ଖେଳ

ହାଇଦ୍ରାବାଦକୁ ହରାଇ ଆର୍‌ସିବିର ସପ୍ତମ ବିଜୟ

ହାଇଦ୍ରାବାଦ,୧୮।୫: ହାଇଦ୍ରାବାଦସ୍ଥିତ ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୬୫ତମ ମ୍ୟାଚରେ ବିରାଟ କୋହଲିଙ୍କ ଦମ୍‌ଦାର ଶତକୀୟ ଇନିଂସ୍‌ ବଲରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି) ୮ ଉଇକେଟରେ ବିଜୟୀ ହୋଇଛି। ଏହି ବିଜୟ ସହ ୧୪ ପଏଣ୍ଟ ପାଇ…

ଆର୍‌ସିବି ଆଗରେ ୧୮୭ ରନ୍‌ର ଟାର୍ଗେଟ୍‌

ହାଇଦ୍ରାବାଦ,୧୮।୫: ହାଇଦ୍ରାବାଦସ୍ଥିତ ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ର ୬୫ତମ ମ୍ୟାଚରେ ହେନ୍‌ରିଚ କ୍ଲାସେନଙ୍କ ଶତକୀୟ ଇନିଂସ୍‌ ବଲରେ ସନ୍‌ ରାଇଜର୍ସ ହାଇଦ୍ରାବାଦ ନିର୍ଦ୍ଧାରିତ(ଏସ୍‌ଆର୍‌ଏଚ୍‌) ୨୦ ଓଭରରେ ୫ ଉଇକେଟ ହରାଇ ୧୮୬ ରନ୍‌ କରିଛି। ଫଳରେ ରୟାଲ…

ମହିଳା ହକି ଟେଷ୍ଟରେ ଅଷ୍ଟ୍ରେଲିଆଠାରୁ ହାରିଲା ଭାରତ

ନୂଆଦିଲ୍ଳୀ,୧୮ା୫: ଗୁରୁବାର ଅନୁଷ୍ଠିତ ପ୍ରଥମ ହକି ଟେଷ୍ଟରେ ଭାରତୀୟ ମହିଳା ହକି ଦଳ ୪-୨ଗୋଲରେ ପରାଜିତ ହୋଇ ଅଷ୍ଟ୍ରେଲିଆ ଗସ୍ତ ଆରମ୍ଭ କରିଛି। ଅଷ୍ଟ୍ରେଲିଆ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା। ପ୍ରଥମ କ୍ୱାର୍ଟର ଗୋଲଶୂନ୍ୟ ରହିବା ପରେ ଦ୍ୱିତୀୟ କ୍ୱାର୍ଟରରେ…

କ୍ୱାଲିଫାୟର, ଏଲିମିନେଟ୍‌ ମ୍ୟାଚ୍‌ ଲାଗି ଟିକେଟ ବିକ୍ରି

ନୂଆଦିଲ୍ଲୀ,୧୮।୫: ୨୦୨୩ ଆଇପିଏଲ୍‌ ସିଜିନର ଶେଷ ଲିଗ୍‌ ମ୍ୟାଚ ମେ ୨୧ତାରିଖରେ ବାଙ୍ଗାଲୋର ଏବଂ ଗୁଜୁରାଟ ମଧ୍ୟରେ ଖେଳାଯିବ। ମେ ୨୩ରୁ ପ୍ରଥମ ଯୋଗ୍ୟତା(କ୍ୱାଲିଫାୟର) ମ୍ୟାଚ୍‌ ଖେଳାଯିବ। ମେ ୨୪ରେ ଏଲିମିନେଟ୍‌ର ମ୍ୟାଚ ହେବ। ଏହି ଦୁଇଟି ମ୍ୟାଚ୍‌ ଚେନ୍ନାଇର ଏମ୍‌…

ଟସ୍‌ ଜିତି ଆର୍‌ସିବିର ବୋଲିଂ ନିଷ୍ପତ୍ତି

ହାଇଦ୍ରାବାଦ,୧୮।୫: ହାଇଦ୍ରାବାଦସ୍ଥିତ ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଗୁରୁବାର ଖେଳାଯାଉଥିବା ଆଇପିଏଲ୍‌ର ୬୫ତମ ମ୍ୟାଚରେ ଫାଫ ଡୁ ପ୍ଲେସିସ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆର୍‌ସିବି) ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଆଡେନ ମାର୍କ୍ରାମଙ୍କ ନେତୃତ୍ୱାଧୀନ ସନ୍‌…

ହାଇଦ୍ରାବାଦରେ ଏସଆରଏଚ-ଆରସିବି ମୁହାଁମୁହିଁ…

ହାଇଦ୍ରାବାଦ,୧୮।୫ : ଆଇପିଏଲ ୨୦୨୩ର ୬୫ ତମ ମ୍ୟାଚରେ ଗୁରୁବାର ସନ୍ଧ୍ୟା ସାଢ଼େ ୭ଟାରେ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ସନ ରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଏବଂ ରୟାଲ ଚ୍ୟାଲେଞ୍ଜରର୍ସ ବାଙ୍ଗାଲୋର(ଆରସିବି) ମଧ୍ୟରେ ଖେଳାଯାଉଛି । ପଏଣ୍ଟ ଟେବୁଲରେ ଏସଆରଏଚ ନଶମ…

ଚେନ୍ନାଇ ପାଇଁ ଚିନ୍ତା ବଢାଇଲା ଦିଲ୍ଲୀ, ପ୍ଲେଅଫ୍‌ ଦୌଡ଼ରୁ ପଡ଼ିପାରେ ବାଦ୍‌…

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୩ର ୧୬ ତମ ସିଜନରେ ବୁଧବାର ଖେଳାଯାଇଥିବା ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)ଏବଂ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)ମଧ୍ୟରେ ମୁକାବିଲା ପରେ ପ୍ଲେଅଫ ଦୌଡ଼ ଅଧିକ ରୋମାଞ୍ଚକର ହୋଇଛି। ଯଦିଓ ଦିଲ୍ଲୀ କ୍ୟାପିଟାଲ୍ସ ପ୍ଲେ ଅଫ ଦୌଡରୁ ବାହାରି ସାରିଛି, ହେଲେ ଏହା…

ଆଡ୍‌ହକ କମିଟି ନିକଟରେ ୧୭୦୦ ଏଣ୍ଟ୍ରି

ନୂଆଦିଲ୍ଲୀ,୧୮ା୫(ପି.ଟି.): ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ପାଇଁ ୧୭ ଓ ୨୩ ବର୍ଷରୁ କମ୍‌ ଏସିଆନ୍‌ ରେସ୍‌ଲିଂ ଚାମ୍ପିୟନଶିପ୍‌ ଚୟନ ଟ୍ରାଏଲ୍‌ ଆୟୋଜନ କରିଛି ଆଡ୍‌ହକ୍‌ କମିଟି। ଇଣ୍ଡିଆନ ଅଲିମ୍ପିକ୍ସ ଆସୋସିଏଶନ(ଆଇଓଏ) ପକ୍ଷରୁ ରେସଲିଂ ଫେଡେରେଶନର ସମସ୍ତ କର୍ମୀଙ୍କୁ…

ଡୋପିଂ ମାମଲାରେ କେନିଆ ଧାବକ ବାସନ୍ଦ

ମୋନାକୋ, ୧୮ା୫ (ପି.ଟି.): କେନିଆ ଦୂରଗାମୀ ଧାବକ ରୋନେକ୍ସ କିପ୍ରୁଟୋଙ୍କୁ ଡୋପିଂ ମାମଲାରେ ବୁଧବାର ବାସନ୍ଦ କରାଯାଇଛି। ୨୦୧୯ ବିଶ୍ୱ ଚାମ୍ପିୟନଶିପର ୧୦ ହଜାର ମିଟର ବର୍ଗ ରେସ୍‌ରେ ସେ ବ୍ରୋଞ୍ଜ ପଦକ ବିଜୟୀ ହୋଇଥିଲେ। ବୁଧବାର ଆଥ୍‌ଲେଟିକ୍ସ ଇଣ୍ଟେଗ୍ରିଟି ୟୁନିଟ୍‌(ଏଆଇୟୁ)…

ଲନ୍‌ ବଲ୍ସ ବୈଷୟିକ ଅଧିକାରୀଙ୍କ କର୍ମଶାଳା ଆରମ୍ଭ

ଭୁବନେଶ୍ୱର, ୧୮।୫ (କ୍ରୀଡ଼ା ପ୍ରତିନିଧି): ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଓ ଓଡ଼ିଶା ବୋଲିଂ ଆସୋସିଏଶନ ଆନୁକୂଲ୍ୟରେ ନୟାପଲ୍ଲୀସ୍ଥିତ ଇନ୍‌ଡୋର ହଲ୍‌ରେ ବୁଧବାରଠାରୁ ଲନ୍‌ ବଲ୍ସ ବୈଷୟିକ ଅଧିକାରୀ ଓ କୋଚ୍‌ଙ୍କ କର୍ମଶାଳା ଆରମ୍ଭ ହୋଇଛି। ଏହା ୧୯ ତାରିଖ ପର୍ଯ୍ୟନ୍ତ…

ସାଲ୍‌ମିଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୮।୫(କ୍ରୀଡ଼ା ପ୍ରତିନିଧି): ଝାଡ଼ଖଣ୍ଡର ରାଞ୍ଚତ୍ଠାରେ ଚାଲିଥିବା ୨୬ତମ ଜାତୀୟ ଫେଡେରେଶନ କପ୍‌ ସିନିୟର ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ଡିସ୍‌କସ୍‌ ଥ୍ରୋରେ ଓଡ଼ିଶାର ସାଲ୍‌ମି କିସ୍‌ପୋଟାଙ୍କୁ ବ୍ରୋଞ୍ଜ ପଦକ ମିଳିଛି। ବୁଧବାର ଅନୁଷ୍ଠିତ ପ୍ରତିଯୋଗିତାରେ ସାଲ୍‌ମି ୪୬.୩୧ ମିଟର ଦୂରତାକୁ ଥ୍ରୋ…

ସର୍ଗିଓ ଲୋବେରା ଓଏଫ୍‌ସିର ନୂଆ କୋଚ୍‌

ଭୁବନେଶ୍ୱର,୧୮ା୫ (ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶା ଫୁଟବଲ୍‌ କ୍ଲବ(ଓଏଫ୍‌ସି)ର ମୁଖ୍ୟ କୋଚ୍‌ ଭାବରେ ସ୍ପାନିଶ ଫୁଟବଲର ସର୍ଗିଓ ଲୋବେରାଙ୍କୁ ନିଯୁକ୍ତି ଦିଆଯାଇଛି। ବୁଧବାର ଓଏଫ୍‌ସିର ମୁଖ୍ୟ କୋଚ୍‌ ଭାବରେ ସେ ଦୁଇବର୍ଷିଆ ଚୁକ୍ତି କରିଛନ୍ତି। ନିକଟରେ ସୁପର୍‌ କପ୍‌ ଜିତିବା ସହିତ ଏସିଆନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?