ନିଜ ଫର୍ମକୁ ନେଇ ଏମିତି କହିଦେଲେ ସୂର୍ଯ୍ୟକୁମାର: ରନ୍ କରିପାରୁନାହିଁ କିନ୍ତୁ…
ନୂଆଦିଲ୍ଲୀ,୧୫।୧୨: ବହୁତ ଦିନ ଧରି ବଡ଼ ସ୍କୋର କରିବାକୁ ସଂଘର୍ଷ କରୁଥିବା ଭାରତୀୟ ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ୭ ଉଇକେଟେରେ ବିଜୟ ପରେ କହିଥିଲେ, ସେ ରନ କରିପାରି ନାହାଁନ୍ତି,…
ମେସିଙ୍କୁ ସ୍ବାଗତ ପାଇଁ ଦିଲ୍ଲୀରେ ହାଇ ଆଲର୍ଟ! ହ୍ୟାଣ୍ଡସେକ୍ କରିବାକୁ ଚାହୁଁଥିଲେ ଦେବାକୁ ପଡ଼ିବ ଏତିକି କୋଟି
ନୂଆଦିଲ୍ଲୀ,୧୫।୧୨: ଫୁଟବଲ ଜଗତର ସବୁଠାରୁ ବଡ ତାରକା ଏବଂ ଆର୍ଜେଣ୍ଟିନାକୁ ବିଶ୍ୱକପ ଗୌରବ ପ୍ରଦାନ କରିଥିବା ଅଧିନାୟକ ଲିଓନେଲ ମେସି ସୋମବାର ଦିଲ୍ଲୀରେ ପହଞ୍ଚିଛନ୍ତି। ତାଙ୍କ ଆଗମନ ପାଇଁ ରାଜଧାନୀ ହାଇ ଆଲର୍ଟରେ ରହିଛି। କଡ଼ା ସୁରକ୍ଷା, ଭିଆଇପି ବୈଠକ ଏବଂ…
୫୧ ବର୍ଷ ପରେ କ୍ରିକେଟ୍ରେ ଘଟିଲା…ଗୋଟିଏ ଦଳରେ ୩ ଭାଇ
ନୂଆଦିଲ୍ଲୀ,୧୫।୧୨: ICC ପୁରୁଷ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ନାମ୍ବିଆ ଏବଂ ଜିମ୍ବାୱେରେ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ଦେଶ ଗୋଟିଏ ପରେ ଗୋଟିଏ ଦଳ ଘୋଷଣା କରୁଛନ୍ତି। ଭାରତ ଏପର୍ଯ୍ୟନ୍ତ ୧୯ ବର୍ଷରୁ କମ ବିଶ୍ୱକପ ପାଇଁ ତା’ର…
IND v SA, 3rd T20I: ଦକ୍ଷିଣ ଆଫ୍ରିକାକୁ ମହଙ୍ଗା ପଡିଲାକି ଗମ୍ଭୀରଙ୍କ ଚତୁର ରଣନୀତି, ହଠାତ୍…
ନୂଆଦିଲ୍ଲୀ,୧୫।୧୨: ତୃତୀୟ ଟି-୨୦ ମ୍ୟାଚରେ ଭାରତ ୭ ୱିକେଟରେ ବିଜୟୀ ହୋଇଛି । ଅର୍ଶଦୀପ ସିଂହଙ୍କ ବୋଲିଂ ଭାରତର ବିଜୟରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲା । ସେ ଚାରି ଓଭରରେ ୧୩ ରନ ଦେଇ ଦୁଇଟି ୱିକେଟ ନେଇଥିଲେ। ଧର୍ମଶାଳାରେ…
Lionel Messi India Tour: ଭାରତ ଗସ୍ତର ଶେଷ ଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବେ ଫୁଟବଲ କିମ୍ବଦନ୍ତୀ ମେସି
ନୂଆଦିଲ୍ଲୀ,୧୫।୧୨: ବିଶ୍ୱର ସର୍ବଶ୍ରେଷ୍ଠ ଫୁଟବଲ ଖେଳାଳିଙ୍କ ମଧ୍ୟରୁ ଜଣେ ଭାବରେ ବିବେଚିତ ଲିଓନେଲ ମେସି (GOAT Tour of India 2025), ସୋମବାର ଦିଲ୍ଲୀରେ ଅନେକ ଗୁରୁତ୍ୱପୂର୍ଣ୍ଣ ଲୋକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି, ଯାହା ତାଙ୍କ ଭାରତ ଗସ୍ତର ଶେଷ ଦିନ।…
ଅନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଥର ରନ ଆଉଟ ହୋଇଥିବା ୫ ଜଣ ବ୍ୟାଟସମ୍ୟାନ: ଏହି ଭାରତୀୟ ଖେଳାଳି ୫୩ ଥର ହୋଇଛନ୍ତି ରନ ଆଉଟ
ନୂଆଦିଲ୍ଲୀ,୧୫।୧୨: ରନ ଆଉଟ ହେବା କ୍ରିକେଟର ସବୁଠାରୁ ହତାଶାଜନକ ମୁହୂର୍ତ୍ତ ମଧ୍ୟରୁ ଗୋଟିଏ, ଏବଂ କେତେକ ସମୟରେ, ବ୍ୟାଟସମ୍ୟାନମାନେ ଗୋଟିଏ ବଲ ମଧ୍ୟ ନ ଖେଳି ରନ ଆଉଟ ହୋଇଯାଆନ୍ତି। ରନ ଆଉଟ ହେଉଛି ଏକମାତ୍ର ଉପାୟ ଯାହା ଦ୍ୱାରା ଜଣେ…
ବର୍ଷ ସରୁ ସରୁ ଇତିହାସ ରଚିଲା ଭାରତ, ଜିତିଲା ବିଶ୍ୱକପ
ନୂଆଦିଲ୍ଲୀ,୧୫।୧୨: ୨୦୨୫ ଶେଷ ହେବା ପୂର୍ବରୁ ଭାରତ କ୍ରୀଡ଼ା ଜଗତରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଭାରତୀୟ ସ୍କ୍ବାସ ଦଳ ୨୦୨୫ ସ୍କ୍ବାସ ବିଶ୍ୱକପ ଜିତି ଇତିହାସ ସୃଷ୍ଟି କରିଛି। ଏହା ପ୍ରଥମ ଥର ପାଇଁ କୌଣସି ଏସୀୟ…
ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର
ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ ଟି-୨୦ କ୍ରିକେଟରେ ୧୦୦୦ ରନ୍ ଏବଂ ୧୦୦ ୱିକେଟ୍ ପୂରଣ କରିବାରେ ବିଶ୍ୱର ପ୍ରଥମ…
ତୃତୀୟ ଟି୨୦ରେ ଭାରତର ଦମ୍ଦାର ବିଜୟ: ୨-୧ରେ ସିରିଜ୍ ଅଗ୍ରଣୀ
ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍ ବାକି ଥାଇ ଏହି ବିଜୟ ଲକ୍ଷ୍ୟ ହାସଲ କରିଛନ୍ତି। ଫଳରେ ଭାରତ ୫ ମ୍ୟାଚ ବିଶିଷ୍ଟ…
ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି। ଏହି ପାଞ୍ଚ ମ୍ୟାଚ୍ ବିଶିଷ୍ଟ ସିରିଜ୍ ୧-୧ରେ ବରାବର ଥିବାବେଳେ ବୁମରାହଙ୍କ ଅନୁପସ୍ଥିତି ପ୍ରଶଂସକଙ୍କୁ…
୧୧୭ ରନ୍ରେ ଅଟକିଲା ଦକ୍ଷିଣ ଆଫ୍ରିକା
ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ୧୧୭ ରନ୍ରେ ଅଲ୍ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍ର ବିଜୟ ଟାର୍ଗେଟ ରଖିଛି ଦକ୍ଷିଣ ଆଫ୍ରିକା। ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ…
ୱାଙ୍ଖଡେ ଷ୍ଟାଡିୟମ୍ରେ କିମ୍ବଦନ୍ତି ତାରକା, ମେସିଙ୍କୁ ୧୦ ନଂ ଜର୍ସି ଉପହାର ଦେଲେ ସଚିନ
ନୂଆଦିଲ୍ଲୀ,୧୪।୧୨: ଆଜି ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ କ୍ରିକେଟର ଭଗବାନ ସଚିନ ତେନ୍ଦୁଲକର ଏବଂ ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ମଧ୍ୟରେ ସାକ୍ଷାତ ହୋଇଥିଲା। ଦୁଇ କିମ୍ବଦନ୍ତୀ ଜର୍ସି ଏବଂ ଫୁଟବଲ୍ ବଦଳ କରିଥିଲେ। ଷ୍ଟାଡିୟମରେ ସଚିନଙ୍କୁ ଦେଖିବା ମାତ୍ରେ ଲୋକମାନେ ସଚିନଙ୍କୁ ପ୍ରଶଂସା…
Archives


