ଖେଳ

ଆଜିଠୁ ୨ ଦିନିଆ ସୁପରଲିଗ୍‌

ଭୁବନେଶ୍ୱର, ୨୪।୫ (କ୍ରୀଡ଼ା ପ୍ରତିନିଧି): କଳାହାଣ୍ଡି କପ୍‌ କ୍ରିକେଟ ଟୁର୍ନାମେଣ୍ଟର ୨ ଦିନିଆ ସୁପରଲିଗ୍‌ ବୁଧବାରଠାରୁ କଟକର ବିଭିନ୍ନ ଗ୍ରାଉଣ୍ଡରେ ଆରମ୍ଭ ହେବ। ଏଥିରେ ଭାଗ ନେବାକୁ ଯାଉଥିବା ୧୦ ଦଳକୁ ୨ଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଛି। ଗ୍ରୁପ୍‌ ‘ଏ’ରେ ଇକୋର୍ସା,…

ଆଇବିଏ ଦ୍ୱାରା ୪ ମହାସଂଘ ନିଲମ୍ବିତ

ଲାଉସାନ୍ନେ,୨୪ା୫(ପି.ଟି.): ଅନ୍ତର୍ଜାତୀୟ ବକ୍ସିଂ ଆସୋସିଏଶନ୍‌ (ଆଇବିଏ) ପକ୍ଷରୁ ୪ ଦେଶର ଜାତୀୟ ମହସଂଘକୁ ନିଲମ୍ବିତ କରାଯାଇଛି। ଏକ ବିଦ୍ରୋହୀ ସଙ୍ଗଠନ ପକ୍ଷରୁ ଆୟୋଜିତ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବା କାରଣରୁ ଜର୍ମାନୀ, ନ୍ୟୁଜିଲାଣ୍ଡ, ସ୍ବିଡେନ୍‌ ଓ ନେଦରଲାଣ୍ଡ୍ସକୁ ନିଲମ୍ବନ କରାଯାଇଛି। ଗତ ମାସରେ…

ସିଏସକେକୁ ଫାଇନାଲ ଟିକଟ…

ଚେନ୍ନାଇ,୨୩।୫ : ଆଇପିଏଲ ୨୦୨୩ର ପ୍ରଥମ କ୍ୱାଲିଫାୟର ମ୍ୟାଚରେ ଗୁଜରାଟ ଟାଇଟାନ୍ସ (ଜିଟି ) ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ୧୫ ରନରେ ବିଜୟ ହାସଲ କରିଛି । ଏହା ସହିତ ସିଏସକେକୁ ଫାଇନାଲ ଖେଳିବାର ଟିକଟ ମିଳିଛି। ସିଏସକେକୁ…

ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୭୩ ରନ…

ଚେନ୍ନାଇ,୨୩।୫ : ଆଇପିଏଲ ୨୦୨୩ର ପ୍ରଥମ କ୍ୱାଲିଫାୟର ମ୍ୟାଚ ଗୁଜରାଟ ଟାଇଟାନ୍ସ(ଜିଟି ) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମଧ୍ୟରେ ଖେଳାଯାଉଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଜିଟି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି…

ଟସ ଜିତିଲା ଜିଟି, ପ୍ରଥମେ ବୋଲିଂ…

ଚେନ୍ନାଇ,୨୩।୫ : ଆଇପିଏଲ ୨୦୨୩ର ପ୍ରଥମ କ୍ୱାଲିଫାୟର ମ୍ୟାଚ ଗୁଜରାଟ ଟାଇଟାନ୍ସ(ଜିଟି ) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ) ମଧ୍ୟରେ ଖେଳାଯାଉଛି। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଜିଟି ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି…

ବିରାଟ ଆର୍‌ସିବି ଛାଡି ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳନ୍ତୁ: କେଭିନ୍‌ ପିଟରଶନ

ନୂଆଦିଲ୍ଲୀ,୨୩।୫: ବିରାଟ କୋହଲି ୨୦୦୮ରୁ ଆର୍‌ସିବି ପାଇଁ ଖେଳି ଆସୁଛନ୍ତି। ଏହି ୧୬ସିଜିନ୍‌ ମଧ୍ୟରେ ସେ ଟିମ୍‌ ପାଇଁ ୭୫୦୦ରୁ ଅଧିକ ରନ୍‌ କରିଛନ୍ତି। ୧୬ତମ ସିଜିନ୍‌ରେ ବିରାଟ ଶତକ ହାସଲ କରିଥିଲେ ମଧ୍ୟ ଟିମ୍‌ ଜିତି ପାରି ନ ଥିଲା।…

ସେ ବଡ଼ ଭାଇ ଭଳି, ସବୁବେଳେ ତାଙ୍କ ପ୍ରଶଂସକ ହୋଇରହିବି: ଧୋନିଙ୍କୁ ନେଇ ଏଭଳି କହିଲେ ପାଣ୍ଡ୍ୟା

ନୂଆଦିଲ୍ଲୀ,୨୩।୫: ଆଇପିଏଲର ୧୬ ତମ ସିଜନରେ ଆଜିଠାରୁ ପ୍ଲେ ଅଫ ମ୍ୟାଚ ଆରମ୍ଭ ହେବ। ଚଳିତ ସିଜିନର ପ୍ରଥମ କ୍ୱାଲିଫାୟର ମ୍ୟାଚରେ ଗୁଜୁରାଟ ଟାଇଟାନ୍ସ (ଜିଟି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)ମଧ୍ୟରେ ମୁକାବିଲା ହେବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ ପୂର୍ବରୁ…

ଭିନିସିୟସ୍‌ ଜୁନିୟରଙ୍କୁ ଜାତିଆଣ ଆକ୍ଷେପ

ମାଡ୍ରିଡ୍‌,୨୩ା୫(ପି.ଟି.): ସ୍ପାନିସ୍‌ ଲିଗ୍‌ ଫୁଟବଲରେ ବ୍ରାଜିଲର ଭିନିସିଅସ୍‌ ଜୁନିଅରଙ୍କୁ ଜାତିଆଣ ଆକ୍ଷେପର ଶିକାଶ ହେବାକୁ ପଡିଛି। ଭାଲେନ୍ସିଆ ବିପକ୍ଷରେ ରିୟଲ ମାଡ୍ରିଡ୍‌ର ୧-୦ ପରାଜୟରେ ଏମିତି ଘଟଣା ଘଟିଥିଲା। ମେଷ୍ଟାଲ୍ଲା ଷ୍ଟାଡିୟମରେ ଏଭଳି ଘଟଣା ଘଟିଥିବା ବେଳେ ଖେଳକୁ କିଛି ମିନିଟ୍‌…

‘କୋଚିଂ, ଖେଳାଳି ଚୟନ ଚ୍ୟାଲେଞ୍ଜିଂ ଥିଲା’

ଭୁବନେଶ୍ୱର, ୨୩।୫, (କ୍ରୀଡ଼ା ପ୍ରତିନିଧି): ”୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ଦଳର ସହକାରୀ କୋଚ୍‌ ଦାୟିତ୍ୱ ଏବଂ ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ରେ ଚୟନକର୍ତ୍ତା ଦାୟିତ୍ୱ ତୁଲାଇବାରେ ଭିନ୍ନ ଅଭିଜ୍ଞତା ରହିଲା। ବିଭିନ୍ନ ରାଜ୍ୟରୁ ଆସିଥିବା ନୂଆ ପିଲାଙ୍କୁ କ୍ୟାମ୍ପରେ…

ସମୀର ବର୍ମା ଜିତିଲେ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୨୩ା୫(ପି.ଟି.): ସ୍ଲୋଭେନିଆର ମାରିବୋର୍‌ଠାରେ ଅନୁଷ୍ଠିତ ସ୍ଲୋଭେନିଆ ଓପନ୍‌ ପୁରୁଷ ସିଙ୍ଗଲ୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତୀୟ ଖେଳାଳି ସମୀର ବର୍ମା ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ତାଇଓ୍ବାନ୍‌ର ସୁ ଲି ୟାଙ୍ଗ୍‌ଙ୍କୁ ୨୧-୧୮, ୨୧-୧୪ ହରାଇ ଦେଇଛନ୍ତି। ମିକ୍ସଡ ଡବଲ୍ସ ଇଭେଣ୍ଟରେ…

ନୀରଜ ନମ୍ବର ଓ୍ବାନ

ନୂଆଦିଲ୍ଲୀ, ୨୩ା୫ (ପି.ଟି.): ବିଶ୍ୱ ଆଥଲେଟିକ୍ସ ଦ୍ୱାରା ସଦ୍ୟ ପ୍ରକାଶିତ ପୁରୁଷ ଜାଭେଲିନ୍‌ ଥ୍ରୋ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ଅଲିମ୍ପିକ ଚାମ୍ପିୟନ ନୀରଜ ଚୋପ୍ରା ତାଙ୍କ କ୍ୟାରିୟରରେ ପ୍ରଥମ ଥର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ତାଲିକାରେ ଚୋପ୍ରାଙ୍କ ପଏଣ୍ଟ ସଂଖ୍ୟା…

ସିଙ୍ଗଲ୍ସ, ଡବଲ୍ସ ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୨୩।୫,,(କ୍ରୀଡ଼ା ପ୍ରତିନିଧି): ବାହାରିନ୍‌ର ମାନାମାଠାରେ ଚାଲିଥିବା ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଉଭୟ ସିଙ୍ଗଲ୍ସ ଓ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ପ୍ରମୋଦ ଭଗତ। ଦୀପ୍‌ରଞ୍ଜନ ବିଷୋୟୀ ସିଙ୍ଗଲ୍ସ ସେମିଫାଇନାଲରେ ହାରିଯାଇଥିବାରୁ ବ୍ରୋଞ୍ଜ୍‌ ପଦକରେ ସନ୍ତୁଷ୍ଟ ହୋଇଛନ୍ତି। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?