଭେଣ୍ଟରେ ଓଡ଼ିଶାର ପ୍ରତ୍ୟାଶା ରାୟ ରବିବାର ଆଉ ଏକ ରୌପ୍ୟ ପଦକ ହାସଲ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା…

ଗଣେଶଙ୍କ ଏଭରେଷ୍ଟ ମାରାଥନକୁ ୧୦ ବର୍ଷ

ଭୁବନେଶ୍ବର, ୨୯ା୫ (କ୍ରୀଡ଼ା ପ୍ରତିନିଧି): ଆଜକୁ ୭୦ ବର୍ଷ ତଳେ ମେ’ ୨୯, ୧୯୫୩ରେ ସାର ଏଡମଣ୍ଡ୍‌ ହିଲାରି ଏବଂ ତେନଜିଂ ନର୍ଗେ ପ୍ରଥମ ଥର ପାଇଁ ମାଉଣ୍ଟ୍‌ ଏଭେରେଷ୍ଟ୍‌ ଆରୋହଣ କରି ଦୁଃସାହସିକ ପର୍ବତାରୋହଣର ଶୀର୍ଷ ସଫଳତା ପାଇଥିଲେ। ତେନଜିଂ…

ବର୍ଷା: ରିଜର୍ଭ ଦିବସରେ ଆଇପିଏଲ୍‌ ଫାଇନାଲ

ଅହମଦାବାଦ, ୨୯।୫ :ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ବର୍ଷା ଯୋଗୁ ରବିବାର ସମ୍ଭବ ହୋଇନାହିଁ। କ୍ରମାଗତ ବର୍ଷା ଲାଗି ରହିବାଦ୍ୱାରା ଏହା ରିଜର୍ଭ ଦିବସ ସୋମବାର ଖେଳାଯିବାକୁ ନିଷ୍ପତ୍ତି ହୋଇଛି। ଲିଗ୍‌ ଇତିହାସରେ ପ୍ରଥମଥରପାଇଁ ଏପରି ହେବାକୁ ଯାଉଛି। ଚେନ୍ନାଇ…

 ଆଇପିଏଲ୍‌ରୁ ଅବସର ନେଲେ ଅମ୍ବାତି ରାୟୁଡୁ

ଅହମଦାବାଦ, ୨୮ା୫: ଚେନ୍ନାଇ ସୁପର କିଙ୍ଗ୍ସର(ସିଏସ୍‌କେ) ନିୟମିତ ସଦସ୍ୟ ଅମ୍ବାତି ରାୟୁଡୁ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରୁ ଅବସର ଘୋଷଣା କରିଛନ୍ତି। ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ଫାଇନାଲ ତାଙ୍କ ଶେଷ ମ୍ୟାଚ ହେବ। ଇଂଲଣ୍ଡରେ ୨୦୧୯ ବିଶ୍ୱକପ୍‌ ପାଇଁ ଭାରତୀୟ…

ଆଇପିଏଲ୍‌ ଫାଇନାଲ: ଅହମଦାବାଦରେ ବର୍ଷା

ଅହମଦାବାଦ,୨୮।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। କ୍ରମାଗତ ବର୍ଷା ଲାଗି ରହିବା ଦ୍ୱାରା ଠିକ୍‌ ସମୟରେ ଟସ୍‌ ପଡ଼ି ପାରିନାହିଁ। ଫଳରେ ପିଚ୍‌କୁ କଭର କରି ରଖା ଯାଇଛି। କିଛି ସମୟ ବର୍ଷା ଛାଡ଼ିଥିବାବେଳେ…

ସାକ୍ଷୀଙ୍କ ଭିଡିଓ ଶେୟାର ପରେ ପ୍ରତିକ୍ରିୟା ରଖିଲେ ନୀରଜ

ନୂଆଦିଲ୍ଲୀ,୨୮ା୫: ନୂତନ ସଂସଦ ଭବନ ଉଦ୍‌ଘାଟନ ଅବସରରେ ଦେଶର ପ୍ରମୁଖ ରେସ୍‌ଲରଙ୍କୁ ଦିଲ୍ଲୀ ପୋଲସର ଦୁର୍ବ୍ୟବହାରକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଅଲିମ୍ପିକ୍ସ ଚାମ୍ପିୟନ ନୀରଜ ଚୋପ୍ରା ଓ ପୂର୍ବତନ କ୍ରିକେଟର ମନୋଜ ତିଓ୍ବାରୀ। ମହିଳା ମହାପଞ୍ଚାୟତ ସହିତ ଖେଳାଳିମାନେ ନୂତନ ସଂସଦ…

ଜନ୍ତର ମନ୍ତରରେ ଉତ୍ତେଜନା, କେତେଜଣ କୁସ୍ତିଯୋଦ୍ଧା ଅଟକ, ବଜରଙ୍ଗ ପୁନିଆ କହିଲେ ଆମକୁ ଗୁଳି କର

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀର ଜନ୍ତର ମନ୍ତରରେ ନୂଆ ସଂସଦ ଭବନ ସାମ୍ନାରେ ରେସଲରମାନେ ମହାପଞ୍ଚାୟତ କରିବାକୁ ଯାଉଥିବା ସମୟରେ ପୋଲିସ ସେମାନଙ୍କୁ ଅଟକାଇ ଦେଇଛି। ଏହାପରେ ସେଠାରେ ଉତ୍ତେଜନା ପରିସ୍ଥିତି ଉପୁଜିଛି। କୁସ୍ତିଯୋଦ୍ଧାମାନେ ପୋଲିସ ବାରିକେଡକୁ ପାର ହୋଇ ଯିବାକୁ ଚେଷ୍ଟା କରୁଥିବା…

ଆଇପିଏଲ ଟିମ ବିଜେତା ହେବେ ମାଲାମାଲ, ବାଜି ଲଗାଯାଇଛି କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୨୮।୫: ଗୁଜୁରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ରବିବାର ଆଇପିଏଲ ୨୦୨୩ର ଫାଇନାଲରେ ମୁକାବିଲା କରିବାକୁ ଯାଉଛନ୍ତି। ଏହି ସିଜନ ମାଧ୍ୟମରେ ଚେନ୍ନାଇ ଦଶମ ଥର ପାଇଁ ଆଇପିଏଲର ଫାଇନାଲରେ ପହଞ୍ଚି ଥିବାବେଳେ ଗୁଜରାଟ ଏହାର ଦୁଇ ସିଜନରେ ଲଗାତାର…

ପ୍ରଥମ ମ୍ୟାଚ ଭଳି ଶେଷ ମ୍ୟାଚରେ ଜିଟି-ସିଏସକେ ଲଢ଼େଇ…

ଅହମଦାବାଦ,୨୮।୫ : ଆଇପିଏଲ ୨୦୨୩ର ୧୬ ତମ ସିଜନର ପ୍ରଥମ ମ୍ୟାଚ ଅହମଦାବାଦରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)ର ମ୍ୟାଚରୁ ଆରମ୍ଭ ହୋଇଥିଲା। ସେହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଚେନ୍ନାଇ ୨୦ ଓଭରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?