ଖେଳ

ଆଜିଠୁ ରାଉରକେଲାରେ ଜାତୀୟ ସବ୍‌ଜୁନିୟର ପୁରୁଷ ହକି

ଭୁବନେଶ୍ୱର, ୧୮।୫ (କ୍ରୀଡ଼ା ପ୍ରତିନିଧି): ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଜାତୀୟ ସବ୍‌ଜୁନିୟର ପୁରୁଷ ହକିର ୧୩ତମ ସଂସ୍କରଣ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ୧୧ ଦିନିଆ ଟୁର୍ନାମେଣ୍ଟରେ ମୋଟ ୨୮ଟି ଦଳ ଅଂଶଗ୍ରହଣ କରିବେ। ନବନିର୍ମିତ ବିଶ୍ୱସ୍ତରୀୟ ବିର୍ସା ମୁଣ୍ଡା…

ହନୁମାନ ମନ୍ଦିର ଯାଏ ରେସ୍‌ଲରଙ୍କ ଶୋଭାଯାତ୍ରା

ନୂଆଦିଲ୍ଳୀ,୧୮ା୫(ପି.ଟି.): ଭାରତୀୟ ରେସ୍‌ଲିଂ ଫେଡେରେଶନ (ଡବ୍ଲ୍ୟୁଏଫ୍‌ଆଇ) ସଭାପତି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ଯୌନ ନିର୍ଯାତନା ମାମଲାରେ ନୂଆଦିଲ୍ଲୀର ଯନ୍ତରମନ୍ତର ଆନ୍ଦୋଳନରତ ଖେଳାଳିମାନେ ସମର୍ଥକଙ୍କ ସହିତ କନ୍ନଟ ପ୍ଲେସ୍‌ର ହନୁମାନ ମନ୍ଦିର ପର୍ଯ୍ୟନ୍ତ ଏକ ଶୋଭାଯାତ୍ରାରେ ବାହାରିଥିଲେ। ଏହା ସହିତ ବଙ୍ଗଲା ସାହିବ…

ଗୋଟିଏ ଗ୍ରୁପ୍‌ରେ ଭାରତ, ପାକିସ୍ତାନ

ନୂଆଦିଲ୍ଲୀ, ୧୮।୫ (ପି.ଟି.): ସାଉଥ୍‌ ଏସିଆନ ଫୁଟବଲ ଫେଡେରେଶନ (ସାଫ୍‌) କପ୍‌ ବେଙ୍ଗାଲୁରୁଠାରେ ଆସନ୍ତା ଜୁନ୍‌ ୨୧ରୁ ଜୁଲାଇ ୪ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ଗୋଟିଏ ଗ୍ରୁପ୍‌ରେ ସ୍ଥାନ…

କଟକ ଜିତିଲା ସାହାଣୀ କପ୍‌

ଭୁବନେଶ୍ୱର, ୧୮।୫ (କ୍ରୀଡ଼ା ପ୍ରତିନିଧି): ଆନ୍ତଃ ଜିଲା ସାହାଣୀ କପ୍‌ ଫୁଟବଲ ଟୁର୍ନାମେଣ୍ଟର ୬୨ତମ ସଂସ୍କରଣ ବୁଧବାର ଶେଷ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ କଟକ-କନ୍ଧମାଳ ଦ୍ୱିତୀୟ ଫାଇନାଲ ୧-୧ ଗୋଲରେ ଡ୍ର ରହିଥିଲା। କନ୍ଧମାଳ ପକ୍ଷରୁ ବିଜୟ ମୁଖୀ ୪୦…

ପଞ୍ଜାବକୁ ହରାଇଲା ଦିଲ୍ଲୀ

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ୧୫ ରନ୍‌ରେ ବିଜୟୀ ହୋଇଛି। ପଞ୍ଜାବର ଲିଆମ ଲିଭିଂଷ୍ଟୋନଙ୍କ ଲଢ଼ୁଆ ବ୍ୟାଟିଂ ସତ୍ତ୍ୱେ ପଞ୍ଜାବ ୨୦ ଓଭରରେ ୮ ଉଇକେଟ ହରାଇ…

ପଞ୍ଜାବ ଆଗରେ ୨୧୪ ରନ୍‌ର ଟାର୍ଗେଟ୍‌

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୨୧୩ ରନ୍‌ କରିଛି। ଫଳରେ ପଞ୍ଜାବ ଆଗରେ ୨୧୪…

ଏହି ୪ କ୍ରିକେଟର କ୍ୟାରିୟର ମଧ୍ୟରେ ଜିରୋରେ ହୋଇନାହାନ୍ତି ଆଉଟ୍‌

ନୂଆଦିଲ୍ଲୀ,୧୭ା୫: କ୍ରିକେଟରେ କିଛି ବ୍ୟାଟ୍ସମ୍ୟାନ ଅଛନ୍ତି ଯେଉଁମାନେ ପଡ଼ିଆକୁ ଯାଉଯାଉ ପ୍ରଥମ ବଲ୍‌ରେ ଆଉଟ୍‌ ହୋଇ ପାଭିଲିଅନ ଫେରିଛନ୍ତି। ମାତ୍ର ଆଉ କିଛି ବ୍ୟାଟ୍ସମ୍ୟାନ ଅଛନ୍ତି, ଯେଉଁମାନେ ତାଙ୍କ କ୍ୟାରିୟର ମଧ୍ୟରେ ଆଦୌ ଜିରୋରେ ଆଉଟ୍‌ ହୋଇନାହାନ୍ତି। ସେମାନଙ୍କ ମଧ୍ୟରୁ ୪…

ଟସ୍‌ ଜିତି ପଞ୍ଜାବର ବୋଲିଂ ନିଷ୍ପତ୍ତି

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଉଥିବା ଆଇପିଏଲର ୬୪ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ଅଧିନାୟକ ଶିଖର ଧାଓ୍ବନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆମନ୍ତ୍ରଣ ପାଇ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ପ୍ରଥମେ…

ଆଇପିଏଲ ୬୪ତମ ମ୍ୟାଚ: ଆଜି ଡିସି-ପିବିକେଏସ୍‌ ଲଢେଇ

ଧର୍ମଶାଳା,୧୭।୫: ଆଇପିଏଲ ୨୦୨୩ର ୬୪ତମ ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ଭେଟିବ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି)। ବୁଧବାର ସନ୍ଧ୍ୟା ୭:୩୦ରେ ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମ, ଧର୍ମଶାଳା ଠାରେ ଖେଳାଯିବ । ପ୍ଲେ ଅଫ ଦୃଷ୍ଟିରୁ ପଞ୍ଜାବ ପାଇଁ ଏହି ମ୍ୟାଚ…

ଓଡ଼ିଶା ଏଫ୍‌ସି, ସ୍ପୋର୍ଟସ୍‌ ଓଡ଼ିଶା ପରାସ୍ତ

ଭୁବନେଶ୍ୱର, ୧୭।୫ (କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ର ଲିଗ୍‌ ପର୍ଯ୍ୟାୟରେ ଚମତ୍କାର ପ୍ରଦର୍ଶନ କରି ଆସିଥିବା ଓଡ଼ିଶା ଏଫ୍‌ସି ଓ ସ୍ପୋର୍ଟସ୍‌ ଓଡ଼ିଶା ଦଳ ମଙ୍ଗଳବାର କ୍ୱାର୍ଟର ଫାଇନାଲରେ କିନ୍ତୁ ହାରି ଯାଇଛନ୍ତି। ଶାହିବାଗ୍‌ ପୋଲିସ ଷ୍ଟାଡିୟମରେ ଅନୁଷ୍ଠିତ…

ଆନ୍ତଃ ଏନ୍‌ସିଏ ଟୁର୍ନାମେଣ୍ଟ ପାଇଁ ଓଡ଼ିଶାରୁ ୨ ମନୋନୀତ

ଭୁବନେଶ୍ୱର, ୧୭।୫ (କ୍ରୀଡ଼ା ପ୍ରତିନିଧି): ୧୯ ବର୍ଷରୁ କମ୍‌ ଆନ୍ତଃ ଏନ୍‌ସିଏ (ଜାତୀୟ କ୍ରିକେଟ ଏକାଡେମୀ) କ୍ରିକେଟ ଟୁର୍ନାମେଣ୍ଟ ପାଇଁ ଓଡ଼ିଶାର ୨ ଖେଳାଳି ମନୋନୀତ ହୋଇଛନ୍ତି। ସେମାନେ ହେଲେ ଶ୍ରେୟାଂଶ ଭରଦ୍ୱାଜ ଓ ଆଶୀର୍ବାଦ ସ୍ବାଇଁ। ଶ୍ରେୟାଂଶ ଟିମ୍‌-ବି ଓ…

ପୂର୍ବତନ କ୍ରିକେଟର ସଞ୍ଜୟ ଶତପଥୀଙ୍କ ପରଲୋକ

ଭୁବନେଶ୍ୱର, ୧୭।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପୂର୍ବତନ କ୍ରିକେଟର ସଞ୍ଜୟ ଶତପଥୀଙ୍କର ସୋମବାର ମଧ୍ୟରାତ୍ରରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ପେସାରେ ଜଣେ ଡାକ୍ତର ଥିବା ସଞ୍ଜୟ ୧୯୬୫-୬୬ରୁ ୧୯୭୫-୭୬ ମଧ୍ୟରେ ଓଡ଼ିଶା ପକ୍ଷରୁ ୨୩ଟି ପ୍ରଥମଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?