ଖେଳ

ରଗ୍‌ବୀ ସେମିରେ କିଟ୍‌ ମହିଳା, ପୁରୁଷ ଦଳ

ଭୁବନେଶ୍ୱର, ୨୬ା୫ (ସ୍ପୋଟର୍‌ସ ବ୍ୟୁରୋ): ଉତ୍ତର ପ୍ରଦେଶର ବିଭିନ୍ନ ସହରରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ରଗ୍‌ବୀ ବିଭାଗରେ କିଟ୍‌ ବିଶ୍ୱବିଦ୍ୟାଳୟର ମହିଳା ଓ ପୁରୁଷ ଦଳ ସେମି ଫାଇନାଲରେ ପ୍ରବେଶ କରିଛନ୍ତି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ)…

କ୍ୱାଲିଫାୟର୍‌-୨ରେ ଘାତକ ହୋଇପାରନ୍ତି ଶୁବମନ

ଅହମଦାବାଦ,୨୫ା୫: ଇଣ୍ଡିଆନ ପ୍ରିମିୟର୍‌ ଲିଗ୍‌(ଆଇପିଏଲ)ର କ୍ୱାଲିଫାୟର-୨ରେ ପରସ୍ପରକୁ ଭେଟିବେ ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଟାଇଟନ୍ସ ଓ ୫ ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ। ଲକ୍ଷ୍ନୌକୁ ୮୧ ରନ୍‌ରେ ପରାସ୍ତ କରି କ୍ୱାଲିଫାୟର-୨ରେ ପହଞ୍ଚିଛି ମୁମ୍ବାଇ। ଶୁକ୍ରବାର ବିଶ୍ୱର ସର୍ବବୃହତ୍‌ ନରେନ୍ଦ୍ର ମୋଦି…

ଜାତିଆଣ ଆକ୍ଷେପ ମାମଲା: କ୍ଷମା ମାଗିଲେ ସ୍ପାନିଶ୍‌ ଲିଗ୍‌ ସଭାପତି

ମାଡ୍ରିଡ୍‌,୨୫ା୫: ସ୍ପାନିସ୍‌ ଲିଗ୍‌ ଫୁଟବଲରେ ବ୍ରାଜିଲର ଫରଓ୍ବାର୍ଡ ଖେଳାଳି ଭିନିସିୟସ୍‌ ଜୁନିୟରଙ୍କ ଜାତିଆଣ ଆକ୍ଷେପ ମାମଲାରେ କ୍ଷମାପ୍ରାର୍ଥନା କରିଛନ୍ତି ସ୍ପାନିଶ ଲିଗ୍‌ ସଭାପତି ଜାଭିଏର ଟେବାସ୍‌। ଭାଲେନ୍ସିଆ ବିପକ୍ଷରେ ରିୟଲ ମାଡ୍ରିଡ୍‌ର ୧-୦ ପରାଜୟରେ ମଷ୍ଟାଲ୍ଲା ଷ୍ଟାଡିୟମରେ ଜାତିଆଣ ଆକ୍ଷେପ ହେବା…

କ୍ୱାର୍ଟର ଫାଇନାଲରେ ମୁକ୍ତେଶ୍ୱର

ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): ମୁକ୍ତେଶ୍ୱର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଏହାର ପଡ଼ିଆରେ ଚାଲିଥିବା ୨ୟ ପ୍ରଶାନ୍ତ ମହାପାତ୍ର ସ୍ମାରକୀ ଜୁନିୟର (୧୬ ବର୍ଷରୁ କମ୍‌) କ୍ରିକେଟ ଟୁର୍ନାମେଣ୍ଟର ୬ଷ୍ଠ ପ୍ରି-କ୍ୱାର୍ଟର ଫାଇନାଲ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସହିଦ ସ୍ପୋର୍ଟିଂକୁ…

ଆଇପିଏଲ୍‌ ପ୍ଲେ ଅଫ୍‌ରେ ଶ୍ରେଷ୍ଠ ବୋଲିଂ

ଚେନ୍ନାଇ, ୨୫ା୫: ଆଇପିଏଲ ଏଲିମିନେଟର-୧ରେ ଅଗ୍ନିବର୍ଷୀ ବୋଲିଂ କରି ୫ ଉଇକେଟ ଅକ୍ତିଆର କରିଛନ୍ତି ଆକାଶ ମାଧଓ୍ବାଲ। ଏହା ସହିତ ପ୍ଲେ ଅଫ୍‌ର ଶ୍ରେଷ୍ଠ ବୋଲିଂ ଫିଗର ସେ ନିଜ ନାମରେ କରିଛନ୍ତି। ପ୍ରଥମ ଖେଳାଳି ଭାବରେ ମାଧଓ୍ବାଲ ୫ ଉଇକେଟ…

ଉତ୍ତର ପ୍ରଦେଶ, ଝାଡ଼ଖଣ୍ଡ ବିଜୟୀ

ରାଉରକେଲା ଅଫିସ/ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ୨୫।୫: ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଚାଲିଥିବା ଜାତୀୟ ସବ୍‌ଜୁନିୟର ପୁରୁଷ ହକିର ବୁଧବାର ଅନୁଷ୍ଠିତ ମ୍ୟାଚରେ ଉତ୍ତର ପ୍ରଦେଶ ଓ ଝାଡ଼ଖଣ୍ଡ ଦଳ ବିଜୟୀ ହୋଇଛି। ଦିବସର ପ୍ରଥମ ମ୍ୟାଚରେ ଉତ୍ତର ପ୍ରଦେଶ ୫-୦…

ସୂଚନା ଓ ଲୋକସମ୍ପର୍କ ବିଭାଗ ରନରଅପ୍‌

ଭୁବନେଶ୍ୱର, ୨୫।୫ (ସ୍ପୋଟର୍‌ସ ବ୍ୟୁରୋ): ଇସ୍ପାତ ଓ ଖଣି ବିଭାଗ ଦ୍ୱାରା ଆୟୋଜିତ ଆନ୍ତଃବିଭାଗୀୟ ସଚିବାଳୟ କ୍ରିକେଟ ଟୁର୍ନାମେଣ୍ଟରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ଚାମ୍ପିୟନ ଏବଂ ସୂଚନା ଓ ଲୋକସଂପର୍କ ବିଭାଗର କ୍ରିକେଟ ଦଳ ରନରଅପ୍‌ ହୋଇଛି…

ଦ୍ୱିତୀୟ ରାଉଣ୍ଡରେ ସିନ୍ଧୁ, ଶ୍ରୀକାନ୍ତ

କୁଆଲାଲମ୍ପୁର,୨୫ା୫(ପି.ଟି.): ମାଲେସିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି ପି.ଭି. ସିନ୍ଧୁ ଓ କିଡାମ୍ବୀ ଶ୍ରୀକାନ୍ତ। ମହିଳା ସିଙ୍ଗଲ୍ସରେ ବୁଧବାର ଷଷ୍ଠ ସିଡେଡ୍‌ ସିନ୍ଧୁ କଡା ସଂଘର୍ଷପୂର୍ଣ୍ଣ ମୁକାବିଲାରେ ଡେନ୍‌ମାର୍କର ଲାଇନ୍‌ କ୍ରିଷ୍ଟୋଫରସେନଙ୍କୁ ପରାସ୍ତ କରିଥିଲେ। ୧ ଘଣ୍ଟା…

ଭାଲେନ୍ସିଆକୁ ୪୦ ଲକ୍ଷ ଜରିମାନା

ମାଡ୍ରିଡ୍‌,୨୫ା୫(ପି.ଟି.): ସ୍ପାନିସ୍‌ ଲିଗ୍‌ ଫୁଟବଲରେ ବ୍ରାଜିଲର ଫରଓ୍ବାର୍ଡ ଖେଳାଳି ଭିନିସିୟସ୍‌ ଜୁନିୟରଙ୍କ ପ୍ରତି ଜାତିଆଣ ଆକ୍ଷେପ ମାମଲାରେ ପୋଲିସ ଆଉ ୩ ଜଣଙ୍କୁ ଗିରଫ କରିଛି। ଏହା ସହିତ ଫୁଟବଲ୍‌ କ୍ଲବ ଭାଲେନ୍ସିଆ ଉପରେ ୪୫ ହଜାର ୟୁରୋ ବା ଭାରତୀୟ…

କୋଚ୍‌ ନିଯୁକ୍ତ କଲା ଓସିଏ

ଭୁବନେଶ୍ୱର,୨୫ା୫ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା କ୍ରିକେଟ ଆସୋସିଏଶନ୍‌ (ଓସିଏ) ପକ୍ଷରୁ ଏହାର ପୁରୁଷ ଓ ମହିଳା ଦଳ ପାଇଁ କୋଚଙ୍କ ନାମ ଘୋଷଣା କରାଯାଇଛି। ପୁରୁଷ କ୍ରିକେଟ ଦଳର ମୁଖ୍ୟ କୋଚ୍‌ ତଥା ନିର୍ଦ୍ଦେଶକ ଦୀନେଶ ମୋଙ୍ଗିଆ ଓ ବୈଷୟିକ ନିର୍ଦ୍ଦେଶକ…

କିଟ୍‌ ମହିଳା, ପୁରୁଷ ଦଳର ବିଜୟ ଅଭିଯାନ

ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): ଉତ୍ତର ପ୍ରଦେଶର ବିଭିନ୍ନ ସହରରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ରଗ୍‌ବୀ ବିଭାଗରେ କିଟ୍‌ ବିଶ୍ୱବିଦ୍ୟାଳୟର ମହିଳା ଓ ପୁରୁଷ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିଛନ୍ତି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ…

ନେପାଳକୁ ହରାଇ ଭାରତ ସେମିରେ

ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): ନେପାଳର କାଠମାଣ୍ଡୁରେ ଚାଲିଥିବା ଏନ୍‌ଏସ୍‌ସି ସେଣ୍ଟ୍ରାଲ ଏସିଆନ ଭଲିବଲ ଆସୋସିଏଶନ (କାଭା) ମହିଳା ଭଲିବଲ ଚ୍ୟାଲେଞ୍ଜ୍‌ କପ୍‌ର ସେମିଫାଇନାଲରେ ଭାରତ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ପ୍ରିଲିମିନାରି ଲିଗ୍‌ ମ୍ୟାଚରେ ଆୟୋଜକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?