ଖେଳ

ଏସିଆନ ଗେମ୍ସ ଉପରେ ଫୋକସ

ବେଙ୍ଗାଲୁରୁ, ୨୩।୫: ୟୁରୋପରେ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ ଖେଳିବା ପାଇଁ ଭାରତୀୟ ହକି ଦଳ ସୋମବାର ଲଣ୍ଡନ ଯାତ୍ରା କରିଛି। ମେ’ ୨୬ରୁ ଆରମ୍ଭ ହେଉଥିବା ଏହି ଲିଗ୍‌ରେ ଭାରତୀୟ ଦଳ ପ୍ରଥମ ପର୍ଯ୍ୟାୟରେ ଅଲିମ୍ପିକ୍ସ ଚାମ୍ପିୟନ ବେଲ୍‌ଜିୟମ ଏବଂ ଆୟୋଜକ…

ମୁଁ ପଛକୁ ହଟିବି ନାହିଁ: ବ୍ରିଜଭୂଷଣ

ନୂଆଦିଲ୍ଲୀ,୨୩।୫: ଭାରତୀୟ ଜନତା ପାର୍ଟି(ଭାଜପା)ର ଏମପି ତଥା ଭାରତୀୟ କୁସ୍ତି ମହାସଂଘର ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂ ଲଗାତାର ଖବରର ଶିରୋନାମାରେ ରହି ଆସୁଛନ୍ତି। ବ୍ରିଜ ଭୂଷଣଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗକୁ ନେଇ କୁସ୍ତିଯୋଦ୍ଧାମାନେ ଜନ୍ତର ମନ୍ତରରେ ଧାରଣାରେ…

ଆଜି ପ୍ରଥମ କ୍ୱାଲିଫାୟର ମ୍ୟାଚ ଖେଳିବେ ସିଏସ୍‌କେ-ଜିଟି

ଆଇପିଏଲ ୨୦୨୩ର ୧୬ ତମ ସିଜନରେ ମଙ୍ଗଳବାରଠାରୁ ପ୍ଲେ ଅଫ ମ୍ୟାଚ ଖେଳାଯିବ। ତେବେ ଏହି ସିଜନର ପ୍ରଥମ କ୍ୱାଲିଫାୟର ମ୍ୟାଚ ଆଜି ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)କୁ ଭେଟିବ ଗୁଜୁରାଟ ଟାଇଟାନ୍ସ (ଜିଟି)। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ସନ୍ଧ୍ୟା ୭.୩୦ରେ…

ବ୍ରାଜିଲକୁ ହରାଇଲା ଇଟାଲୀ

ବୁଏନ୍‌ସ ଏୟାର୍ସ,୨୩ା୫(ପି.ଟି.): ଆର୍ଜେଣ୍ଟିନାରେ ଅନୁଷ୍ଠିତ ୨୦ ବର୍ଷରୁ କମ୍‌ ଫୁଟ୍‌ବଲ ବିଶ୍ୱକପ୍‌ରେ ଦେଖିବାକୁ ମିଳିଛି ବଡ଼ ବିପର୍ଯ୍ୟୟ। ଦୁଇ ଟାଇଟଲ ଫେବରିଟ୍‌ ଦଳ ବ୍ରାଜିଲ ଓ ସେନେଗାଲ୍‌ ନିଜର ଓପ୍‌ନିଙ୍ଗ ଗେମ୍‌ରେ ପରାଜିତ ହୋଇଛନ୍ତି। ରବିବାର ଇଟାଲୀ, ଜାପାନ, ନାଇଜେରିଆ ଓ…

ନାର୍କୋ ଟେଷ୍ଟ ପାଇଁ ରେସ୍‌ଲରଙ୍କ ସହମତି

ନୂଆଦିଲ୍ଲୀ,୨୩ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ(ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ୨୯ ଦିନରେ ପହଞ୍ଚତ୍ଛି। ଭାରତର ଅଲିମ୍ପିକ୍ସ ପଦକ ବିଜୟୀ ରେସ୍‌ଲର ସାକ୍ଷୀ ମଲିକ୍‌ ଓ ବଜରଙ୍ଗ ପୁନିଆଙ୍କ ସମେତ ଏସିଆନ୍‌…

ଚେପକ୍‌ ପିଚ୍‌କୁ ନେଇ ଅନିଶ୍ଚିତତା

ଚେନ୍ନାଇ,୨୩ା୫(ପି.ଟି.): ଆଇପିଏଲ୍‌ର କ୍ୱାଲିଫାୟର୍‌-୧ରେ ମଙ୍ଗଳବାର ପରସ୍ପରକୁ ଭେଟିବେ ୪ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ ଓ ଡିଫେଣ୍ଡିଂ ଚାମ୍ପିୟନ ଗୁଜରାଟ ଟାଇଟନ୍ସ। ଏହା ସହିତ ଆଇପିଏଲର ଶ୍ରେଷ୍ଠ ରଣନୀତିକାର ମହେନ୍ଦ୍ର ସିଂ ଧୋନୀଙ୍କ ଯୋଜନା ଓ ଭାରତୀୟ କ୍ରିକେଟ୍‌ର ଯୁବରାଜ…

କଳିଙ୍ଗରେ ସମର କ୍ୟାମ୍ପ ଉଦ୍‌ଯାପିତ

ଭୁବନେଶ୍ୱର,୨୩ା୫, (ସ୍ପୋଟର୍‌ସ ବ୍ୟୁରୋ): ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏକାଧିକ କ୍ରୀଡ଼ାର ସମର କ୍ୟାମ୍ପ ସୋମବାର ଉଦ୍‌ଯାପିତ ହୋଇଛି। ମେ ୧ ତାରିଖରୁ ଆରମ୍ଭ ହୋଇଥିବା ଏହି କ୍ୟାମ୍ପରେ ୫୦୦ରୁ ଅଧିକ ଶିଶୁ ଅଂଶଗ୍ରହଣ କରିଥିଲେ। ଫୁଟବଲ, ଆଥଲେଟିକ୍ସ, ଜୁଡୋ,…

ସଙ୍କେତ, ବିଶାଲଙ୍କ ଶତକ, ସୋହମ, ମାଧବଙ୍କୁ ୫

ଭୁବନେଶ୍ୱର,୨୩ା୫ (ସ୍ପୋଟର୍‌ସ ବ୍ୟୁରୋ) ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ୧୬ ବର୍ଷରୁ କମ୍‌ ଆନ୍ତଃଜିଲା କ୍ରିକେଟ ଟୁର୍ନାମେଣ୍ଟର ପ୍ରଥମ ଚରଣ ଅନୁଷ୍ଠିତ ହେଉଛି। ସୋମବାର ଅନୁଷ୍ଠିତ ମ୍ୟାଚରେ ଭୁବନେଶ୍ୱର ବି, କେନ୍ଦୁଝର, ନୂଆପଡା, ବରଗଡ, ଖୋର୍ଦ୍ଧା ଓ ଗଜପତି ବିଜୟୀ…

ଆଇସିସି ନିୟମ ଉଲ୍ଲଂଘନ କରିଛନ୍ତି ଅମ୍ପାୟର ଯତୀନ

ଦୁବାଇ,୨୩।୫(ପି.ଟି.): ଭଟିଣ୍ଡାର ଜଣେ ଅମ୍ପାୟର ଯତୀନ କାଶ୍ୟପଙ୍କ ବିରୋଧରେ ଦୁର୍ନୀତି ନିବାରଣ ନିୟମ ଉଲ୍ଲଂଘନ କରିଛନ୍ତି। ୨୦୨୨ରେ କେତୋଟି ଅନ୍ତର୍ଜାତୀୟ ମ୍ୟାଚ୍‌ ଉପରେ ତଦନ୍ତ ବେଳେ ଏହା ଜଣାପଡ଼ିଥିବା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ସୋମବାର ପ୍ରକାଶ କରିଛି। କାଶ୍ୟପ କି ପ୍ରକାର…

୨୯ ଦିନରେ ପହଞ୍ଚିଲା ଆନ୍ଦୋଳନ: ନାର୍କୋ ଟେଷ୍ଟ ପାଇଁ ରେସ୍‌ଲରଙ୍କ ସହମତି

ନୂଆଦିଲ୍ଲୀ,୨୨ା୫: ଡବ୍ଲ୍ୟୁଏଫ୍‌ଆଇ ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତରଠାରେ ଖେଳାଳିଙ୍କ ଆନ୍ଦୋଳନ ସୋମବାର ୨୯ ଦିନରେ ପହଞ୍ଚିଛି। ଅଲିମ୍ପିକ୍ସ ପଦକ ବିଜୟୀ ରେସ୍‌ଲର ସାକ୍ଷୀ ମଲିକ୍‌ ଏବଂ ବଜରଙ୍ଗ ପୁନିଆଙ୍କ ସମେତ ଏସିଆନ୍‌ ଗେମ୍ସ ସ୍ବର୍ଣ୍ଣ…

ଆଇପିଏଲ ପ୍ଲେ ଅଫ୍‌ କେବେ, କେଉଁଠି ?…

କୋଲକାତା,୨୨।୫ : ଆଇପିଏଲ ୨୦୨୩ ଏହାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଖେଳାଯାଇଥିବା ୭୦ ଟି ଲିଗ ମ୍ୟାଚରେ ଚମତ୍କାର ପ୍ରଦର୍ଶନ କରି ଗୁଜରାଟ ଟାଇଟାନ୍ସ, ଚେନ୍ନାଇ ସୁପର କିଙ୍ଗ୍ସ, ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ଦଳ ପ୍ଲେ…

ପ୍ଲେ ଅଫ୍‌ରେ ଏହି ୪ ଟିମ୍‌

ନୂଆଦିଲ୍ଲୀ,୨୨।୫: ଆଇପିଏଲ ୨୦୨୩ର ୧୬ତମ ସିଜନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବର୍ତ୍ତମାନ ମେ’ ୨୩ରୁ ପ୍ଲେ ଅଫ୍‌ ମ୍ୟାଚ ଖେଳାଯିବ। ଚେନ୍ନାଇ ସୁପର କିଙ୍ଗ୍ସ, ଲକ୍ଷ୍ନୌ ସୁପର ଜିଆଣ୍ଟସ, ଗୁଜୁରାଟ ଟାଇଟାନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ପ୍ଲେ ଅଫ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?